Home

ଧୋଇଗଲା ଫେୟାରୱେଦର ରାସ୍ତା

ବରଗଡ଼ ଅଫିସ୍‌,୧୨।୮:ବରଗଡ଼-ଅମ୍ବାପାଲି ମଧ୍ୟରେ ଜିରା ନଦୀ ବହିଯାଇଛି। ଅମ୍ବାପାଲିକୁ ସଂଯୋଗ କରିବା ପାଇଁ ବ୍ରିଟିଶ ଅମଳରୁ ଏକ ପୋଲ ରହିଥିଲା। ବିପଦଶଙ୍କୁଳ ଅବସ୍ଥା ଯୋଗୁ ତାକୁ ଭାଙ୍ଗି ଦିଆଯାଇ ସେଠାରେ ନୂତନ ପୋଲ ନିର୍ମାଣ ଚାଲିଛି । ୨୦୧୮ ମସିହାରୁ ପୋଲ…

ପୁଣି ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ କେନ୍ଦ୍ରାପଡ଼ାର ଜଣେ ୭୫…

ଚନ୍ଦଲି ଶକ୍ତିପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ

ଲେଫ୍ରିପଡ଼ା,୧୨।୮(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ରାଏ ପଞ୍ଚାୟତ ଅନ୍ତର୍ଗତ ଉଜ୍ୱଲପୁର ଠାରୁ ଦର୍ଲିପାଲି ପିଡ଼ବ୍ଲ୍ୟୁଡ଼ି ରାସ୍ତା କଡ଼ ଏନଟିପିସି ପ୍ରକଳ୍ପ ନିକଟରେ ରହିଛି ପ୍ରସିଦ୍ଧ ଚନ୍ଦଳି ଶକ୍ତିପୀଠ। କେଉଁ ଆବାହମାନ କାଳରୁ ଏଠାରେ ମା’ ଚନ୍ଦଳି ପାଟ ପୂଜା ପାଇ…

ମହିଳାଙ୍କ ଆକାଉଣ୍ଟରୁ ୧.୯୧ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୨ା୮: ବ୍ରହ୍ମପୁର ସହରରେ ଦିନକୁ ଦିନ ସାଇବର ଅପରାଧ ବଢ଼ିବାରେ ଲାଗିଛି। ବିଭିନ୍ନ ଉପାୟରେ ଲୋକଙ୍କ ଧନସମ୍ପତ୍ତି କ୍ଷଣିକ ମଧ୍ୟରେ ଗାଏବ କରି ଦେଉଛନ୍ତି। ସହରରେ ପୁଣିଥରେ ଏଭଳି ଠକେଇର ଶିକାର ହୋଇଛନ୍ତି ଜଣେ ମହିଳା। ବକେୟା ବିଦ୍ୟୁତ୍‌ ବିଲ୍‌…

ମଧ୍ୟାହ୍ନଭୋଜନରେ ଅଣ୍ଡା ମିଳୁନି, କମୁଛନ୍ତିି ପିଲା

ଦଶମନ୍ତପୁର,୧୨ା୮(ଡି.ଏନ.ଏ.):ନିୟମିତ ଭାବେ ବିଦ୍ୟାଳୟ ଆସୁନାହାନ୍ତି ଶିକ୍ଷକ। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ଦେବା ଲାଗି ପ୍ରଦାନ କରାଯାଉଥିବା ଅଣ୍ଡା ହଡ଼ପ କରାଯାଉଥିବାରୁ ବିଦ୍ୟାଳୟ ଆସିବା ପ୍ରତି ସେମାନଙ୍କ ଆଗ୍ରହ କମିଯାଉଛି। ଫଳରେ ପିଲାଙ୍କ ଭବିଷ୍ୟତ ଅନ୍ଧାରମୁହଁା ହେଉଛି। ଶିକ୍ଷୟିତ୍ରୀଶିକ୍ଷକମାନେ ପିଲାଙ୍କୁ ବିଦ୍ୟାଳୟରେ ଶିକ୍ଷାଦାନ ପରିବର୍ତ୍ତେ…

କାଦୁଅରେ ୫ ଖଣ୍ଡ ଗାଁ

ଦଶମନ୍ତପୁର, ୧୨ା୮ ( ଡି.ଏନ.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡା ସଦର ପଞ୍ଚାୟତ ଠାରୁ ଝୋପରାପଦର ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କାଦୁଅ ହୋଇ ଏକ ପ୍ରକାର ମରଣଯନ୍ତା ପାଲଟିଛି । ଝୋପରାପଦର ଗ୍ରାମ ଫୁଲବେଡ଼ା ଛକଠାରୁ…

ଆରୋଗ୍ୟମ୍‌ ହସ୍ପିଟାଲ ନିର୍ଦ୍ଦେଶକ ଦମ୍ପତିଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୧୨ା୮: ହସ୍ପିଟାଲ କିଣାବିକା ନଁାରେ ୩ କୋଟି ୪୩ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବ୍ରହ୍ମପୁର ବୈଦ୍ୟନାଥପୁର ପୋଲିସ ଆରୋଗ୍ୟମ୍‌ ହସ୍ପିଟାଲର ନିର୍ଦ୍ଦେଶକ ଦମ୍ପତିଙ୍କ ସମେତ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆସ୍କାରୋଡ ରାଧାକୃଷ୍ଣ…

ପୁଣି ୩ କି.ମି. ବୁହାହେଲେ ଗର୍ଭବତୀ

ଟିକିରି,୧୨ା୮(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକର ଅନେକ ଗାଁକୁ ପକ୍କାରାସ୍ତା ନ ଥିବାରୁ ବାରମ୍ବାର ଗର୍ଭବତୀ ବୁହା ହେଉଥିବା ଚିତ୍ର ସାମ୍ନାକୁ ଆସୁଛି। ଗୋଡ଼ିବାଲି ପଞ୍ଚାୟତର ଦୁରୂପାଇ ଗ୍ରାମରେ ଗୁରୁବାର ଏଭଳି ଘଟଣାର ପୁନରାବୃତ୍ତି ଘଟିଛି। ଗାଁର ରାମଚନ୍ଦ୍ର ମାଝିଙ୍କ ସ୍ତ୍ରୀ ସୁଧା…

ଅଣଦେଖା କଲା ପୂର୍ତ୍ତ ବିଭାଗ, ରାସ୍ତା ସମତୁଲ କଲେ ଅଞ୍ଚଳବାସୀ

ଉମରକୋଟ/ଧୋଡ୍ରା, ୧୨/୮(ସ୍ବ.ପ୍ର./ଡି.ଏନ୍‌.ଏ.):ରାସ୍ତା ମରାମତି ପାଇଁ ବାରମ୍ବାର ଜଣାଇବା ପରେ ମଧ୍ୟ କାମ ନ ହେବାରୁ ଅଞ୍ଚଳବାସୀ ଏବଂ ସ୍ଥାନୀୟ ବ୍ୟବସାୟୀ ନିଜେ ରାସ୍ତା ସମତୁଲ କରିବାକୁ ବାଧ୍ୟ ହୋଇଛନ୍ତି। କୋଡ଼ି, ଜମେଲା ଧରି ସେମାନେ ରସ୍ତା ମରାମତି କରିଛନ୍ତି। ଉମରକୋଟ ଥାନା…

ସ୍ବାଧୀନତା ଦିବସରେ ବଡ଼ ଆକ୍ରମଣ ଯୋଜନା ପଣ୍ଡ

ନୂଆଦିଲ୍ଲୀ,୧୨।୮: ରାଜଧାନୀ ଦିଲ୍ଲୀରେ ଅଗଷ୍ଟ ୧୫ ପୂର୍ବରୁ ୨ ହଜାର ଲାଇଭ କ୍ୟାଟ୍ରିଜ୍‌ ଜବତ ହୋଇଛି। ଏଥିସହ ଦିଲ୍ଲୀରେ କ୍ୟାଟ୍ରିଜ୍‌ ଯୋଗାଉଥିବା ୬ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯାଇଛି। ପୂର୍ବ ଦିଲ୍ଲୀ ପୋଲିସ ଆନନ୍ଦ ବିହାର ଅଞ୍ଚଳରୁ ୨ଟି କ୍ୟାଟ୍ରିଜ୍‌ ବ୍ୟାଗ…

୨୬ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଛତ୍ରପୁର,୧୧।୮(ଡି.ଏନ.ଏ.): ଛତ୍ରପୁରସ୍ଥିତ ଆଇସିଡିଏସ କାର୍ଯ୍ୟାଳୟ ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ କାର୍ଯ୍ୟାଳୟରେ କର୍ମଚାରୀମାନଙ୍କୁ କେତେଜଣ ଅଙ୍ଗନଓ୍ବାଡି କର୍ମୀ ତାଲା ପକାଇ ରଖିଥିଲେ। ଖବରପାଇ ଛତ୍ରପୁର ଥାନା ପୋଲିସ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ପହଞ୍ଚିବା…

‘ପ୍ରଧାନମନ୍ତ୍ରୀ ହେବା ପାଇଁ ଅଣ୍ଡରୱାଲର୍‌ଡ ଡନ ଦାଉଦ ସହ ହାତ ମିଳାଇପାରନ୍ତି ନୀତୀଶ କୁମାର’

ପାଟନା,୧୨।୮: ବିହାରରେ ପୁଣି ମହାମେଣ୍ଟ ସରକାର ଗଠନ କରାଯାଇଛି। ଭାଜପା ସହ ସମ୍ପର୍କ କାଟି ନୀତୀଶ କୁମାର ପୁଣି ବିରୋଧୀଙ୍କ ସହ ମିଶି ସରକାର ଗଢିଛନ୍ତି। ଏହାପରେ ଜେଡିୟୁ ଏବଂ ଭାଜପା ନେତାଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଜାରି ରହିଛି। ବିହାରର ସାସରାମରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri