Home

ଓଭରଲୋଡିଂରେ ଲଘୁ ଖଣିଜ ଲୁଟ୍‌

ଯାଜପୁର ଅଫିସ,୨୭ା୬: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଆଇନଗତ ଅଧିକାର ନ ଥାଇ ବିଭିନ୍ନ ଲଘୁ ଖଣିଜ ଦ୍ରବ୍ୟ ବ୍ୟବହାର କରାଯାଉଛି। ଏଥିରେ ସମ୍ପୃକ୍ତ ଠିକାସଂସ୍ଥା ଓଡ଼ିଶା ମାଇନର ମିନେରାଲ୍ସ କନ୍‌ସେସନ(ଓଏମ୍‌ଏମ୍‌ସିଆର୍‌)ରୁଲ୍ସ-୨୦୧୬…

ଜିଲାପାଳଙ୍କ ନାଁରେ ଜାଲ୍‌ ଆକାଉଣ୍ଟ

କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ ମିଡିଆରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଲୋକଙ୍କଠାରୁ ଟଙ୍କା ଆଦାୟ ଓ ତଥ୍ୟ…

ରାଷ୍ଟ୍ରପତି ନିର୍ବାଚନ: ଯଶୱନ୍ତ ସିହ୍ନା କରିବେ ନାମାଙ୍କନ ଦାଖଲ…

ନୂଆଦିଲ୍ଲୀ, ୨୭।୬ : ରାଷ୍ଟ୍ରପତି ର୍ନିବାଚନ ପାଇଁ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ତାଙ୍କ ନାମାଙ୍କନପତ୍ର ଦାଖଲ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ଦାଖଲ କରିବେ। ଏହି ଅବସରରେ ବିରୋଧୀ ନିଜର ଶକ୍ତି ପ୍ରଦର୍ଶନ କରିବାକୁ ଚେଷ୍ଟା କରିବେ। ଜୁନ୨୪ ରେ…

ବସ୍‌ ଧର୍ମଘଟ ନେଇ ଆଜି ଘୋଷଣା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ୧୦ ଦଫା ଦାବି ନେଇ ଆସନ୍ତା ୧ରୁ ଘରୋଇ ବସ୍‌ ମାଲିକ ସଂଘ ଧର୍ମଘଟ ଡାକରା ଦେଇଛନ୍ତି। ତେବେ ସେହିଦିନ ରଥଯାତ୍ରା ଥିବାରୁ ଧର୍ମଘଟ ହେଲେ ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି। ତେଣୁ ଘରୋଇ ବସ୍‌ ମାଲିକ ସଂଘ ସହ…

ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

କଟକ ସଦର,୨୭ା୬(ଡି.ଏନ୍‌.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ସଙ୍କଟାପନ୍ନ ଅବସ୍ଥାରେ କଟକ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି…

ରିସୋର୍ଟ ରାଜନୀତି, ଜୁନ ୩୦ ପର୍ଯ୍ୟନ୍ତ ହୋଟେଲରେ ପ୍ରବେଶ ନିଷେଧ…

ଗୁଆହାଟୀ, ୨୭।୬ : ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଗୁଆହାଟୀରେ ରାଡିସନ ବ୍ଲୁ ହୋଟେଲ ବୁକିଂ ଜୁନ ୩୦ ପର୍ଯ୍ୟନ୍ତ ବୃଦ୍ଧିୀ କରାଯାଇଛି। ଯେଉଁଠାରେ ଏକନାଥ ସିନ୍ଧେ ଏବଂ ତାଙ୍କ ଦଳର ବିଧାୟକମାନେ ଏଠାରେ ରହି ରିସୋର୍ଟ ରାଜନୀତକୁ ନୂତନ ରୂପ…

ଆଇପିଏସ୍‌ ଅଫିସର ବସନ୍ତ ରଥଙ୍କ ଇସ୍ତଫା

ଶ୍ରୀନଗର ,୨୭।୬: ନିର୍ବାଚନୀ ରାଜନୀତିରେ ଯୋଗଦେବା ଲାଗି ଓଡ଼ିଶା ଜନ୍ମିତ ୨୦୦୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ବସନ୍ତ କୁମାର ରଥ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟ ସଚିବଙ୍କୁ ଦେଇଛନ୍ତି। ଆଇଜି ପାହ୍ୟାର ଅଧିକାରୀ ବସନ୍ତଙ୍କ…

୪ ରାଜ୍ୟ ମଧ୍ୟରେ ଓଡ଼ିଆ ଛାତ୍ର ଟପ୍ପର

ବିଞ୍ଝାରପୁର,୨୭ା୬(ଡି.ଏନ୍‌.ଏ.): ସାଧାରଣ ଆଇନ ପ୍ରବେଶିକା ପରୀକ୍ଷା (ସିଏଲ୍‌ଏଟି) ୨୦୨୨ରେ ଓଡ଼ିଆ ଛାତ୍ର ଅନମୋଲ ସାଇ ଓଡ଼ିଶାର ଟେକ ରଖିଛନ୍ତି। ସେ ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର ଆଦି ୪ ରାଜ୍ୟରେ ଟପ୍ପର ହୋଇଥିବାବେଳେ ଜାତୀୟ ସ୍ତରରେ ୩୯ ର଼୍ୟାଙ୍କରେ ରହିଛନ୍ତି।…

୧ ଯାଏ ପୋଲିସ ହାଜତରେ ରହିବେ ତୀସ୍ତା

ମୁମ୍ବାଇ, ୨୭ା୬: ଗିରଫ ସାମାଜିକ କର୍ମୀ ତୀସ୍ତା ସିତଲଓ୍ବାଡ୍‌ଙ୍କୁ ଜୁଲାଇ ୧ ପର୍ଯ୍ୟନ୍ତ ପୋଲିସ ହାଜତକୁ ପଠାଇ ଦିଆଯାଇଛି। ୨୦୦୨ ଗୁଜରାଟ ଦଙ୍ଗା ମାମଲାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୁପ୍ରିମକୋର୍ଟ କ୍ଲିନଚିଟ୍‌ ଦେବାର ଦିନକ ପରେ ତୀସ୍ତାଙ୍କୁ ଶନିବାର ମମ୍ବାଇରେ…

‘ମୂଳ ପୀଠକୁ ଅଗ୍ରାଧିକାର ଦିଆଯାଉ’

ପୁରୀ ଅଫିସ,୨୭ା୬: ସମ୍ପ୍ରତି ରଥର ଉଚ୍ଚତାକୁ ନେଇ ପ୍ରତିଯୋଗିତା ଚାଲିଛି। ଗିନିଜ୍‌ ବୁକ୍‌ ଅଫ୍‌ ରେକଡର୍‌ସରେ କେନ୍ଦୁଝରର ରଥକୁ ସର୍ବୋଚ୍ଚ ମାନ୍ୟତା ମିଳିଛି। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ପାଇଁ ନିର୍ମାଣ ହେଉଥିବା ରଥଠାରୁ ଉଚ୍ଚ ରଥ ନିର୍ମାଣ କରାଯିବା ଉଚିତ…

ଜି ୭: ରୁଷିଆ ଉପରେ ଚାପ

ଏଲ୍‌ମଉ,୨୭ା୬: ରୁଷିଆକୁ ମହଙ୍ଗା ପଡ଼ିବ ୟୁକ୍ରେନ୍‌ ଆକ୍ରମଣ। ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ କଟକଣା ଜାରି କରୁଥିବାବେଳେ ଆଗକୁ ସେଠାରୁ ସୁନା ଆମଦାନୀ ମଧ୍ୟ ବନ୍ଦ କରାଯିବ ବୋଲି ରବିବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଘୋଷଣା…

୩୦ରେ ଭୁବନେଶ୍ୱର ଫେରିବେ ନବୀନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇଟାଲୀ ଗସ୍ତ କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଇଟାଲୀର ରୋମ୍‌ରେ ୬ ଦିନ ଅବସ୍ଥାନ କାଳରେ ମୁଖ୍ୟମନ୍ତ୍ରୀଙ୍କ ଅନେକ କାର୍ଯ୍ୟକ୍ରମ ରହିଥିଲା। ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କାର୍ଯ୍ୟକ୍ରମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri