ଶିମିଳିପାଳରେ କଳାବାଘ, ଭିଡିଓ ଭାଇରାଲ
ବାରିପଦା ଅଫିସ,୧ା୮: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଳା ବାଘ କ୍ୟାମେରାରେ କଏଦ ହୋଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୬ ସେକେଣ୍ଡର ଏହି ଭିଡିଓରେ କଳା ବାଘଟି ଏକ ଗଛ ଉପରକୁ ଚଢ଼ୁଥିବାର ଦେଖିବାକୁ…
ସବୁଦିନ ସକାଳେ ବାଜୁଥିବା ପେଁକାଳି ଏବେ ବନ୍ଦ, ସଞ୍ଜୟଙ୍କୁ ଶିନ୍ଦେଙ୍କ କଟାକ୍ଷ…
ମୁମ୍ବାଇ,୧।୮ : ଶିବସେଦା ଏମ୍ପି ସଞ୍ଜୟ ରାଉତଙ୍କ ଗିରଫଦାରୀ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କଟାକ୍ଷ କରିଛନ୍ତି। ତାଙ୍କୁ ଶିନ୍ଦେ ପେଁକାଳି ବୋଲି କହିଛନ୍ତି। ଶିନ୍ଦେ ସୋମବାର କହିଛନ୍ତି ସବୁଦିନ ସକାଳ ୮ରେ ବାଜୁଥିବା ପେଁକାଳି ଏବେ ବନ୍ଦ ହୋଇ ଯାଇଛି।…
ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା
ରାଜନଗର,୧ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ସୋମବାର ଖୋଲିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧, ଏହି ୩ ମାସ ପାଇଁ ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ…
ଏଏପି କାଉନ୍ସିଲରଙ୍କୁ ହତ୍ୟା
ଚଣ୍ଡିଗଡ,୧।୮: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି) କାଉନ୍ସିଲର ମହମ୍ମଦ ଆକବରଙ୍କୁ ହତ୍ୟା କରାଯାଇଛି। ସେ ଜିମ୍ରେ ଥିବାବେଳେ ଜଣେ ଅଜ୍ଞାତ ବ୍ୟକ୍ତି ଗୁଳି ଚଳାଇ ତାଙ୍କୁ ହତ୍ୟା କରିଥିଲେ। ଘଟଣା ପରେ ବାଇକରେ ଅଭିଯୁକ୍ତ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ସୂଚନାଯୋଗ୍ୟ,ପଞ୍ଜାବର ମାଲେରକୋଟଲା…
ସିବିଆଇ ଯାଞ୍ଚ୍ ୯ ରାଜ୍ୟରେ ବ୍ୟାନ୍, ଇଡ଼ିକୁ ସଶକ୍ତ କରିଛନ୍ତି କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୧।୮ : ଭାଜପା ନେତୃତ୍ୱାଧିନ ଏନଡ଼ିଏର ଶାସନ କାଳରେ ଅଧିକାଂଶ ଅନୁସନ୍ଧାନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା କରାଯାଉଛି। ଏହା ପୂର୍ବରୁ ସିବିଆଇକୁ ତଦନ୍ତ ଏସବୁ ମାମଲାରେ କିମ୍ବା ବଡ ସ୍କାମରେ ଦେଖାଯାଉଥିଲା। ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଶାସନ…
ଶ୍ରୀଲଙ୍କା ଭଳି ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଶିଯିବେ ଲୋକ:ଓୱାଇସି
ନୂଆଦିଲ୍ଲୀ,୧।୮: ଏଆଇଏମ୍ଆଇଏମ୍ ସଭାପତି ଅସଦୁଦ୍ଦିନ ଓୱାଇସି ପୁଣି ଥରେ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି। ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ସେ କହିଛନ୍ତି, ଶ୍ରୀଲଙ୍କାରେ ରାଷ୍ଟ୍ରପତିଙ୍କ ବାସଭବନରେ ଲୋକମାନେ ଯେପରି ପ୍ରବେଶ କରିଥିଲେ, ସେହିଭଳି ଭାରତର ଲୋକମାନେ ଦିନେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପ୍ରବେଶ…
ମାଟ୍ରିକ ପ୍ରମାଣପତ୍ରରେ ତ୍ରୁଟି, ଅନ୍ଧାରରେ ଛାତ୍ରଙ୍କ ଭବିଷ୍ୟତ
ମହାକାଳପଡ଼ା,୧ା୮ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗୋଗୁଆ ପଞ୍ଚାୟତ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ଜଣେ ଦଶମ ପାସ୍ କରିଥିବା ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ହୋଇଯିବ ବୋଲି ଅଭିଯୋଗ ହେଉଛି।…
ବାଦଲ ଫାଟିବା ବିତ୍ପାତ
ଗତ ମାସ ୮ ତାରିଖ ଦିନ ଜମ୍ମୁ-କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫା ରାସ୍ତାର ପହଲଗାମ ନିକଟରେ ବାଦଲ ଫାଟିବା କାରଣରୁ ଅଚାନକ ବନ୍ୟା ଅସି ୧୫ ଜଣ ଲୋକଙ୍କ ମୃତ୍ୟୁ ଘଟିବା ସାଙ୍ଗକୁ ବହୁ ଲୋକ ଆହତ ହୋଇଛନ୍ତି ଏବଂ ଅନେକ…
ସଞ୍ଜୟଙ୍କ ଗିରଫ ପରେ ଖୁସିରେ ଝୁମିଲେ ନବନୀତ
ମୁମ୍ବାଇ,୧।୮: ଶିବସେନା ଏମ୍ପି ସଞ୍ଜୟ ରାଉତଙ୍କୁ ପାତ୍ରା ଚୌଲ ଜମି ଦୁର୍ନୀତି ମାମଲାରେ ଗିରଫ କରିଛି ଇଡି। ଏହି ଘଟଣାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଅମରାବତୀ ଏମ୍ପି ନବନୀତ ରାଣା। ଶିବସେନା ଉପରେ ପ୍ରାୟତଃ ଟାର୍ଗେଟ୍ କରୁଥିବା ନବନୀତ୍ କହିଛନ୍ତି,…
ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
ରାଜନଗର, ୧ା୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲାର ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ରୁ ଜୁଲାଇ ୩୧, ଏହି ୩ ମାସ ପାଇଁ ଭିତରକନିକା ବନ୍ଦ ରହିଥାଏ। ଏହି…
ରାସ୍ତାସାରା ଖାଲ, ମରାମତି ହେଉନି
ବିଞ୍ଝାରପୁର,୧ା୮(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଶାସନ୍ଦା ପଞ୍ଚାୟତର ତାଉଁତରାଠାରୁ ଗୁହାଳି ପଞ୍ଚାୟତର ଇଞ୍ଜନପୁର ପର୍ଯ୍ୟନ୍ତ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଏହି ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଛି। ତେବେ ଦୀର୍ଘଦିନ ହେବ ରାସ୍ତା ମରାମତି ନ…
ଜୁଲାଇରେ ବି ନିଅଣ୍ଟିଆ ବର୍ଷା
ଯାଜପୁର ଅଫିସ,୧ା୮: ସବୁପ୍ରକାରର ପଦକ୍ଷେପକୁ ଆପଣାଇବା ପରେ ଶେଷ ବିକଳ୍ପ ଥିଲା ମୌସୁମୀ। ପୂର୍ବାନୁମାନକୁ ନେଇ ଆକଳନ କରାଗଲା ଯେ, ଏଥର ସ୍ବାଭାବିକ ବର୍ଷା ହେବ। ଫଳରେ ଶସ୍ୟ ଉତ୍ପାଦନ ବଢ଼ିବ। କିନ୍ତୁ ଚଳିତ ବର୍ଷାଋତୁର ପ୍ରଥମ ଦୁଇ ମାସରେ ଯାଜପୁର…
Archives


