Home

‘ସଠିକ୍‌ ଦିଗରେ ଆଗକୁ ବଢୁଛି ଭାରତ-ଆମେରିକା ସମ୍ପର୍କ’

ଓ୍ବାଶିଂଟନ,୭ା୧୦: ପେଣ୍ଟାଗନ କହିଛି ଯେ, ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କ ସଠିକ ଦିଗରେ ଆଗକୁ ଗତି କରୁଛି। ଏଥି ସହିତ ଉଭୟ ଦେଶ ବିଶେଷ ଭାବରେ ସେମାନଙ୍କ ସୈନ୍ୟବାହିନୀର ଶକ୍ତି ଏବଂ ସାମର୍ଥ୍ୟ ମଧ୍ୟରେ ପାର୍ଥକ୍ୟ ଉପରେ ଧ୍ୟାନ ଦେଉଛନ୍ତି।…

ବିନା କାମରେ ଶ୍ରମିକଙ୍କ ନାଁରେ ଉଠୁଛି ଟଙ୍କା

ଲେଫ୍ରିପଡ଼ା,୭।୧୦(ଡି.ଏନ.ଏ.): ସରକାର ଉନ୍ନତିକରଣ ସକାଶେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ ଏହି ଯୋଜନାରେ ଅନିୟମିତତା ଦେଖାଦେଇଛି ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅଧୀନରେ। ବ୍ଲକର ଗିରିଙ୍ଗକେଲା ଆଦର୍ଶ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ବିନା କାମରେ…

ଦେଶରେ ୨ ହଜାର ତଳେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୯୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୯ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ମୁଲାୟମଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ଗୁରୁଗ୍ରାମ,୭।୧୦: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ବସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଛି। ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମୁଳାୟମଙ୍କର କିଡନୀ ସଂକ୍ରମଣର ସମସ୍ୟା ଆହୁରି ବଢିଯାଇଛି। ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି। ଶୁକ୍ରବାର ୟୁପି ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପଠକ ଡାକ୍ତରଖାନାରେ…

ଖବରଦାତା କହି ଲାଞ୍ଚ ମାଗୁଥିଲେ ଯୁବକ

ଚନ୍ଦାହାଣ୍ଡି,୭।୧୦(ଡି.ଏନ୍‌.ଏ.): ଜଣେ ଯୁବକ ନିଜକୁ ଖବରଦାତା କହି ଟଙ୍କା ମାଗୁଥିବା ନେଇ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ସରପଞ୍ଚ ଲେବନୀ ମାଝି ଚନ୍ଦାହାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ଯୁବକ ଜଣଙ୍କ ସରପଞ୍ଚଙ୍କ ନାମରେ ଭିଡିଓ ଭାଇରାଲ କରି ଦେବାର ଧମକ…

ଏକତରଫା ପ୍ରେମ କରି ଯୁବତୀଙ୍କୁ ଜାଳିଦେଲେ

ରାଞ୍ଚି,୭।୧୦: ଝାଡଖଣ୍ଡର ଦୁମକାରେ ଏକତରଫା ପ୍ରେମ ପାଇଁ ଜଣେ ଯୁବତୀଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଭଳି ହୃଦୟ ବିଦାରକ ଘଟଣା ଘଟିଛି। ଜଣେ ବିବାହିତ ଯୁବକ ତାଙ୍କୁ ବଳପୂର୍ବକ ବିବାହ କରିବାକୁ ଚାହୁଁଥିଲେ, ପରିବାରର ମନା ପରେ ସେ ଯୁବତୀଙ୍କୁ ହତ୍ୟା…

ବିଦାୟ ନେଲେ ଜଗଜ୍ଜନନୀ

ଅନୁଗୋଳ ଅଫିସ/ ବଇଣ୍ଡା/ ବଅଁରପାଳ/ କଣିହାଁ / ଛେଣ୍ଡିପଦା, ୭।୧୦(ଡି.ଏନ.ଏ): ଅନୁଗୋଳ ସହରରେ ଧୁମ୍‌ଧାମରେ ପୂଜା ପାଳନ ପରେ ଗୁରୁବାର ମା’ ଦୁର୍ଗାଙ୍କୁ ବିଦାୟ ଦିଆଯାଇଛି। ସକାଳୁ ବିଳମ୍ବିତ ରାତି ଯାଏ ଏହି ଭସାଣି ଶୋଭାଯାତ୍ରା ଚାଲିଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ…

