Home

ସାଲିଭା ବ୍ୟବହାରକୁ ବାରଣ କଲା ଆଇସିସି

ଦୁବାଇ, ୨୧ା୯ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହାର ଖେଳ ନିୟମରେ କେତେକ ପରିବର୍ତ୍ତନ କରିଛି। ସେଥିରେ ବଲ୍‌କୁ ପଲିସ୍‌ କରିବା ଲାଗି ସାଲିଭା (ଛେପ) ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହି ନିୟମଗୁଡ଼ିକ ଅକ୍ଟୋବର ୧ରୁ କାର୍ଯ୍ୟକାରୀ ହେବ।…

ପରଲୋକରେ ହାସ୍ୟ ଅଭିନେତା

ମୁମ୍ବାଇ,୨୧।୯: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଗତ କିଛି ଦିନ ଧରି ସେ ଦିଲ୍ଲୀ ଏମ୍ସ ଭେଣ୍ଟିଲେଟରରେ ଚିକିତ୍ସା ହେଉଥିଲେ। ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି…

ତିରୁମାଲା ମନ୍ଦିରକୁ ୧.୦୨ କୋଟି ଦାନକଲେ ମୁସଲମାନ ଦମ୍ପତି

ତିରୁପତି,୨୧ା୯(ଆଇଏଏନ୍‌ଏସ୍‌): ବିଶ୍ୱର ସବୁଠୁ ଧନୀ ମନ୍ଦିର ଭାବେ ପରିଚିତ ତିରୁପତିର ତିରୁମାଲା ବାଲାଜୀ ମନ୍ଦିରକୁ ଚେନ୍ନାଇର ଏକ ମୁସଲମାନ ଦମ୍ପତି ୧.୦୨ କୋଟି ଟଙ୍କା ଦାନ କରିଛନ୍ତି। ଅବଦୁଲ ଘନି ଓ ନୁବିନା ବାନୁ ମଙ୍ଗଳବାର ମନ୍ଦିର ପରିଚାଳନାକରୀ ସଂସ୍ଥା ତିରୁମାଲା…

କଶ୍ମୀରରେ ଦୁଇ ଉପାୟରେ ଆତଙ୍କବାଦ ବୃଦ୍ଧି କରୁଛି ପାକିସ୍ତାନ…

ଶ୍ରୀନଗର, ୨୧।୯ : ଯଦିଓ ପାକିସ୍ତାନ ଭାରତ ଆଡକୁ ବନ୍ଧୁତ୍ୱର ହାତ ବଢ଼ାଇବା ଏବଂ ସାଧାରଣ ଫୋରମରେ ଆତଙ୍କବାଦକୁ ଦୂର କରିବା ବିଷୟରେ କଥାବାର୍ତ୍ତା କରୁଛି, ତଥାପି ଏହାର କଥା ଓ କାର୍ଯ୍ୟ ମଧ୍ୟରେ ଏକ ବଡ଼ ପାର୍ଥକ୍ୟ ରହିଛି। ଆତଙ୍କବାଦୀ…

ଇରାନରେ ଥମୁନି ମାହସା ମୃତ୍ୟୁ ବିବାଦ: ୫ ବିକ୍ଷୋଭକାରୀଙ୍କ ମୃତ୍ୟୁ

ତେହରାନ,୨୧ା୯: ହିଜାବ ନ ପିନ୍ଧିବାରୁ ଗିରଫ ହୋଇ ଇରାନ ପୋଲିସ ହେପାଜତରେ ୨୨ ବର୍ଷୀୟା ମାହସା ଆମିନିଙ୍କ ମୃତ୍ୟୁକୁ କେନ୍ଦ୍ର କରି ସେଠାରେ ୪ ଦିନ ହେଲା ଆନ୍ଦୋଳନ ଜାରି ରହିଛି। ମାହସାଙ୍କୁ ନ୍ୟାୟ ଦାବିରେ ଶତାଧିକ ମହିଳା ଓ ସାଧାରଣ…

ହିଜାବକୁ ଓଢ଼ଣି ସହ ତୁଳନା କଲେ ଜେଡିଏସ୍‌ ନେତା

ନୂଆଦିଲ୍ଲୀ,୨୧ା୯: ହିଜାବ ନିଷେଧ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌)ର କର୍ନାଟକ ସଭାପତି ସି.ଏମ୍‌. ଇବ୍ରାହିମ୍‌ ଏହାକୁ ଓଢ଼ଣି ସହ ତୁଳନା କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ମୁଣ୍ଡକୁ ଓଢ଼ଣିରେ ଢାଙ୍କୁଛନ୍ତି। ଏହା କ’ଣ ପିଏଫ୍‌ଆଇ…

ହିଜାବ ସପକ୍ଷବାଦୀ ପିଏଫ୍‌ଆଇ ପାଇଁ କାମ କରୁଛନ୍ତି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ କର୍ନାଟକ ସରକାର

ନୂଆଦିଲ୍ଲୀ,୨୧ା୯: ୨୦୨୧ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନରେ କୌଣସି ଛାତ୍ରୀ ହିଜାବ ପରିଧାନ କରୁ ନ ଥିଲେ। ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ଦ୍ୱାରା ହିଜାବକୁ ନେଇ ସାମାଜିକ ଗଣମାଧ୍ୟମରେ ବିବାଦ ଆରମ୍ଭ ହୋଇଥିବା କର୍ନାଟକ ସରକାର ମଙ୍ଗଳବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ହିଜାବ…

ଜାତିସଂଘରେ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା-ଫ୍ରାନ୍ସ…

ନ୍ୟୁୟର୍କ,୨୧।୯ : ଉଜବେକିସ୍ତାନର ସମରକନ୍ଦରେ ଆୟୋଜିତ ହୋଇଥିବା ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀ(ଏସସିଓ) ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଉଦ୍ଦେଶ୍ୟରେ କହିଥିବା ଖୋଲା ମନ୍ତବ୍ୟ ପ୍ରଦାନ କରିଥିଲେ ସେଥିପାଇଁ ମୋଦିଙ୍କୁ ଏବେ ସାରା ବିଶ୍ୱରେ…

ଶେହବାଜଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଇସ୍‌ଲାମାବାଦ,୨୧ା୯: ପରବର୍ତ୍ତୀ ସେନା ମୁଖ୍ୟ ନିଯୁକ୍ତି ସମ୍ପର୍କରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ନିଜ ବଡ଼ ଭାଇ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ପରାମର୍ଶ ଲୋଡ଼ି ଅଡ଼ୁଆରେ ଫସିଛନ୍ତି। ଦୁର୍ନୀତି ନିରୋଧୀ କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହେବା ପରେ…

୪୭ ହଜାର ତଳେ ସକ୍ରିୟ ମାମଲା-ଦୈନିକ ସଂକ୍ରମଣ ୫ ହଜାରରୁ କମ…

ନୂଆଦିଲ୍ଲୀ, ୨୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ପୁଣି ୪୭ ହଜାର ତଳେ ରହିଛି। ଗତ…

ଚାନ୍ଦି ଭଣ୍ଡାରରେ ଦୁର୍ଗାପୂଜା କଲେକ୍ସନ

ଭୁବନେଶ୍ୱର,୨୧ା୯: ରୁପା ଗହଣାର ପ୍ରମୁଖ ଶୋ’ରୁମ୍‌ ଚାନ୍ଦି ଭଣ୍ଡାର ଚଳିତ ବର୍ଷର ଦୁର୍ଗାପୂଜା ଅଭିନବ ଢଙ୍ଗରେ ପାଳନ କରୁଛି। ବିଶେଷକରି ପ୍ରତ୍ୟେକ ମହିଳାଙ୍କ ମଧ୍ୟରେ ଦେବୀଙ୍କ ବାସ ରହିଥାଏ। ଏଭଳି କ୍ଷେତ୍ରରେ ଚାନ୍ଦି ଭଣ୍ଡାର ମହିଳାମାନଙ୍କୁ ସଜାଇବା ପାଇଁ ଦୁର୍ଗାପୂଜାରେ ରୁପା…

‘ବ୍ୟାଙ୍କକୁ ଉନ୍ନତିମୂଳକ ସ୍ଥିତିରେ ପହଞ୍ଚାଇବାକୁ ଆହ୍ବାନ’

ଭୁବନେଶ୍ୱର,୨୧ା୯: ଭାରତୀୟ ମଜଦୁର ସଂଘ ଦ୍ୱାରା ସମ୍ବର୍ଦ୍ଧିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କର୍ମଚାରୀ ସଂଘ (ଓଜିବିକେଏସ୍‌) ଏବଂ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଅଧିକାରୀ ସଂଘ (ଓଜିବିଏଏସ୍‌)ର ୪ର୍ଥ ଦ୍ୱିବାର୍ଷିକ ସାଧାରଣ ଅଧିବେଶନ ନିକଟରେ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟର୍ସଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri