ରେଷ୍ଟୁରାଣ୍ଟରେ ମାତ୍ର ୧୦୦୦ ଟଙ୍କାର ଖାଦ୍ୟ ଖାଇ ଓ୍ବେଟରଙ୍କୁ ୨ ଲକ୍ଷ ଟଙ୍କାର ଦେଲେ ଟିପ୍ସ: ତା’ପରେ ଆସିଲା ଟ୍ବିଷ୍ଟ୍
ପ୍ରାୟତଃ ଲୋକମାନେ ରେଷ୍ଟୁରାଣ୍ଟ କିମ୍ବା ହୋଟେଲକୁ ଗଲେ ଭଲ ସେବା ପାଇଁ ୱେଟରଙ୍କୁ ଏକ ଟିପ୍ସ ମଧ୍ୟ ଦିଅନ୍ତି। କିଛି ଲୋକ ଟିପ୍ସରେ ଆଶାଠୁ ଅଧିକ ଟଙ୍କା ଦିଅନ୍ତି। ଟଙ୍କା ପାଇ ଓ୍ବେଟର ମଧ୍ୟ ଖୁସି ହୋଇଯାନ୍ତି। ଆଜିକାଲି ଆମେରିକାରେ ‘ଟିପ୍ସ…
ମନ୍ତ୍ରୀ ଫେରିବା ପରେ ଭାଙ୍ଗିଦେଲେ ଉଦ୍ଘାଟନୀ ଫଳକ
ରାୟଗଡ଼ା ଅଫିସ,୨୦ା୯: ଉପାନ୍ତ ରାୟଗଡ଼ା ଜିଲାର ଅନେକ ଗାଁକୁ ଏବେ ବି ମୋବାଇଲ ଟାଓ୍ବାର ଅପହଞ୍ଚ ରହିଛି। ସଦର ବ୍ଲକ ଡାଙ୍ଗଲୋଡି ପଞ୍ଚାୟତର ପେନିକଣାଠାରେ ମୋବାଇଲ ଟାଓ୍ବାର ସ୍ଥାପନ ହୋଇଥିବାବେଳେ ସୋମବାର ଆଦିବାସୀ କଲ୍ୟାଣ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା…
ନିର୍ମାଣ ସରିଛି, କାର୍ଯ୍ୟକ୍ଷମ ହୋଇପାରୁନି ପୋଲ
ମାଲକାନଗିରି,୨୦ା୯ (ଡି.ଏନ୍.ଏ.):ମାଲକାନଗିରି ଜିଲାରେ ପ୍ରତିବର୍ଷ ଲଗାଣ ବର୍ଷାରେ ବିଭିନ୍ନ ନଦୀର ଜଳସ୍ରୋତ ବୃଦ୍ଧି ପାଇ ଯାତାୟାତ ଠପ୍ ହୋଇଯାଏ ା ବିଶେଷ କରି ମାଲକାନଗିରି-ଚିତ୍ରକୋଣ୍ଡା ମୁଖ୍ୟ ରାସ୍ତାର ଏମ୍.ଭି.-୧୧, କୋରୁକୋଣ୍ଡା, ତାର୍ଲାକୋଟାଠାରେ ଥିବା ନଦୀରେ ଏହି ଅବସ୍ଥା ଲାଗି ରହିଥିଲା। ରାଜ୍ୟ…
ଦିନରେ ଅଙ୍ଗନଓ୍ବାଡି, ରାତିରେ ଗୁହାଳ
ତେନ୍ତୁଳିଖୁଣ୍ଟି, ୨୦।୯(ଡି.ଏନ୍.ଏ.):୫ ବର୍ଷ ହେବ ଅଙ୍ଗନଓ୍ବାଡି କୋଠାକୁ ବିପଦସଙ୍କୁଳ ଘୋଷଣା କଲା ପ୍ରଶାସନ। କିନ୍ତୁ ନୂତନ ଅଙ୍ଗନଓ୍ବାଡି କୋଠା ତିଆରି ଦିଗରେ କୌଣସି ପଦକ୍ଷେପ ନେଲେନାହିଁ। ଏହା ଭିତରେ ଗାଁର ଜଣେ ବ୍ୟକ୍ତିଙ୍କ ଗୁହାଳରେ ଏବେ ପିଲାଙ୍କ ଭବିଷ୍ୟତ ଗଢ଼ା ଚାଲିଛି।…
ଭୁଶୁଡିଲା ନିର୍ମାଣାଧୀନ ପାଚେରି: ଚାଲିଗଲା ୪ ଜୀବନ
ନୋଏଡା,୨୦।୯: ନୋଏଡାର ସେକ୍ଟର ୨୫ରେ ଏକ ନିର୍ମାଣାଧୀନ ପାଚେରି ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଅନେକ ଲୋକ ପାଚେରି ତଳେ ଫସି ରହିଥିବା ସୂଚନା ମିଳିଛି। ପୋଲିସ ଏବଂ ଉଦ୍ଧାରକାରୀ ଦଳ ସ୍ଥାନୀୟ ଲୋକଙ୍କ…
ସ୍କୁଲ ଉପରେ ଏୟାର ଷ୍ଟ୍ରାଇକ୍: ଚାଲିଗଲା ୧୩ ଜୀବନ
ନାଏପିଡାଉ,୨୦।୯: ଉତ୍ତର-ମଧ୍ୟ ମ୍ୟାନମାରର ସାଗିଙ୍ଗ ଅଞ୍ଚଳର ଏକ ସ୍କୁଲ ଉପରେ ଏୟାର ଷ୍ଟ୍ରାଇକ୍ ହୋଇଛି। ଏଥିରେ ୭ ଜଣ ଶିଶୁଙ୍କ ସମେତ ଅତି କମରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଦେଶର ଦ୍ୱିତୀୟ ବୃହତ୍ତମ ସହର ମାଣ୍ଡେଲାଠାରୁ ପ୍ରାୟ ୧୧୦କିଲୋମିଟର ଦୂରରେ…
ରାହୁଲଙ୍କ ଫେସବୁକ୍ ପୋଷ୍ଟକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୨୦।୯: କଂଗ୍ରେସ ଦଳର ଅଧ୍ୟକ୍ଷ ନିର୍ବାଚନ ଆଉ ମାତ୍ର କିଛି ଦିନ ମଧ୍ୟରେ ଅନୁଷ୍ଠିତ ହେବ। ଏନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି। ଗୋଟିଏ ପଟେ,ଏହି ପଦ ପାଇଁ ଗାନ୍ଧୀ ପରିବାରର ବିଶ୍ୱସ୍ତ ଅଶୋକ ଗେହଲୋଟ ନାମ ସାମ୍ନାକୁ ଆସୁଥିବାବେଳେ, ଶଶି ଥରୁର…
କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨୦।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୦୪୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…
ଆଜି ରାଜ୍ୟରେ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୦।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୭…
ଆମେରିକାକୁ ଚାଇନାର ଚେତାବନୀ: ବରଦାସ୍ତ କରିବୁ ନାହିଁ, ଉଚିତ୍ ଜବାବ ଦେବୁ
ବେଜିଂ,୨୦।୯: ତାଇଓ୍ବାନକୁ ନେଇ ଚାଇନା ଏବଂ ଆମେରିକା ମଧ୍ୟରେ ସମ୍ପର୍କ ବିଗିଡିବାରେ ଲାଗିଛି। ଆମେରିକାକୁ ସ୍ପଷ୍ଟ ଭାବରେ ଚାଇନା କହିଛି ଯେ, ଦେଶକୁ ବିଭାଜନ କରିବା ଉଦ୍ଦେଶ୍ୟରେ କୌଣସି କାର୍ଯ୍ୟକଳାପକୁ ବରଦାସ୍ତ କରିବ ନାହିଁ ଏବଂ ସାର୍ବଭୌମତ୍ୱ ରକ୍ଷା ପାଇଁ ସମସ୍ତ…
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ମୋହାଲି,୨୦।୯: ଟି-୨୦ ବିଶ୍ୱକପ୍ ହେବାକୁ ଆଉ ମାତ୍ର ଗୋଟିଏ ମାସ ବାକି ଅଛି। ଏହାପୂର୍ବରୁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପର୍ଯ୍ୟାୟରେ ଭାରତ ମଙ୍ଗଳବାର ଠାରୁ ଅଷ୍ଟ୍ରେଲିଆ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ମୋହାଲିରେ…
୨୫ ସୁଧା ନାମ ପଞ୍ଜୀକରଣ ନ କଲେ ପିଏମ୍ କିଷାନ ଯୋଜନାରୁ ବଞ୍ଚତ୍ତ ହେବେ ଚାଷୀ
ରସୁଲପୁର,୨୦ା୯(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ୨୮ପଞ୍ଚାୟତରେ ପ୍ରାୟ ୩୦ହଜାରରୁ ଊର୍ଦ୍ଧ୍ୱ ଚାଷୀ ପରିବାର ରାଜ୍ୟ ସରକାରଙ୍କ କାଳିଆ ଓ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଉପକୃତ ହେଉଛନ୍ତି ା ଏହି କ୍ରମରେ ସମଗ୍ର ବ୍ଲକ ଅଞ୍ଚଳରୁ ୧୭,୭୭୫ଚାଷୀ ପରିବାରକୁ…
Archives


