Home

ସୁପ୍ରିମକୋର୍ଟରେ ଲଢ଼େଇ

ନୂଆଦିଲ୍ଲୀ,୧।୮(ପି.ଟି.): ମହାରାଷ୍ଟ୍ରରେ ଶିବସେନାର ବିଦ୍ରୋହୀ ଗୋଷ୍ଠୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ହଟାଇ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ସରକାର ଗଢ଼ିବା ପରେ ପ୍ରକୃତ ଶିବସେନା କିଏ, ତାକୁ ନେଇ ବିବାଦ ଦେଖାଦେଇଛି। ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚତ୍ଥିବାବେଳେ ଉଦ୍ଧବ ଠାକ୍‌ରେ ଗୋଷ୍ଠୀର ସମସ୍ତ…

ବାଲୁଗାଁରୁ କୃଷ୍ଣପ୍ରସାଦ ଲଞ୍ଚ ଚଳାଚଳ ବନ୍ଦ

କୃଷ୍ଣପ୍ରସାଦ,୧ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁରୁଠାରୁ ଚିଲିକାରେ ଲଞ୍ଚ୍‌ ଯୋଗେ ଦୈନିକ ଶତାଧିକ ଯାତ୍ରୀ କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳକୁ ଯାତାୟାତ କରିଥାନ୍ତି। ତେବେ ହଠାତ୍‌ ବିଭାଗୀୟ କର୍ତ୍ତୃପକ୍ଷ ଉକ୍ତ ଲଞ୍ଚ୍‌ ଚଳାଚଳ ବନ୍ଦ କରିଦେବାରୁ ଯାତ୍ରୀ ନାହିଁ ନ ଥିବା…

ଭୁଲ୍‌ରେ ଗିରଫ ବ୍ୟକ୍ତିଙ୍କୁ ମିଳିବ ୫ ଲକ୍ଷ କ୍ଷତିପୂରଣ

ବେଙ୍ଗାଲୁରୁ,୧।୮: କର୍ନାଟକ ପୋଲିସ ଏକ ଆପରାଧିକ ମାମଲାରେ ଗିରଫ କରିଥିବା ୫୬ ବର୍ଷୀୟ ନିଙ୍ଗାରାଜୁ ଏନ୍‌ଙ୍କୁ ୫ ଲକ୍ଷ କ୍ଷତିପୂରଣ ଦିଆଯିବା ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରାଜୁ ଏନ୍‌ଜିଏନ୍‌ ନାମକ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ପୋଲିସ ଭୁଲବଶତଃ…

ଅନେକ ମହିଳାଙ୍କ ସହ ନେ-ୟୋଙ୍କ ସମ୍ପର୍କ

ଓ୍ବାଶିଂଟନ୍‌, ୧ା୮: ନେ-ୟୋ ଭାବେ ଜଣା ଆମେରିକୀୟ ଗାୟକ ଶାଫେର ଚିମେରେ ସ୍ମିଥ୍‌ଙ୍କ ନାଁରେ ସ୍ତ୍ରୀ କ୍ରିଷ୍ଟାଲ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ନେ-ୟୋ ଜଣେ ସିରିଏଲ ଠକ ଏବଂ ଅନେକ ମହିଳାଙ୍କ ସହ ସେ ସମ୍ପର୍କ ରଖିଛନ୍ତି ବୋଲି କ୍ରିଷ୍ଟାଲ ରବିବାର…

ଭିଇଏମ୍‌ଏସ୍‌ ଅଧ୍ୟକ୍ଷ ଚନ୍ଦ୍ରଶେଖର ପତିଙ୍କ ପରଲୋକ

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଭେଙ୍କଟେଶ୍ୱର ଇଂଲିଶ ମିଡ଼ିୟମ ସ୍କୁଲ (ଭିଇଏମ୍‌ଏସ) ସମୂହର ଚେୟାରମ୍ୟାନ ଚନ୍ଦ୍ରଶେଖର ପତି (୫୯)ଙ୍କ ଶନିବାର ରାତି ୨ଟାରେ ସ୍ଥାନୀୟ ଆମ୍ରି ହସ୍ପିଟାଲରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କିଡନୀଜନିତ ରୋଗରେ ପୀଡିତ ହୋଇ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର,୧।୮ (ବ୍ୟୁରୋ): ରାଜଧାନୀର ପ୍ରମୁଖ ବଜାର ୟୁନିଟ-୨ ମାର୍କେଟ ବିଲ୍ଡିଂରେ କିଛିଦିନର ବ୍ୟବଧାନ ପରେ ପୁଣିଥରେ ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ ହୋଇଛନ୍ତି। ରବିବାର ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁ ଦୀର୍ଘ ସମୟ ଧରି ସେଠାରେ ଉତ୍ତେଜନା ଲାଗି ରହିଥିଲା।…

ପ୍ରୋଫାଇଲ ଫଟୋରେ ତ୍ରିରଙ୍ଗା ରଖ: ମୋଦି

ନୂଆଦିଲ୍ଲୀ,୧।୮: ଆଗକୁ ସ୍ବାଧୀନତା ଦିବସ ଥିବାବେଳେ ଦେଶବାସୀ ଅଗଷ୍ଟ ୨ରୁ ୧୫ ମଧ୍ୟରେ ସେମାନଙ୍କ ସୋସିଆଲ ମିଡିଆ ପ୍ରୋଫାଇଲରେ ଜାତୀୟ ପତାକା ତ୍ରିରଙ୍ଗାକୁ ଡିସ୍‌ପ୍ଲେ ପିକ୍ଚର ଭାବେ ବ୍ୟବହାର କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ରବିବାର ମାସିକ…

ଲାଡେନଙ୍କ ଦାନ ଗ୍ରହଣ କରିଛନ୍ତି ଚାଲର୍‌ସ

ଲଣ୍ଡନ, ୧ା୮: ବ୍ରିଟେନ ପ୍ରିନ୍ସ ଚାଲର୍‌ସ ଆମେରିକାରେ ୯/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ଓସାମା ବିନ୍‌ ଲାଡେନ୍‌ଙ୍କ ଠାରୁ ଦାନ ଅର୍ଥ ଗ୍ରହଣ କରିଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି। ଅଲ୍‌-କାଏଦା ସଙ୍ଗଠନର ଏହି ନିହତ ଆତଙ୍କବାଦୀଙ୍କ ପରିବାର ୨୦୧୩ରେ ଚାଲର୍‌ସଙ୍କ ଏକ…

ପ୍ରତି ନାଗରିକ ସମ୍ବିଧାନ ଜାଣିବା ଜରୁରୀ

ନୂଆଦିଲ୍ଲୀ, ୧ା୮: ସମ୍ବିଧାନ ସମସ୍ତଙ୍କ ପାଇଁ। ଏକ ସାମ୍ବିଧାନିକ ଗଣତନ୍ତ୍ର ସେତେବେଳେ ଅଗ୍ରଗତି କରିପାରିବ ଯେତେବେଳେ ନାଗରିକମାନେ ସେମାନଙ୍କ ସମ୍ବିଧାନ ପ୍ରଦତ୍ତ ଅଧିକାର ଏବଂ କର୍ତ୍ତବ୍ୟ ବାବଦରେ ଅବଗତ ହେବେ। କିନ୍ତୁ ଦୁଃଖର କଥା ଦେଶରେ ଅଧିକାଂଶ ଲୋକଙ୍କ ନିକଟରେ ସମ୍ବିଧାନ…

ଆଉ ୩ଦିନ ତାତି, ୪ରୁ ପୁଣି ବର୍ଷା

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶ୍ରାବଣ ମାସରେ ଧୁ ଧୁ ଖରା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ଖରାଦିନ ଭଳି ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବାରୁ ତାପମାତ୍ରା ବଢୁଛି। ଦିନ ଓ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି।…

୨୪ ଘଣ୍ଟାରୁ କମିଲା ଦିନ

ନୂଆଦିଲ୍ଲୀ, ୧ା୮: ପୃଥିବୀ ନିଜ କକ୍ଷପଥରେ ଘୂରିବା ସମୟର ପୂର୍ବ ରେକର୍ଡକୁ ଭାଙ୍ଗିଛି। ୨୦୨୦ ଜୁଲାଇ ୧୯ରେ ୨୪ ଘଣ୍ଟାରୁ ୧.୪୭ ମିଲିସେକେଣ୍ଡ କମ୍‌ ଅବଧିରେ ପୃଥିବୀ ନିଜ ଚାରିପଟେ ଘୂରିଥିବାବେଳେ ଗତ ଶୁକ୍ରବାର ୧.୫୯ କମ୍‌ ମିଲିସେକେଣ୍ଡ ମଧ୍ୟରେ ଘୂର୍ଣ୍ଣନ…

ଆର୍‌ଏମ୍‌ଆର୍‌ସିରେ ହେବ ମଙ୍କିପକ୍ସ ପରୀକ୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ବରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି)ରେ ମଙ୍କିପକ୍ସ ଟେଷ୍ଟିଂ ହେବ। ଏ ସମ୍ପର୍କରେ ରବିବାର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇ କହିଛନ୍ତି, ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆର୍‌ଏମ୍‌ଆର୍‌ସିକୁ ମଙ୍କିପକ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri