Home

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି। ତେବେ ଲୁହା, ବାଲି, ଗୋଡ଼ି, ଇଟା ଓ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ ଅନେକ କମ୍ପାନୀ ୧୦୦ ପ୍ରତିଶତ ଇଥାନଲରେ ଚାଲୁଥିବା କାର୍‌ ଲଞ୍ଚ କରିପାରନ୍ତି। ଏହିସବୁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ତୁରନ୍ତ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାକୁ ଚାହୁଁଛି କାରଣ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ ସଂସ୍କରଣରେ ସେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ, ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଏବଂ…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା ଏବଂ ପର୍ଯ୍ୟଟକଙ୍କ ଯାତାୟାତକୁ ସୁଗମ କରିବା ଉଦ୍ଦେଶ୍ୟରେ ଦିବସଟି ପାଳନ କରାଯାଇଛି। କାର୍ଯ୍ୟକ୍ରମରେ…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଶିଶିର ଦାଶ। ସୂଚନା ଅନୁଯାୟୀ, ଦୀର୍ଘଦିନ ହେବ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ। ସମଗ୍ର ଓଡ଼ିଶାରେ ଏହାକୁ ନେଇ ଆନନ୍ଦ ପ୍ରକାଶ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା ଆସି ଜନଜୀବନ ଅସ୍ତବ୍ୟସ୍ତ କରିଥିଲା। ପୁଣି ଉତ୍ତର ଓଡ଼ିଶାରେ ଅନେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ପ୍ରଭାବିତ ଅଞ୍ଚଳର ଏରିଅଲ ସର୍ଭେ (ଆକାଶମାର୍ଗରୁ ପରିଦର୍ଶନ) କରିବେ। ଗଭୀର ଅବପାତ ପ୍ରଭାବରେ…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର ପଞ୍ଚାୟତଗୁଡ଼ିକରେ କାର୍ଯ୍ୟରତ ପାଖାପାଖି ୨୩୦ ଜଣ ଯୋଗାଣ ସହାୟକ ମଧ୍ୟ ଏହି ଆନ୍ଦୋଳନରେ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗତ ୨୪ ତାରିଖରେ ସମ୍ପୃକ୍ତ ନାବାଳିକା ଜଣକ କେନ୍ଦୁଝର ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?