Home

ବାବୁସାନ୍‌ଙ୍କ ଜାମିନ ଆବେଦନରେ ପୂର୍ଣ୍ଣଚ୍ଛେଦ

କଟକ ଅଫିସ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି ଆବେଦନର ଅନ୍ତ ଘଟାଇଛନ୍ତି। ଏନେଇ ବାବୁସାନ୍‌ଙ୍କ ଓକିଲ ଧରଣୀଧର ନାୟକ କହିଛନ୍ତି। ଆଗୁଆ…

ଆଜମ ଖାଁ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୪।୮: ସମାଜବାଦୀ ପାର୍ଟି(ଏସ୍‌ପି) ନେତା ତଥା ପୂର୍ବତନ ମନ୍ତ୍ରୀ ଆଜମ ଖାନ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ରାତିରେ ନିମୋନିଆ ହେବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ଲକ୍ଷ୍ନୌ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଭତ୍ତି କରାଯାଇଥିଲା। ହେଲେ ଅବସ୍ଥା…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୪ା୮(ବ୍ୟୁରୋ): ବିଶିଷ୍ଟ ସାହିତ୍ୟ ସାଧିକା, ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୬ତମ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ସମ୍ମିଳନୀ ଏବଂ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ରାଜଭବନ ନିକଟସ୍ଥ…

ସୁପ୍ରିମ୍‌କୋର୍ଟଙ୍କ ସ୍ପଷ୍ଟୀକରଣ, ଆମ ପର୍ଯ୍ୟନ୍ତ ପ୍ରତି ମାମଲା ଆସିଲେ ୫୦୦ ବର୍ଷରେ ବି ଶେଷ ହେବନି ଶୁଣାଣି…

ନୂଆଦିଲ୍ଲୀ, ୪।୮ : ବିଚାରାଧୀନ ମାମଲାଗୁଡ଼ିକର ଶୀଘ୍ର ସମାଧାନ ପାଇଁ ସୁପ୍ରିମକୋର୍ଟର ଜଷ୍ଟିସ ସଞ୍ଜୟ କିଶନ କୌଲ କୋର୍ଟର ସଦସ୍ୟମାନଙ୍କୁ କହିଛନ୍ତି। ଏଥି ସହ ସେ କହିଛନ୍ତି ଯେ ଯଦି ପ୍ରତ୍ୟେକ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଆସେ, ତେବେ ୫୦୦ ବର୍ଷ…

ବନ୍ଧୁକ, ଭୁଜାଲି ଦେଖାଇ ବ୍ୟାଙ୍କ ମାଲିକଙ୍କଠାରୁ ଲୁଟିନେଲେ ୯ ଲକ୍ଷ ଟଙ୍କା

ଖଇରା,୪ା୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରା ବଜାରରେ ଥିବା ଏକ କିଓସ୍କୋ ବ୍ୟାଙ୍କ ମାଲିକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ୭ଜଣ ଯୁବକ ୯ଲକ୍ଷ ଟଙ୍କା ଲୁଟି ନେଇଥିବାର ଅଭିଯୋଗ ପାଇଛି ା ସିସି ଟିଭି ଫୁଟେଜରୁ ଜଣେ…

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ…

୪୯ ତମ ପ୍ରଧାନ ବିଚାରପତି ଲଳିତଙ୍କ କାର୍ଯ୍ୟକାଳ ହେବ ୭୪ ଦିନର…

ନୂଆଦିଲ୍ଲୀ, ୪।୮ : ପ୍ରଧାନ ବିଚାରପତି ଏନ.ଭି ରମନା ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ପାଇଁ ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ୟୁୟୁ ଲଳିତଙ୍କ ନାମ ସୁପାରିଶ କରିଛନ୍ତି। ଏହାପୂର୍ବରୁ ଆଇନ ମନ୍ତ୍ରୀ ରମନାଙ୍କୁ ଚିଠି ଲେଖି ତାଙ୍କ ଉତ୍ତରାଧିକାରୀ କିଏ ହେବ…

ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା: ୬ ଅଟକ

ଟିକିରି,୪ା୮(ଡି.ଏନ୍‌.ଏ.): ଗୁଣିଗାରେଡ଼ି ସନ୍ଦେହରେ ଯୁବକଙ୍କୁ ହତ୍ୟା କରିଛନ୍ତି ଗ୍ରାମବାସୀ। ଏହି ଅଭିଯୋଗରେ ୬ ଜଣଙ୍କୁ ଟିକିରି ଥାନାରେ ଅଟକ ରଖାଯାଇଛି। ଏପରି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡୁଦୁକାବାହାଲ ପଞ୍ଚାୟତ ଟିଟିଗୁଡ଼ାରେ। ସୂଚନାନୁସାରେ ଦଇ ମାଝି ସ୍ତ୍ରୀ…

ଉଦ୍ଧବଙ୍କୁ ଆଶ୍ୱସ୍ତି, ନିର୍ବାଚନ ଚିହ୍ନ ସମ୍ପର୍କରେ ଫଇସଲା କରନ୍ତୁନି ନିର୍ବାଚନ ଆୟୋଗ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୪।୮ : ସୁପ୍ରିମକୋର୍ଟରେ ଉଦ୍ଧବ ଠାକରେଙ୍କୁ ଆଶ୍ୱସ୍ତି ପ୍ରଦାନ କରାଯାଇଛି। ଏବେ ନିର୍ବାଚନ ଚିହ୍ନ ଉପରେ ନିର୍ବାଚନ ଆୟୋଗ(ଇସି) କୌଣସି ନିଷ୍ପତ୍ତି ନେବେ ନାହିଁ ବୋଲି କୋର୍ଟ କହିଛନ୍ତି। ଏଥି ସହିତ କୋର୍ଟ ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ନ…

ପରବର୍ତ୍ତୀ ସିଜେଆଇ ପାଇଁ ଲଲିତଙ୍କ ନାମ ସୁପାରିଶ କଲେ ରମନା…

ନୂଆଦିଲ୍ଲୀ, ୪।୮ : ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି. ରମନା ଗୁରୁବାର ଜଷ୍ଟିସ ଉଦୟ ଉମେଶ ଲଲିତଙ୍କ ନାମ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଏହାଦ୍ୱାରା ଜଷ୍ଟିସ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ହେବେ। ଏହା ଲକ୍ଷ୍ୟ କରାଯାଇପାରେ…

ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଭଉଣୀ-ଭାଇ

ପାରଳାଖେମୁଣ୍ଡି,୪ା୮(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଘୋରୋଣି ପଞ୍ଚାୟତ ଅନ୍ତର୍ଗତ ଏସ୍‌.ରତନସିଂ ଗାଁରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଖେଳିବାକୁ ଯାଇ ରମେଶ ଶବରଙ୍କ ୪ ବର୍ଷର ଝିଅ ଜସ୍ମିତା ଏବଂ ଭାଇ ବିଜୟ ଶବରଙ୍କ ପୁଅ ଦିବ୍ୟଜ୍ୟୋତିଙ୍କର…

ସ୍ବାମୀଙ୍କ ଆଲମାରୀରୁ ଏହି ଜିନିଷ ଚୋରି କରନ୍ତି ପ୍ରିୟଙ୍କା

ବଲିଉଡ ପରେ ହଲିଉଡ୍‌ରେ ନିଜ ଜଲଓ୍ବା ଦେଖାଇଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। ହିନ୍ଦୀ ସିନେମାରେ ଅଭିନୟ କରି ଲୋକଙ୍କ ହୃଦୟ ଜିତିଥିବା ପିସି ଏବେ ହଲିଉଡରେ ମଧ୍ୟ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ବ୍ୟକ୍ତିଗତ ଜୀବନୀକୁ ନେଇ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri