Home

ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’

ଭୁବନେଶ୍ୱର, ୨୦।୯ (ବ୍ୟୁରୋ):ସାହିତି୍ୟକ, ଗାଳ୍ପିକ ତଥା କଥାକାର ଗୌରହରି ଦାସଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ୪୩ତମ ‘ଶାରଳା ପୁରସ୍କାର’ ମିଳିବ। ତାଙ୍କର ସାହିତ୍ୟ କୃତି ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ପାଇବେ ବୋଲି ଇମ୍ଫା ଚାରିଟେବଲ୍‌…

୨୧ରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ

ନୂଆଦିଲ୍ଲୀ,୨୦ା୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ ଦିନରେ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିବାକୁ ଯାଉଛି। ଏନେଇ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ମୌସୁମୀ ଫେରିଯିବା ନେଇ ଅନୁକୂଳ ସ୍ଥିତି ସୃଷ୍ଟି ହୋଇଛି। ପ୍ରଥମ ପର୍ଯ୍ୟାୟରେ ଏହା ଉତ୍ତରପଶ୍ଚିମ ଭାରତ…

ବିପର୍ଯ୍ୟୟ ଭୟ: ଉପକୂଳ ପାଇଁ ୫ ବର୍ଷିଆ ଯୋଜନା

ଭୁବନେଶ୍ବର,୨୦ା୯(ବ୍ୟୁରୋ):ରାଜ୍ୟକୁ ସବୁ ସମୟରେ ପ୍ରାକୃତିକ ବିପତ୍ତିର ଭୟ ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟର ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଉଛି। ଲୋକମାନଙ୍କୁ ଏପରି ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ…

ବିମାନରେ କାଚ ଭାଙ୍ଗିଲେ, ତଳେ ଗଡ଼ିଲେ

ଇସ୍‌ଲାମାବାଦ୍‌,୨୦ା୯:ପାକିସ୍ତାନରୁ ଦୁବାଇ ଯାଉଥିବା ବିମାନରେ ଜଣେ ଯାତ୍ରୀ ବାଚଳାମି କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ମଝି ଆକାଶରେ ବିମାନରୁ ଓହ୍ଲାଇବା ପାଇଁ ଜିଦ୍‌ କରିଥିଲେ ସମ୍ପୃକ୍ତ ଯୁବକ। ଯେତେ ବୁଝାସୁଝା କଲେ ସୁଦ୍ଧା ସେ କାହା କଥା…

କ୍ଲାସ୍‌ ସରିବା ପରେ କଲେଜରେ ରହିପାରିବେନି ପିଲା

ଭୁବନେଶ୍ୱର, ୨୦।୯(ବ୍ୟୁରୋ):କଲେଜ କ୍ୟାମ୍ପସରେ ଶୈକ୍ଷିକ ବାତାବରଣ ସୃଷ୍ଟି ଲାଗି କେତେକ ନୂଆ ପଦକ୍ଷେପ ନେଇଛି ଗଣଶିକ୍ଷା ବିଭାଗ। କ୍ଲାସ ସରିବା ପରେ ଆଉ କ୍ୟାମ୍ପସରେ ରହିପାରିବେନି ଛାତ୍ରୀଛାତ୍ର। ପୂର୍ବଭଳି ଆଉ କ୍ଲାସ୍‌ ପରବର୍ତ୍ତୀ ଖଟି ଜମିବ ନାହିଁ। ଶେଷ କ୍ଲାସ ଘଣ୍ଟା…

ପୁଣି ନକଲି ଔଷଧ ଠାବ

କଟକ ଅଫିସ, ୨୦ା୯:ନକଲି ମେଡିସିନ୍‌କୁ ନେଇ କଟକରେ ପୁଣି ତନାଘନା ଜୋରଦାର ହୋଇଛି। ସୋମବାର ପୁରୀଘାଟ ଥାନା ପୋଲିସ ଏକ ଟ୍ରାନ୍ସପୋର୍ଟ ଏଜେନ୍ସିରୁ ୧୩୫୦ ଷ୍ଟ୍ରିପ୍‌ ନକଲି ଟେଲ୍‌ମା-୪୦ ମେଡିସିନ୍‌ ଜବତ କରିଛି। ଜବତ ମେଡିସିନ୍‌ର ମୂଲ୍ୟ ପ୍ରାୟ ୩ ଲକ୍ଷ…

ଥରିଲା ମେକ୍ସିକୋ

ୱାଶିଂଟନ,୨୦।୯: ଆମେରିକାର ମେକ୍ସିକୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ବୋଲି ଜଣାପଡିଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ ସ୍ଥାନୀୟ ସମୟ ଅପରାହ୍ନ ୧ଟା ସମୟରେ ଏହି ଭୂକମ୍ପ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା…

ମହାରାଷ୍ଟ୍ରରେ ରାହୁଲଙ୍କୁ ଅଧ୍ୟକ୍ଷ ପ୍ରସ୍ତାବକୁ ସମର୍ଥନ

ନୂଆଦିଲ୍ଲୀ,୧୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଛି। ଏଭଳି ପରିସ୍ଥିତିରେ ଦଳର ପରବର୍ତ୍ତୀ ଅଧ୍ୟକ୍ଷ କିଏ ହେବ ବୋଲି ପ୍ରଶ୍ନ ଉଠୁଛି। ସେପଟେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଦଳର ଅଧ୍ୟକ୍ଷ କରିବା ପାଇଁ ଦାବି ପୁଣି…

ବ୍ରିଟେନ୍‌ରେ ହିନ୍ଦୁ ବିରୋଧୀ ହିଂସା ନିନ୍ଦା କଲା ଭାରତ

ଲଣ୍ଡନ,୧୯।୯: ବ୍ରିଟେନର ଲିସେଷ୍ଟରରେ ହିନ୍ଦୁଙ୍କ ପ୍ରତି ହିଂସାତ୍ମକ ଅପରାଧ ଘଟଣାକୁ ଲଣ୍ଡନ ସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ ସୋମବାର ଦୃଢ଼ ନିନ୍ଦା କରିଛି। ହିନ୍ଦୁ ଧର୍ମସ୍ଥଳୀରେ ହିଂସା ଓ ଭଙ୍ଗାରୁଜା ଘଟଣାର ଦୃଢ଼ ପ୍ରତିବାଦ କରାଯାଉଛି ବୋଲି ଉଚ୍ଚାୟୁକ୍ତଙ୍କ ପକ୍ଷରୁ କୁହାଯାଇଛି। ଏ…

କୋଭିଡ୍‌ ମହାମାରୀ ଶେଷ ହୋଇଛି

ଓ୍ବାଶିଂଟନ,୧୯।୯: ଆମେରିକାରେ କୋଭିଡ୍‌ ମହାମାରୀ ଶେଷ ହୋଇଥିବା ରାଷ୍ଟ୍ରପତି ଜୋ ବାଇଡେନ୍‌ ଘୋଷଣା କରିଛନ୍ତି। ଦେଶରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣକୁ ଆସିଛି। ଆଗାମୀ ଦିନରେ ଆମେରିକା ଅର୍ଥନୀତିରେ ଉନ୍ନତି ଆସିବାକୁ ଯାଉଛି ବୋଲି ଗୁରୁତ୍ୱପୂର୍ଣ୍ଣ ମଧ୍ୟବର୍ତ୍ତୀ ନିର୍ବାଚନର ୨ମାସ ପୂର୍ବରୁ ବାଇଡେନ୍‌ ଏକ…

ମହାରାଣୀଙ୍କ ଅନ୍ତିମ ଯାତ୍ରା: ୨ ମିନିଟ୍‌ ନୀରବିଲା ବ୍ରିଟେନ

ଲଣ୍ଡନ,୧୯ା୯: ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ୨ୟଙ୍କୁ ସୋମବାର ଅନ୍ତିମ ବିଦାୟ ଦିଆଯାଇଛି। ରାଜ ପରିବାର ରୀତିନୀତି ଅନୁସାରେ ମହାରାଣୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଓ୍ବିଣ୍ଡସର କାସ୍‌ଲେର ଐତିହାସିକ କିଙ୍ଗ୍‌ ଜର୍ଜ ୬ଷ୍ଠ ମେମୋରିଆଲ ଚାପେଲରେ ତାଙ୍କ କଫିନ୍‌କୁ ଦିବଂଗତ ସ୍ବାମୀ ପ୍ରିନ୍ସ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢ଼ିପାରନ୍ତି ଥରୁର: ସବୁଜ ସଙ୍କେତ ଦେଲେ ସୋନିଆ

ନୂଆଦିଲ୍ଲୀ,୧୯।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୈତିକ ସରଗରମ ରହୁଛି। ଆସନ୍ତା ମାସ ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ବରିଷ୍ଠ ନେତା ଶଶୀ ଥରୁର ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି। ଏଥିପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri