ସକ୍ରିୟ ମାମଲା ୨୭ ହଜାର ତଳେ…
ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…
ପରିତ୍ୟକ୍ତ ଖଣିରୁ ଖଣିଜ ଚୋରି
ଯୋଡ଼ା,୧୭ା୧୦(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଜଜାଙ୍ଗଠାରେ ଥିବା ଏକ ପରିତ୍ୟକ୍ତ ଖଣିରୁ ବିପୁଳ ପରିମାଣର ଲୁହାପଥର ଚୋରି ହୋଇଛି। ମେଶିନ ଯୋଗେ ହଜାର ହଜାର ମେଟ୍ରିକ୍ ଟନ୍ ଖଣିଜ ଖୋଳି ଚୋରି ହୋଇଥିଲେ ସୁଦ୍ଧା ଖଣି ବିଭାଗ ନିକଟରେ…
ଗଡ଼ିଲା ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍
ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍ (ଓ୍ବାଗନ) ଓଡ଼ିଶାରୁ ଗଡ଼ିିଛି। ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳଷ୍ଟେଶନର ୬ନମ୍ବର ପ୍ଲାଟଫର୍ମଠାରେ ଏହି ରେଳ ରେକ୍କୁ ଉଦ୍ଘାଟନ…
୨୦୨୩ ମାର୍ଚ୍ଚରେ ରାଜ୍ୟର ୮ ସହରରେ ମିଳିବ ୫ଜି ସେବା
ଭୁବନେଶ୍ୱର,୧୭ା୧୦ (ବ୍ୟୁରୋ): ଆସନ୍ତା ବର୍ଷ ଓଡ଼ିଶାରେ ୫ଜି ସେବା ଆରମ୍ଭ କରାଯିବ। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨ଶହଟି ବଡ଼ ବଡ଼ ସହରରେ ଏହି ସେବା ଉପଲବ୍ଧ ହେବ। ଏଥିମଧ୍ୟରେ ଓଡ଼ିଶାର ୮ଟି ସହରକୁ ସାମିଲ କରାଯାଇଛି। ତେବେ…
ଚଣ୍ଡିଗଡ଼କୁ ହରାଇଲା ଓଡ଼ିଶା
ଭୁବନେଶ୍ୱର, ୧୭।୧୦ (କ୍ରୀଡ଼ା ପ୍ରତିନିଧି): ଲକ୍ଷ୍ନୌଠାରେ ଚାଲିଥିବା ସୟଦ ମୁସ୍ତାକ ଅଲୀ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ରବିବାର ଚଣ୍ଡିଗଡ଼କୁ ରୋମାଞ୍ଚକଭାବେ ୧ ଉଇକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଚଣ୍ଡିଗଡ଼ ୨୦ ଓଭରରେ ୬ ଉଇକେଟ ହରାଇ ୧୭୯ ରନ…
ରେଗାସା, ଚେପ୍ଟାଇ ଜିତିଲେ ଦିଲ୍ଲୀ ହାଫ୍ ମାରାଥନ
ନୂଆଦିଲ୍ଲୀ, ୧୭ା୧୦(ପି.ଟି.): ଇଥିଓପିଆର ଚାଲା ରେଗାସା ଏବଂ କେନିଆର ଇରିନେ ଚେପ୍ଟାଇ ଯଥାକ୍ରମେ ବେଦାନ୍ତ ଦିଲ୍ଲୀ ହାଫ୍ ମାରାଥନ ପୁରୁଷ ଓ ମହିଳା ଟାଇଟଲ ହାସଲ କରିଛନ୍ତି। ରେଗାସା ୧ ଘଣ୍ଟା ୩୦ ସେକେଣ୍ଡ ଟାଇମିଂରେ ରେସ୍ ଜିତିଥିବାବେଳ ଚେପ୍ଟାଇ ବ୍ୟକ୍ତିଗତ…
‘ଓଡ଼ିଶା ଦେଶର ଟେକ୍ନୋଲୋଜି ରିସୋର୍ସ ହବ୍’
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ବ୍ୟାପକ କରିବା ପାଇଁ ଭୁବନେଶ୍ୱରର ଚନ୍ଦକା ଶିଳ୍ପାଞ୍ଚଳର ଇନ୍ଫୋସିଟି ନିକଟ ଓ-ହବ୍ଠାରେ ଆଇବିଏମ୍ର କ୍ଲାଏଣ୍ଟ ଇନୋଭେଶନ୍ ସେଣ୍ଟର(ସିଆଇସି)କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ପୂର୍ବ ଭାରତରେ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଆଇବିଏମ୍ର ଏହା…
ଶ୍ରାବଣୀଙ୍କୁ ସ୍ବର୍ଣ୍ଣ ପଦକ
ଭୁବନେଶ୍ୱର, ୧୭।୧୦ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଚାଲିଥିବା ୧୬ତମ ଜାତୀୟ ଓପନ ଆଥଲେଟିକ୍ ଚାମ୍ପିୟନଶିପ୍ରେ ଓଡ଼ିଶାର ଶ୍ରାବଣୀ ନନ୍ଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମହିଳା ୧୦୦ ମିଟର ରେସ୍ରେ ସେ ୧୧.୫୫ ସେକେଣ୍ଡ ସମୟ ନେଇ…
ପଡ଼ିଆରେ ତ୍ୱରିତ ନିଷ୍ପତ୍ତି ଉପରେ ଡେନର୍ବିଙ୍କ ଗୁରୁତ୍ୱ
ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି): ପ୍ରଥମଥର ପାଇଁ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ ଖେଳିବାକୁ ସୁଯୋଗ ପାଇଥିବା ଭାରତୀୟ ଦଳ ସୋମବାର ଏହାର ଶେଷ ମ୍ୟାଚ୍ ଶକ୍ତିଶାଳୀ ବ୍ରାଜିଲ ବିପକ୍ଷରେ ଖେଳିବ। ଗ୍ରୁପ୍ ଏ’ରେ କ୍ରମାଗତ ୨ଟି ମ୍ୟାଚ୍ ହାରି…
ସାଇ ସ୍ବସ୍ତିକ ଚାମ୍ପିୟନ
ଭୁବନେଶ୍ୱର, ୧୭।୧୦ (କ୍ରୀଡ଼ା ପ୍ରତିନିଧି): କଟକର ସାଇ ସ୍ବସ୍ତିକ ମହାନ୍ତି ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ)ର ୧୪ ବର୍ଷରୁ କମ୍ ଚାମ୍ପିୟନଶିପ୍ ସିରିଜ (ସିଏସ-୭) ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସାଇ ସ୍ବସ୍ତିକ ଭୁବନେଶ୍ୱରର ଅଙ୍କିତ ସାହୁଙ୍କୁ…
ଭାରତ ଆଜି ବ୍ରାଜିଲକୁ ଭେଟିବ
ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି): ଚଳିତ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ର ଭୁବନେଶ୍ୱର ପର୍ଯ୍ୟାୟ ସୋମବାର ଶେଷ ହେବ। କଳିଙ୍ଗ ଷ୍ଟାଡିୟମରେ ୨ଟି ମ୍ୟାଚ୍ ଅନୁଷ୍ଠିତ ହେବ। ଏହି ଦିନ ପ୍ରଥମ ମ୍ୟାଚ୍ ଚିଲି ଓ ନାଇଜେରିଆ ମଧ୍ୟରେ ଅପରାହ୍ନ…
ଦୟା କଲେ ସୌନ୍ଦର୍ଯ୍ୟ ବଢ଼େ
ନୂଆଦିଲ୍ଲୀ: ଦୟାମନୋଭାବ ଦ୍ୱାରା ମଣିଷର ସୁନ୍ଦରତା ବୃଦ୍ଧି ପାଇଥାଏ। ନିକଟରେ ବୈଜ୍ଞାନିକଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ସୁନ୍ଦର ଦେଖାଯିବା ପାଇଁ ଅନେକ ଲୋକ ବିଭିନ୍ନ ପ୍ରକାର ପ୍ରଣାଳୀକୁ ଆପଣାଇଥାନ୍ତି। କେହି କେହି ଦାମୀ ମେକ୍ଅପ୍ ଲଗାନ୍ତି ତ ଆଉ…

