Home

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି କରିବାକୁ ବାଧ୍ୟ ହୁଅନ୍ତି । ତଥାପି, ଏପରି ଜମି ବିକ୍ରୟରୁ ପ୍ରାପ୍ତ ଆୟ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାୟପର୍ଥି ମଣ୍ଡଳର ଏକେ ତାଣ୍ଡା ଗ୍ରାମର ବାସିନ୍ଦା, ପୀଡିତାଙ୍କ ପରିବାର ଅଭିଯୋଗ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତା ଏହି ଚିଠି ଲେଖିଛନ୍ତି। ଜନସଂଖ୍ୟା ବୃଦ୍ଧିକୁ…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି ପ୍ରଦାନ କରାଯାଉ ନାହିଁ। ଏଥିପାଇଁ ଚାଷୀଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧାଁ ଧପଡ଼ କରିବା…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି l ଘଟଣାକ୍ରମ ଅନୁସାରେ ଅଧ୍ୟକ୍ଷ ସାହୁ କଲେଜରେ କାର୍ଯ୍ୟରତ ଅଧ୍ୟାପିକା…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି । ପ୍ରାୟ ୭୦ ଫୁଟ ଗଭୀରତାରେ ଶିଶୁଟି ଫସି ରହିଛି । ଘଟଣାଟି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି ସଫଳ ହୋଇଛନ୍ତି। ଉଲ୍ଲେଖନୀୟ କଥା ହେଉଛି, ସେମାନେ କେବଳ ପାରମ୍ପରିକ ଦେଶୀ ଧାନ…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ ଏହିଠାରେ କରିଥାନ୍ତି। ଫଳରେ ଖାଦ୍ୟପେୟର ଏକ ସୁନ୍ଦର ପରିବେଶ ମାତାପିତା ଏବଂ ଶିଶୁ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର ଯତ୍ନ ନେବା ଓ ତା’ର ସୁରକ୍ଷା କରିବା। କାରଣ ପରିବେଶ ପ୍ରଦୂଷଣଜନିତ ଯେଉଁସବୁ…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ ଏବେ ଦୁଇଟି ସଙ୍କଟରେ ପଡ଼ିଯାଇଛି। ଗୋଟିଏ ହେଉଛି ଗଣତନ୍ତ୍ର ବିରୋଧୀ ଶକ୍ତିର ଉତ୍‌ଥାନ…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ ତୈଳ ଓ ପ୍ରାକୃତିକ ବାଷ୍ପ ପରିବହନଜନିତ ଅଚଳାବସ୍ଥା ଯୋଗୁ କ୍ରୁଡ୍‌ ମୂଲ୍ୟ ବଢ଼ିଥିଲା,…

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ ସୁବିଧା ପାଏ, ସେତେବେଳେ ହିଁ ସମାଜରେ ସଫଳତା ଓ ସାର୍ଥକତା ପ୍ରତିଷ୍ଠା ହୁଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?