ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୪ ସୈନ୍ୟ ମୃତ…
ଇସଲାମାବାଦ୍,୯।୮ : ପାକିସ୍ତାନର ଅଶାନ୍ତ ଅଞ୍ଚଳ ଉତ୍ତର ଓ୍ବଜରିସ୍ତାନରେ ମଙ୍ଗଳବାର ଏକ ଆତ୍ମଘାତୀ ଆକ୍ରମଣରେ ସୈନ୍ୟ ବାହିନୀର ୪ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣ ପାଇଁ ଏକ ତିନି ଚକିଆ ଯାନ ବ୍ୟବହାର କରାଯାଇଥିଲା। ଏହି ରିକ୍ସା ସେନା ଗାଡି…
ଋଷିକୁଲ୍ୟା ନଦୀରେ ଭାସିଯାଉଥିବା ଯୁବକକୁ ଉଦ୍ଧାର କଲେ ଦମକଳବାହିନୀ
ପୁରୁଷୋତ୍ତମପୁର,୯/୮(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁରବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଗ୍ରାମରେ ସନ୍ତୋଷ ଦାସ ନାମକ ଜଣେ ଯୁବକ ଗ୍ରାମ ନିକଟସ୍ଥ ଋଷିକୁଲ୍ୟା ନଦୀରେ ଗାଧୋଇବା ବେଳେ ଗୋଡଖସିଯାଇ ପାଣିର ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଏହାକୁ ଦେଖି ପାଖରେ ଥିବା ଲୋକେ ପୁରୁଷୋତ୍ତମପୁର ଦମକଳ…
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦେବେ ଇସ୍ତଫା, ଅପରାହ୍ନ ୫ଟାରେ ଭାଜପାର କୋର ଗ୍ରୁପ ବୈଠକ
ପାଟନା,୯ ।୮: ବିହାର ରାଜନୀତିକୁ ନେଇ ଯେଉଁ ଚର୍ଚ୍ଚା ହେଉଥିଲା ଶେଷରେ ଏବେ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି । ଏବେ ସ୍ପଷ୍ଟ ହୋଇଛି କି ଭାଜପା ଓ ଜେଡିୟୁ ମଧ୍ୟରେ ଫାଟ ସୃଷ୍ଟି ହୋଇଛି । ବିଶେଷ ସୂତ୍ରରୁ…
୩ ରାଜ୍ୟରେ ସଙ୍କଟ…
ନୂଆଦିଲ୍ଲୀ, ୯।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ଭାଙ୍ଗିଲା ଭାଜପା-ଜେଡିୟୁ ମେଣ୍ଟ: ଅପରାହ୍ନ ୪ଟାରେ ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ କୁମାର
ପାଟନା,୯।୮: ବହୁ କଳ୍ପନାଜଳ୍ପନା ପରେ ବିହାରରେ ଜେଡିୟୁ ଏବଂ ଭାଜପାର ମେଣ୍ଟ ଶେଷରେ ଭାଙ୍ଗି ଯାଇଛି। ମଙ୍ଗଳବାର ସକାଳୁ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ ଯେକୌଣସି ସମୟରେ ଏହାର ଆନୁଷ୍ଠାନିକ ଘୋଷଣା ହେବ ବୋଲି କୁହାଯାଉଛି। ଯଦିଓ ଏନେଇ ଜେଡିୟୁ କିମ୍ବା…
ବିଶ୍ୱର ପ୍ରଥମ କ୍ରିକେଟର୍ ଭାବେ ଏମିତି ଉପଲବ୍ଧି ହାସଲ କଲେ ପୋଲାର୍ଡ
ଲଣ୍ଡନ,୯।୮:ୱେଷ୍ଟଇଣ୍ଡିଜର ବିସ୍ଫୋରକ ଅଲରାଉଣ୍ଡର କିରନ ପୋଲାର୍ଡ ୬୦୦ ଟି-୨୦ ମ୍ୟାଚ ଖେଳିବାରେ ବିଶ୍ୱର ପ୍ରଥମ କ୍ରିକେଟର ହୋଇପାରିଛନ୍ତି। ସେ ଦି ହଣ୍ଡ୍ରେଡ୍ ଲିଗରେ ଲଣ୍ଡନ ସ୍ପିରିଟ ପକ୍ଷରୁ ମ୍ୟାଚ୍ ଖେଳିବାକୁ ପଡ଼ିଆକୁ ଓହ୍ଲାଇବା ମାତ୍ରେ ସେ ଏହି ଉଲ୍ଲେଖନୀୟ ସଫଳତା ହାସଲ…
ଆଇଏଏସ୍ ଟିନା ଡାବିଙ୍କ ନାଁ ନେଇ ଠକେଇ ଅଭିଯୋଗ
ଜୟପୁର,୯।୭: ରାଜସ୍ଥାନର ଜୈସଲମେର ଜିଲାପାଳ ଟିନା ଡାବିଙ୍କ ନାଁ ନେଇ ଠକେଇ ଅଭିଯୋଗ ହୋଇଛି। ହ୍ବାଟ୍ସଆପ୍ରେ ଟିନା ଡାବିଙ୍କ ଫଟୋ ରଖି ଜଣେ ବ୍ୟକ୍ତି ଆମାଜନ ଉପହାର କାର୍ଡ ମାଗିଥିଲେ। ଟିନା ଡାବି ଏହି ସୂଚନା ଜୈସଲମେର ଏସପିଙ୍କୁ ଦେଇଥିଲେ। ୟୁଆଇଟି…
ଟମାଟୋ ଫେସ୍ପ୍ୟାକ୍
ଟମାଟୋ ସ୍କିନ୍ ପାଇଁ ବହୁତ ଉପକାରୀ। ଯେତେବେଳେ ଆପଣ ଭାବୁଛନ୍ତି କି ଆପଣଙ୍କ ତ୍ୱଚା ଟିକେ ସଫା ଦେଖାଯିବ ସେତେବେଳେ ଆପଣ ଟମାଟୋର ସାହାଯ୍ୟ ନେଇପାରିବେ। ଆପଣ ଯଦି ଚାହୁଁଛନ୍ତି ଫେୟାର ତ୍ୱଚା ତେବେ ଟମାଟୋ ଫେସିଆଲ୍କୁ ଆପଣାଇପାରିବେ… ଷ୍ଟେପ୍-୧: କ୍ଲିଜିଂ…
ଓଜନ କମାଇବାକୁ ହେଲେ ଯୋଗ କରନ୍ତୁ
ଯୋଗ କରିବା ଦ୍ୱାରା ଶରୀରର ଓଜନ କମାଇପାରିବେ। ଏଥିସହ ଆପଣ ହେଲ୍ଦୀ ଡାଏଟ୍ ନିଅନ୍ତୁ। ଏହା ଆପଣଙ୍କ ଓଜନ କମାଇବା, ମସ୍ତିଷ୍କ ଓ ଶରୀର ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଆପଣ ଯଦି ଓଜନ କମାଇବାକୁ ଚାହୁଁଛନ୍ତି ତେବେ ନିମ୍ନରେ ଦିଆହୋଇଥିବା…
ସ୍ମାର୍ଟଫୋନ୍ ଆଣିପାରେ ବିପଦ
ଏବେ ହାଇଟେକ୍ ଯୁଗ। ସ୍ମାର୍ଟଫୋନ୍ ବା ମୋବାଇଲର ବ୍ୟବହାର ସହ ପ୍ରାୟ ସମସ୍ତେ ଜଡ଼ିତ। ଦିନରାତି ଫୋନ୍ ସହ ଯୋଡ଼ିହୋଇ ରହିବାର ଅଭ୍ୟାସ ମଧ୍ୟ ଅନେକଙ୍କର ଅଛି। ଏହା ହୁଏତ ଦୂରଦୂରାନ୍ତରେ ରହୁଥିବା ଲୋକଙ୍କୁ ଆପଣଙ୍କ ସହ ବାନ୍ଧି ରଖିଥାଏ, କିନ୍ତୁ…
ବିନା ହେଲ୍ମେଟରେ ଗାଡ଼ି ଚଳାଇଲେ ଦୁଇ ଗୁଣା ଜରିମାନା
ଭୁବନେଶ୍ୱର,୯ା୮(ବ୍ୟୁରୋ)-ବିନା ହେଲ୍ମେଟରେ ଗାଡ଼ି ଚଳାଇଲେ ଏବେ ଦୁଇଗୁଣା ଜରିମାନା ଦେବାକୁ ହେବ। ପୂର୍ବରୁ ୫୦୦ ଟଙ୍କା ଦେବାକୁ ପଡୁଥିଲା। କିନ୍ତୁ ବର୍ତ୍ତମାନ ୧୦୦୦ ଟଙ୍କା ଦେବାକୁ ପଡିବ। ଏ ନେଇ ଅଗଷ୍ଟ ୧୬ରୁ ୩୦ ତାରିଖ ଯାଏ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ)…
ବିହାରରେ ରାଜନୀତି ପାଣିପାଗ ବଦଳିବା ନିଶ୍ଚିତ:ରାଜ୍ୟପାଳଙ୍କୁ ଭେଟିବାକୁ ସମୟ ମାଗିଲେ ନୀତୀଶ କୁମାର
ପାଟନା,୯।୮: ବିହାରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଓଲଟପାଲଟ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ଭାଜପା ଛାଡି ଆରଜେଡି ସହ ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ନୀତିଶ ରାଜ୍ୟପାଳଙ୍କୁ ଭେଟିବାକୁ ମଙ୍ଗଳବାର ସମୟ ମାଗିଛନ୍ତି। ନୀତୀଶଙ୍କ…
Archives


