Home

କେଜ୍‌ରିୱାଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୬।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ମଙ୍ଗଳବାର ୫୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରିଛନ୍ତି। ଶୁଭେଚ୍ଛା…

ଆଜି ବନ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ରାଜ୍ୟରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଅର୍ଥାତ୍‌ ଆଜି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମୀକ୍ଷା କରିବେ। ଏହି ବୈଠକରେ ବହୁ ବରିଷ୍ଠ ପଦାଧିକାରୀ…

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୮୧୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୬।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୬୦ ବର୍ଷୀୟ ବ୍ୟକ୍ତି। ସେ ରାୟଗଡା ଜିଲାର ବୋଲି…

ଆଜି ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୯…

ଅଗଷ୍ଟ ୧୯ରେ ପୁଣି ଏକ ଲଘୁଚାପ: ୧୮ରୁ ବର୍ଷିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ବଙ୍ଗୋପସାଗରରେ ଆସନ୍ତା ଅଗଷ୍ଟ ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ରୁ ଉପକୂଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।…

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ ।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧଦିବସରେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାର୍ଷ୍ଟପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ନେତାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଅଟଳ ସାମଧୀ ସ୍ଥଳରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ…

ଭାସିଗଲା କାର୍‌, ଅଳ୍ପକେ ବର୍ତ୍ତିଲେ ୪

କଟକ ଅଫିସ,୧୬।୮- ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କଟକ ଜିଲା ଆଠଗଡ ଅଞ୍ଚଳରେ ବନ୍ୟାପାଣି ମାଡିଆସିବା ଫଳରେ ଅନେକ ରାସ୍ତାଘାଟ ବନ୍ଦ ହୋଇପଡିଛି। ବନ୍ୟାପାଣିରେ ଏକ କାର ଭାସିଯାଇଛି। ପୁରୁଣା କଟକ-ସମ୍ବଲପୁର ରାସ୍ତାର…

ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର

ସମ୍ବଲପୁର,୧୬।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜଳସ୍ତର ୬୨୫ ଫୁଟ୍‌ ଟପିଛି। ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୫.୦୪ ଫୁଟ ରହିଛି। ଏହାସହ ଡ୍ୟାମକୁ ପ୍ରବେଶ କରୁଛି ୭ ଲକ୍ଷ…

୪୫ ବର୍ଷର କମେଣ୍ଟ୍ରି କ୍ୟାରିୟରକୁ ଅଲବିଦା କହିଲେ ଚାପେଲ

ମେଲବୋର୍ନ, ୧୬।୮: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଇଆନ ଚାପେଲ କମେଣ୍ଟ୍ରି ଜଗତକୁ ଅଲବିଦା କହିଛନ୍ତି। ସେ ପ୍ରାୟ ୪୫ ବର୍ଷ ଧରି ସେ ଭାଷ୍ୟକାର ଭୂମିକାରେ ନଜର ଆସିଥିଲେ। ରିଚି ବେନୋ, ବିଲ ଲୋରି ଏବଂ ଟନି ଗ୍ରିଗଙ୍କ ସହ ମିଶି…

ବଲିଉଡ୍‌ ସିଙ୍ଗର୍‌ଙ୍କ ନାଁରେ ବଳାତ୍କାର ଅଭିଯୋଗ

ବଲିଉଡ୍‌ର ସିଙ୍ଗର ତଥା ସଙ୍ଗୀତକାର ରାହୁଲ ଜୈନଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛି। ଜଣେ ୩୦ ବର୍ଷୀୟା ମହିଳା ‘କଷ୍ଟ୍ୟୁମ ଷ୍ଟାଇଲିଷ୍ଟ’ ଏହି ଅଭିଯୋଗ ଆଣି ରାହୁଲ ତାଙ୍କୁ ନିଜ ଘରକୁ ଡାକି ବଳାତ୍କାର କରିଥିବା ସେ କହିଛନ୍ତି। ଏହି ଘଟଣାରେ…

ପ୍ରସିଦ୍ଧ ବ୍ରିଟିଶ ଲେଖକଙ୍କ ପରଲୋକ

ଲଣ୍ଡନ,୧୬।୮:ପ୍ରସିଦ୍ଧ ବ୍ରିଟିଶ ଲେଖକ ତଥା ଖବରଦାତା ନିକୋଲାସ ଇଭାନ୍ସଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ନିକୋଲାସ ଇଭାନ୍ସ ଅନେକ ରଚନା କରିଛନ୍ତି। ସେ ୧୯୯୫ରେ ‘ଦ ହର୍ସ ହ୍ବିସପରର୍‌’ ନୋବେଲ ଲେଖି ସାରା ବିଶ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri