ଏସ୍ଏଚ୍ଜିକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧୯ା୯(ଡି.ଏନ.ଏ.):ଆଜାଦୀ କି ଅମୃତ ମହୋତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇଁ ଆହ୍ବାନ ଦେଇଥିଲେ। ସ୍ବାଧୀନତା ଦିବସରେ ପ୍ରତ୍ୟେକ ବ୍ୟକ୍ତି ନିଜ ଘର ଆଗରେ ଜାତୀୟ ପତାକା ଉଡାଇବାକୁ କୁହାଯାଇଥିଲା। ଏହି ପରିପ୍ରେକ୍ଷୀରେ ଲକ୍ଷାଧିକ…
‘ରାଜ୍ୟରେ ଦଳିତ ବର୍ଗ ନ୍ୟାୟରୁ ବଞ୍ଚିତ’
ଅନୁଗୋଳ ଅଫିସ, ୧୯।୯:ରାଜ୍ୟରେ ଅନୁସୂଚିତ ବର୍ଗ ନ୍ୟାୟ ପାଇବାରୁ ବଞ୍ଚତ୍ତ ହୋଇ ରହିଛନ୍ତି। ସେମାନଙ୍କ ବିକାଶ ଲାଗି ଆସୁଥିବା କେନ୍ଦ୍ରୀୟ ଅନୁଦାନ ହଡ଼ପ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବର୍ଷକୁ ଅନ୍ୟୁନ ୩ ଥର ଆଡଭାଇଜରି କମିଟି ବୈଠକ ଅନୁଷ୍ଠିତ ହେବା ନିୟମ…
ଦଣ୍ଡପତି, ଲକ୍ଷ୍ମୀପ୍ରିୟାଙ୍କୁ ରୌପ୍ୟ
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭୋପାଳର ତାନ୍ତିଆ ଟୋପେ ଷ୍ଟାଡିୟମରେ ଚାଲିଥିବା ୧୭ତମ ଜାତୀୟ ୟୁଥ୍ (୧୮ ବର୍ଷରୁ କମ୍) ଆଥ୍ଲେଟିକ୍ସ ଚାମ୍ପିୟନଶିପ୍ରେ ରବିବାର ଓଡ଼ିଶାର ଦଣ୍ଡପତି ଜୟରାମ ଓ ଲକ୍ଷ୍ମୀପ୍ରିୟା କିଷାନ ରୌପ୍ୟ ପଦକ ହାସଲ କରଛନ୍ତି। ବାଳକ ୧୦୦…
ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ ଅଗ୍ରସର ହୋଇଛନ୍ତି। ଖେଳାଳି ଭାବେ ବେଶ୍ ସୁନାମ ଅର୍ଜନ କରିଥିବା ଦିଲୀପ ରବିବାର…
ବିଦ୍ୟାଳୟ ପାଚେରି ଭୁଶୁଡ଼ିଲା
ବାହାନଗା,୧୯ା୯(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଗ୍ରାମର ଥିବା ୫-ଟି ଉଚ୍ଚ ବିଦ୍ୟାଳୟର ପାଚେରି ଭୁଶୁଡ଼ି ପଡ଼ିଛି। ଠିକାଦାରଙ୍କ ଖାମଖିଆଲି ମନୋଭାବରୁ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପାଚେରି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ଗ୍ରାମବାସୀ ଅଭିଯୋଗ…
ଦିଲେଶ୍ୱରଙ୍କୁ ସ୍ବର୍ଣ୍ଣ, ଅମରେନ୍ଦ୍ର ରୌପ୍ୟ, ନୁରୁଲ ବ୍ରୋଞ୍ଜ
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଉଗାଣ୍ଡାର କାମ୍ପାଲାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩ ଜଣ ଯାକ ପ୍ରତିଯୋଗୀ ପଦକ ହାସଲ କରିଛନ୍ତି। ଜି. ଦିଲେଶ୍ୱର ରାଓ ସିଙ୍ଗଲ୍ସରେ ରୌପ୍ୟ, ଡବଲ୍ସରେ ସ୍ବର୍ଣ୍ଣ,…
ରାସ୍ତା ମରାମତି କଲେ ଗ୍ରାମବାସୀ
କେନ୍ଦୁଝର,୧୯ା୯(ସ୍ବ.ପ୍ର.):ମୟୂରଭଞ୍ଜ ଜିଲା ଶରତ ଘାଟିରୁ ବ୍ରାହ୍ମଣୀ ଘାଟି ଦେଇ କେନ୍ଦୁଝର ଜିଲା କେ.ବାଲିପାଳ ଓ ଘଷିପୁରା ଡାକ୍ତରଖାନାକୁ ସଂଯୋଗ କରୁଥିବା ବିପର୍ଯ୍ୟସ୍ତ ରାସ୍ତାକୁ କେ.ବାଲିପାଳ ଗ୍ରାମବାସୀ ମରାମତି କରିଛନ୍ତି। ପୂର୍ବରୁ ଗ୍ରାମବାସୀ ଉକ୍ତ ରାସ୍ତାରେ ମାଟି ପକାଇ ଯାତାୟାତ କରୁଥିବା ବେଳେ…
ପାଣିରେ ପଡ଼ିଲା ୫ଲକ୍ଷ
ବେତନଟୀ,୧୯ା୯(ଡିି.ଏନ.ଏ.):ପ୍ରଶାସନର ଭୁଲ ନିଷ୍ପତ୍ତି ଯୋଗୁ ମୟୂରଭଞ୍ଜ ଜିଲା ବେତନଟୀଠାରେ ନିର୍ମାଣ ହୋଇଥିତ୍ବା ଶବ ବ୍ୟବଚ୍ଛେଦ ଗୃହ କାମରେ ଲାଗି ପାରୁନି। ଏଥିଯୋଗୁ ସରକାରଙ୍କ ୫ ଲକ୍ଷ ଟଙ୍କା ପାଣିରେ ପଡ଼ିଥିବା ବେଳେ ପୁଣି ଏକ ଗୃହ ନିର୍ମାଣ ଚାଲିଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ…
ସ୍ବସ୍ତି ପାଇବେ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି) :ରାଜ୍ୟର ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମହିଳା ସାଇକ୍ଲିଷ୍ଟ ସ୍ବସ୍ତି ସିଂ। ୨୦୨୨ ବର୍ଷ ପାଇଁ ସେ ଏହି ପୁରସ୍କାର ପାଇବେ। ଏଥିସହିତ ତାରକା ମହିଳା ଫୁଟ୍ବଲର ପ୍ୟାରୀ ଖାଖା…
କୋହଲି, ପାଣ୍ଡ୍ୟାଙ୍କ ଜବରଦସ୍ତ ଠୁମ୍କା
ନୂଆଦିଲ୍ଲୀ,୧୯।୯: ଏସିଆ କପ ୨୦୨୨ରେ ଭାରତୀୟ ଦଳର ପ୍ରଦର୍ଶନ ନିରାଶାଜନକ ଥିଲା। ଭାରତ ଏହି ଟୁର୍ନାମେଣ୍ଟରେ ଫାଇନାଲରେ ପହଞ୍ଚିବାରେ ସକ୍ଷମ ହୋଇ ନ ଥିଲା। ତେବେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଆଗାମୀ ଟି-୨୦ ବିଶ୍ୱକପ ଉପରେ ନଜର ରଖିଛି। ଟି-୨୦…
ଧର୍ମାନ୍ତରୀକରଣ ନିରୋଧୀ ଆଇନରେ ୫ ବର୍ଷ ଜେଲ
ଲକ୍ଷ୍ନୌ,୧୯।୯: ଉତ୍ତରପ୍ରଦେଶ ବେଆଇନ ଧର୍ମାନ୍ତରୀକରଣ ନିରାକରଣ ଆଇନ, ୨୦୨୧ରେ ପ୍ରଥମ ଥର ଲାଗି ଜଣେ ୨୬ ବର୍ଷୀୟ କାଠମିସ୍ତ୍ରୀଙ୍କୁ ଦୋଷୀସାବ୍ୟସ୍ତ କରାଯାଇଛି। ଆମ୍ରୋହାର ଏକ ଅଦାଲତ ଶନିବାର ତାଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୫ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଗତବର୍ଷ…
ଇଣ୍ଟରପୋଲ୍ ସାଧାରଣ ସଭାର ଲୋଗୋ କୋଣାର୍କ ଚକ
ନୂଆଦିଲ୍ଲୀ,୧୯।୯(ପି.ଟି.): ଇଣ୍ଟରପୋଲ୍ର ୯୦ତମ ସାଧାରଣ ସଭାରେ କୋଣାର୍କ ସୂର୍ଯ୍ୟମନ୍ଦିରର ରଥ ଚକ ପ୍ରେରଣାଦାୟୀ ଲୋଗୋ ହେବାକୁ ଯାଉଛି। ଅକ୍ଟୋବର ୧୮ରୁ ଆରମ୍ଭ ହେବାକୁ ଥିବା ଏହି ୩ ଦିନିଆ ଜେନେରାଲ ଆସେମ୍ବ୍ଲିରେ ୧୯୫ଟି ଦେଶର ଆଇନ ପ୍ରବର୍ତ୍ତନ ଅଧିକାରୀମାନେ ଯୋଗଦେବେ। ଏହାର…
Archives


