Home

ସୋପୋରରୁ ଲସ୍କରର ଦୁଇ ହାଇବ୍ରିଡ ଆତଙ୍କବାଦୀ ଗିରଫ, ଚାଇନା ନିର୍ମିତ ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୨ ।୯: ଉତ୍ତର କଶ୍ମୀରର ବାଳାମୁଳ ଜିଲାର ସୋପୋରରୁ ବୁଧବାର ରାତିରେ ସୁରକ୍ଷାକର୍ମୀ ଲସ୍କର-ଏ-ତୋଏବା ଆତଙ୍କବାଦୀ ସଙ୍ଗଠନର ଦୁଇ ଜଣ ହାଇବ୍ରିଡ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ପିସ୍ତଲ, ଚାଇନା ନିର୍ମିତ ଗ୍ରେନେଡ ତଥା ଗୁଳି ଜବତ କରାଯାଇଛି…

ପୂର୍ବତନ ବିଧାୟକଙ୍କୁ ୨ ବର୍ଷ ଜେଲ୍‌

ଲକ୍ଷ୍ନୌ,୨୧ା୯: ଆହ୍ଲାବାଦ ହାଇକୋର୍ଟ ବୁଧବାର ପୂର୍ବତନ ବିଧାୟକ ମୁଖତାର ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜଣେ ଜେଲରଙ୍କୁ ଧମକ ଦେବା ସହ ବନ୍ଧୁକ ଦେଖାଇବା ଅଭିଯୋଗରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଷ୍ଟିସ ଡି.କେ ସିଂ ଉତ୍ତରପ୍ରଦେଶ ସରକାରଙ୍କ…

ମୋର ବ୍ୟକ୍ତିଗତ ଇଚ୍ଛା କିଛି ନାହିଁ: ନୀତୀଶ

ପାଟନା,୨୧।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉତ୍ତରପ୍ରଦେଶର ଫୁଲପୁର ଅଞ୍ଚଳରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୌଣସି ବ୍ୟକ୍ତିଗତ ଆକାଂକ୍ଷା ନାହିଁି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା…

ଗୁରୁବାରଠାରୁ ଯୁକ୍ତ ୨ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, ୨୧।୯(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ଯୁକ୍ତ୨ ପ୍ରଥମ ବର୍ଷ ପିଲାଙ୍କ କ୍ଲାସ ଆରମ୍ଭ ହେବ। ପ୍ରଥମ ତିନିଦିନ ଅର୍ଥାତ୍‌ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଇଣ୍ଡକ୍ସନ କ୍ଲାସ୍‌ ହେବ। ଏ ନେଇ ବୁଧବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର…

ବର୍ଷିଲେ ଗାଭାସ୍କର: ‘୧୯ତମ ଓଭର ପାଲଟିଲାଣି ଚିନ୍ତାର ବିଷୟ…ସବୁଥର ଦେଉଛନ୍ତି ଅଧିକ ରନ୍‌’

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟି୨୦ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛି ଟିମ୍‌ ଇଣ୍ଡିଆ। ଏହାକୁ ନେଇ ବିଭିନ୍ନ ମହଲରେ ଦଳକୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ଏହି କ୍ରମରେ ଏବେ ମହାନ କ୍ରିକେଟର ସୁନୀଲ ଗାଭାସ୍କର ଭାରତୀୟ ଖେଳାଳିଙ୍କୁ ନେଇ…

ଫଟୋରେ ଏହି ଦୁଇ କୁନି ଝିଅ ଆଜି ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିମାନେ ବେଳେବେଳେ ସେମାନଙ୍କ ପିଲାଦିନର ଫଟୋ ଶେୟାର କରିଥାନ୍ତି। ଯାହାକୁ ଚିହ୍ନିବା ପାଇଁ ପ୍ରଶଂସକଙ୍କୁ ବହୁତ କଷ୍ଟ ହୋଇଥାଏ। ଆଜି ସେମିତି ଏକ ଫଟୋ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ପ୍ରଶଂସକମାନେ ଚିହ୍ନିବା ନେଇ ଦ୍ୱନ୍ଦ୍ୱରେ ପଡ଼ିଛି। ବଲିଉଡ୍‌…

ପଞ୍ଜାବ ସରକାରଙ୍କୁ ଝଟ୍‌କା

ଚଣ୍ଡିଗଡ,୨୧।୯: ପଞ୍ଜାବ ରାଜ୍ୟପାଳ ବନୱାରିଲାଲ ପୁରୋହିତ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡକାଇବା ନିଷ୍ପତ୍ତି ପ୍ରତ୍ୟାହାର କରିଛନ୍ତି। ଫଳରେ ପଞ୍ଜାବର ଭଗଓ୍ବନ୍ତ ମାନ ସରକାରଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ପଞ୍ଜାବ ରାଜ୍ୟପାଳ ଏକ ବିବୃତ୍ତି ଜାରି କରି କହିଛନ୍ତି, ସରକାର ନିଜ…

ଟିମ୍‌ରେ ଜାଡେଜା ନାହାନ୍ତି, କେହି ପ୍ରତିଭା ନାହାନ୍ତି; ଏମିତିରେ ମ୍ୟାଚ୍‌ ଜିତିବେ କେମିତି: ଶାସ୍ତ୍ରୀ

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆରମ୍ଭରୁ ଭାରତ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ଦଳ ୪ ଉଇକେଟରେ ପରାଜିତ ହୋଇଛି। ୨୦୮ ରନ୍‌ର ବୃହତ୍‌ ସ୍କୋର କରିଥିଲେ ହେଁ ଖରାପ ବୋଲିଂ…

ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ, ଉପବାସ ରହିଲେ ପିଲା

ହିଞ୍ଜିଳିକାଟୁ,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ସାରୁ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବାରୁ ବହୁ ଛାତ୍ରୀଛାତ୍ର ଖାଦ୍ୟ ଖାଇ ଉପବାସ ରହିଥିବା ଅଭିଯୋଗ ହୋଇଛି। ଖାଦ୍ୟରେ ପୋକ ବାହାରିବା ଭିଡିଓ ଏବଂ ଫଟୋ ବିଭିନ୍ନ…

ଉଠାଜଳସେଚନ ପ୍ରକଳ୍ପର ୨ ଅଧିକାରୀଙ୍କୁ ଅଟକ ରଖିଲେ ଚାଷୀ

କୋକସରା,୨୧ା୯(ଡି.ଏନ୍‌.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପରୁ କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ଅଞ୍ଚଳର ଚାଷଜମିକୁ ଜଳସେଚନ ପାଇଁ ବାରମ୍ବାର କୋକସରା ବ୍ଲକ କୁସୁମଖୁଣ୍ଟିଠାରେ ଥିବା ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମୂଷାପାଲି ପଞ୍ଚାୟତର ଚାଷୀମାନେ ବିଗତ କିଛିଦିନ ତଳେ ଯାଇ ଜଳସେଚନ ପାଇଁ ଅଭିଯୋଗ…

ପଦରପଡ଼ାକୁ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା

କୋକସରା,୨୧ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନ ପୋଡ଼ାଗୁଡ଼ା ପଞ୍ଚାୟତର ନେଗିଗୁଡ଼ାର ପଦରପଡ଼ାକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ଦାବି ଜଣାଇ ଆସୁଥିଲେ। ତେବେ ରାଜ୍ୟ ସରକାର ନେଗିଗୁଡ଼ାର…

ଏବିଜି ଗ୍ରୁପ୍‌ର ଚେୟାରମ୍ୟାନ୍‌ ରିଷି ଅଗ୍ରଓ୍ବାଲ ଗିରଫ

ନୂଆଦିଲ୍ଲୀ,୨୧।୯: ଏବିଜି ଗ୍ରୁପର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ରିଷି ଅଗ୍ରୱାଲଙ୍କୁ ୨୨,୦୦୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ଗିରଫ କରିଛି। ଏବିଜି ସିପିୟାର୍ଡ ଲିମିଟେଡ ୧୯୮୫ ମସିହାରେ ଆରମ୍ଭ ହୋଇଥିଲା। ଗୁଜରାଟର ଡାହେଜ ଏବଂ ସୁରଟରେ କମ୍ପାନୀ ଜଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri