Home

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ ଏକ ଏଜୁକେଶନ କମ୍ପ୍ଲେକ୍ସ ନିର୍ମାଣ ହୋଇଥିଲା। କମ୍ପ୍ଲେକ୍ସ ଉଦ୍‌ଘାଟନ ହେବାର ୬ ବର୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪: ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର ମୂଲ୍ୟ ହ୍ରାସ ପାଇଥିଲା। MCX ରେ, ସୁନା ଫ୍ୟୁଚର୍ସ ୧,୫୦,୬୪୭ (ପ୍ରତି ୧୦…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ ଉତ୍ତେଇପୂର୍ ଠାରେ କିଛି ଦିନ ଧରି ବେଆଇନ ଭାବେ ଚାଲିଥିବା କରତକଳ ଉପରେ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର ବୈଦେଶିକ ମନ୍ତ୍ରୀ ଖଲିଲୁର ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତରେ ପହଞ୍ଚିଛନ୍ତି…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ ତେହେରାନକୁ ଚେତାବନୀ ଦେଇଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ସୋସିଆଲ ଟ୍ରୁଥ ମାଧ୍ୟମରେ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ ସାଧାରଣ ନିର୍ବାଚନରେ ଭୋଟ୍‌ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘବର୍ଷ ଧରି ରାସ୍ତାରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି । ଗାଁର ଏକ ଗୋଷ୍ଠୀ ଜଣେ ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି ନିର୍ମମ ଭାବରେ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ ଘଟିଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତ ବ୍ୟକ୍ତି ଜଣକ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଥଇଥାନ କରାଯାଇଥିଲା। ସେବେଠାରୁ ଜମ୍ବୁ, ଖରିନାସି ଓ…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି ସଫଳତା ପାଇଁ ବୈଦେଶିକ ମନ୍ତ୍ରୀ ଖ୍ବାଜା ଆସିଫ ନିଜକୁ ପିଠି ଥାପୁଡ଼ାଇଛନ୍ତି; କିନ୍ତୁ,…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବିଭିନ୍ନ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?