Home

୫୦ ବର୍ଷ ପରେ ଭାରତକୁ ପୁଣି ଆସିବେ ଚିତାବାଘ, ଜନ୍ମଦିନରେ ଏନକ୍ଲୋଜରରେ ଛାଡ଼ିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୨।୯ : ଦୁନିଆର ଦ୍ରୁତତମ ଦୌଡ଼ୁଥିବା ପ୍ରାଣୀ ଚିତା ବିଲୁପ୍ତ ହେବାର ପ୍ରାୟ ୫୦ ବର୍ଷ ପରେ ସେପ୍ଟେମ୍ବର୧୭ ରେ ଭାରତକୁ ପୁଣି ଆସିିବାକୁ ଯାଉଛି। କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ କହିଛନ୍ତି…

କ୍ଷତି ଆଶଙ୍କାରେ ଧାନଚାଷୀ ହତାଶ

ଲେଫ୍ରିପଡ଼ା,୧୨।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅଞ୍ଚଳରେ ହତାଶରେ ଧାନ ଚାଷୀ ରହିଥିବା ଦେଖିବାକୁ ମିଳିଛି। ଚାଷୀଙ୍କ ଅଭିଯୋଗ ଅନୁଯାୟୀ ଚଳିତ ଖରିଫ ଚାଷ ଆରମ୍ଭରେ ଖରଡ଼ି ଧାନ ବୁଣା ସାଙ୍ଗକୁ ରୁଆ ପାଇଁ ତଳି ପକାଇଥିଲେ। କିନ୍ତୁ ଜୁଲାଇ ଏବଂ…

କରୋନା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୮ ହଜାର ତଳେ ରହିଛି।କେରଳରେ ସତର୍କ ସୂଚନା…

ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା: ୨୪ ଘଣ୍ଟାରେ ୩୭୩ ମି.ମି. ବର୍ଷିଲା

କାମାକ୍ଷାନଗର,୧୨।୯(ଡି.ଏନ୍‌.ଏ.): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଢେଙ୍କାନାଳ ଜିଲାରେ ପ୍ରବଳ ବର୍ଷା ହୋଇଛି। ଶନିବାର ଅପରାହ୍ନରୁ ରବିବାର ସକାଳ ପର୍ଯ୍ୟନ୍ତ ହୋଇଥିବା ଅବିଶ୍ରାନ୍ତ ବର୍ଷାରେ ବେହାଲ ହୋଇଛି ଜୀବନଯାତ୍ରା। ଜିଲା ଜରୁରୀ ଓ ଆପାତକାଳୀନ ବିଭାଗ ପକ୍ଷରୁ…

ଆଜିଠୁ ଓଜେଇଇ ଓ୍ବେବ୍‌ କାଉନସେଲିଂ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଓଜେଇଇ ଓ୍ବେବ୍‌ କାଉନସେଲିଂ। ଆଜି ଏମ୍‌ବିଏ, ଏମ୍‌ସିଏ, ଏମ୍‌.ଟେକ୍‌, ଏମ୍‌.ଆର୍ଚ ଏବଂ ଏମ୍‌. ପ୍ଲାନ୍‌ ପାଇଁ କାଉନସେଲିଂ ହେବ। ସେହିପରି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ବି.ଟେକ୍‌, ବି.ଆର୍ଚ, ବି. ପ୍ଲାନ୍‌, ବି.କ୍ୟାଟ୍‌, ଏମ୍‌.ଏସ୍‌ସି ଆଦି ପାଇଁ…

୧୫ ମଣ୍ଡପରେ ପୂଜା ପାଇବେ ମା’ ଦଶଭୁଜା

କାମାକ୍ଷାନଗର, ୧୨।୯(ଡି.ଏନ୍‌.ଏ.):ମଣ୍ଡପରେ ମା’ଙ୍କ ମୃଣ୍ମୟୀ ପ୍ରତିମା ନିର୍ମାଣରେ ନିମଗ୍ନ ଶିଳ୍ପୀ। ପ୍ରତିଯୋଗିତାମୂଳକ ପୂଜାରେ ସର୍ବାଗ୍ରେ ରହିବାକୁ ତିଆରି ଚାଲିଛି ସୃଦୃଶ୍ୟ ତୋରଣ। କେଉଁଠି ମୂର୍ତ୍ତିକୁ ତ ଆଉ କେଉଁଠି ସାଜସଜ୍ଜା ଓ ଉଜ୍ଜ୍ୱଳ ଆଲୋକମାଳାକୁ ଦିଆଯାଉଛି ଗୁରୁତ୍ୱ। କରୋନା ପ୍ରଭାବିତ ବିଶ୍ୱରେ…

ଗଡକରୀଙ୍କ ଟୁଇଟ ପୋଷ୍ଟକୁ ନେଇ ବିବାଦ, ଯୌତୁକ ପ୍ରଥାକୁ ପ୍ରୋତ୍ସାହିତ କରୁଥିବା ଅଭିଯୋଗ ଆଣିଲା ଶିବସେନା …

ମୁମ୍ବାଇ, ୧୨।୯ : କାରରେ ଥିବା ୬ ଟି ଏୟାରବ୍ୟାଗ ଉପରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ପୋଷ୍ଟକୁ ବିବାଦ ସୃଷ୍ଟି ହୋଇଛି। ସେ ସଡକ ସୁରକ୍ଷା ଅଭିଯାନ ସହ ଜଡିତ ଏକ ଭିଡିଓ ଶେୟାର କରିଥିଲେ। ଏହା ଯୌତୁକ…

ବନ୍ୟା ପାଣିରେ ବଗି ନଦୀ କେନାଲ ଭାଙ୍ଗିଲା

ପାତ୍ରପୁର,୧୨ା୯(ଡି.ଏନ.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷାରେ ଚାଷି କୁଳ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ପାତ୍ରପୁର ବ୍ଲକ ଭୀମପୁର ଗ୍ରାମ ନିକଟ ବଗି ନଦୀ କେନାଲ ଭାଙ୍ଗିଯାଇଛି। ଉପର…

ଗଞ୍ଜାମରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ

ଛତ୍ରପୁର,୧୨ା୯(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଜନିତ ମୃତ୍ୟୁ ଗଞ୍ଜାମ ଜିଲାରେ ହୋଇଥିବା ରିପୋର୍ଟରୁ ଜଣାପଡିଛି। ୨ ଦିନ ପୂର୍ବେ ଛତ୍ରପୁରରେ ଜିଲା ସଡକ ସୁରକ୍ଷା କମିଟି ବୈଠକରେ ଏ…

କଂଗ୍ରେସ ବିନା ବିରୋଧୀଙ୍କୁ ଏକଜୁଟ ଯୋଜନା କରୁଛନ୍ତି କେସିଆର…

ହାଇଦ୍ରାବାଦ, ୧୨।୯ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର) ତାଙ୍କର ରାଜନୈତିକ ଗତି ବୃଦ୍ଧି କରୁଥିବା ଦେଖାଯାଉଛି। ସେ ରବିବାର କର୍ନାଟକର ପୂର୍ବତନ ସିଏମ ଏଚଡି କୁମାରସ୍ବାମୀଙ୍କୁ ଭେଟିଥିଲେ। ପ୍ରକାଶ ଯେ, ଏହି ସମୟ ମଧ୍ୟରେ ଉଭୟ ନେତା କଂଗ୍ରେସ…

ଜଳବନ୍ଦୀରେ ଗଣିଆସାହି, ଗତିପଥ ବଦଳାଉଛି ବାହୁଦା

ଦିଗପହଣ୍ଡି,୧୨ା୯(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ ଦିଗପହଣ୍ଡି ବ୍ଲକ ସି.ଏଚ୍‌ ଟିକରପଡା ଗ୍ରାମର ଗଣିଆସାହି ବାସିନ୍ଦା ଗତ ତିନିଦିନ ହେଲା ଜଳବନ୍ଦୀରେ କାଳାତିପାତ କରୁଛନ୍ତି। ସାହି ମଝିରେ ତିନିଫୁଟ ଉଚ୍ଚର ପାଣି ଲହଡି ମାରୁଛି। ଜଳ ନିଷ୍କାସନ ପାଇଁ କୌଣସି ବିକଳ୍ପ…

୫ ଗ୍ରାମକୁ ରାଜସ୍ବ ଗ୍ରାମ ମାନ୍ୟତା ଦାବି

କେନ୍ଦୁଝର,୧୨ା୯(ସ୍ବ.ପ୍ର.): ହାଟଡିହି ବ୍ଲକ ଅନ୍ତର୍ଗତ ହଦଗଡ଼ ସଂରକ୍ଷିତ ଜଙ୍ଗଲ ପରିସରରେ ଥିବା କଅଁଳେଇ ବାଲିପାଳ ପଞ୍ଚାୟତର ମଲ୍ଲିପଶି, ସରମଣ୍ଡି, କଅଁଳେଇ ବାଲିପାଳ, ମୟୁରନଚା ଓ ଭଅଁରା ଜଙ୍ଗଲ ଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ଦେବାକୁ ପଞ୍ଚାୟତବାସୀ ପ୍ରଶାସନ ନିକଟରେ ଦାବି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri