Home

ଗୁଗ୍‌ଲକୁ ଝଟ୍‌କା: ଦେବାକୁ ପଡ଼ିବ ୫୦ ନିୟୁତ ଡଲାର ଜରିମାନା

ସିଓଲ,୧୪ା୯: ଦକ୍ଷିଣ କୋରିଆର ଗୋପନୀୟତା ଓ୍ବାଚଡଗ୍‌ ମିଳିତ ଭାବେ ଟେକ୍‌ ଜଏଣ୍ଟ ଗୁଗ୍‌ଲ ଏବଂ ମେଟାକୁ ପ୍ରାୟ ୧୦୦ ବିଲିୟନ ଓ୍ବାନ (ପ୍ରାୟ ୭୨ମିଲିୟନ ଡଲାର୍‌) ଜରିମାନା କରିଛି। ଉଭୟ କମ୍ପାନୀ ବିନା ଅନୁମତିରେ ଗ୍ରାହକଙ୍କ ଅନଲାଇନ୍‌ କାର୍ଯ୍ୟକଳାପ ଉପରେ ନଜର…

ମୋଦିଙ୍କୁ ଭେଟିଲେ ଭୁଟାନ ରାଜା

ନୂଆଦିଲ୍ଲୀ,୧୪।୯: ଭାରତ ଗସ୍ତ ସମୟରେ ଭୁଟାନର ରାଜା ଜିଗମେ ଖେସର ନାମଗେଲ ୱାଙ୍ଗଚୁକ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସମୟରେ ଉଭୟଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଏହାପୂର୍ବରୁ ସେ ବୈଦେଶିକ…

ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ବେଙ୍ଗାଲୁରୁ,୧୪।୯: ଭାରତୀୟ କ୍ରିକେଟର ରବିନ ଉଥାପ୍ପା ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଅବସର ନେଇ ସେ କହିଛନ୍ତି, ନିଜ ଦେଶ ଏବଂ ରାଜ୍ୟ କର୍ନାଟକ ପାଇଁ ପ୍ରତିନିଧିତ୍ୱ କରିବା ସମ୍ମାନର କଥା। ସନ୍ତୁ ଜିନିଷର ଅନ୍ତଃ ରହିଛି। ମୁଁ ଭାରତୀୟ…

ସହରରେ ପଶିଲା ହାତୀ, ଲୋକେ ରାତିସାରା ଅନିଦ୍ରା

କେନ୍ଦୁଝର,୧୪ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଥମୁ ନାହିଁ। ଗାଁ ଗଣ୍ଡାରେ ହାତୀ ଉପଦ୍ରବ କରିବା ପରେ ଏବେ ସହର ମୁହାଁ ହୋଇଛନ୍ତି। ଫଳରେ ସବୁଆଡ଼େ ଭୟର ବାତାବରଣ ସୃଷ୍ଟି ହୋଇଛି। ମଙ୍ଗଳବାର ରାତିରେ କେନ୍ଦୁଝର ସହରର ପୁରୁଣା ସହର ୧…

ରିଲିଜ୍‌ ପୂର୍ବରୁ ବିବାଦରେ ଫିଲ୍ମ ‘ଥ୍ୟାଙ୍କ୍‌ ଗଡ୍‌’

ବଲିଉଡ୍‌ ଅଭିନେତା ଅଜୟ ଦେବଗନ୍‌ ନିଜ ଆଗାମୀ ଫିଲ୍ମ ‘ଥ୍ୟାଙ୍କ୍‌ ଗଡ୍‌’କୁ ନେଇ ଏବେ ବିବାଦ ଦେଖାଦେଇଛି। ଫିଲ୍ମଟି ହିନ୍ଦୁ ଧାର୍ମିକ ଭାବନାକୁ ପ୍ରଭାବିତ କରୁଥିବା ନେଇ ଉତ୍ତର ପ୍ରଦେଶର ଜୈନପୁର କୋର୍ଟରେ ଆଇନ୍‌ଜୀବୀ ହିମାଂଶୁ ଶ୍ରୀବାସ୍ତବ ଫିଲ୍ମର ଦୁଇ ଲିଡ୍‌…

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

କୋକସରା,୧୪ା୯(ଡି.ଏନ୍‌.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ କୋକସରା ବ୍ଲକ କୁସୁମଖୁଣ୍ଟି ନିର୍ବାହୀ ଯନ୍ତ୍ରୀଙ୍କୁ ଜଳଯୋଗାଣ ପାଇଁ ଅଞ୍ଚଳର ଚାଷୀମାନେ ଅଭିଯୋଗ କରି ଚାଷୀ ନୟାନ୍ତ ହୋଇପଡ଼ିଲେଣି। ନା ହୋଇପାରୁଛି ସମାଧାନ ନା ଚାଷଜମିକୁ ମିଳୁଛି ମେଗାଲିଫ୍ଟ କେନାଲରୁ ଜଳ। ଅନ୍ୟପଟେ ବର୍ଷା ଅଭାବରୁ କୋକସରା…

ଏସ୍‌ବିଆଇ ମଧ୍ୟ ହେଲା ୫ ଲକ୍ଷ କୋଟିର ବ୍ୟାଙ୍କ

ନୂଆଦିଲ୍ଲୀ,୧୪।୯: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଷ୍ଟକ୍‌ ମାର୍କେଟ୍‌ରେ ଭଲ ପ୍ରଦର୍ଶନ କରିଛି। ବୁଧବାର କାରବାରରେ ଏସ୍‌ବିଆଇ ଶେୟାରର ମୂଲ୍ୟ ପ୍ରାୟ ୨.୫୦% ବୃଦ୍ଧି ପାଇ ୫୭୫ ଟଙ୍କାରେ ପହଞ୍ଚିଛି। ଏଥିସହ ବ୍ୟାଙ୍କର ମାର୍କେଟ କ୍ୟାପ୍‌ ୫ ଲକ୍ଷ କୋଟି ଅତିକ୍ରମ…

ଟନେଲ କାର୍ଯ୍ୟ ଚାଲିଥିବା ବେଳେ ଧସିଲା ମାଟି ଅତଡ଼ା: ୨ ଶ୍ରମିକଙ୍କ ଜୀବନ ଗଲା

କୋରାପୁଟ,୧୪ା୯(ସ୍ବ.ପ୍ର.): କୋରାପୁଟ- ରାୟଗଡ଼ା ରେଳପଥର ଦୋହରୀକରଣ ନେଇ ଟନେଲ କାର୍ଯ୍ୟ ଚାଲିଥିବାବେଳେ ମାଟି ଅତଡ଼ା ଧସି ଦୁଇ ଶ୍ରମିକଙ୍କ ଜୀବନ ଯାଇଛି। ଏହି ଘଟଣା ବୁଧବାର ଅପରାହ୍ନରେ ଘଟିଥିବାବେଳେ ମୃତକ ହେଲେ ଲକ୍ଷ୍ମୀପୁର ବ୍ଲକର ବୁଜ୍ରା ଗ୍ରାମର ରବି ପ୍ରେପେକା ଓ…

ମହାରାଣୀଙ୍କ କଫିନ୍‌ ନେଇ ଆସୁଥିବା ବିମାନକୁ ରେକର୍ଡ ସଂଖ୍ୟକ ଟ୍ରାକିଂ

ଲଣ୍ଡନ,୧୪।୯: ବ୍ରିଟେନର ସ୍ବର୍ଗତ ରାଣୀ ଏଲିଜାବେଥଙ୍କ ମୃତଦେହ ମଙ୍ଗଳବାର ସାରେ ସ୍କଟଲ୍ୟାଣ୍ଡରୁ ଲଣ୍ଡନରେ ପହଞ୍ଚିଛି। ତାଙ୍କର କଫିନ ବକିଙ୍ଗହମ ପ୍ୟାଲେସରେ ରଖାଯିବ। ରାଣୀ ଏଲିଜାବେଥ କଫିନ ନେଇଥିବା ବିମାନକୁ ଅନେକଥର ଟ୍ରାକ କରାଯାଇଥିଲା, ଯାହା ଏକ ରେକର୍ଡରେ ପରିଣତ ହୋଇଛି ।…

ଏଥର ୧୬ ଲକ୍ଷ ଦୀପରେ ଆଲୋକିତ ହେବ ଅଯୋଧ୍ୟା!

ନୂଆଦିଲ୍ଲୀ,୧୪।୯: ଭଗବାନ ରାମଙ୍କ ସହର ଅଯୋଧ୍ୟା ପୁଣିଥରେ ଦୀପାବଳିରେ ଲକ୍ଷ ଲକ୍ଷ ଦୀପ ଦ୍ୱାରା ଆଲୋକିତ ହେବ। ଚଳିତ ବର୍ଷ ଏହି ଦିନ ଅଯୋଧ୍ୟାର ସରୟୁ କୂଳରେ ପ୍ରାୟ ୧୬ ଲକ୍ଷ ଦୀପ ପ୍ରଜ୍ୱଳିତ କରାଯିବ। ଏଥିସହ ୧୪ ଲକ୍ଷ ଦୀପ…

ନଦୀସୁଅରେ ଭାସିଗଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

କେନ୍ଦୁଝର,୧୪ା୯(ସ୍ବ.ପ୍ର.): ତେଲକୋଇ ଥାନା ଅଧୀନ ତେଲକୋଇ ତଳସାହି ସତ୍‌ସଙ୍ଗ ସମାକୋଈ ନଦୀଘାଟରେ ପାର୍‌ ହେଉଥିଲା ବେଳେ ଜଣେ ମହିଳା ନଦୀସୁଅରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି । ମହିଳା ଜଣକ ତଳସାହିର ପ୍ରଭାକର ହେହୁରୀଙ୍କ ସ୍ତ୍ରୀ ସରୋଜିନୀ (୫୦) ବୋଲି ଜଣାପଡ଼ିଛି।…

ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ

ଜେନେଭା,୧୪।୯: ମିଳିତ ଜାତିସଂଘ ମାନବଅଧିକାର ପରିଷଦ (ୟୁଏନଏଚଆରସି)ର ଏକ ବୈଠକରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘର ତାଲିକାଭୁକ୍ତ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ଏବଂ ଆତଙ୍କବାଦୀ କାରଖାନା ଚଳାଉଥିବା ପାକିସ୍ତାନ ଭାରତୀୟ ଲୋକଙ୍କ ମାନବିକ ଅଧିକାରକୁ ନେଇ ଉଦ୍‌ବେଗ ପ୍ରକାଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri