Home

କୋଟକା ନିଓ ଆପ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୧୫।୧୦: କୋଟକା ସିକ୍ୟୁରିଟିଜ ଲିମିଟେଡ୍‌ ପକ୍ଷରୁ ଟ୍ରେଡିଂ ପ୍ଲାଟ୍‌ଫର୍ମ ପରିବ୍ୟବସ୍ଥା କୋଟକ ନିଓ ଆପ୍‌ର ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ଯାହା ନିବେଶକଙ୍କ ପାଇଁ ବ୍ୟବହାରକାରୀ ଅନୁଭୂତିକୁ ତ୍ୱରାନ୍ବିତ କରିବା ସହିତ ଉଚ୍ଚତର ସ୍ତରକୁ ନେଇଯିବା ସକାଶେ ନିର୍ମାଣ କରାଯାଇଛି। କୋଟକ…

ଗୋଦ୍‌ରେଜ୍‌ ଆଣ୍ଡ୍‌ ବଏସ୍‌ର ୧୨୫ତମ ପୂର୍ତ୍ତି ଉତ୍ସବ

ନୂଆଦିଲ୍ଲୀ,୧୫।୧୦: ଗୋଦ୍‌ରେଜ୍‌ ଆଣ୍ଡ୍‌ ବଏସ୍‌ ପକ୍ଷରୁ ଆକର୍ଷଣୀୟ ଅଫର ଘୋଷଣା ସହ ଚଳିତ ଉତ୍ସବ ଋତୁ ଏବଂ ୧୨୫ତମ ପୂର୍ତ୍ତି ଉତ୍ସବକୁ ପାଳନ କରାଯାଉଛି। ଏଥିରେ ଗ୍ରାହକମାନେ ଦୈନିକ ଏକ ଲକ୍ଷ ଟଙ୍କାର ନଗଦ ରାଶି ପୁରସ୍କାର ଜିତିପାରିବେ। ସେହିଭଳି ଏହାର…

‘ଖୁସିର ପର୍ବ’ ବିଜେତାଙ୍କୁ ସମ୍ବର୍ଦ୍ଧନା ଦେଲା ଟ୍ରେଣ୍ଡ୍‌ସ

ଭୁବନେଶ୍ୱର,୧୫।୧୦: ରିଲାଏନ୍ସ ରିଟେଲର ପ୍ରମୁଖ ୟୁନିଟ୍‌ ‘ଟ୍ରେଣ୍ଡ୍‌ସ’ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ ‘ଖୁସିର ପର୍ବ’ ପ୍ରତିଯୋଗିତାର ବିଜେତା ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଏପରିକି ଟ୍ରେଣ୍ଡ୍‌ସ ଖୁସିର ପର୍ବ ମାଇଁ ପୂଜା ମାଇଁ ଲୁକ୍‌ସ ପ୍ରତିଯୋଗିତାରେ କଟକର…

ଓଭୋ ଫାର୍ମ ପକ୍ଷରୁ ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୫।୧୦: ରାଜ୍ୟର ପ୍ରମୁଖ ଅଣ୍ଡା ଉତ୍ପାଦନକାରୀ ସଂସ୍ଥା ‘ଓଭୋ ଫାର୍ମ ପ୍ରାଇଭେଟ୍‌ ଲିମିଟେଡ୍‌’ ପକ୍ଷରୁ ଶୁକ୍ରବାର ଏକ ନୂଆ ବ୍ରାଣ୍ଡ୍‌ ‘କେନ୍‌କୋ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଶ୍ୱ ଅଣ୍ଡା ଦିବସ ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ନୂତନ ଉତ୍ପାଦଗୁଡିକୁ ମଧ୍ୟ ଉନ୍ମୋଚନ…

୧୬ରେ ଡିବିୟୁର ଶୁଭାରମ୍ଭ କରିବେ ମୋଦି

ନୂଆଦିଲ୍ଲୀ,୧୫।୧୦: ଦେଶର ଆର୍ଥିକ ଅନ୍ତର୍ଭୁକ୍ତିକୁ ଅଧିକ ବ୍ୟାପକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୧୬ ଅକ୍ଟୋବର) ଦେଶର ୭୫ଟି ଜିଲାକୁ ୭୫ଟି ଡିଜିଟାଲ ବ୍ୟାଙ୍କ ୟୁନିଟ୍‌ (ଡିବିୟୁ) ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ବୋଲି ଜଣାପଡ଼ିଛି। ଏ ନେଇ…

ଖସିଲା ପାଇକାରୀ ମୁଦ୍ରାସ୍ଫୀତି ହାର

ନୂଆଦିଲ୍ଲୀ,୧୫।୧୦: ହୋଲ୍‌ସେଲ ପ୍ରାଇସ ଇଣ୍ଡେକ୍ସ (ଡବ୍ଲ୍ୟୁପିଇ) ଆଧାରିତ ମୁଦ୍ରାସ୍ଫୀତି ଚଳିତ ବର୍ଷ ସେପ୍ଟେମ୍ବରରେ ୧୦.୭୦% କୁ ହ୍ରାସ ପାଇଛି। ଏପରିକି ଚଳିତ ବର୍ଷ ଅଗଷ୍ଟ ମାସରେ ପାଇକାରୀ ଆଧାରିତ ମୁଦ୍ରାସ୍ଫୀତି ୧୨.୪୧%ରେ ପହଞ୍ଚତ୍ଛି ବୋଲି ଶୁକ୍ରବାର ସରକାରୀ ସୂତ୍ରରୁ ଜଣାପଡ଼ିଛି। ବିଶେଷକରି…

ସୂର୍ଯ୍ୟବଂଶୀଙ୍କ ପ୍ରଚାରରେ ମନମୋହନ

ଧାମନଗର,୧୫।୧୦(ସ୍ବ.ପ୍ର./ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷଦିନ ସୁଦ୍ଧା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, କଂଗ୍ରେସ ପକ୍ଷରୁ ହରେକୃଷ୍ଣ ସେଠୀ, ବିଜେଡିରୁ ଅବନ୍ତୀ ଦାସ, ସ୍ବାଧୀନ ଭାବେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ…

ଭାଜପାର ୪୦ ଷ୍ଟାର ପ୍ରଚାରକ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରାଯାଇଛି। ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ବିରୋଧୀ ଦଳ ନେତା…

ଭୋଟ ଭିକ୍ଷାକଲେ ଖାର୍ଗେ

ଭୁବନେଶ୍ବର,୧୫।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏମ୍‌ପି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ ସେ…

କ୍ଷମତାକୁ ଆସିଲେ ପୁରୁଣା ପେନ୍‌ସନ ଯୋଜନା ଲାଗୁ କରିବୁ: ପ୍ରିୟଙ୍କା

ସିମଲା,୧୫।୧୦(ପି.ଟି.): ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଫେରିଲେ ସରକାରୀ କର୍ମଚାରୀମାନଙ୍କ ପାଇଁ ପୁରୁଣା ପେନ୍‌ସନ ଯୋଜନା ଲାଗୁ ହେବ ବୋଲି ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରତିଶ୍ରୁତି ଦେଇଛନ୍ତି। ସୋଲାନ ଜିଲାର ଥୋଡୋ ମଇଦାନରେ ‘ପରିବର୍ତ୍ତନ…

ଫେକ୍‌ ନ୍ୟୁଜ୍‌ ଉପରେ କଡ଼ା ନଜର

ନୂଆଦିଲ୍ଲୀ,୧୫।୧୦: ନଭେମ୍ବର ୧୨ରେ ହେବାକୁ ଥିବା ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ବେଳେ ଫେକ୍‌ ନ୍ୟୁଜ୍‌ ରୋକିବା ପାଇଁ ନିର୍ବାଚନ କମିଶନ (ଇସି)ଙ୍କ ଟିମ୍‌ ସୋସିଆଲ ମିଡିଆ ଉପରେ କଡ଼ା ନଜର ରଖିବ। ଆବଶ୍ୟକ ସ୍ଥଳେ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା…

ଆଇଏନ୍‌ଏସ୍‌ ଅରିହନ୍ତରୁ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

ନୂଆଦିଲ୍ଲୀ,୧୫।୧୦: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଭାରତର ଆଣବିକ ଶକ୍ତି ଚାଳିତ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିହନ୍ତରୁ ଶୁକ୍ରବାର ଏକ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷା କରାଯାଇଛି। ବଙ୍ଗୋପସାଗରରେ ଏକ ନିର୍ଦ୍ଧାରିତ ଲକ୍ଷ୍ୟସ୍ଥଳକୁ ଏହି ମିସାଇଲ ସଠିକ୍‌ ଟାର୍ଗେଟ କରିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?