୨୩ ରିପୋର୍ଟ ଚାପିଛନ୍ତି ବିଜେଡି ସରକାର, ଆଇନମନ୍ତ୍ରୀ କହିଲେ ଆମେ ସେମିତି…
ଭୁବନେଶ୍ୱର,୩ା୯: ବିଜେଡିକୁ ବୁଧବାର କଡ଼ା ଟାର୍ଗେଟ୍ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପୁରୀ ଦଳାଚକଟା ତଦନ୍ତ ରିପୋର୍ଟ ନେଇ ଆଇନମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରିପୋର୍ଟ ସିଏମଓକୁ ଦିଆସରିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…
ମେଘାଳୟରେ ଓଡ଼ିଆ ଯବାନ ଶହୀଦ, କାନ୍ଦବୋବାଳିରେ ଫାଟି ପଡୁଛି ଗାଁ, ୪ ବର୍ଷର ପୁଅ ବାପାଙ୍କୁ ଖୋଜି କହୁଛି…
ଅତାବିରା,୩ା୯(ଗୋଡ଼ଭଙ୍ଗା): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ବିଏସ୍ଏଫ୍ ଯବାନ ଖଗେନ୍ଦ୍ର ମହାପାତ୍ର (୩୬)ଙ୍କ ମେଘାଳୟରେ ଶହୀଦ ହୋଇଥିବା ଦୁଃଖଦ ଖବର ବୁଧବାର ଆସି ପହଞ୍ଚିଛି। ଏହା ପରେ ଗାଁରେ କାନ୍ଦବୋବାଳି ପଡିଯାଇଛି। ମିଳିଥିବା ସୂଚନାରୁ ପ୍ରକାଶ ଯେ, ସ୍ବର୍ଗତ ଖଗେନ୍ଦ୍ର…
ବେଆଇନ କ୍ରସରରେ ତହସିଲଦାର-ପୋଲିସର ମିଳିତ ଚଢ଼ାଉ, ଜବତ ହେଲା କ୍ରସର ମେଶିନ
ବଲାଙ୍ଗୀର/ସଇଁତଳା,୩ା୯(ସୁନିଲ ମହାନ୍ତି, ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲାରେ ବେଆଇନ କ୍ରସର୍ ଚାଲିଥିବା ନେଇ ଦୀର୍ଘଦିନରୁ ଅଭିଯୋଗ ହେଇଆସୁଥିଲା। ସଇଁତଳା ତହସିଲଦାର କୌଣସି ଏକ ସୂତ୍ରରୁ ଖବର ପାଇ ପୋଲିସ ସହାୟତାରେ ସଇଁତଳା ବ୍ଲକ କଅଁସର ପଞ୍ଚାୟତ କେଛୋମୁହାଣ କ୍ରସର ଉପରେ…
ରାଜ୍ୟରେ ପ୍ରଥମଥର ପାଇଁ ଆସିଲା ଏମିତି ଏକ ମେଶିନ, ଅଧିକ ଅମଳ ସହ ବଢ଼ିବ ଚାଷୀଙ୍କ ରୋଜଗାର
ଭଞ୍ଜନଗର,୩ା୯(ବାବୁଲା ପ୍ରଧାନ): ରାଜ୍ୟରେ ରାଶିର ଯେତିକି ଆବଶ୍ୟକତା ଅଛି ତା’ଠାରୁ କମ ଉତ୍ପାଦନ ହେଉଛି। ଚାଷୀମାନେ ଯେଉଁ ପାରମ୍ପରିକ ପଦ୍ଧତିରେ ରାଶି ଚାଷ କରୁଛନ୍ତି। ସେଥିରେ ଖର୍ଚ୍ଚ ଅଧିକ ହେଉଛି। ଲାଭ ବିଶେଷ ନାହିଁ। ତେଣୁ ରାଶି ଚାଷ ପ୍ରତି ଚାଷୀମାନଙ୍କ…
ଦଳ ଛାଡ଼ିଲେ କବିତା: ବାପା KCRଙ୍କୁ କଲେ ଏମିତି ଅନୁରୋଧ
ହାଇଦ୍ରାବାଦ୍,୩।୯: ତେଲଙ୍ଗାନାରେ ଭାରତ ରାଷ୍ଟ୍ର ସମିତି (BRS) ନେତା କେ. କବିତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। କବିତାଙ୍କୁ ନିଲମ୍ବିତ କରିବାର ନିଷ୍ପତ୍ତି ତାଙ୍କ ପିତା କେ. ଚନ୍ଦ୍ରଶେଖର ରାଓ (KCR) ନେଇଛନ୍ତି। ଦଳରୁ ନିଲମ୍ବିତ ହେବାର ଗୋଟିଏ ଦିନ ପରେ କବିତା…
ପ୍ରଧାନଶିକ୍ଷକଙ୍କ ଟୋପି ଖୋଲିଦେଲେ, କନଷ୍ଟେବଳଙ୍କ ଭୂମିକାକୁ ନେଇ ଉଠିଲା ପ୍ରଶ୍ନବାଚୀ: ଦେଖନ୍ତୁ VIDEO
ଭବାନୀପାଟଣା,୩।୯(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସ୍ଥାନୀୟ କିଛି ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ନେଇ ଅଭିଯୋଗ ହେବାପରେ ମଙ୍ଗଳବାର ଅପରାହ୍ନରେ ସେଠାରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଏପରିକି ସ୍ଥାନୀୟ ଗ୍ରାମବାସୀଙ୍କ…
ଜିଲା ପାଇଁ ଗୌରବ ଆଣିଲେ ଦିଗପହଣ୍ଡିର ଦୁଇ ଝିଅ
ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମଠାରେ ମଙ୍ଗଳବାର ଅନୁଷ୍ଠିତ ୧୭ ବର୍ଷରୁ କମ୍ ସ୍କୁଲସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ଦିଗପହଣ୍ଡି ବଡ଼ବ୍ରାହ୍ମଣ ସାହିରେ ରହୁଥିବା ପଦ୍ମନାଭପୁର ଗ୍ରାମର ସ୍ବର୍ଗତ ସୁରେନ୍ଦ୍ର ପାଣିଗ୍ରାହୀଙ୍କ କନ୍ୟା ତଥା ଓଡ଼ିଶା ଆଦର୍ଶ…
ସୀମାନ୍ତରୁ ଗିରଫ ହେଲେ ୧୬ ମାଓବାଦୀ
ମାଲକାନଗିରି,୩ା୯(ଦୁର୍ଯ୍ୟୋଧନ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାର ସିଆର୍ପିଏଫ୍, କୋବ୍ରା ବାହିନୀ ମିଳିତ ଭାବେ ମାଓବାଦୀ ଦମନ କାର୍ଯ୍ୟକ୍ରମରେ ସର୍ଚ୍ଚ ଅପରେଶନରେ ବାହାରିଥିବାବେଳେ ବାସାଗୁଡ଼ା ଥାନା ଅଞ୍ଚଳରୁ ଦୁଇଜଣ, ଗଙ୍ଗାଲୁର ଥାନା ଅଞ୍ଚଳରୁ ୬ ଜଣ, ଜଙ୍ଗଲା ଥାନା ଅଞ୍ଚଳରୁ…
ଏହି ଦିନ କଥା ମନେପକାଇ ଇମୋଶନାଲ ହେଲେ ବିରାଟ କୋହଲି
ନୂଆଦିଲ୍ଲୀ,୩।୯: ଜୁନ ୩ରେ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(RCB) ୧୭ ବର୍ଷ ପରେ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ (IPL) ଟାଇଟଲ ଜିତିଥିଲା। ଏହା ପରେ, RCB ଖେଳାଳିମାନେ ବହୁତ ଖୁସି ଥିଲେ, କିନ୍ତୁ ବିଜୟ ପରେଡ ସମୟରେ ବେଙ୍ଗାଲୁରୁରେ…
ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ଜୋର୍ଦାର ଚର୍ଚ୍ଚା, ଏସବୁ ଉପରେ ହୋଇପାରେ ବଡ଼ ଆଲୋଚନା
ଭୁବନେଶ୍ୱର,୩ା୯: ବୁଧବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। କିଛି କେନ୍ଦ୍ରୀୟ ନେତାଙ୍କୁ ଭେଟିବା ନେଇ କାର୍ଯ୍ୟକ୍ରମ ରହିଥିବା ସୂଚନାରୁ ଜଣାପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବା ବେଳେ ସଭାପତିଙ୍କ ଏହି ଗସ୍ତକୁ ନେଇ ରାଜନୈତିକ…
ଦେଲେ ଖୋଲା ସଂକେତ, ବିଜେଡି ଛାଡି କଂଗ୍ରେସରେ ଯୋଗଦେବେ ବଡ଼ ନେତା!
ଭୁବନେଶ୍ୱର,୩।୯: ବିଜେଡିର ବରିଷ୍ଠ ନେତା ତଥା ନର୍ଲା ବିଧାୟକ ଭୂପିନ୍ଦର ସିଂ ଦଳ ଛାଡ଼ିବା ନେଇ ଏକ ବଡ଼ ସଂକେତ ଦେଇଛନ୍ତି! ସେ କହିଛନ୍ତି ଯେ ତାଙ୍କ ପାଇଁ ଲୋକମାନେ ହିଁ ସବୁଠୁ ବଡ଼ ଦଳ ଏବଂ ତାଙ୍କର ଭବିଷ୍ୟତ ନିଷ୍ପତ୍ତି…
ଜୋର୍ ଧରିଲା ଏନ୍ଏସି ଘୋଷଣା ଦାବି, ଦାରିଙ୍ଗବାଡ଼ିର ବିକାଶ ପାଇଁ…
ଦାରିଙ୍ଗବାଡ଼ି,୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତର ବିକାଶ ପାଇଁ ଅଞ୍ଚଳବାସୀ ଅଣ୍ଟା ଭିଡ଼ିଛନ୍ତି। ବୁଧବାର ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଛି। ଦାରିଙ୍ଗବାଡ଼ିକୁ ବିଜ୍ଞାପିତ ପରିଷଦ(ଏନ୍ଏସି) ଅଞ୍ଚଳ ମାନ୍ୟତା ଦାବିରେ ରାଜ୍ୟ ସରକାରଙ୍କୁ ଜଣାଇବା…
Archives


