Home

ଉର୍ମିଳା ଗଞ୍ଜାମ ମହିଳା ବିଜେଡି ସଭାନେତ୍ରୀ

ଗଞ୍ଜାମ,୧୨।୧୦(ଡି.ଏନ.ଏ.): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ଏନ୍‌ଏସି ମହିଳା ସଭାନେତ୍ରୀ ଭାବେ ପୁଣି ଉର୍ମିଳା ପଲାଇ ମନୋନୀତ ହୋଇଛନ୍ତି। ଏଥିପାଇଁ ସେ ଗଞ୍ଜାମ ଜିଲା ବିଜେଡି ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କୁ କୃତଜ୍ଞତା…

ପାଣିପାଗ ବିଭାଗର ପୂର୍ବାନୁମାନରେ ତ୍ରୁଟି, ମୌସୁମୀ ଫେରିଯାଇଥିବା ସୂଚନା ପରେ ବି ଦେଶରେ ୭୦୦ ପ୍ରତିଶତ ଅଧିକ ବର୍ଷା…

ନୂଆଦିଲ୍ଲୀ,୧୨।୧୦ : ସେପ୍ଟେମ୍ବର ୩୦ରେ ପାଣିପାଗ ବିଭାଗ ଦ୍ୱାରା ମୌସୁମୀ ଫେରିଯାଇଥିବା ଘୋଷଣା କରାଯାଇଥିଲା। କିନ୍ତୁ ଏହା ପରେ ଉତ୍ତର ଭାରତର ଅନେକ ରାଜ୍ୟରେ ଅକ୍ଟୋବର ୧୦ ମଧ୍ୟରେ ପ୍ରବଳ ବର୍ଷା ହୋଇଥିଲା। ଯଦିଓ ପାଣିପାଗ ବିଭାଗ ଏହାକୁ ମୌସୁମୀ ପରବର୍ତ୍ତୀ…

ପୁରସ୍କାରପ୍ରାପ୍ତ ଏନ୍‌ଏସିରେ ପରିମଳ ବିପର୍ଯ୍ୟସ୍ତ

ଭଞ୍ଜନଗର,୧୨।୧୦(ଡି.ଏନ.ଏ): ୯୭୪ ମାର୍ଚ୍ଚ ୧୬ରେ ରାଜ୍ୟ ସରକାରଙ୍କ ଚିଠି ନଂ ୬୩୭୩ ଅନୁସାରେ ବେଲଗୁଣ୍ଠା ଏନ୍‌ଏସି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ୬ଟି ରାଜସ୍ବ ଗ୍ରାମ ଯଥା ବେଲଗୁଣ୍ଠା, ବାଲିଡ଼ି, ବି.କେ.ଶରଣପୁର, ଧନିଜାପଲ୍ଲୀ, ରମୁଣିପାଟଣା ଓ ଭଗବତୀପାଟଣାକୁ ନେଇ ଏନଏସି ଗଠନ…

ତତ୍କାଳୀନ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ମଙ୍ଗଳବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତ ତଥା ତତ୍କାଳୀନ ବୌଦ୍ଧ ଜିଲାରେ ଥିବା ଓଡ଼ିଶା…

ଗାଙ୍ଗୁଲିଙ୍କ ଉପରେ ରାଜନୈତିକ ପ୍ରତିଶୋଧ ନେଉଛି ଭାଜପା, ଶାହାଙ୍କୁ ଘେରିଲା ଟିଏମସି…

କୋଲକାତା,୧୨।୧୦ : ଭାରତୀୟ କ୍ରିକେଟ କଣ୍ଟୋଲ ବୋର୍ଡ(ବିସିସିଆଇ)ର ଅଧ୍ୟକ୍ଷ ତଥା ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ନେଇ ଏବେ ରାଜନୀତି ଆରମ୍ଭ ହୋଇଛି। ଗାଙ୍ଗୁଲି ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଖବର ଜାରି ରହିଛି। ଏନେଇ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ…

ଏଏପି ସମ୍ମୁଖରେ ଭାଜପାର ମାଷ୍ଟର ଷ୍ଟ୍ରୋକ, ଆଦିବାସୀ ଭୋଟରଙ୍କୁ ହାତେଇବା ପାଇଁ ‘ଗୌରବ ଯାତ୍ରା’…

ଅହମଦାବାଦ,୧୨।୧୦ : ଚଳିତ ବର୍ଷ ଶେଷ ସୁଦ୍ଧା ଗୁଜରାଟରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଆମ ଆଦମୀ ପାର୍ଟି (ଏଏପି) ର କଡ଼ା ପ୍ରତିଦ୍ୱନ୍ଦ୍ୱିତା ସମ୍ମୁଖୀନ ହୋଇଛି। ଏଏପି ନେତାଙ୍କ ସାଧାରଣ ସଭାରେ ଲୋକଙ୍କ ଭିଡ଼…

କଂଗ୍ରେସର ୮ ବିଧାୟକ ସାମ୍ବିଧାନିକ ନିୟମ ଅନୁଯାୟୀ ଭାଜପାରେ ହୋଇଛନ୍ତି ସାମିଲ: ଗୋଆ ବାଚସ୍ପତି…

ପଣଜୀ,୧୨।୧୦ : ନିକଟରେ ଗୋଆରେ ଆଠ ଜଣ କଂଗ୍ରେସ ବିଧାୟକଙ୍କ ଭାଜପାରେ ଯୋଗଦାନ ସମ୍ପର୍କରେ ଗୋଆ ବିଧାନସଭା ବାଚସ୍ପତି ରମେଶ ତାଭଡକର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ସାମ୍ବିଧାନିକ ନିୟମ ଅନୁଯାୟୀ ସମସ୍ତ କଂଗ୍ରେସ ନେତା ଭାଜପାରେ…

ସ୍ୟୁ ଚୀ ପୁଣି ଦୁଇ ମାମଲାରେ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡାଦେଶ ବୃଦ୍ଧି ପାଇ ହେଲା ୨୬ ବର୍ଷ…

ନାପିଦ୍ୱ,୧୨।୧୦ : ମ୍ୟାନମାରର ଅବସରପ୍ରାପ୍ତ ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ ପୁଣି ଆଉ ଦୁଇଟି ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହା ସହିତ ତାଙ୍କ ଜେଲ ଦଣ୍ଡାଦେଶ ୨୬ ବର୍ଷକୁ ବୃଦ୍ଧି କରାଯାଇଛି। ମ୍ୟାନମାର ଆଇନ ଅଧିକାରୀମାନେ ବୁଧବାର…

୮ ମାସରେ ୪. ୪୧ କୋଟି ଜରିମାନା

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ସହରର ଟ୍ରାଫିକ ସମସ୍ୟା ଦୂର କରିବା, ଦୁର୍ଘଟଣା ରୋକିବା ସହ ଲୋକଙ୍କ ଧନ ଜୀବନ ସୁରକ୍ଷା ପାଇଁ ପୋଲିସ ତା’ର ପ୍ରୟାସ ଜାରି ରଖିଛି। ପୋଲିସ ଏବେ ତିନି ଜଣିଆ ବାଇକ ଆରୋହୀ (ଟ୍ରିପଲ ରାଇଡିଂ), ଭୁଲ…

ଆଉଟସୋର୍ସିଂ କର୍ମଚାରୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୧୨।୧୦: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପ୍ରଶାସନିକ କୋଠା ସମ୍ମୁଖରେ ମଙ୍ଗଳବାର ୩୭ ଜଣ ଆଉଟସୋର୍ସିଂ କର୍ମଚାରୀ ମିଳିତ ଭାବେ ଗଣଧାରଣା ଦେଇଥିଲେ। କର୍ମଚାରୀମାନେ ବଦଳି ବନ୍ଦ କରିବା ଦାବିରେ ଦିନତମାମ ଧାରଣା ଦେବା ଫଳରେ ଭଞ୍ଜବିହାର ପରିସରରେ ଉତ୍ତେଜନା ବୃଦ୍ଧି ପାଇଥିଲା।…

ଆଜିଠୁ ଖୋଲିବ ଓଟି କମ୍ପ୍ଲେକ୍ସ

ବ୍ରହ୍ମପୁର ଅଫିସ,୧୨।୧୦: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ ଅଧୀକ୍ଷକଙ୍କ ଚାମ୍ବରରେ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏମକେସିଜି ଅଧୀକ୍ଷକ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର ଓ ଡ଼ିନ ଡା. ଅବନୀକାନ୍ତ ମିଶ୍ର ଅଧ୍ୟକ୍ଷତା କରିଥିଲେ। ସେହିପରି…

ନ୍ୟୁଜର୍ସିରେ ଗାନ୍ଧୀ ସଂଗ୍ରହାଳୟ …

ଓ୍ବାଶିଂଟନ,୧୨।୧୦ : ଆମେରିକାର ନ୍ୟୁ ଜର୍ସି, ଆଟଲାଣ୍ଟିକ ସିଟିରେ ମହାତ୍ମା ଗାନ୍ଧୀଙ୍କ ଜୀବନ ଏବଂ ବାର୍ତ୍ତା ପାଇଁ ଉତ୍ସର୍ଗୀକୃତ ଏକ ସଂଗ୍ରହାଳୟ ଲୋକାର୍ପିତ କରାଯାଇଛି। ଏନେଇ ଆୟୋଜିତ ଏକ ଉତ୍ସବରେ ନ୍ୟୁୟର୍କର କନସୁଲ ଜେନେରାଲ ଅଫ ଇଣ୍ଡିଆ ରଣଧୀର ଜୟସ୍ବାଲଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?