Home

୨୪ ଘଣ୍ଟାରେ ୪ ଶିଶୁଙ୍କ ମୃତ୍ୟୁ

କେନ୍ଦୁଝର,୧୯ା୯(ସ୍ବ.ପ୍ର./ଡି.ଏନ୍‌.ଏ.):ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଥିଲେ ମଧ୍ୟ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ୨୪ ଘଣ୍ଟା ମଧ୍ୟରେ ୪ ନବଜାତ ଶିଶୁଙ୍କ…

ଭାରତୀୟ ଦଳରେ ଶାମିଙ୍କ ସ୍ଥାନରେ ଉମେଶ

ନୂଆଦିଲ୍ଲୀ, ୧୮ା୯:ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ଲାଗି ଭାରତୀୟ କ୍ରିକେଟ ଦଳରେ ଭେଟେରାନ ସିମର ମହମ୍ମଦ ଶାମିଙ୍କ ସ୍ଥାନରେ ଉମେଶ ଯାଦବଙ୍କୁ ସାମିଲ କରାଯାଇଛି। କୋଭିଡ ଟେଷ୍ଟରେ ପଜିଟିଭ ଆସିବାରୁ ଶାମି ମଙ୍ଗଳବାର ଆରମ୍ଭ ହେବାକୁଥିବା…

ଆଲିଆଙ୍କୁ ଇର୍ଷା କରୁଛନ୍ତି ଲୋକେ

ବଲିଉଡର ପାଓ୍ବାରଫୁଲ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ସଫଳତାକୁ ନେଇ ବେଶ୍‌ ଖୁସି ଅଛନ୍ତି। ଗର୍ଭବତୀ ଥିବା ସତ୍ତ୍ୱେ ଆଲିଆ ଫିଲ୍ମକୁ ଜୋରଦାର ପ୍ରମୋଶନ କରିଥିଲେ। ଶେଷରେ ତାଙ୍କ ପରିଶ୍ରମ ସାର୍ଥକ ହୋଇଛି। ଫିଲ୍ମଟି ବକ୍ସ…

ଜାପାନ ଛୁଇଁଲା ‘ନାନ୍‌ମାଡୋଲ’: ପବନର ବେଗ ଘଣ୍ଟାପ୍ରତି ରହିପାରେ ୨୩୪ କି.ମି.

ଟୋକିଓ,୧୮ା୯: ଦକ୍ଷିଣପଶ୍ଚିମ ଜାପାନରେ ଶକ୍ତିଶାଳୀ ଝଡ଼ ନାନ୍‌ମାଡୋଲ ରବିବାର ରାତିରେ ଲ୍ୟାଣ୍ଡ୍‌ଫଲ୍‌ କରିଛି। କାଗୋଶିମା ସହରରେ ବାତ୍ୟାର ଆଖି ଥିବାଯୋଗୁ ସେଠାରେ ବ୍ୟାପକ କ୍ଷୟକ୍ଷତି ହେବା ନେଇ ଜାପାନ ପାଣିପାଗ ଏଜେନ୍ସି (ଜେଏମ୍‌ଏ) ଆକଳନ କରିଛି। ତୀବ୍ରଗତିରେ ପବନ, ଭୀଷଣ ବର୍ଷା…

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚିତ

ନୂଆଦିଲ୍ଲୀ,୧୮।୯: ଆସନ୍ତା ମାସରେ ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଖେଳାଯିବ। ବିଶ୍ୱକପ୍‌ ପାଇଁ ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚିତ କରାଯାଇଛି। ଏହି ଟିମ ଜର୍ସି ନୀଳ ରଙ୍ଗର ଅଟେ। ଏଥିରେ ତିନୋଟି ଷ୍ଟାର ରହିଛି। ଏହି ଷ୍ଟାର ଭାରତୀୟ ଦଳର ତିନିଥର…

ଆତ୍ମହତ୍ୟା କଲେ ଅଭିନେତ୍ରୀ

ତାମିଲ ଅଭିନେତ୍ରୀ ପୌଲିନା ଜେସିକା ଓରଫ ଦୀପା ଆତ୍ମହତ୍ୟା କରିଛନ୍ତି। ତାଙ୍କ ବାସଭବନରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଘଟଣାସ୍ଥଳରୁ ଏକ ନୋଟ ମଧ୍ୟ ଜବତ କରିଛି। ସାରା ଜୀବନ ଜଣଙ୍କୁ ପ୍ରେମ କରୁ ଥିବି ବୋଲି ନୋଟ୍‌ରେ ଲେଖାହୋଇଛି।…

ଚଣ୍ଡିଗଡ ବିଶ୍ୱବିଦ୍ୟାଳୟ ଭିଡିଓ ଲିକ୍‌ ଘଟଣା: ଅଭିଯୁକ୍ତ ଛାତ୍ରୀଙ୍କ ପ୍ରେମିକ ଗିରଫ

ଚଣ୍ଡିଗଡ,୧୮।୯: ମୋହାଲିର ଚଣ୍ଡିଗଡ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରୀମାନେ ଗାଧୋଇବାର ଭିଡିଓ ଲିକ ଘଟଣାରେ ଅଭିଯୁକ୍ତ ଛାତ୍ରୀଙ୍କ ପ୍ରେମିକଙ୍କୁ ଶିମ୍‌ଲାରୁ ଗିରଫ କରାଯାଇଛି। ପୋଲିସ ପ୍ରେମିକଙ୍କୁ ପଚରାଉଚରା କରୁଛି। ତାଙ୍କ ମାଧ୍ୟମରେ ଅନେକ ଖୁଲାସା ହେବ ବୋଲି କୁହାଯାଉଛି। ଅଭିଯୁକ୍ତ ଛାତ୍ରୀଙ୍କ ପରେ…

ରାହୁଲ ଗାନ୍ଧୀଙ୍କୁ କଂଗ୍ରେସ ସଭାପତି କରିବାକୁ ସଙ୍କଳ୍ପ ପାରିତ

ରାୟପୁର,୧୮।୯: ରାଜସ୍ଥାନ ଏବଂ ଦିଲ୍ଲୀ ପରେ ରବିବାର ଛତିଶଗଡ କଂଗ୍ରେସ ମଧ୍ୟ ରାହୁଲ ଗାନ୍ଧୀଙ୍କୁ ଦଳର ସଭାପତି କରିବା ପାଇଁ ସଂକଳ୍ପ ପାରିତ କରିଛି। ଗତକାଲି ଜୟପୁର ଏବଂ ଦିଲ୍ଲୀରେ ମଧ୍ୟ ଏହି ସଂକଳ୍ପ ପାରିତ ହୋଇଥିଲା। ଛତିଶଗଡ ରାଜ୍ୟ କଂଗ୍ରେସ…

ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଚଳିତବର୍ଷର ଏକଲବ୍ୟ ପୁରସ୍କାର ଘୋଷଣା କରାଯାଇଛି। ସାଇକେଲ୍‌ ଚାଳିକା ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ସେହିପରି ଫୁଟବଲର ପ୍ୟାରୀ ଖାକା ଓ ହକି ଖେଳାଳି ଶିଳାନନ୍ଦ ଲାକ୍ରା ଉପବିଜେତା ହୋଇଛନ୍ତି। ସ୍ବସ୍ତି ଜାତୀୟ ପ୍ରତିଯୋଗିତାରେ ୨ଟି…

କୋହଲିଙ୍କ ନୂଆ ଲୁକ୍‌

ନୂଆଦିଲ୍ଲୀ,୧୮।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଦୀର୍ଘ ଦିନ ପରେ ଏସିଆ କପ୍‌ରେ ଫର୍ମକୁ ଫେରିଛନ୍ତି। ସେ ଏହି ଟୁର୍ନାମେଣ୍ଟର ୫ଟି ମ୍ୟାଚରେ ୨୭୬ ରନ ସ୍କୋର କରିଥିଲେ। ବର୍ତ୍ତମାନ ଅଷ୍ଟ୍ରେଲିଆରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପ ଉପରେ ବିରାଟ…

ରାଘବ ଚଢାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୯: ଗୁଜରାଟ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଜୋରଦାର ପ୍ରସ୍ତୁତି କରୁଥିବା ଆମ ଆଦମୀ ପାର୍ଟି(ଏଏପି) ଏକ ବଡ ପଦକ୍ଷେପ ନେଇଛି। ନିର୍ବାଚନ ପାଇଁ ଏଏପି ରାଘବ ଚଢାଙ୍କୁ ଦଳର ସହ ପ୍ରଭାରୀ ଦାୟିତ୍ୱରେ ନିଯୁକ୍ତ କରିଛି। ଏହି ଦାୟିତ୍ୱ ପୂରଣ…

ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲଣ୍ଡନ/ନୂଆଦିଲ୍ଲୀ,୧୮ା୯: ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଓ୍ବେଷ୍ଟମିନଷ୍ଟର ହଲ୍‌ ଲଣ୍ଡନରେ ପହଞ୍ଚିଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ମରଶରୀର ଏଠାରେ ରଖାଯାଇଛି। ରାଷ୍ଟ୍ରପତି ନିଜ ତଥା ଭାରତବାସୀଙ୍କ ପକ୍ଷରୁ ରାଣୀ ଏଲିଜାବେଥ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri