Home

୧୦ ଦିନ ମଧ୍ୟରେ ହେବ ନୂଆ ରାଜନୈତିକ ଦଳର ଘୋଷଣା, କହିଲେ ଗୁଲାମ ନବୀ…

ଶ୍ରୀନଗର, ୧୧।୯ : କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ରବିବାର ଜମ୍ମୁ-କଶ୍ମୀରର ବାରମୁଳାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆସନ୍ତା ୧୦ ଦିନ ମଧ୍ୟରେ ସେ ଏକ ନୂଆ ରାଜନୈତିକ ଦଳର…

ଭାଇଙ୍କ ପ୍ରେମିକାଙ୍କୁ ଭଲ ପାଇ ବିବାହ କରିଛନ୍ତି ଏହି ପ୍ରଧାନମନ୍ତ୍ରୀ

କୁହାଯାଏ, ପ୍ରେମରେ କୌଣସି ବୟସ ନ ଥାଏ। ପ୍ରେମ ଶାଶ୍ୱତ, ଚିରନ୍ତନ। ସେଥିପାଇଁ ତ ଲୋକେ ସମାଲୋଚନାକୁ ଖାତିର ନ କରି ପ୍ରେମରେ ପଡ଼ି ଶେଷରେ ଜିତାପଟ ଲାଭ କରନ୍ତି। ଏମିତି ବି ପ୍ରେମରେ ପଡ଼ିଥିଲେ ଜଣେ ରାଜନେତା। କାନାଡାର ପ୍ରଧାନମନ୍ତ୍ରୀ…

ନୂଆ ଘର ପାଇଁ ବାସ୍ତୁ

ବାସ୍ତୁଶାସ୍ତ୍ର ଅନୁସାରେ ଘରଟିଏ ତୋଳିଲେ ଘରେ ସକାରାତ୍ମକ ଊର୍ଜା ଉତ୍ପନ୍ନ ହୋଇ ପରିବାରରେ ସୁଖଶାନ୍ତି ବଢିବା ସହ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଆସିଥାଏ ବୋଲି ବିଶ୍ୱାସ ରହିଛି। ତେବେ ନୂଆ ଘର ପାଇଁ କ’ଣ ସବୁ ଜରୁରୀ ବାସ୍ତୁ…

ଶିମ୍‌ଲା ଲଙ୍କା ଖାଇବାର ଫାଇଦା

ଅନ୍ୟ ସବୁଜ ପନିପରିବା ପରି ଶିମ୍‌ଲା ଲଙ୍କାରେ ମଧ୍ୟ ବିଭିନ୍ନ ପ୍ରକାରର ପୋଷକ ତତ୍ତ୍ୱ ଭରି ରହିଥାଏ; ଯାହା ଆମ ଶରୀର ପାଇଁ ଖୁବ୍‌ ଉପକାରୀ ହୋଇଥାଏ। ଯେମିତିକି: ଏଥିରେ ବହୁତ କମ୍‌ ମାତ୍ରାରେ କ୍ୟାଲୋରୀ ରହୁଥିବାରୁ ଏହାକୁ ଖାଇଲେ ଓଜନ…

ଗୋଟିଏ ମଞ୍ଚରେ ସିଜେଆଇ ଲଳିତ-ଶିନ୍ଦେ, ବିରୋଧୀ ଦଳଙ୍କ ଅଭିଯୋଗ ଗଣତନ୍ତ୍ର ସଙ୍କଟରେ…

ମୁମ୍ବାଇ, ୧୧।୯ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ୟୁୟୁ ଲଲିତ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକାଠି ଗୋଟିଏ ମଞ୍ଚରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବିରୋଧୀ ଦଳଙ୍କ ପକ୍ଷରୁ ନିନ୍ଦା କରାଯାଇଛି। ଏହାକୁ ନେଇ ମହା ବିକାଶ ଆଘାଡିଙ୍କ ସହଯୋଗୀମାନେ…

ଆଡମିଟ୍‌ କାର୍ଡରେ ପ୍ରଧାନମନ୍ତ୍ରୀ-ରାଜ୍ୟପାଳ-ଧୋନୀଙ୍କ ଫଟୋ, ତଦନ୍ତ ନିର୍ଦ୍ଦେଶ…

ପାଟନା, ୧୧।୯ : ବିହାରର ପରୀକ୍ଷାର୍ଥୀଙ୍କୁ ଏକ ବିଶ୍ୱବିଦ୍ୟାଳୟ ପକ୍ଷରୁ ଦିଆଯାଇଥିବା ଆଡମିଟ କାର୍ଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭେଟେରାନ କ୍ରିକେଟର ମହେନ୍ଦ୍ର ସିଂ ଧୋନି ଏବଂ ବିହାର ରାଜ୍ୟପାଳ ଫାଗୁ ଚୌହାନଙ୍କ ଫଟୋ ଦେଖିବାକୁ ମିଳିଛି। ଏହି ପ୍ରାର୍ଥୀମାନେ ମଧୁବାନୀ,…

ଦିଲ୍ଲୀ ସମ୍ମୁଖରେ ମୁଣ୍ଡ ନୁଆଁଇବୁନି, ପାଓ୍ବାରଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୧୧।୯ : ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ଏକଜୁଟ କରିବାକୁ ଉଦ୍ୟମ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଲୋକଙ୍କୁ କେନ୍ଦ୍ର ସରକାର ବିରୋଧରେ ଏକଜୁଟ ହେବାକୁ ଆହ୍ବାନ ଦେଇଛନ୍ତି। ତାଙ୍କ ଦଳର ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ…

ଗାଁକୁ ରାସ୍ତା ନାହିଁ: ଖଟିଆରେ ବୁହା ହେଲେ ରୋଗୀ

ବସ୍ତା,୧୧ା୯(ଡି.ଏନ୍‌.ଏ.): ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ବାଲେଶ୍ୱର ଜିଲା ବସ୍ତା ବ୍ଲକର ଗମ୍ଭାରିଆ ଗ୍ରାମରେ ରାସ୍ତା ନ ଥିବାରୁ ଖଟିଆରେ ୧ କି.ମି. ରାସ୍ତାରେ ଖଟିଆରେ ବୁହା ହୋଇ ୧୦୮ ଆମ୍ବୁଲାନ୍ସରେ ରୋଗୀ ଯିବା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଥିବା…

ଭାରତ-ଚାଇନା ସମ୍ପର୍କରେ ଆସିବ ସୁଧାର, ମୋଦି ସେପ୍ଟେମ୍ବର ୧୪ରେ ଯିବେ ସମରକନ୍ଦ…

ନୂଆଦିଲ୍ଲୀ, ୧୧।୯ : ସେପ୍ଟେମ୍ବର ୧୫-୧୬ ରେ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ। ଏହା ଦ୍ୱାରା ଭାରତ-ଚାଇନା ସମ୍ପର୍କରେ ସୁଧାର ଆସିବ ବୋଲି ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି।…

ବୃଦ୍ଧାଙ୍କୁ ହତ୍ୟା କରି ସୁନା ଅଳଙ୍କାର, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି କଲେଜ ଛକ ନିକଟ ଗଡ଼ସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ବୃଦ୍ଧାଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟାକରି ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି ସୁନା ଅଳଙ୍କାର ଓ ନଗଦ ଟଙ୍କା।…

ଜଳବାୟୁର ନରସଂହାର ଦେଖି ସ୍ତବ୍ଧ ହେଲେ ଜାତିସଂଘ ମୁଖ୍ୟ…

ଇସଲାମାବାଦ, ୧୧।୯ : ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ପାକିସ୍ତାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଥିବା ଭୟଙ୍କର ବିନାଶକୁ ଦେଖି ସ୍ତବ୍ଧ ହୋଇଯାଇଛନ୍ତି। ଗୁଟେରସ କହିଛନ୍ତି ଯେ ସେ ଏତେ ବଡ଼ ଜଳବାୟୁ ନରସଂହାର ପୂର୍ବରୁ କେବେ ଦେଖି…

କୋରାପୁଟରେ ପ୍ରବଳ ବର୍ଷା: ୨୬ ନଂ ଜାତୀୟ ରାଜପଥରେ ୨ ଫୁଟର ପାଣି

କୋରାପୁଟ,୧୧ା୯(ସ୍ବ.ପ୍ର.): ଲଘୁଚାପ ଯୋଗୁ କୋରାପୁଟରେ ରବିବାର ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସକାଳୁ ବର୍ଷା ଜାରି ରହିଥିବାବେଳେ ସହରର ବିଭିନ୍ନ ସ୍ଥାନରେ ଜଳପୂର୍ଣ୍ଣ ହୋଇଥିବା ଦେଖାଯାଇଛି। ବିଶେଷକରି ଏହି ବର୍ଷା ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri