ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର
ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି ୬ଟି ନୋଶନାଲ ଇନ୍କ୍ରିମେଣ୍ଟ ପ୍ରଦାନ ଆଦି ୨ ଦଫା ଦାବି ନେଇ ବୁଧବାର…
୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍ ପଟ୍ଟନାୟକଙ୍କ…
ଭୁବନେଶ୍ୱର,୯।୪(ସୁନିତ୍ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍ ପଟ୍ଟନାୟକଙ୍କ ମଙ୍ଗଳବାର ଏକ ଗୁରୁତ୍ତର ହାର୍ଟ ସର୍ଜରୀ ହୋଇଛି। ତାଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ଲାଗି ନବୀନ…
ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ
ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଏହି ସବୁ କାମ କରାଯାଉଛି। ଏଣୁ ନୂତନ ରାସ୍ତା…
କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ କୃଷି ବିଭାଗ ଜିଲାର ୨୮୦୦ ହେକ୍ଟର ଜମିର ଧାନ ଓ ଅଣଧାନ ଫସଲ…
ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା
ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁସାରେ, ବୁଧବାର ଅପରାହ୍ନରେ ଦୁର୍ଘଟଣା ପରେ ଗାଡିଟି ରାସ୍ତା ପାଖରେ ରହିଥିବାବେଳେ ଅଜଣା…
ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍କା ଦେଲା ଇରାନ
ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ଉପରେ ଟ୍ରାଞ୍ଜିଟ ଶୁଳ୍କ ଲାଗୁ…
ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଭୋପାଳ,୯।୪: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ ୧ ବର୍ଷ ଶିଶୁର ଗଳାରେ ଥିବା ଏକ ୩ ଇଞ୍ଚ ଲମ୍ବା ଜୀବନ୍ତ…
ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…
ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ ନାବାଳିକା ଭାଣିଜୀ ଅର୍ଚ୍ଚନା ମହାରଣା (୧୦)ଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ,…
ଇରାନ ସହ ବଡ଼ ଡିଲ୍ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା
ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ କରିବା ଏବଂ ଯାତାୟାତ କରୁଥିବା ଜାହାଜରୁ ଟୋଲ ଆଦାୟ କରିବା ପାଇଁ ତେହେରାନ…
ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍ଅପ୍! ଖୁବ୍ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା
ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍ଅପ୍ ହୋଇଯାଇଛି। ଉଭୟ ଖୁବ୍ଶୀଘ୍ର ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ତେବେ ଏନେଇ ଉଭୟଙ୍କ ପରିବାର ପକ୍ଷରୁ କିଛି କୁହାଯାଇ ନାହିଁି।…
ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ
ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ ବାରିହାପୁର ପଇଁନ୍ତିରିଆ ସାହିର ଦିଲ୍ଲୀପ ଦେହୁରୀ । ସେ ଦୀର୍ଘ ବର୍ଷ ଧରି…
ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ
ଓ୍ବାଶିଂଟନ୍,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି। ଅଧିକାରୀଙ୍କ ଅନୁଯାୟୀ, ଏହି ଆକ୍ରମଣରେ ୨୫୪ ଜଣଙ୍କର…

