ଦୀପାବଳି-ଛଟ୍ରେ ଚାଲିବ ସ୍ବତନ୍ତ୍ର ୩୨ ଟ୍ରେନ୍
ନୂଆଦିଲ୍ଲୀ, ୧୮।୧୦: ପାର୍ବଣ ଋତୁରେ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର। ଯାତ୍ରୀମାନେ ଯାତାୟାତରେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବା ପାଇଁ ଭାରତୀୟ ରେଲଓ୍ବେ ମଙ୍ଗଳବାର ୩୨ଟି ସ୍ବତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି। ତେବେ…
ଭାରତ ଯୋଡୋ ଯାତ୍ରାରେ ଉଦ୍ଧବ-ପାଓ୍ବାର ସାମିଲ ହେବା ନେଇ ଚର୍ଚ୍ଚା…
ନୂଆଦିଲ୍ଲୀ,୧୮।୧୦ : ମହାରାଷ୍ଟ୍ର କଂଗ୍ରେସ ପ୍ରତିନିଧି ଦଳ ଶରଦ ପାୱାର ଏବଂ ଉଦ୍ଧବ ଠାକରେଙ୍କୁ ଭେଟିଛନ୍ତି। ଏହି ସମୟରେ ସେମାନେ ଏହି ଦୁଇ ନେତାଙ୍କୁ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଯୋଗଦେବାକୁ ନିମନ୍ତ୍ରଣ କରିଛନ୍ତି। ଏହାପୂର୍ବରୁ ଏକ ଖବର ଆସିଥିଲା…
ଅଧ୍ୟକ୍ଷ ପଦ ଯିବା ପରେ ଗାଙ୍ଗୁଲିଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…
ନୂଆଦିଲ୍ଲୀ,୧୮।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଧ୍ୟକ୍ଷ ଭାବେ ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ବିଶ୍ୱକପ୍ ବିଜେତା ଟିମ୍ର ସଦସ୍ୟ ଥିବା ରୋଜର୍ ବିନ୍ନି ବୋର୍ଡର ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଏନେଇ ଘୋଷଣା ହେବା ପରେ ପ୍ରଥମ…
ଦାଉଦ-ହାଫିଜଙ୍କୁ ପ୍ରତ୍ୟାର୍ପଣ ନେଇ ପାକିସ୍ତାନୀ ଏଫଆଇଏ ପ୍ରମୁଖ ନୀରବ, ଜବାବ ଦେବାକୁ ମନାକଲେ…
ନୂଆଦିଲ୍ଲୀ,୧୮।୧୦ : ମଙ୍ଗଳବାର ଦିନ ପାକିସ୍ତାନର ସର୍ବୋଚ୍ଚ ଅନୁସନ୍ଧାନ ଏଜେନ୍ସି ମୁଖ୍ୟ ଅଣ୍ଡରୱାଲର୍ଡ ଡନ ଡାଉଡ ଇବ୍ରାହିମ ଏବଂ ୨୬/୧୧ ମୁମ୍ବାଇ ଆକ୍ରମଣ ମାଷ୍ଟରମାଇଣ୍ଡ ହାଫିଜ ସଇଦଙ୍କ ପ୍ରଶ୍ନର ଉତ୍ତର ଦେବାକୁ ମନା କରି ଦେଇଛନ୍ତି। ଦିଲ୍ଲୀର ଇଣ୍ଟରପୋଲ ସାଧାରଣ ସଭାରେ…
ବିଶ୍ୱକପ୍ର ପ୍ରଥମ ହାଟ୍ରିକ୍; ୟୁଏଇର ଏହି ସ୍ପିନରଙ୍କ ବୋଲିଂରେ ବ୍ୟାଟ୍ସମ୍ୟାନ୍ ଘାଇଲା…
ନୂଆଦିଲ୍ଲୀ,୧୮।୧୦: ଟି୨୦ ବିଶ୍ୱକପ୍ ୨୦୨୨ ଆରମ୍ଭର ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଛି ପ୍ରଥମ ହାଟ୍ରିକ୍। ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ୨୨ ବର୍ଷୀୟ କାର୍ତ୍ତିକ ମେୟାପ୍ପାନ ଶ୍ରୀଲଙ୍କା ବିପକ୍ଷରେ ହାଟ୍ରିକ୍ ନେଇ ରେକର୍ଡ କରିଛନ୍ତି। ଏହି ମ୍ୟାଚ୍ରେ ୟୁଏଇ ଟସ୍ ଜିତି ପ୍ରଥମେ…
ଡେଲିଭରୀ ପାଇଁ ହସ୍ପିଟାଲ ବୁକ୍ କଲେ ଆଲିଆ-ରଣବୀର
ମୁମ୍ବାଇ: ବଲିଉଡ୍ର ମୋଷ୍ଟ ପପୁଲାର ଷ୍ଟାର କପଲ ଆଲିଆ ଭଟ୍ଟ ଓ ରଣବୀର କପୁର ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ଦୁହେଁ ନିଜର ବ୍ୟକ୍ତିଗତ ଜୀବନ ହେଉ କି ପ୍ରୋଫେସ୍ନାଲ ବାବଦରେ ସବୁବେଳେ ନିଜ ପ୍ରଶଂସକଙ୍କ ସହ ଶେୟାର କରିଥାନ୍ତି।…
୫ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୧୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…
କଲେଜିୟମ ଉପରେ ଆଇନମନ୍ତ୍ରୀଙ୍କ ପ୍ରଶ୍ନ, ବିଚାରପତିଙ୍କୁ ନିଯୁକ୍ତ କରିବା ସରକାରଙ୍କ କାମ…
ଅହମଦାବାଦ,୧୮।୧୦ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ କଲେଜିୟମ ବ୍ୟବସ୍ଥାରେ ଦେଶର ଲୋକମାନେ ଖୁସି ନୁହଁନ୍ତି ଏବଂ ସମ୍ବିଧାନ ଅନୁଯାୟୀ ବିଚାରପତି ନିଯୁକ୍ତ କରିବା ସରକାରଙ୍କ କାମ। ଆରଏସଏସର ମୁଖପତ୍ର ପଞ୍ଚଜନ୍ୟ ଦ୍ୱାରା ଏଠାରେ ଆୟୋଜିତ ଏକ…
ସପ୍ତାହରେ ୟୁକ୍ରେନର ୩୦ ପ୍ରତିଶତ ପାଓ୍ବାର ଷ୍ଟେଶନକୁ କ୍ଷତିଗ୍ରସ୍ତ କରିଛି ରୁଷିଆ
କିଭ୍,୧୮।୧୦: ଗତ କିଛି ଦିନରୁ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିଛି। ପ୍ରଥମେ ରୁଷିଆ ପକ୍ଷରୁ ପ୍ରାୟ ୮୪ଟି କ୍ଷେପଣାସ୍ତ୍ର ନିକ୍ଷେପ କରାଯାଇଥିବା ବେଳେ ନିକଟରେ ଡ୍ରୋନ ଦ୍ୱାରା ମଧ୍ୟ ୟୁକ୍ରେନ୍ରେ ଆକ୍ରମଣ କରାଯାଇଛି। ଇତିମଧ୍ୟରେ ଗତ ସପ୍ତାହରେ ରୁଷିଆ…
ମୋଦିଙ୍କର ହେଉ ଲାଏ ଡିଟେକ୍ଟର ଟେଷ୍ଟ୍, ଏଏପିର ଦାବି…
ନୂଆଦିଲ୍ଲୀ,୧୮।୧୦ : ଏକ୍ସାଇଜ ସ୍କାମ ମାମଲାରେ ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ୯ ଘଣ୍ଟାରୁ ଅଧିକ ସମୟ ପ୍ରଶ୍ନ କରିଛି। ସିବିଆଇର ପଚରାଉଚରା ପରେ ଆମ ଆଦମୀ ପାର୍ଟି ଭାଜପାର ଉଦ୍ଦେଶ୍ୟ ନେଇ ପ୍ରଶ୍ନ ଉଠାଇଛି। ଏଏପିର ମୁଖପାତ୍ର ତଥା…
ଭାରତ-ଅଷ୍ଟ୍ରେଲିଆ ଖେଳିବେ ବିଶ୍ୱକପ୍ ଫାଇନାଲ…
ବ୍ରିସବେନ,୧୮।୧୦: ଆରମ୍ଭରୁ ଖେଳାଳିଙ୍କ ଜବରଦସ୍ତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଟି -୨୦ ବିଶ୍ୱକପ ୨୦୨୨। ଦୁଇ ଦିନରେ ଦୁଇଟି ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ପଟେ ନାମିବିଆ ଏସିଆ କପ୍ ଚାମ୍ପିୟନ ଶ୍ରୀଲଙ୍କାକୁ ପରାସ୍ତ କରିଥିବାବେଳେ ସ୍କଟଲ୍ୟାଣ୍ଡ ଦୁଇଥର ଟି…
ଏସିଆ କପ୍ ଲାଗି ପାକିସ୍ତାନ ଯିବ ନାହିଁ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୧୮।୧୦: ୨୦୨୩ ଏସିଆ କପ୍ ଖେଳିବା ଲାଗି ପାକିସ୍ତାନ ଗସ୍ତ କରିବ ନାହିଁ ଭାରତ। ପ୍ରଥମେ ଏହା ସମ୍ଭବ ବୋଲି କୁହାଯାଉଥିବା ବେଳେ ଏବେ ବିିସିସିଆଇ ସଚିବ ଜୟ ଶାହ ଏହା ଅସମ୍ଭବ ବୋଲି ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିସିସିିଆଇର ବାର୍ଷିକ…

