Home

ସଞ୍ଜୟଙ୍କୁ କଂଗ୍ରେସର ସମର୍ଥନ, ଆମେ ଅଛୁ ସାଥିରେ, କହିଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୧।୮ : ପାତ୍ରା ଚୋଲ ଜମି ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଗିରଫ କରିଛି। ସୋମବାର ତାଙ୍କୁ ପିଏମଏଲଏ ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ ବୋଲି କୁହାଯାଉଛି। ସଞ୍ଜୟ ରାଉତଙ୍କୁ କଂଗ୍ରେସ ସମର୍ଥନ କରୁଛି। ଗଣମାଧ୍ୟମ…

ଆଜି ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ବାସେଟେରୀ,୧ା୮:ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ଟିକିଆ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଆଜି ଖେଳାଯିବ। ଏହି ମୁକାବିଲାରେ ନିଜ ବିଜୟଧାରା ଅବ୍ୟାହତ ରଖିବା ଲାଗି ପ୍ରୟାସ କରିବ ରୋହିତ ଶର୍ମାଙ୍କ ଦଳ। ପ୍ରଥମ ମୁକାବିଲାକୁ ଜିତି ନେଇଥିଲା ଭାରତ। ଏହି ମ୍ୟାଚ୍‌ରେ…

ବିଧାୟକଙ୍କ ଠାରୁ ଟଙ୍କା ଜବତ, ଇଡି ଚୁପ୍‌ କାହିଁକି …

କୋଲକାତା,୧।୮ : କଂଗ୍ରେସ ବିଧାୟକଙ୍କ ନିକଟରୁ ଜବତ ହୋଇଥିବା ନଗଦ ଟଙ୍କା ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ର ନୀରବତା ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି) ପ୍ରଶ୍ନ କରିଛି। ଏସମ୍ପର୍କରେ ଗୋଟିଏ ପରେ ଗୋଟିଏ ଟିଏମସିର…

ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଚାଲିଛି ଗୋଗୁଆ-୧ ଅଙ୍ଗନୱାଡି କେନ୍ଦ୍ର

ମହାକାଳପଡ଼ା,୧ା ୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋଗୁଆ ପଞ୍ଚାୟତ ପରିସରରେ ଗୋଗୁଆ ଗ୍ରାମର ଏକ ନବନିର୍ମିତ ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଅଙ୍ଗନୱାଡି କେନ୍ଦ୍ର (୧)ର ଶିଶୁମାନେ ପଢୁଥିବାର ଦେଖିବାକୁ ମିଳିଛି। ଏହି କେନ୍ଦ୍ରରେ ୩୫ କୋମଳମତି ଶିଶୁ ପାଠ ପଢୁଛନ୍ତି। ଗୋଗୁଆ ଗ୍ରାମରେ…

ଚାଇନାର ଧମକ ପରେ ପେଲୋସିଙ୍କ ତାଇଓ୍ବାନ ଗସ୍ତ ବାତିଲ…

ଓ୍ବାଶିଂଓନ/ବେଜିଂ,୧।୮ : ଆମେରିକାର ହାଉସ ଅଫ କମନ୍ସ ଅଧ୍ୟକ୍ଷ ନାନସୀ ପେଲୋସିଙ୍କ ଏସିଆ ଗସ୍ତ ତାଲିକାରୁ ତାଇୱାନକୁ ହଟାଇ ଦିଆଯାଇଛି। ଶୁକ୍ରବାର ଠାରୁ ପେଲୋସିଙ୍କ ଗସ୍ତ ଆରମ୍ଭ ହେଉଛି। ଗସ୍ତ ସମୟରେ ସେ ତାଇଓ୍ବାନର ତାଇପେଇ ଯିବାକୁ ସଙ୍କେତ ଦେଇଥିଲେ। ଏହା…

ଜୀବନ ପ୍ରତି ବିପଦ, ଭାଇଜାନ୍‌ଙ୍କୁ ମିଳିଲା ବନ୍ଧୁକ ଲାଇସେନ୍ସ…

ମୁମ୍ବାଇ : ବଲିଉଡ୍‌ ଅଭିନେତା ଭାଇଜାନ୍‌ଙ୍କ ସଲମାନ ଖାନଙ୍କ ଜୀବନ ପ୍ରତି ବିପଦ। ତାଙ୍କୁ ହତ୍ୟା ଧମକ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ସେ ବନ୍ଧୁକ ଲାଇସେନ୍ସ୍‌ ପାଇଁ ଆବେଦନ କରିଛି। ତାଙ୍କୁ ଏହି ଲାଇସେନ୍ସ ପ୍ରଦାନ କରାଯାଇଛି। ମୁମ୍ବାଇ ପୋଲିସ…

ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୧୩୯କୁ ବୃଦ୍ଧି

ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ୮୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…

ଜ୍ଞାନବାପି ମାମଲାର ମସଜିଦ୍‌ ପକ୍ଷକାର ଆଇନଜୀବୀ ଅଭୟ ନାଥଙ୍କ ପରଲୋକ …

ଲକ୍ଷ୍ନୌ,୧।୮ : ଜ୍ଞାନବାପି ଶୃଙ୍ଗାର ଗୌରୀ ମାମଲାରେ ଅଞ୍ଜୁମାନ ଇନ୍ତଜାମିଆ ମସଜିଦ କମିଟି ପକ୍ଷକାରଙ୍କ ମୁଖ୍ୟ ଆଇନଜୀବୀ ଅଭୟ ନାଥ ଯାଦବଙ୍କର ହୃଦଘାତରେ ମୃତ୍ୟୁ ଘଟିଛି। ରବିବାର ରାତି ପ୍ରାୟ ୧୦ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ସଦସ୍ୟ ତାଙ୍କୁ…

ପଟ୍ଟାମୁଣ୍ଡାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ବେକାବୁ

ପଟ୍ଟାମୁଣ୍ଡାଇ,୧ା୮(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଟ୍ରାଫିକ୍‌ ସମସ୍ୟାରେ ସୁଧାର ଆଣିବା ଓ ସଡ଼କ ଦୁର୍ଘଟଣା ରୋକିବାକୁ ପୌର ପରିଷଦ ପକ୍ଷରୁ ପ୍ରତିଷେଧକମୂଳକ ପଦକ୍ଷେପ ନିଆଯାଉଥିବା କୁହାଯାଉଛି। ଦୁର୍ଘଟଣା ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ଏଥିପାଇଁ ନୂତନ…

ଆଜି ୮୦୦ ତଳେ କରୋନା

ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ସୋମବାର ରାଜ୍ୟରେ ୮୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିଛି। ତେବେ ଆଜି ରାଜ୍ୟରୁ ୭୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୩,୯୪୨ରେ ପହଞ୍ଚିଥିବା…

୭ ହଜାରରୁ ଊର୍ଦ୍ଧ୍ୱ କାରିଗରଙ୍କ ରୋଜଗାର ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧ା୮: ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବି ଯାଇଛି। ଗତ ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ ବନ୍ଦ ହେବାକୁ ବସିଛି। ପ୍ରାୟ ୭…

ଭିଡ଼କୁ ଭୟ…

ନୂଆଦିଲ୍ଲୀ, ୧।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri