Home

ଧନ ପାଇଁ ଦୁଇ ମହିଳାଙ୍କୁ ବଳି

କୋଚି, ୧୨।୧୦: ବିଜ୍ଞାନ ଯେତେ ଅଗ୍ରଗତି କଲେ ବି ସମାଜରୁ ଅନ୍ଧବିଶ୍ୱାସ ଦୂର ହେଉନାହିଁ। ଅନ୍ଧବିଶ୍ୱାସ, କୁସଂସ୍କାର ଓ ନିକୃଷ୍ଟ ପରମ୍ପରା ଧନଜୀବନ ହାନିର କାରଣ ପାଲଟୁଛି। ସମୃଦ୍ଧି ପାଇଁ କେରଳର ଏକ ଦମ୍ପତି ଦୁଇ ଜଣ ମହିଳାଙ୍କୁ ବଳି ଦେବା…

ଜୀବନ ବଞ୍ଚାଇବ ପିଏଲ୍‌ଏକ୍ସ-ଆର୍‌୧୮

ଜେରୁଜେଲମ/ମସ୍କୋ/ଓ୍ବାଶିଂଟନ୍‌, ୧୨।୧୦: ୬୦ ବର୍ଷ ପୂର୍ବେ ଆଣବିକ ଯୁଦ୍ଧର ଦ୍ୱାରଦେଶରେ ପହଞ୍ଚିଯାଇଥିଲା ବିଶ୍ୱ। ପାରମ୍ପରିକ ଶତ୍ରୁ ତଥା ଦୁଇ ଶକ୍ତିଶାଳୀ ରାଷ୍ଟ୍ର ରୁଷିଆ ଏବଂ ଆମେରିକା ମଧ୍ୟରେ ବିବାଦ ଏକ ଭୟଙ୍କର ସ୍ଥିତି ସୃଷ୍ଟି କରିଥିଲା। ୧୯୬୨ରେ କାରିବିଆନ ସାଗରରେ ଥିବା…

ୟୁକ୍ରେନ୍‌ରେ ପୁଣି ବୋମା ବର୍ଷା

କିଭ୍‌, ୧୨।୧୦: କ୍ରିମିଆର କର୍ଚ ବ୍ରିଜ୍‌ ବିସ୍ଫୋରଣରେ ପ୍ରତିଶୋଧ ପରାୟଣ ହୋଇ ରୁଷିଆ ୟୁକ୍ରେନ୍‌ ଉପରେ ସୋମବାର ୮୪ ମିଶାଇଲ ଛାଡ଼ିବା ପରେ ମଙ୍ଗଳବାର ମଧ୍ୟ ଏହି ପୂର୍ବ ୟୁରୋପୀୟ ଦେଶର ବିଭିନ୍ନ ସହରରେ ବୋମା ବର୍ଷା କରିଛି। ୟୁକ୍ରେନ୍‌ର ଶକ୍ତି…

ନ୍ୟୁଜିଲାଣ୍ଡ ତଟରେ ୫ଶହ ମୃତ ତିମି

ଓ୍ବେଲିଂଟନ୍‌, ୧୨।୧୦: ନ୍ୟୁଜିଲାଣ୍ଡର ଛଥାମ ଦ୍ୱୀପପୁଞ୍ଜରେ ୫ଶହ ପାଇଲଟ ତିମିଙ୍କ ମୃତଦେହ ମିଳିଛି। ସ୍ଥାନୀୟ ପ୍ରଶାସନ ସାର୍କ ଫିଲ୍ଡ ଓ୍ବାଟରରେ ହ୍ବେଲ୍‌ମାନଙ୍କ ଉଦ୍ଧାର ପାଇଁ ଯୋଜନା କରିଛନ୍ତି। ଶୁକ୍ରବାର ସମୁଦ୍ର ତଟରୁ ୨୫୦ ହ୍ବେଲ୍‌ଙ୍କ ମୃତଦେହ ମିଳିଥିବାବେଳେ ସୋମବାର ସମାନ ସ୍ଥାନରେ…

ଜେନ୍‌ ଜେଡ୍‌ର ଯୁଦ୍ଧଂଦେହି

ଜେରୁଜେଲମ୍‌,୧୨।୧୦: ୧୯୯୬ରେ ପ୍ରତିଷ୍ଠିତ ଓ୍ବାଶିଂଟନର ପିଉ ରିସର୍ଚ୍ଚ ସେଣ୍ଟର ବିଶ୍ୱରେ ପରିବର୍ତ୍ତନ ଆଣୁଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ମନୋଭାବ ଓ ଧାରାକୁ ନେଇ ଅନୁସନ୍ଧାନମୂଳକ ରିପୋର୍ଟ ପ୍ରକାଶ କରିବାରେ ସୁନାମ ଅର୍ଜିଛି। ଏହି କ୍ରମରେ ଉକ୍ତ ସଂସ୍ଥା ପିଢ଼ିଗତ ଅନୁଧ୍ୟାନ କରି…

ଆମେରିକାର ଗୋଲ୍‌ ବର୍ଷା

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌। ଭାରତ ଏହାର ପ୍ରଥମ ମ୍ୟାଚରେ ଉଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ଆମେରିକା ସମକକ୍ଷ ପ୍ରଦର୍ଶନ କରିପାରିନାହିଁ। ଆମେରିକା ଗୋଲ ବର୍ଷା କରି ଘରୋଇ ଦଳକୁ…

ତଳମୁହାଁ ଅର୍ଥନୀତି: ମାନ୍ଦାବସ୍ଥା ଜଳଜଳ

ନୂଆଦିଲ୍ଲୀ,୧୨।୧୦: କୋଭିଡ୍‌-୧୯ ମହାମାରୀ ବିଶ୍ୱ ଅର୍ଥନୀତିକୁ ବହୁ ତଳକୁ ଟାଣିନେବା ପରେ ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଓ ଅନ୍ୟ ରପ୍ତାନିକାରୀ ରାଷ୍ଟ୍ରଗୁଡ଼ିକରେ ଲାଗିରହିଥିବା ସଂଘର୍ଷ ଯୋଗୁ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ ହୋଇଛି। ଏହି ପୃଷ୍ଠଭୂମିରେ ଭାରତ ସମେତ ବିଭିନ୍ନ ଦେଶରେ…

ବଢୁଛି ବାତ୍ୟା ଭୟ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶାକୁ ବାତ୍ୟା ଭୟ ବଢ଼ିବାରେ ଲାଗିଛି। ଅକ୍ଟୋବର ୨୪ରୁ ୨୬ ମଧ୍ୟରେ ଉତ୍ତର ଓଡ଼ିଶା, ପାରାଦୀପ କିମ୍ବା ପୁରୀଠାରେ ବାତ୍ୟା ପିଟି ହେବା ଆଶଙ୍କା ବଢ଼ିବାରେ ଲାଗିଛି। ଅନ୍ତର୍ଜାତୀୟ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ୍‌(ଜିଏଫ୍‌ଏସ୍‌) ଏ ନେଇ ସତର୍କ…

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର, ୧୨।୧୦ (କ୍ରୀଡ଼ା ପ୍ରତିନିଧି): ଭାରତ ଏବଂ ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ଦେଶରେ ପ୍ରଥମଥରପାଇଁ ଆୟୋଜିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ। ଟୁର୍ନାମେଣ୍ଟରେ ଭାରତ ମଧ୍ୟ ଡେବ୍ୟୁ କରିଛି। କଳିଙ୍ଗ…

ଏହି ମହାନ କ୍ରିକେଟର ହେବେ ଆଗାମୀ ବିସିସିଆଇ ଅଧ୍ୟକ୍ଷ, ଜାଣନ୍ତୁ ଗାଙ୍ଗୁଲୀ-ଜୟ ଶାହାଙ୍କ କ’ଣ ହେବ…

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)କୁ ମିଳିବ ନୂତନ ଅଧ୍ୟକ୍ଷ। ଏହାଛଡ଼ା ବୋର୍ଡର ଆଉ କିଛି ପଦରେ ନିର୍ବାଚନ ହେବ। ଏଥିନେଇ ମଙ୍ଗଳବାର ନାମାଙ୍କନ ଦାଖଲ କରାଯାଉଛି। ଅକ୍ଟୋବର ୧୮ ମଧ୍ୟରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ତେବେ ୧୯୮୩ ବିଶ୍ୱକପ୍‌ ବିଜେତା…

ଔଷଧକୁ ଜହର କରିପାରେ ଏହି ଦୁଇଟି ମିଠା ସ୍ବାଦଯୁକ୍ତ ରାସାୟନିକ ପଦାର୍ଥ,କର୍ନାଟକ ସରକାରଙ୍କ ଚେତାବନୀ…

ବେଙ୍ଗାଲୁରୁ,୧୧।୧୦ : ଭାରତରେ ତିଆରି କଫ ସିରପ ଯୋଗୁଁ ଆଫ୍ରିକୀୟ ଦେଶ ଗାମ୍ବିଆରେ ୬୬ ପିଲାଙ୍କ ମୃତ୍ୟୁକୁ ନେଇ ସମସ୍ୟା ଲାଗି ରହିଛି। ବର୍ତ୍ତମାନ ଔଷଧ ପ୍ରସ୍ତୁତିରେ ଦୁଇଟି ରାସାୟନିକ ପଦାର୍ଥ ବ୍ୟବହାରକୁ ନେଇ ଚିନ୍ତା ପ୍ରକଟ କରାଯାଉଛି। ବିଶ୍ୱ ସ୍ବାସ୍ଥ୍ୟ…

ଭାରତର ବିକାଶ ହାର ହ୍ରାସ କଲା ଆଇଏମଏଫ୍‌…

ନୂଆଦିଲ୍ଲୀ,୧୧।୧୦ : ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ମଙ୍ଗଳବାର ଭାରତର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପୂର୍ବାନୁମାନକୁ ୬.୮ପ୍ରତିଶତକୁ ହ୍ରାସ କରିଛି। ଏହା ସହିତ ଆଇଏମଏଫ ବିଶ୍ୱସ୍ତରୀୟ ଏଜେନ୍ସିରେ ମଧ୍ୟ ଯୋଗ ଦେଇଛି ଯେଉଁମାନେ ଭାରତର ଜିଡିପି ହାରର ପୂର୍ବାନୁମାନକୁ ହ୍ରାସ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?