ନିଜ ଉତ୍ତରାଧିକାରୀ ବାଛିବାକୁ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲା କେନ୍ଦ୍ର

ନୂଆଦିଲ୍ଲୀ,୭।୧୦: ସୁପ୍ରିମକୋର୍ଟର ଆଗାମୀ ପ୍ରଧାନ ବିଚାରପତି ନିଯୁକ୍ତି ପାଇଁ କେନ୍ଦ୍ର ସରକାର ଶୁକ୍ରବାର ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଲିତଙ୍କୁ ଏକ ଚିଠି ଲେଖିଛନ୍ତି। ଜଷ୍ଟିସ ଲଲିତ ନଭେମ୍ବର ୮ରେ ପ୍ରଧାନ ବିଚାରପତି ପଦରୁ ଅବସର ନେବେ। ନୂତନ ସିଜେଆଇର…

କ୍ଷୟକ୍ଷତି ଘଟାଉଛନ୍ତି ୨୨ ହାତୀ

ଅନୁଗୋଳ ଅଫିସ,୭ା୧୦: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜକୁ ପଶି ଆସିଥିବା ଛତିଶଗଡ଼ର ୨୨ ହାତୀ ୨ ଦିନ ହେବ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଏହି ପଲରେ ଥିବା ୫ ଦନ୍ତା, ୧୨ ମାଈ ଓ ୫ ଛୁଆ ହାତୀ ଇଂକରବନ୍ଧ, ବସଲା,…

ଆସୁଛନ୍ତି ଧନଦାତ୍ରୀ: ପ୍ରତିଦିନ ଶ୍ରଦ୍ଧାଳୁଙ୍କୁ ଅନ୍ନ ପ୍ରସାଦ

ବଇଣ୍ଡା, ୭ା୧୦ (ଡି.ଏନ.ଏ.): ପାଖେଇ ଆସୁଛି ମା’ ଲକ୍ଷ୍ମୀଙ୍କ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ଠାକୁରଗଡ଼ ଗ୍ରାମ। ଚଳିତବର୍ଷ ଏଠାରେ ପୂଜା ୫୫ ବର୍ଷରେ ପଦାର୍ପଣ କରିବାକୁ ଯାଉଥିବା ବେଳେ ଧୁମ୍‌ଧାମରେ ପାଳନ କରାଯିବାକୁ ଚାଲିଛି…

ଇରାନ ମହିଳାଙ୍କ ସପକ୍ଷରେ ବାହାରିଲେ ପ୍ରିୟଙ୍କା

ବଲିଉଡ ପରେ ହଲିଉଡରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଗ୍ଲୋବାଲ ୟୁନିସେଫ (ୟୁନିସେଫ) ଗୁଡଓ୍ବିଲ ଆମ୍ବାସାଡାର ଅଛନ୍ତି। ଫିଲ୍ମ ବ୍ୟତୀତ ପ୍ରିୟଙ୍କା ଚୋପ୍ରା ମଧ୍ୟ ସାମାଜିକ କାର୍ଯ୍ୟରେ ସକ୍ରିୟ ଅଂଶଗ୍ରହଣ କରନ୍ତି। ବର୍ତ୍ତମାନ ପ୍ରିୟଙ୍କା ଇରାନ ମହିଳା…

ବେଆଇନ କ୍ରଶର ପରିଦର୍ଶନ କଲେ ଡିଏଫ୍‌ଓ

କେନ୍ଦୁଝର,୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅଧୀନ ଖଣ୍ଟଘର ଗ୍ରାମରେ ଚାଲିଥିବା ବେଆଇନ କ୍ରଶର ଅଞ୍ଚଳକୁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ରଶର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବିନା ଅନୁମତିରେ ଏବଂ ପଥର ଖଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?