Home

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍‌କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର ଶୁଣାଣି…

ଯୋଗ-ଆୟୁର୍ବେଦର ଅନୁସନ୍ଧାନ କ୍ଷେତ୍ରରେ ପତଞ୍ଜଳି ଶ୍ରେଷ୍ଠ

ନୂଆଦିଲ୍ଲୀ,୧୪।୧୦: ୟୁନାଇଟେଡ୍‌ ନେସନ ବା ୟୁଏନ୍‌-ଏସ୍‌ଡିଜି ପୁରସ୍କାରପ୍ରାପ୍ତ ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣାଙ୍କୁ ଆଉ ଏକ ସମ୍ମାନ ଓ ମାନ୍ୟତା ଦିଆଯାଇଛି। ଏପରିକି ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ଏବଂ ଏଲ୍‌ସେଭିଅର ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି, ଆଚାର୍ଯ୍ୟ ବାଲ୍‌କ୍ରିଷ୍ଣା ବିଶ୍ୱର ଶ୍ରେଷ୍ଠ ୨% ବୈଜ୍ଞାନିକ…

ପରୀକ୍ଷା ଖାତାରେ ବିବାହକୁ ନେଇ ଏମିତି ଉତ୍ତର ଲେଖିଲେ ଛାତ୍ର, ଦେଖିଲେ ହସିହସି ଗଡ଼ିବେ

ପ୍ରତିଦିନ କିଛି ନା କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥାଏ। ବେଳେବେଳେ ଭିଡିଓରେ ଭିନ୍ନ କିଛି ଦେଖିବାକୁ ମିଳିଥାଏ। ଯାହା କି ପରବର୍ତ୍ତୀ ସମୟରେ ଟ୍ରେଣ୍ଡ ପାଲଟିଯାଏ। ଏବେ ସେମିତି ଏକ ପୋଷ୍ଟ ଭାଇରାଲ ହେଉଛି, ଯାହା ଦେଖିଲେ ହସିହସି…

ଭଙ୍ଗା ଚାଉଳ ରପ୍ତାନିକୁ କେନ୍ଦ୍ରର ଅନୁମତି

ନୂଆଦିଲ୍ଲୀ,୧୪।୧୦: ଗତ କିଛିଦିନ ହେବ ଦେଶର ପ୍ରମୁଖ ବନ୍ଦରଗୁଡିକରେ ଟନ ଟନ ଭଙ୍ଗା ଚାଉଳ (ବ୍ରୋକେନ ରାଇସ) ରପ୍ତାନି ନ ହୋଇ ପଡିରହିଛି। କାରଣ ଭାରତ ସରକାର ନିକଟରେ ବିଦେଶକୁ ଚାଉଳ ରପ୍ତାନି ନ କରିବା ଲାଗି ଏକ ନିଷେଧାଦେଶ ଜାରି…

ଅବଦୁଲ ଲତିଫ ରଶିଦ ଇରାକ ରାଷ୍ଟ୍ରପତି ନିର୍ବାଚିତ

ବାଗଦାଦ,୧୪।୧୦: ଇରାକ ପାର୍ଲାମେଣ୍ଟ ସଦସ୍ୟମାନେ କୁର୍ଦ୍ଦିଶ ନେତା ଅବଦୁଲ ଲତିଫ୍‌ ରଶିଦ୍‌ଙ୍କୁ ଦେଶର ନୂଆ ରାଷ୍ଟ୍ରପତି ନିର୍ବାଚିତ କରିଛନ୍ତି। ଫଳରେ ବର୍ଷେ ହେଲା ଲାଗିରହିଥିବା ରାଜନୈତିକ ଅଚଳାବସ୍ଥା ଦୂର ହୋଇ ନୂଆ ସରକାର ଗଠନ ଲାଗି ପଥ ପରିଷ୍କାର ହୋଇଯାଇଛି। ଗୁରୁବାର…

ଦୋଷୀଙ୍କ ମୁକ୍ତି ସପକ୍ଷରେ ଷ୍ଟାଲିନ୍‌

ଚେନ୍ନାଇ, ୧୪ା୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡାଦେଶ ଭୋଗୁଥିବା ୨ ଜଣ ବନ୍ଦୀଙ୍କ ପିଟିଶନକୁ ତାମିଲନାଡ଼ୁର ଡିଏମ୍‌କେ ସରକାର ସମର୍ଥନ କରିଛନ୍ତି। ଦୋଷୀ ଏସ୍‌. ନଳିନୀ ଏବଂ ଆର୍‌. ପି. ରାମଚନ୍ଦ୍ରନ୍‌ଙ୍କ…

ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଲା ରୁଷିଆ

ମସ୍କୋ/କିଭ୍‌/ଲଣ୍ଡନ,୧୪ା୧୦: ଆମେରିକା ନେତୃତ୍ୱାଧୀନ ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସାମରିକ ମେଣ୍ଟରେ ୟୁକ୍ରେନ୍‌ ସାମିଲ ହେଲେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ରରେ ଘମାଘୋଟ ଲଢ଼େଇ ହେବ। ଏହି ସଂଘର୍ଷରୁ ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେବ ବୋଲି ଗୁରୁବାର ରୁଷିଆ ସୁରକ୍ଷା…

ଝୁଲିଲା ଭାରତ, ବ୍ରିଟେନ ଏଫ୍‌ଟିଏ

ନୂଆଦିଲ୍ଲୀ/ଲଣ୍ଡନ,୧୪ା୧୦:ବ୍ରିଟେନରେ ବସବାସ କରୁଥିବା ଉଚ୍ଚ ଦକ୍ଷତାସମ୍ପନ୍ନ ପ୍ରବାସୀଙ୍କ ମଧ୍ୟରେ ଭାରତୀୟମାନେ ଲଗାତର ସର୍ବାଗ୍ରେ ରହିଆସିଛନ୍ତି। ସଦ୍ୟ ତଥ୍ୟାନୁସାରେ ଚଳିତବର୍ଷ ପ୍ରାୟ ୧,୧୮,୦୦୦ ଭାରତୀୟ ଛାତ୍ରୀଛାତ୍ର ବ୍ରିଟେନର ଷ୍ଟୁଡେଣ୍ଟ ଭିଜା ପାଇଛନ୍ତି, ଯାହାକି ପୂର୍ବବର୍ଷ ତୁଳନାରେ ୮୯% ଅଧିକ। ଦୁଇଦେଶ ମଧ୍ୟରେ ଦ୍ୱିପାକ୍ଷିକ…

ପତିତପାବନଙ୍କୁ ଏନ୍‌ଆଇଏଲ୍‌ଡି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ

କଣ୍ଟାପଡ଼ା, ୧୪ା୧୦(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଅଧିକାରିତା ମନ୍ତ୍ରଣାଳୟ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଏସ୍‌ଭି ନିର୍‌ତାରର କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରଫେସର ଡା. ପତିତପାବନ ମହାନ୍ତିଙ୍କୁ କୋଲକାତାସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଲୋକୋମୋଟର ଡିଜାବିଲିଟିଜ୍‌ (ଏନ୍‌ଆଇଏଲ୍‌ଡି)ର କାର୍ଯ୍ୟକାରୀ ନିର୍ଦ୍ଦେଶକ…

ଆଜି ଓଡ଼ିଶା ଆସୁଛନ୍ତି ଖାର୍ଗେ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଯାଉଥିବା ମଲିକାର୍ଜୁନ ଖାର୍ଗେ ଶୁକ୍ରବାର ଓଡିଶା ଗସ୍ତରେ ଆସୁଛନ୍ତି। ଖାର୍ଗେ ନିର୍ବାଚନ ପୂର୍ବରୁ ତାଙ୍କୁ ସମର୍ଥନ ଲୋଡିବା ଲାଗି ଓଡିଶା ଆସୁତିବା ଜଣାପଡିଛି। ଖାର୍ଗେ ଓଡିଶାର ବହୁ କଂଗ୍ରେସ…

ଶିକ୍ଷକଙ୍କ ମାଡ଼ରେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୪।୧୦ (ଆଇଏଏନ୍‌ଏସ୍‌):ଶିକ୍ଷକଙ୍କ ମାଡ଼ରେ ଗୁରୁତର ଆହତ ଜଣେ ୧୨ ବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଯାଇଛି। ଉକ୍ତ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ବେଡ୍‌ ନ ମିଳିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇବାରେ ବିଳମ୍ବ ହୋଇଥିଲା। ଫଳରେ ତାଙ୍କର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟାଟା ସନ୍ସ ଅଧ୍ୟକ୍ଷ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରଶେଖରନ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଶିଳ୍ପ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଟାଟା ସନ୍ସ ଅଧ୍ୟକ୍ଷଙ୍କୁ କହିଛନ୍ତି। ଟାଟା ଷ୍ଟିଲ୍‌ ସମେତ ଓଡ଼ିଶାରେ ଟାଟା ସନ୍ସର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?