ଜମ୍ମୁ-କଶ୍ମୀର ଉପରେ ଇସଲାମିକ ରାଷ୍ଟ୍ରଙ୍କ ମନ୍ତବ୍ୟକୁ ଖଣ୍ଡନ କଲା ଭାରତ…
ନୂଆଦିଲ୍ଲୀ, ୧୪।୯ : ଇସଲାମିକ ରାଷ୍ଟ୍ରର ଗୋଷ୍ଠୀଙ୍କ ଦ୍ୱାରା ଜମ୍ମୁ-କଶ୍ମୀର ଉପରେ ପ୍ରଦାନ କରାଯାଇଥିବା ଭୁଲ ଏବଂ ଅନୁପଯୁକ୍ତ ସନ୍ଦର୍ଭକୁ ଭାରତ ଖଣ୍ଡନ କରିଛି। ମିଳିତ ଜାତିସଂଘର ମାନବାଧିକାର ପରିଷଦରେ ଏହାର ଅଧିକାରର ଉତ୍ତର ବ୍ୟବହାର କରି ଇସଲାମିକ ରାଷ୍ଟ୍ରର ଏକ…
ଏମିତି ଶିଡ଼ି, ଯାହା ଆଗରୁ କେବେ ଦେଖି ନ ଥିବେ, ଭିଡିଓ ଦେଖିଲେ…
ସୋସିଆଲ ମିଡିଆରେ ପ୍ରତିଦିନ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। ଏଥି ମଧ୍ୟରୁ କିଛି ଭିଡିଓ ଆମକୁ ଆଶ୍ଚର୍ଯ୍ୟ କରିଦେଇଥାଏ। ଠିକ୍ ସେମିତି ଗୋଟିଏ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ବ୍ୟକ୍ତି ଚମତ୍କାର ଶିଡ଼ି ଚଢୁଛନ୍ତି। ପ୍ରାୟତଃ…
ଭାରତ ଯୋଡ ଯାତ୍ରା ବିରୋଧରେ ଅପରେଶନ କାଦୁଅ ଷଡ଼ଯନ୍ତ୍ର ରଚିଛି ଭାଜପା, କଂଗ୍ରେସର କଟାକ୍ଷ…
ନୂଆଦିଲ୍ଲୀ, ୧୪।୯ : କଂଗ୍ରେସ ଅଭିଯୋଗ କରିଛି ଯେ ଏହାର ଆଠ ଜଣ ବିଧାୟକ ଗୋଆରେ ଭାରତୀୟ ଜନତା ପାର୍ଟି (ବିଜେପି) ରେ ଯୋଗ ଦେବା ନେଇ ଭାଜପା ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। କଂଗ୍ରେସର ଭାରତ ଯୋଡ ଯାତ୍ରା ବିରୋଧରେ ଭାଜପା…
ଟାଇଟନିକ୍ ପୋଜ୍ରେ କୁକୁରର ନୌଯାତ୍ରା, ଭିଡିଓ ଦେଖିଲେ…
ସୋସିଆଲ ମିଡିଆରେ ସବୁବେଳେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଭିଡିଓ ଆମକୁ ଆଶ୍ଚର୍ଯ୍ୟ କରିଥାଏ ତ ଆଉ କିଛି ହସର ଖୋରାକ ଯୋଗାଇଥାଏ। ନିକଟରେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି…
କୋହଲିଙ୍କୁ ମିଳିଲା ଲାଭ
ନୂଆଦିଲ୍ଲୀ,୧୪।୯: ନିକଟରେ ଶେଷ ହୋଇଥିବା ଏସିଆ କପ୍ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ତଥା ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଚମତ୍କାର ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ଏସିଆ କପରେ ତାଙ୍କର ଚମତ୍କାର ପ୍ରଦର୍ଶନ ଯୋଗୁ ଟି-୨୦ ର଼୍ୟାଙ୍କିଙ୍ଗରେ ତାଙ୍କୁ ଲାଭ ମିଳିଛି।…
ହନୁମାନ ପଇସା ଜବତ, ଜଣେ ଗିରଫ
ଦେବଗଡ଼,୧୪ା୯(ଡି.ଏନ୍.ଏ.): ରିଆମାଳ ଥାନା କତ୍ରାପାଲି ଛକ ନିକଟରେ ହନୁମାନ ପଇସା ଡିଲ୍ ହେଉଥିବା ଖବର ପାଇଥିଲା ପୋଲିସ। ୫ ଲକ୍ଷ ଟଙ୍କାରେ ୨ଟି ହନୁମାନ ପଇସା ବିକ୍ରି ପାଇଁ ଉଦ୍ୟମ ହେଉଥିବା ବେଳେ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ ଗ୍ରାହକ ସାଜି…
ଆଫ୍ରିଦିଙ୍କୁ ମୁହଁତୋଡ ଜବାବ ଦେଲେ ଅମିତ ମିଶ୍ର
ନୂଆଦିଲ୍ଲୀ,୧୪।୯: ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶହିଦ ଆଫ୍ରିଦି ଭାରତୀୟ କ୍ରିକେଟର୍ ବିରାଟ କୋହଲିଙ୍କୁ ଅନ୍ତର୍ଜାତୀୟ କ୍ରିକେଟର୍ରୁ ଅବସର ନେବାକୁ ପରାମର୍ଶ ଦେଇଥିଲେ। ସେ କହିଥିଲେ, ବିରାଟ କେବଳ ତାଙ୍କ କ୍ୟାରିୟରର ଶୀର୍ଷରେ ଅଛନ୍ତି, ତାଙ୍କୁ ଏବେ କ୍ରିକେଟକୁ ବିଦାୟ ଦେବା ଉଚିତ।…
ମହାରାଣୀଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ରାଷ୍ଟ୍ରପତି…
ନୂଆଦିଲ୍ଲୀ, ୧୪।୯ : ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାର ୧୭ରୁ ୧୯ ସେପ୍ଟେମ୍ବର ୨୦୨୨ରେ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲଣ୍ଡନ ଯାଇ ଭାରତୀୟ ଦଳ ସହ ଯୋଗଦେବେ ଏବଂ ଭାରତ ସରକାରଙ୍କ ତରଫରୁ…
ମଦ୍ୟପାନ କରି ବିମାନରେ ଯାଇ ପାରିବେନି ପାଇଲଟ କେବିନ୍ କ୍ରୁ, ଡିଜିସିଏ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୧୪।୯ : ମଦ୍ୟପାନ କରି ବିମାନ ଉଡ଼ାଣ ରୋକିକା ଲାଗି ପୁଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପାଇଲଟ ଏବଂ କ୍ରୁ ସଦସ୍ୟଙ୍କ ନିଶ୍ୱାସ ବିଶ୍ଳେଷଣକାରୀ ପରୀକ୍ଷା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି…
ରନ୍ଓ୍ବେରେ ଏୟାର ଇଣ୍ଡିଆ ବିମାନରୁ ବାହାରିଲା ଧୂଆଁ, ୧୪ ଯାତ୍ରୀ ଆହତ…
ମସ୍କାଟ, ୧୪।୯ : ଓମାନର ମସ୍କାଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏୟାର ଇଣ୍ଡିଆ ଏକ୍ସପ୍ରେସର ଏକ ବିମାନରୁ ଧୂଆଁ ବାହାରିବା ଆରମ୍ଭ କରିଥିଲା। ବିମାନଟି ରନ୍ଓ୍ବେରେ ଥିବା ସମୟରେ ଏଭଳି ଘଟିଥିଲା। ଓମାନରେ ଅବସ୍ଥିତ ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏହି…
ମହାରାଷ୍ଟ୍ର ବଦଳରେ ଗୁଜରାଟ କିପରି ଗଲା ସେମିକଣ୍ଡକ୍ଟର କାରଖାନା, ସରକାରଙ୍କୁ ଘେରିଲେ ବିରୋଧୀ …
ମୁମ୍ବାଇ, ୧୪।୯ : ମହାରାଷ୍ଟ୍ର ବଦଳରେ ଗୁଜରାଟରେ ସେମିକଣ୍ଡକ୍ଟର କାରଖାନା ସ୍ଥାପନ ଘୋଷଣା ପରେ ରାଜନୀତି ପୁଣି ଥରେ ଉଷ୍ଣ ହୋଇଛି। ବିରୋଧୀ କ୍ରମାଗତ ଭାବରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାରଙ୍କୁ ପ୍ରଶ୍ନ କରୁଛନ୍ତି ଯେ ମହାରାଷ୍ଟ୍ର ସହିତ ହୋଇଥିବା ସମସ୍ତ…
୬ ସପ୍ତାହ ମଧ୍ୟରେ ସରକାରୀ ବାସଭବନ ଛାଡ଼, ସୁବ୍ୟମଣ୍ୟମ ସ୍ବାମୀଙ୍କୁ ହାଇକୋର୍ଟ ନୋଟିସ୍…
ନୂଆଦିଲ୍ଲୀ, ୧୪।୯ : ଭାଜପା ନେତା ତଥା ପୂର୍ବତନ ରାଜ୍ୟସଭା ଏମ୍ପି ସୁବ୍ୟମଣ୍ୟମ ସ୍ବାମୀଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ୬ ସପ୍ତାହ ମଧ୍ୟରେ ସରକାରୀ ବାସଭବନ ଛାଡ଼ିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପତ୍ତି ଅଧିକାରୀଙ୍କୁ ବାସଭବନ ଚାବି…
Archives


