Home

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି: ଖେଳିବେନି ଜାଡେଜା

ସେଣ୍ଟ କିଟ୍ସ,୨।୮: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମଙ୍ଗଳବାର ତୃତୀୟ ଟି୨୦ ମୁକାବିଲା ଖେଳାଯାଉଛି। ଏଥିରେ ଭାରତ ପ୍ରଥମେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛି। ଉଭୟ ଦଳ ଚୂଡାନ୍ତ ଏକାଦଶରେ ଗୋଟିଏ ଗୋଟିଏ ପରିବର୍ତ୍ତନ କରିଛି। ମ୍ୟାଚ୍‌ରେ…

ଆମେ ତାଇଓ୍ବାନରେ ଲୋକତନ୍ତ୍ରର ସମର୍ଥକ କହିଲେ ପେଲୋସି, ଚାଇନାରେ ସିଭିଲ ଡିଫେନ୍ସ ସାଇରନ୍‌…

ତାଇପେଇ/ବେଜିଂ/ ଓ୍ବାଶିଂଟନ, ୨।୮ : ଚାଇନାର ଧମକକୁ ଖାତିର ନକରି ଆମେରିକା ସ୍ପିକର ନାନ୍ସି ପେଲୋସି ତାଇଓ୍ବାନର ତାଇପେଇ ବିମାନ ବନ୍ଦରରେ ଓହ୍ଲାଇଛନ୍ତି। ଏହା ସହିତ ପେଲୋସିଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ସେ ଟୁଇଟ କରି କହିଛନ୍ତି ଯେ, ଆମେ ତାଇଓ୍ବାନରେ…

ଟେବୁଲ୍‌ ଟେନିସ୍‌ରେ ସ୍ବର୍ଣ୍ଣ ପଦକ ଜିତିଲା ଭାରତ

ବର୍ମିହାମ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ଉଲ୍ଲେଖନୀୟ ପ୍ରଦର୍ଶନ ଜାରି ରଖିଛନ୍ତି ଭାରତୀୟ ଖେଳାଳି। ଏଥିଯୋଗୁ କ୍ରମାଗତ ଭାବେ ଭାରତର ପଦକ ସଂଖ୍ୟା ବୃଦ୍ଧି ପାଉଛି। ମଙ୍ଗଳବାର ଭାରତୀୟ ଲନ୍‌ ବଲ୍‌ ମହିଳା ଟିମ୍‌ ପରେ ଭାରତର ଟେବୁଲ୍‌ ଟେନିସ୍‌ ପୁରୁଷ ଦଳ…

ତାଇଓ୍ବାନରେ ପେଲୋସି, ଚାଇନା ରକ୍ତମୁଖା…

ତାଇପେଇ, ୨।୮ : ଚାଇନାର ଧମକକୁ ଖାତିର ନକରି ଆମେରିକା ସ୍ପିକର ନାନ୍ସି ପେଲୋସି ତାଇଓ୍ବାନର ତାଇପେଇ ବିମାନ ବନ୍ଦରରେ ଓହ୍ଲାଇଛନ୍ତି। ଏହାକୁ ନେଇ ଚାଇନା ଏବେ ରକ୍ତମୁଖା ହେବାରେ ଲାଗିଛି। ପେଲୋସିଙ୍କୁ ସ୍ବାଗତ କରିବା ପାଇଁ ତାଇପେଇ ବିମାନ ବନ୍ଦରରେ…

ଯାଞ୍ଚ୍‌ରେ କାହିଁକି ହେଉଛି ବିଳମ୍ବ,ଦୁର୍ନୀତି ନିବାରଣ ଶାଖାଠାରୁ ଜବାବ ଲୋଡିଲେ ଉପରାଜ୍ୟପାଳ…

ନୂଆଦିଲ୍ଲୀ, ୨।୮ : ବିଭିନ୍ନ ଦୁର୍ନୀତି କ୍ଷେତ୍ରରେ ବିଳମ୍ବ ହେବାର କାରଣ ସମ୍ପର୍କରେ ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସସେନା ଦୁର୍ନୀତି ନିବାରଣ ଶାଖାଠାରୁ ଜବାବ ଲୋଡିଛନ୍ତି। ଏଭଳି ମାମଲାର ତଦନ୍ତ ସମୟରେ ସତର୍କତା ସହିତ ଉପଯୁକ୍ତ କାର୍ଯ୍ୟପ୍ରଣାଳୀ ଗ୍ରହଣ ଉପରେ…

ଡିପିରେ ତ୍ରିରଙ୍ଗା ଲଗାଇ ଟ୍ରୋଲ

ବମ୍ବେ: ଟ୍ରୋଲ ହେଉଛନ୍ତି ବଲିଉଡ୍‌ର ଖୀଲାଡି କିଙ୍ଗ ଅକ୍ଷୟ କୁମାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜର ସମସ୍ତ ସୋସିଆଲ ମିଡିଆ ପୃଷ୍ଠାର ଡିପି ସ୍ଥାନରେ ତ୍ରିରଙ୍ଗା ଲଗାଇବା ସହ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସାମିଲ ହେବାକୁ ଅପିଲ୍‌ କରିଥିଲେ।…

ଜୁନ୍‌ରେ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ହ୍ବାଟସଆପ୍‌ ଆକାଉଣ୍ଟ୍‌ ନିଷିଦ୍ଧ…

ନୂଆଦିଲ୍ଲୀ, ୨।୮ : ଜୁନ ୨୦୨୨ରେ ହ୍ଟାଟସ୍‌ଆପ୍‌ ୨୨ ଲକ୍ଷରୁ ଅଧିକ ଭାରତୀୟଙ୍କ ଆକାଉଣ୍ଟକୁ ନିଷିଦ୍ଧ କରିଛି। ବ୍ୟବହାରକାରୀଙ୍କଠାରୁ ଆସିଥିବା ଅଭିଯୋଗ ଆଧାରରେ ଏବଂ ନୀତିକୁ ଉଲ୍ଲଂଘନକୁ ଚିହ୍ନଟ କରିବା ନେଇ ମେଟା ମାଲିକାନା ମେସେଜିଂ ପ୍ଲାଟଫର୍ମ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଇତିହାସ ରଚିଲା ଭାରତୀୟ ମହିଳା ଟିମ୍‌: ‘ଲନ୍‌ ବଲ୍‌’ରେ ଜିତିଲା ସ୍ବର୍ଣ୍ଣ ପଦକ

ବର୍ମିହାମ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଇତିହାସ ରଚିଛି ଭାରତୀୟ ମହିଳା ଟିମ୍‌। ଲନ୍‌ ବଲ୍‌ ମୁକାବିଲାର ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକାକୁ ୧୭-୧୦ରେ ପରାଜିତ କରି ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି। ପ୍ରଥମ ଥର ପାଇଁ ଏହି ଇଭେଣ୍ଟରେ ଦଳ ଭାଗ…

ପାକିସ୍ତାନୀ ସାମରିକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୬ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ…

ଇସଲାମାବାଦ, ୨।୮ : ବାଲୁଚିସ୍ତାନରେ ବନ୍ୟା ସହାୟତା କାର୍ଯ୍ୟରେ ନିୟୋଜିତ ଥିବା ପାକିସ୍ତାନୀ ସେନାର ହେଲିକପ୍ଟର ଲାସବେଲାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୬ ଜଣ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନ ଆନ୍ତଃସେବା ଜନସମ୍ପର୍କ ବିଭାଗ ଏସମ୍ପର୍କରେ ସୂଚନା ପ୍ରଦାନ…

ନିରାଶ କଲେ ଦୂତି: ପ୍ରଥମ ରାଉଣ୍ଡରୁ ବିଦା

ବର୍ମିହାମ,୨।୮: ନିରାଶ କଲେ ଓଡ଼ିଶାର ଧାବିକା ଦୂତୀ ଚାନ୍ଦ। ମଙ୍ଗଳବାର ରାଜ୍ୟଗୋଷ୍ଠୀ କ୍ରୀଡ଼ାର ମହିଳା ୧୦୦ ମିଟର ଦୌଡ଼ରେ ଭାଗନେଇଥିଲେ ହେଁ ସେମି ଫାଇନାଲ ଲାଗି ଯୋଗ୍ୟତା ଅର୍ଜନ କରିପାରିନାହାନ୍ତି। ଦୂତିଙ୍କୁ ୧୦୦ ମିଟର ଅତିକ୍ରମ କରିବା ଲାଗି ୧୧.୫୫ ସେକେଣ୍ଡ…

୮୧ ଚାଇନା ନାଗରିକଙ୍କୁ ଭାରତ ଛାଡ଼ିବାକୁ ଦିଆଯାଇଛି ନୋଟିସ୍‌

ନୂଆଦିଲ୍ଲୀ,୨।୮: ସଂସଦର ଚାଲିଥିବା ମୌସୁମୀ ଅଧିବେଶନ ସମୟରେ ମଙ୍ଗଳାବର ଲୋକ ସଭାରେ ଭାରତ ଆସିଥିବା ଚାଇନା ନାଗରିକଙ୍କ ବିଷୟରେ ସରକାର ସୂଚନା ଦେଇଛନ୍ତି। ଗତ ୨ବର୍ଷ ମଧ୍ୟରେ ୮୧ ଜଣ ଚାଇନା ନାଗରିକଙ୍କୁ ଭାରତ ଛାଡିବାକୁ ନୋଟିସ ଦିଆଯାଇଛି ବୋଲି କେନ୍ଦ୍ର…

ମାଳଦ୍ୱୀପକୁ ସହାୟତା ଯୋଗାଇବ ଭାରତ, ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷରିତ…

ନୂଆଦିଲ୍ଲୀ, ୨।୮ : ଚାରି ଦିନିଆ ଗସ୍ତରେ ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ଭାରତ ଆସିଛନ୍ତି। ମଙ୍ଗଳବାର ସେ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ ଉଭୟ ନେତାଙ୍କ ଉପସ୍ଥିତିରେ ଅନେକ ଦ୍ୱିପାକ୍ଷିକ ଚୁକ୍ତିନାମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri