ଟି୨୦ ବିଶ୍ୱକପ୍ ପାଇଁ ଦଳ ଘୋଷଣା କଲା ୟୁଏଇ
ନୂଆଦିଲ୍ଲୀ,୧୭।୯: ଏମିରେଟ୍ସ କ୍ରିକେଟ ବୋର୍ଡ ଆଗାମୀ ଟି -୨୦ ବିଶ୍ୱକପ ୨୦୨୨ ପାଇଁ ଶନିବାର ଦଳ ଘୋଷଣା କରିଛି। ୟୁଏଇର ବିଶ୍ୱକପ୍ ପାଇଁ ଘୋଷିତ ୧୫ ଜଣିଆ ଦଳରେ ସବୁଠୁ ଅଭିଜ୍ଞ ଖେଳାଳି ରୋହନ ମୁସ୍ତାଫାଙ୍କ ନାମ ନ ଥିବା ଦେଖାଯାଇଛି।…
୨୦୨୭ ସୁଦ୍ଧା ତାଇଓ୍ବାନକୁ ଦଖଲ କରିବା ଚାଇନାର ଲକ୍ଷ୍ୟ…
ବେଜିଂ, ୧୭।୯ : ନିକଟରେ ଚାଇନ ଏବଂ ତାଇୱାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଥିଲା। ପରିସ୍ଥିତି ଯୁଦ୍ଧରେ ପହଞ୍ଚିଥିଲା କିନ୍ତୁ ଉଭୟ ପକ୍ଷ ନିଜର ଧୈର୍ଯ୍ୟ ହରାଇ ନଥିଲେ। ଫଳରେ ଯୁଦ୍ଧ ସ୍ଥିତି ସାମୟିକ ଟଳି ଯାଇଥିଲା। ଆମେରିକା ତାଇୱାନକୁ…
ଖଣିଖାଦାନ ଅଞ୍ଚଳରେ ବନ୍ଦ ପଡ଼ିଛି ଶିଳ୍ପ, ଫିକା ପଡ଼ିଲା ବିଶ୍ୱକର୍ମା ପୂଜା
କେନ୍ଦୁଝର,୧୭ା୯(ସ୍ବ.ପ୍ର.): ଖଣିଖାଦାନ ଓ ଶିଳ୍ପ ବହୁଳ କେନ୍ଦୁଝର ଜିଲାରେ ବିଶ୍ୱକର୍ମା ପୂଜା ଫିକା ପଡ଼ିଛି। କରୋନା ପରେ ଚଳିତ ବର୍ଷ ଧୂମ୍ଧାମରେ ପ୍ରଭୁ ବିଶ୍ୱକର୍ମାଙ୍କ ପୂଜା ପାଳନ ହେବା ନେଇ ସମସ୍ତେ ଆଶା ରଖିଥିଲେ। ମାତ୍ର ଖଣିଖାଦାନ ଓ ଶିଳ୍ପ ବନ୍ଦ…
ନଦୀକୁ ଖସିଲା ଯାତ୍ରୀବାହୀ ବସ, ୭ ମୃତ…
ରାଞ୍ଚି, ୧୭।୯ : ଝାଡଖଣ୍ଡର ହଜରିବାଗ ଜିଲାର ଟାଟିଜରିଆ ପୋଲିସ ଷ୍ଟେଶନ ଅନ୍ତର୍ଗତ ଥିବା ସଓ୍ବୋନେ ନଦୀ ବ୍ରିଜରୁ ଏକ ଯାତ୍ରୀବାହୀ ବସ ଖସିପଡିଛି। ଏହି ଦୁର୍ଘଟଣାରେ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିସହ ୪୦ ରୁ ଅଧିକ…
ପାକିସ୍ତାନକୁ ମିଳିବ ନୂଆ ସେନାମୁଖ୍ୟ
ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍ ଶନିବାର କହିଛନ୍ତି ଯେ, ନଭେମ୍ବରରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ ଏକ ନୂଆ ସେନା ମୁଖ୍ୟ ନିଯୁକ୍ତ କରିବେ। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିର୍ବାଚନ ପରେ ନୂତନ ସରକାରଙ୍କ ଦ୍ୱାରା ଦେଶର…
ବିକଶିତ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପରିବହନ ନୀତି: ପ୍ରଧାନମନ୍ତ୍ରୀ …
ନୂଆଦିଲ୍ଲୀ, ୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଜାତୀୟ ପରିବହନ ନୀତି (ନ୍ୟାଶନାଲ ଲଜିଷ୍ଟିକ ପଲିସି) ଆରମ୍ଭ କରିଛନ୍ତି। ଏହି ଅବସରରେ ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ ଏକ ବିକଶିତ ଭାରତ ଗଠନ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ…
ହାତୀ-ମଣିଷ ତିକ୍ତତା ରୋକିବା ପାଇଁ ନୂଆ ପ୍ରୟାସ
କେନ୍ଦଝର,୧୭ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଓ ମଣିଷ ମଧ୍ୟରେ ତିକ୍ତତା ରୋକିବା ପାଇଁ ନାନା ପଦକ୍ଷେପ ଗ୍ରହଣ କରାଯାଉଛି। ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଥିବାରୁ ଆଗୁଆ ସୂଚନା ଦେବା ପାଇଁ ଆରମ୍ଭ ହୋଇଛି ଭଏସ୍ ଓ ଟେକ୍ଷ୍ଟ ମେସେଜ…
କମ୍ପାନୀ ବସ୍-ହାଇଓ୍ବା ଧକ୍କା: ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି
ଝାରସୁଗୁଡ଼ା ଅଫିସ,୧୭ା୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ ପାଓ୍ବାର ହାଉସ୍ ନିକଟରେ ଶୁକ୍ରବାର ସମ୍ବଲପୁର ଜିଲା ଠେଲକୁଲିସ୍ଥିତ ଭୂଷଣ ଜେଏସ୍ଡବ୍ଲ୍ୟୁ କମ୍ପାନୀର ୧୫ ନଂ ବସ୍କୁ ଏକ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଥିଲା। ଏହି ବସ୍ରେ ୫୦ରୁ ଅଧିକ…
ଦଶହରା ରାଲି ନେଇ ମୁହାଁମୁହିଁ ସ୍ଥିତି, ବିବାଦରେ ରାଣେଙ୍କ ଏଣ୍ଟ୍ରି…
ମୁମ୍ବାଇ, ୧୭।୯ : ଶିବାଜୀ ପାର୍କରେ ଅନୁଷ୍ଠିତ ହେବାକୁ ଥିବା ଦଶହରା ରାଲି ସମ୍ପର୍କରେ ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। କାହାକୁ ରାଲି ପାଇଁ ବିଏମସି ଏପର୍ଯ୍ୟନ୍ତ ନିଶ୍ଚିତ କରି…
ବ୍ରିଟେନର ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରାରେ ଗିରଫ ହେଲେ ଜଣେ ବ୍ୟକ୍ତି
ଲଣ୍ଡନ,୧୭ା୯: ବ୍ରିଟେନର ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଅନ୍ତିମ ଯାତ୍ରା ସମୟରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଲଣ୍ଡନର ଓ୍ବେଷ୍ଟମିନଷ୍ଟର ହଲରେ ସ୍ବର୍ଗତ ରାଣୀଙ୍କ କଫିନ ରଖାଯାଇଥିଲା। ଯେଉଁଠାରେ ହଜାର ହଜାର ଲୋକ ରାଣୀଙ୍କୁ ସମ୍ମାନ ଜଣାଇବାକୁ ଆସିଥିଲେ। ଏହି ସମୟରେ କଫିନ…
ଅଡୁଆରେ ତେଜସ୍ବୀ, ଜାମିନ ଖାରଜ ପାଇଁ ଦାବି କଲା ସିବିଆଇ …
ପାଟନା, ୧୭।୯ : ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଇଆରସିଟିସି ସ୍କାମ ମାମଲାରେ ସିବିଆଇ ତାଙ୍କ ବିରୋଧରେ ରାଉସ ଆଭେନ୍ୟୁ କୋର୍ଟରେ ଆବେଦନ କରିଥିଲା। ଏହି ମାମଲାରେ ତାଙ୍କୁ ଦିଆଯାଇଥିବା ଜାମିନ ଖାରଜ କରିବାକୁ ସିବିଆଇ…
‘ଭାରତକୁ ଉପକୃତ କରୁଛନ୍ତି ଇମ୍ରାନ’
ଇସଲାମାବାଦ,୧୭ା୯: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖାଓ୍ବାଜା ଆସିଫ୍ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ପାକିସ୍ତାନ ସେନା ମୁଖ୍ୟଙ୍କ ନିଯୁକ୍ତିକୁ ନେଇ ବିବାଦ ବନ୍ଦ କରିବାକୁ ସେ ଇମ୍ରାନଙ୍କୁ କହିଛନ୍ତି। କାରଣ ଭାରତ ଏହାର ଫାଇଦା ନେଉଛି। ପ୍ରତିରକ୍ଷା ମନ୍ତ୍ରୀ…
Archives


