Home

ବିପଦ ସଂକେତ ଟପିଲା ଜଳକା

ରୂପସା,୧୨।୯(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ପୁଣି ବନ୍ୟା ଆଶଙ୍କା ଦେଖାଦେଇଛି। ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳପତ୍ତନ ରବିବାର ବୃଦ୍ଧି ପାଇଛି। ଅପରାହ୍ନ ୧ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ବିପଦ ସଂକେତ…

ଦୁର୍ଘଟଣା ରୋକିବା ପାଇଁ ସଡ଼କର ଗୁଣବତ୍ତାରେ ଉନ୍ନତ-ହେଲମେଟ ଜରୁରୀ: ନିର୍ଦ୍ଦେଶାବଳୀ ଜାରି କଲା ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଜେନେଭା, ୧୨।୯ : ସମଗ୍ର ବିଶ୍ୱରେ ଦୁର୍ଘଟଣା ରୋକିବା ପାଇଁ ସଡ଼କର ଗୁଣବତ୍ତାରେ ଉନ୍ନତି କରିବାକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ପଥଚାରୀମାନେ ଚାଲିବା ପାଇଁ ସବୁ ସ୍ଥାନରେ ଫୁଟପାଥ ନିର୍ମାଣ କରାଯିବା ଉପରେ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ…

ନବୀକରଣ ଅପେକ୍ଷାରେ ଡାଇମଣ୍ଡ ଜୁବିଲି ଲାଇବ୍ରେରି

କେନ୍ଦ୍ରାପଡ଼ା ଅଫିସ,୧୨ା୯: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଇଂଲଣ୍ଡର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ମୃତ୍ୟୁରେ କେନ୍ଦ୍ରାପଡ଼ା ଜିଲାରେ ରାଷ୍ଟ୍ରୀୟ ଶୋକ ଦିବସ ରବିବାର ପାଳନ ହୋଇଛି। ଏହି ଅବସରରେ କେନ୍ଦ୍ରାପଡ଼ା ସହର ପୁରୁଣା ବସ୍‌ଷ୍ଟାଣ୍ଡ ଡାଇମଣ୍ଡ ଜୁବିଲି ଲାଇବ୍ରେରିରେ ସଭାପତି ସରୋଜ ରାଜ…

କନିକା ପ୍ରଜା ଆନ୍ଦୋଳନ ପାଠ୍ୟପୁସ୍ତକରେ ସ୍ଥାନ ପାଇବ

ରାଜକନିକା,୧୨ା୯(ଡି.ଏନ.ଏ.): ଭାରତ ବର୍ଷର ସ୍ବାଧୀନତା ଇତିହାସର ପ୍ରକୃତ ଘଟଣା ଲୋକଲୋଚନକୁ ଆଣିବାରେ ଯେଉଁ ହୀନମାନ୍ୟତା ରଖାଯାଇଛି ତା’ର ଅନ୍ତ ଘଟାଇ ସତ୍ୟ ଲୋକଲୋଚନକୁ ଆଣିବାକୁ ହେବ। ଏହିସବୁ ସଂଗ୍ରାମର ବାସ୍ତବ ଦେଶପ୍ରେମକୁ ପାଠ୍ୟପୁସ୍ତକରେ ସ୍ଥାନ ଦେବାକୁ ଯେଉଁ ପ୍ରୟାସ ରଖାଯାଇଛି ରବିବାର…

ଭାରତ-ମାଲେସିଆ ସମ୍ପର୍କକୁ ୬୫ ପୂରଣ…

ନୂଆଦିଲ୍ଲୀ/ମାଲେ, ୧୨।୯ : ଭାରତ ଏବଂ ମାଲେସିଆ ମଧ୍ୟରେ କୂଟନୈତିକ ସମ୍ପର୍କକୁ ୬୫ ବର୍ଷ ପୂରଣ ହୋଇଛି। ଏହି ଅବସରରେ କୁଆଲାଲମ୍ପୁରରେ ଏକ ସମ୍ମିଳନୀରେ ଭାରତ-ମାଲେସିଆ @ 65 କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏନେଇ ମାଲେସିଆର ବୈଦେଶିକ ମନ୍ତ୍ରୀ ଦତ୍ତୁକ ସେରି…

କାବୁଲରେ ଆମେରିକା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…

କାବୁଲ,୧୨।୯ : ଆମେରିକାର୍ରେି ନିର୍ମିତ ବ୍ଲାକ ହକ ହେଲିକପ୍ଟର କାବୁଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶନିବାର ଘଟିଥିବା ଏହି ଦୁର୍ଘଟଣାରେ ତିନିଜଣ ଆଫଗାନିସ୍ତାନ କ୍ରୁ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ତାଲିବାନର ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ ଏହି ସୂଚନା ଦେଇଛି। ରାଜଧାନୀ କାବୁଲରେ…

ମଦ, ବିଷାକ୍ତ ଖାଦ୍ୟ ନେଉଛି ଜୀବନ

ମାଥିଲି,୧୨ା୯ (ଡି.ଏନ.ଏ):ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ହଳଦୀକୁଣ୍ତ ଗ୍ରାମରେ ଦେଖାଦେଇଥିବା ଅଜଣା ରୋଗର କାରଣ ଏବେ ସ୍ପଷ୍ଟ ହୋଇଛି। ମଦ ଓ ବିଷାକ୍ତ ଖାଦ୍ୟ ଖାଇ ଲୋକେ ପ୍ରାଣ ହରାଉଥିବା ମାଥିଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷରେ ଏନେଇ…

ସହଯୋଗ ଦ୍ୱାରା ବିକାଶ

ପୃଥିବୀରେ ବିଭିନ୍ନ ଦେଶ ଦେଶ ମଧ୍ୟରେ ସହଯୋଗ ଦ୍ୱାରା ବିକାଶ ସମ୍ଭବ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଦକ୍ଷିଣ-ଦକ୍ଷିଣ ସହଯୋଗ ପାଇଁ ମିଳିତ ଜାତିସଂଘ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୨ରେ ପାଳିତ ହୋଇଥାଏ। ପ୍ରଥମେ ଡିସେମ୍ବର ୧୯ରେ ଏହା ପାଳିତ ହେଉଥିଲା।…

ବଦଳିଗଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ

ସମ୍ବଲପୁର,୧୨ା୯(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସମ୍ବଲପୁର ଜିଲା ପ୍ରଭାବିତ ହୋଇଥିଲା। ତଳିଆ ଅଞ୍ଚଳରେ ପାଣି ପଶିବା ସହ ଘରଦ୍ୱାର ଭାଙ୍ଗିଥିଲା। ଧାନ ଓ ଅନ୍ୟାନ୍ୟ ଫସଲ ମଧ୍ୟ ନଷ୍ଟ ହୋଇଥିଲା। କ୍ଷତିପୂରଣ ଦେବା…

ସୁବର୍ଣ୍ଣରେଖା ନଦୀକୂଳ ଅସୁରକ୍ଷିତ

ଜଳେଶ୍ୱର,୧୨ା୯(ଡି.ଏନ.ଏ.): ବିଭିନ୍ନ ସ୍ଥାନରେ ସୁବର୍ଣ୍ଣରେଖା ନଦୀକୂଳ ଅସୁରକ୍ଷିତ ହୋଇପଡିଥିବାରୁ ୬ବର୍ଷ ପୂର୍ବେ ବୈଷୟିକ ପରାମର୍ଶଦାତା କମିଟି (ଟିଏସି) ଓ ୪ବର୍ଷ ପୂର୍ବେ ଉଚ୍ଚ କ୍ଷମତାସମ୍ପନ୍ନ କମିଟି (ଏଚ୍‌ପିସି)୧୫ ପ୍ରକଳ୍ପକୁ ଅନୁମୋଦନ କରିଥିଲା। ଅର୍ଥ ଅଭାବରୁ ଅଦ୍ୟାବଧି ୧୪ଟିର ଟେଣ୍ଡର ହୋଇପାରିନାହିଁ। ସୁବର୍ଣ୍ଣରେଖାରେ…

ଦୁବାଇରେ ଚନ୍ଦ୍ର ରିସର୍ଟ

ଦୁବାଇ, ୧୨ା୯: ବିଳାସପୂର୍ଣ୍ଣ ଅଟ୍ଟାଳିକା, ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣର ଘର କୁହାଯାଉଥିବା ଦୁବାଇ ଏବେ ପର୍ଯ୍ୟଟକଙ୍କୁ ଆହୁରି ଆକର୍ଷିତ କରିବାକୁ ଚନ୍ଦ୍ର ଆକୃତିର ରିସର୍ଟ କରିବାକୁ ଯାଉଛି। ପର୍ଯ୍ୟଟକଙ୍କ ରହିବା ନିମନ୍ତେ ଏହି ଅଲ୍‌ଟ୍ରା-ଲକ୍‌ଜ୍ୟୁରିୟସ୍‌ ହୋଟେଲକୁ କାନାଡାର ଆର୍କିଟେକ୍ଚରାଲ କମ୍ପାନୀ ମୁନ୍‌…

କେନ୍ଦ୍ରୀୟ ସିଟ୍‌ ଆବଣ୍ଟନ ପ୍ରକ୍ରିୟା ପରିଚାଳନା କରିବ ରାଉରକେଲା ଏନ୍‌ଆଇଟି :ଏନ୍‌ଆଇଟି, ଆଇଆଇଆଇଟିରେ ୟୁଜି ନାମଲେଖା

ନୂଆଦିଲ୍ଲୀ,୧୨।୯(ପି.ଟି.): ଚଳିତ ବର୍ଷ ଦେଶର ବିଭିନ୍ନ ଏନ୍‌ଆଇଟି, ଆଇଆଇଇଏସ୍‌ଟି, ଆଇଆଇଆଇଟି ଏବଂ ସ୍କୁଲ୍‌ ଅଫ୍‌ ପ୍ଲାନିଂ ଆଣ୍ଡ ଆର୍କିଟେକ୍ଚରରେ ବିଭିନ୍ନ ଅଣ୍ଡରଗ୍ରାଜୁଏଟ୍‌ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ରାଉରକେଲାର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଏନ୍‌ଆଇଟି) କେନ୍ଦ୍ରୀୟ ସିଟ୍‌ ଆବଣ୍ଟନ ପ୍ରକ୍ରିୟାର ପରିଚାଳନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri