ଟିମ୍ ଇଣ୍ଡିଆ ପାଇଁ କଡ଼ା ପରୀକ୍ଷା
ଅକ୍ଟୋବରରେ ଟି୨୦ ବିଶ୍ୱକପ ଖେଳିବାପାଇଁ ଭାରତୀୟ କ୍ରିକେଟ ଦଳ ଘୋଷଣା ହୋଇସାରିଛି। ଏହା ପୂର୍ବରୁ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ ମ୍ୟାଚବିଶିଷ୍ଟ ଟି୨୦ ସିରିଜ ଖେଳିବ ଟିମ୍ ଇଣ୍ଡିଆ। ତେଣୁ ଏସିଆ କପ୍ର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିବା…
ମାଟିରେ ମିଶିଲା କିଶୋର ଭାଇନାଙ୍କ ମଟନ ହୋଟେଲ
ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜଧାନୀର ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ ହୋଟେଲ ଶୁକ୍ରବାର ମାଟିରେ ମିଶିଛି। ଅପମିଶ୍ରିତ ଖାଦ୍ୟ ପ୍ରସ୍ତୁତି ନେଇ ବିଏମ୍ସି ପକ୍ଷରୁ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଏମ୍ସି ପକ୍ଷରୁ ବୁଧବାର ଦୋକାନ ସିଲ୍ କରାଯାଇଥିବା ବେଳେ ଗୁରୁବାର ପୁଣି…
ପୁଟିନ-ମୋଦିଙ୍କ ସମ୍ପର୍କ ଉପରେ କିଛି ଦେଶର ନଜର
ସମରକନ୍ଦ,୧୬ା୯: କରୋନା ମହାମାରୀର ଦୁଇ ବର୍ଷ ପରେ ଉଜବେକିସ୍ତାନର ସମରକନ୍ଦରେ ଗୁରୁବାର ସାଂଘାଇ ସହଯୋଗ ସଂଗଠନର (ଏସ୍ସିଓ)ର ୨୨ତମ ଶିଖର ସମ୍ମିଳନୀ ଆରମ୍ଭ ହୋଇଛି। ଏଥି ସହିତ ଶୁକ୍ରବାର ଏସ୍ସିଓର ଏକ ବୈଠକ ଆୟୋଜନ ହୋଇଛି। ଯେଉଁଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
୨୫ ବର୍ଷ ପାଇଁ ଆଶା ଓ ଲକ୍ଷ୍ୟ
ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ କ୍ରୀଡ଼ାବିତ୍ଙ୍କ ସଫଳତା ନିଶ୍ଚିତ ଭାବେ ଭବିଷ୍ୟତ ପାଇଁ ଶୁଭ ସଙ୍କେତ। ମାତ୍ର ଭାରତ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟାର ଦେଶ ହୋଇଥିଲେ ହେଁ ଆମର କ୍ରୀଡ଼ା ପାରଦର୍ଶିତା ବିଶ୍ୱର ଅନ୍ୟ ବିକାଶଶୀଳ ଦେଶଗୁଡ଼ିକ ତୁଳନାରେ ଉତ୍ସାହଜନକ ମନେହୁଏ…
ନାତୁଣୀଙ୍କ ଏମିତି ଉପହାର ଦେଖି ଭାବବିହ୍ବଳ ହେଲେ ଜେଜେମା’, ଭିଡିଓ ଦେଖିଲେ ଆଖିରେ ଆସିବ ଲୁହ
ମୁନ୍ସୀ ପ୍ରେମଚାନ୍ଦ ତାଙ୍କ କାହାଣୀ ‘ବୁଢ଼ୀ କାକି’ରେ କହିଥିଲେ, ବୃଦ୍ଧାବସ୍ଥା ପ୍ରାୟତଃ ପିଲାଦିନକୁ ଫେରିବା ପରି ହୋଇଥାଏ। ଯେତେବେଳେ ଲୋକମାନେ ବୃଦ୍ଧ ହେବା ଆରମ୍ଭ କରନ୍ତି, ସେମାନେ ପୁନର୍ବାର ପିଲାମାନଙ୍କ ପରି ଅଭିନୟ ଆରମ୍ଭ କରନ୍ତି। ଛୋଟ ଜିନିଷ ସେମାନଙ୍କୁ ଆନନ୍ଦ…
‘ମହିଳା ହକିର ଅଗ୍ରଗତିରେ ମୁଁ ଉଲ୍ଲସିତ’
ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଅନ୍ୟତମ ତାରକା ମହିଳା ହକି ଖେଳାଳି ନମିତା ଟପ୍ପୋ ଗୁରୁବାର ଅବସର ଘୋଷଣା କରିଛନ୍ତି। ଭାରତୀୟ ଦଳର ଜଣେ ଦକ୍ଷ ମିଡ୍ଫିଲ୍ଡରଭାବେ ପରିଚିତ ସୁନ୍ଦରଗଡ଼ର ନମିତା ଆଗାମୀ ଦିନରେ ହକି ସହିତ ଜଡ଼ିତ ହୋଇ…
୭୦୦ କୋଟିର ‘ମହାଭାରତ’
ମୁମ୍ବାଇ: ମହାଭାରତ ସିରିୟଲ ପରେ ଏବେ ଏହା ଉପରେ ଚଳଚ୍ଚିତ୍ର ନିର୍ମାଣ ପାଇଁ ଯୋଜନା ଚାଲିଛି। ଏକ ରିପୋର୍ଟ ଅନୁଯାୟୀ, ଫିରୋଜ ନାଦିୟାଦ୍ୱାଲା ଏହି ଫିଲ୍ମରେ ନିର୍ଦ୍ଦେଶନା ଦେଉଛନ୍ତି। ଏହା ପୂର୍ବରୁ ସେ ‘ହେରାଫେରି’, ‘ୱେଲକମ୍’ ଭଳି କମେଡି ସିନେମା ଦର୍ଶକଙ୍କୁ…
୨୪ ହଜାର କୋଟିର କମ୍ପାନୀ ଦାନକଲେ ପରିବେଶପ୍ରେମୀ
ଓ୍ବାଶିଂଟନ୍:ଜଳବାୟୁ ପରିବର୍ତ୍ତନ, ବିଶ୍ୱତାପନ, ପ୍ରାକୃତିକ ବିପର୍ଯ୍ୟୟ, ଯୁ୍ଦ୍ଧ ଆଦି ବିଭିନ୍ନ କାରଣରୁ ପୃଥିବୀ ବିନାଶ ମୁହଁା ହେବାରେ ଲାଗିଛି। ଏଥିରେ ବ୍ୟଥିତ ହୋଇ ଜଣେ ଅରବପତି ତାଙ୍କ ୩ ବିଲିୟନ ଡଲାର (ପ୍ରାୟ ୨୪ ହଜାର କୋଟି ଟଙ୍କା)ମୂଲ୍ୟର କମ୍ପାନୀକୁ ଏକ…
ବ୍ୟବସାୟ ସମ୍ପ୍ରସାରଣ କରିବ ବେଦାନ୍ତ
ଭୁବନେଶ୍ୱର,୧୬।୯:ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ଜାରି ରଖିଥିବା ବ୍ୟବସାୟିକ କାର୍ଯ୍ୟକଳାପଗୁଡ଼ିକର ସମ୍ପ୍ରସାରଣ କରିବ ବୋଲି ଜଣାପଡ଼ିଛି। ଏପରିକି ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ମୁମ୍ବାଇଠାରେ ଆୟୋଜିତ ମେକ୍ ଇନ୍ ଓଡ଼ିଶା-୨୦୨୨ ରୋଡ୍ଶୋରେ ବେଦାନ୍ତ ରିସୋର୍ସେସ୍ର ଚେୟାରମ୍ୟାନ ଅନୀଲ…
ଆପୋଲୋରେ ବିରଳ ସଫଳତା
ଭୁବନେଶ୍ୱର,୧୬।୯:ରାଜ୍ୟର ପ୍ରମୁଖ ଘରୋଇ ମେଡିକାଲ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ନିକଟରେ ଏକ ବିରଳ ଅସ୍ତ୍ରୋପ୍ରଚାର ସଫଳତାର ସହ ଶେଷ କରାଯାଇଛି। ବିଶେଷକରି ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଆପୋଲୋ ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି। ଏପରିକି ରାଜ୍ୟରେ ପ୍ରଥମଥର ପାଇଁ…
ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ
ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ କରି ଏହି ପଦବୀ ହାସଲ କରିଛନ୍ତି। ତେବେ ସେ ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ତୃତୀୟ…
ମାର୍କ ବାଉଚର ହେଲେ ମୁମ୍ବାଇ ଇଣ୍ଡିଆନ୍ସର ମୁଖ୍ୟ କୋଚ
ମୁମ୍ବାଇ,୧୬।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ଆସନ୍ତା ସିଜିନ ପାଇଁ ଦୃଢ ପ୍ରସ୍ତୁତି ଆରମ୍ଭ କରିଛି। ଏହା ଅଧୀନରେ ଫ୍ରାଞ୍ଚାଇଜ ଦଳର ନୂତନ ମୁଖ୍ୟ କୋଚ ଦକ୍ଷିଣ ଆଫ୍ରିକା ଦଳର ପୂର୍ବତନ ତାରକା…
Archives


