Home

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦବୀ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳର ବରିଷ୍ଠ ନେତା ମଧୁସୂଦନ ମିସ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ଭୁଭିଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ନୂପୁର

ନୂଆଦିଲ୍ଲୀ,୨୨।୯: ଆଜିକାଲି ଭାରତର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ସୋସିଆଲ ମିଡିଆରେ ସମାଲୋଚନାର ଶିକାର ହେଉଛନ୍ତି। ପାକିସ୍ତାନ ଏବଂ ଶ୍ରୀଲଙ୍କା ବିପକ୍ଷ ଏସିଆ କପରେ ତାଙ୍କର ୧୯ତମ ଓଭର ଭାରତ ପାଇଁ ମହଙ୍ଗା ପ୍ରମାଣିତ ହୋଇଥିଲା ଏବଂ ବର୍ତ୍ତମାନ ଅଷ୍ଟ୍ରେଲିଆ ବିପକ୍ଷ…

ହାଇକମାଣ୍ଡଙ୍କ ଇଛା-ମୁଖ୍ୟମନ୍ତ୍ରୀ ପଦବୀ ମୋହରେ ଫଶି ରହିଛନ୍ତି ଗେହଲୋଟ…

ନୂଆଦିଲ୍ଲୀ, ୨୨।୯ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅଧିକ ଚର୍ଚ୍ଚା ହେଉଥିବା ରାଜ୍ୟ ହେଉଛି ରାଜସ୍ଥାନ। ଏହାର କାରଣ ହେଉଛି ଅଶୋକ ଗେହଲୋଟ ଜାତୀୟ ଅଧ୍ୟକ୍ଷ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। କିନ୍ତୁ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭୂମିକାକୁ ନେଇ…

ଏଥର ଓଡ଼ିଆ ଭାଷାରେ ହେବ ଓଏଏସ୍‌ ପରୀକ୍ଷା

ଭୁବନେଶ୍ୱର,୨୨ା୯(ବ୍ୟୁରୋ): ଏଥର ଓଏଏସ୍‌ ପରୀକ୍ଷା ଓଡ଼ିଆ ଭାଷାରେ ଦେଇହେବ। ତେବେ ଇଂରାଜୀ ଭାଷା ସହ ଓଡ଼ିଆରେ ବି ପ୍ରଶ୍ନପତ୍ର ପ୍ରସ୍ତୁତ ହେବ। ପରୀକ୍ଷାର୍ଥୀମାନେ ନିଜ ମନ ମୁତାବକ ଭାଷା ବାଛି ପରୀକ୍ଷା ଦେବେ। ମେନ୍‌ ଓ ଇଣ୍ଟରଭିୟୁ ସବୁ କିଛି ପୂର୍ବରୁ…

ଶାହାଙ୍କ ବୈଠକରେ ଲେଖାଯାଇଥିଲା ପିଏଫଆଇ ସର୍ଜିକାଲ ଷ୍ଟ୍ରାଇକ୍‌ର କାହାଣୀ…

ନୂଆଦିଲ୍ଲୀ, ୨୨।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ) ବିରୋଧରେ କେନ୍ଦ୍ରର ବିଭିନ୍ନ ଏଜେନ୍ସି ଏକ ବଡ ପଦକ୍ଷେପ ନେଇଛନ୍ତି। ପ୍ରକାଶ ଯେ, ଦେଶର ୧୨ ଟି ରାଜ୍ୟରେ ୧୦୬ ଟି ସ୍ଥାନରେ ଚଢ଼ାଉ କରାଯାଇ ୧୦୦ରୁ ଅଧିକ ଲୋକଙ୍କୁ…

ଗଛରେ ପିଟିହେଲା ସ୍କୁଲ୍‌ ବସ୍‌

କଟକ ଅଫିସ,୨୨ା୯: ଗୁରୁବାର ସକାଳେ ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କଟକ ସିଡିଏ-୮ ଅଭିମୁଖେ ଯାଉଥିବା ଏହି ବସ୍‌ରେ ପ୍ରାୟ ୩୦ ପିଲା ଥିବା ବେଳେ ସେମାନେ ସୁରକ୍ଷିତ ଥିବା ଜଣାଯାଇଛି। ସୂଚନାନୁଯାୟୀ, ଆଜି ସକାଳୁ ୩୦ ପିଲାଙ୍କୁ ନେଇ…

ସାଧାରଣ ବର୍ଗରେ ୩୫ ପ୍ରତିଶତ ଭୂମିହୀନ-୫.୮ କୋଟି ବିପିଏଲ, ଇଡବ୍ଲୁଏସ ସଂରକ୍ଷଣ ନେଇ ସୁପ୍ରିମ୍‌କୋର୍ଟରେ ସରକାରଙ୍କ ଜବାବ…

ନୂଆଦିଲ୍ଲୀ, ୨୨।୯ : ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ବିଭାଗକୁ ଦିଆଯାଇଥିବା ୧୦ ପ୍ରତିଶତ ଇଡବ୍ଲୁଏସ ସଂରକ୍ଷଣକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସମ୍ପ୍ରତି ସୁପ୍ରିମକୋର୍ଟରେ ଏକ ଜୋରଦାର ବିତର୍କ ଚାଲିଛି। ଗୋଟିଏ ପଟେ ଏହି ସଂରକ୍ଷଣକୁ ଚ୍ୟାଲେଞ୍ଜ କରୁଥିବା ଆବେଦନଗୁଡିକରେ କୁହାଯାଇଛି…

ଟ୍ରମ୍ପଙ୍କ ବିରୋଧରେ ଠକେଇ ଅଭିଯୋଗ

ଓ୍ବାଶିଂଟନ,୨୨ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ,ତାଙ୍କର ତିନିପୁଅ ଏବଂ ଟ୍ରମ୍ପ ସଂଗଠନ ନାମରେ ଏକ ଠକେଇ ମାମଲା ଦାୟର ହୋଇଛି। ଏକ ରିପୋର୍ଟ ଅନୁଯାୟୀ ଡେମୋକ୍ରାଟ ଆଟର୍ନିଂ ଜେନେରାଲ ଲେଟିଟିଆ ଜେମ୍ସ ଟ୍ରମ୍ପଙ୍କ ନାମରେ ୨୦୦ ପୃଷ୍ଠା ସମ୍ବଳିତ ମୋକଦ୍ଦମା…

ପ୍ରବଳ ବର୍ଷାରେ କାନ୍ଥ ଭୁଶୁଡ଼ି ୪ ଶିଶୁଙ୍କ ସମେତ ୬ ମୃତ୍ୟୁ…

ଲକ୍ଷ୍ନୌ, ୨୨।୯ : ଉତ୍ତରପ୍ରଦେଶର ଇଟାୱା ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଲଗାତାର ପ୍ରବଳ ବର୍ଷା ଯୋଗୁ କାନ୍ଥ ଭୁଶୁଡ଼ିବା ଘଟଣାରେ ୪ ଶିଶୁଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଚାରି ଭାଇ ଓ ଭଉଣୀ…

ରାତାରାତି କୋଟିପତି ହୋଇଗଲେ ଯୁବକ

ପାଟନା,୨୨।୯: ବିହାରର ଆରାହା ନିବାସୀ ସୌରଭ କୁମାରଙ୍କ ଭାଗ୍ୟ ହଠାତ୍‌ ବଦଳିଯାଇଛି। ସେ ରାତାରାତି କୋଟିପତି ହୋଇଯାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ଟ୍ୟୁସନ ଶିକ୍ଷା ଦେଉଥିବା ସୌରଭ ଦୁଇ ବର୍ଷ ଧରି ଅନଲାଇନ କ୍ରିକେଟ ଖେଳରେ ନିଜ ଭାଗ୍ୟ ପରୀକ୍ଷା କରୁଥିଲେ। ଗତ ଭାରତ…

ଜଣେ ପୁରୁଷଙ୍କ ସ୍ତ୍ରୀ ହୋଇଛନ୍ତି ୩ ଭଉଣୀ, କାରଣ ଜାଣିଲେ…

ଆପଣ ନିଶ୍ଚିତ ଭାବରେ ଏହି କଥା ଶୁଣିଥିବେ ଯେ, ଜଣେ ମହିଳା ସବୁକିଛି ବାଣ୍ଟି ପାରିବେ କିନ୍ତୁ ପ୍ରେମ କିମ୍ବା ସ୍ବାମୀଙ୍କୁ କାହା ସହ ବାଣ୍ଟି ପାରିବେ ନାହିଁ। କିନ୍ତୁ ଜଣେ ମହିଳା ଏହି ଭାବନାକୁ ବଦଳାଇ ଦେଇଛନ୍ତି। ସେ ନିଜ…

ମୋହନ ଭାଗଓ୍ବତ-ଇଲିଆସି ସାକ୍ଷାତ: ଆରଏସଏସ ମୁସଲମାନଙ୍କ ନିକଟତର ହେଉଥିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୨୨।୯ : ଆରଏସଏସ ମୁଖ୍ୟ ମୋହନ ଭାଗଓ୍ବତ ଗୁରୁବାର ଦିଲ୍ଲୀରେ ଅଲ ଇଣ୍ଡିଆ ଇମାମ ସଂଗଠନର ମୁଖ୍ୟ ଇମାମ ଡ. ଇମାମ ଉମର ଅହମ୍ମଦ ଇଲିଆସିଙ୍କୁ ଭେଟିଛନ୍ତି। ଏହାପୂର୍ବରୁ ଭାଗଓ୍ବତଙ୍କୁ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଏସ.ୟୁ କୁରେଶି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri