ବିଧାୟକ କ୍ୱାର୍ଟର୍ସ ସ୍ଥାନାନ୍ତର ଯୋଜନା ନାହିଁ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସରକାର ବିଧାୟକମାନଙ୍କ ଲାଗି ଅତ୍ୟାଧୁନିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ପ୍ରାୟ ୮୭୦ ଗଛ କାଟିବା ଯୋଜନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ ୩୫୦ ଗଛ କଟାଯାଇସାରିଛି। ଶହ ଶହ ବର୍ଷ ତଳର ବିରାଟକାୟ ଗଛ କାଟି କ୍ୱାର୍ଟର୍ସ…
ବିବାହ କରିବାକୁ ରାଜି: ବିଜୟ ଶଙ୍କର
ଜଗତ୍ସିଂହପୁର ଅଫିସ, ୨୦ା୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଓ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୋମାଲିକା (୨୯)ଙ୍କ ବିବାହ ପ୍ରସଙ୍ଗ ଦିନକୁ ଦିନ ଜଟିଳ ରୂପ ନେଉଛି।…
୯୦ ପ୍ରତିଶତ କରୋନା ଆକ୍ରାନ୍ତ ନିଜକୁ ଅସୁରକ୍ଷିତ ମଣୁ ନାହାନ୍ତି, ଅଧିକ ମୃତ୍ୟୁ ଆଶଙ୍କା ଘନଉଛି…
ନୂଆଦିଲ୍ଲୀ, ୨୦।୬ : ଦୁଇ ବର୍ଷ ପରେ କରୋନା ସଂକ୍ରମଣ ବଢୁଥିବାରୁ ବିଶେଷଜ୍ଞମାନେ ଲୋକଙ୍କ ଅସାବଧାନତା ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି। ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ପରିସ୍ଥିତିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଟିକାକରଣ ନେଇଗଠିତ ଜାତୀୟ ବୈଷୟିକ ପରାମର୍ଶଦାତା…
ବର୍ଷକରେ ୧,୩୫୪ ଶିଶୁ, ୩୮ ମା’ମୃତ
ଯାଜପୁର ଅଫିସ,୨୦ା୬: କେବଳ ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ା ନୁହେଁ, ରାଜ୍ୟର ନବରଙ୍ଗପୁର ଜିଲାରେ ମଧ୍ୟ ପୁଷ୍ଟିହୀନତା କାରଣରୁ ମା’ ଓ ଶିଶୁ ମୃତ୍ୟୁସଂଖ୍ୟା ଉଦ୍ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଗତ ବର୍ଷକ ମଧ୍ୟରେ ନବରଙ୍ଗପୁର ଜିଲାରେ ୧,୩୫୪ ଶିଶୁ ଓ…
ଅର୍ଥନୀତିରେ ବିପର୍ଯ୍ୟୟ ଆଣିପାରେ ଦୁର୍ବଳ ମୌସୁମୀ
ନୂଆଦିଲ୍ଲୀ,୨୦।୬(ପି.ଟି.): ଦେଶରେ ପ୍ରଚଣ୍ଡ ଗ୍ରୀଷ୍ମଲହର ପରେ ମୌସୁମୀ ଆସିଥିଲେ ହେଁ ଏହା ଅତ୍ୟନ୍ତ ଧିମା ଗତିରେ ଅଗ୍ରସର ହେଉଛି। ମୌସୁମୀ ଦୁର୍ବଳ ରହିଲେ ଭାରତର କୃଷିଭିତ୍ତିକ ଅର୍ଥନୀତିରେ ବିପର୍ଯ୍ୟୟ ଆସିପାରେ ବୋଲି ବିଶେଷଜ୍ଞମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବା…
ଦ୍ୱନ୍ଦ୍ୱ ଦୂର ପ୍ରୟାସ ସହ ଧମକ
ନୂଆଦିଲ୍ଲୀ,୨୦।୬: ସୈନ୍ୟବାହିନୀରେ ଠିକା ନିଯୁକ୍ତି ଯୋଜନା ଅଗ୍ନିପଥକୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଦେଖାଦେବା ପରେ ଏହାକୁ ପ୍ରଶମିତ କରିବା ଲାଗି ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଛି। ଏଥିସହିତ ଯେଉଁମାନେ ଆନ୍ଦୋଳନରେ ସାମିଲ ହେବେ ସେମାନଙ୍କୁ ସେନାରେ ନିଯୁକ୍ତି ସୁଯୋଗ…
ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା
ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍ ସିଟିରେ କ୍ୟାଥଲିକ୍ଙ୍କ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍ପି)ର…
ଭାଜପା ଅଫିସ୍ ଜଗିବେ ଅଗ୍ନିବୀର
ନୂଆଦିଲ୍ଲୀ,୨୦।୬: ସେନାରେ ଠିକା ନିଯୁକ୍ତି ଯୋଜନା ‘ଅଗ୍ନିପଥ’କୁ ନେଇ ଦେଶବ୍ୟାପୀ ଆକ୍ରୋଶର ନିଆଁ ଜଳୁଥିବାବେଳେ ଭାଜପା ନେତା କୈଳାସ ବିଜୟଭର୍ଗୀୟ ରବିବାର ସେଥିରେ ଘିଅ ଢାଳିଛନ୍ତି। ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ବିଜୟଭର୍ଗୀୟ କହିଛନ୍ତି, ଅଗ୍ନିବୀରମାନେ ୪ ବର୍ଷ ପରେ ଅବସର…
ବିରୋଧୀ ଦଳ ବୈଠକରେ ଯୋଗଦେବେନି ମମତା
କୋଲକାତା,୨୦।୬: ରାଷ୍ଟ୍ରପତି ନିର୍ବାଚନ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ଏନ୍ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଜୁନ୍ ୨୧ରେ ଡାକିଥିବା ମିଳିତ ବିରୋଧୀ ଦଳ ବୈଠକରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେଇ ନ ପାରନ୍ତି। ତାଙ୍କର…
ଅଗ୍ନିପଥ ଯୋଜନାକୁ ନେଇ ଭାରତ ବନ୍ଦ, ବିହାରର ୧୭ ଜିଲାରେ ଇଣ୍ଟରନେଟ ବନ୍ଦ
ନୂଆଦିଲ୍ଲୀ,୨୦ ।୬: ସେନାରେ ଭର୍ତ୍ତି ହେବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଲଗାତର ବିରୋଧ ପ୍ରଦର୍ଶନ ଜାରି ରହିବା ଫଳରେ କିଛି ରାଜ୍ୟରେ ହିଂସକ ପରିସ୍ଥିତି…
କମ୍ପ୍ୟୁଟରରେ ମିଛ ପ୍ରମାଣ ଭରିଥିଲା ପୋଲିସ
ଓ୍ବାଶିଂଟନ୍/ପୁଣେ,୨୦।୬: ମହାରାଷ୍ଟ୍ରର ବହୁଚର୍ଚ୍ଚିତ ଭୀମା-କୋରେଗାଓଁ ହିଂସା ମାମଲାରେ ପୁଣେ ପୋଲିସ ୧୬ ଜଣ ସାମାଜିକ କର୍ମୀ ଓ ବୁଦ୍ଧିଜୀବୀଙ୍କୁ ଗିରଫ କରିବା ପୂର୍ବରୁ ସେମାନଙ୍କ କମ୍ପ୍ୟୁଟରରେ ମିଥ୍ୟା ଫାଇଲ ପ୍ଲାଣ୍ଟ୍ କରିଥିଲା। ସରକାର ଓ ଏକ ଟେକ୍ନୋଲୋଜି ସଂସ୍ଥାର ମିଳିତ ଉଦ୍ୟମରେ…
‘ମନ କି ବାତ’ର ୯୦ ତମ ଏପିସୋଡ ପାଇଁ ଜନତାଙ୍କ ମତାମତ ଲୋଡିଲେ ମୋଦି
ନୂଆଦିଲ୍ଲୀ,୨୦ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଆଗାମୀ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ପାଇଁ ଜନତାଙ୍କ ମତ ଲୋଡିଛନ୍ତି । ୨୬ ଜୁନରେ ପ୍ରଚାରିତ ହେବାକୁ ଯାଉଥିବା ଏହି କାର୍ଯ୍ୟକ୍ରମର ୯୦ ତମ ଏପିସୋଡ ପାଇଁ ଜନତା ସେମାନଙ୍କ…
Archives


