Home

ସାହିତ୍ୟ ବି ଦିଏ

ବ୍ୟକ୍ତିଗତ ଭାବେ ସାହିତ୍ୟ କରିବାରେ କିଛି ଅସୁବିଧା ନ ଥାଏ। ଖାଲି ସମୟ ଦେବା ଦରକାର। ପଢ଼ିବା ପାଇଁ, ଲେଖିବା ପାଇଁ। ସମୟ ଦେଇ ସାହିତ୍ୟ ଚାଷ କରିବା, ସାହିତ୍ୟ ଚାଷରେ ରହିବା, ସାହିତ୍ୟ ଲେଖିବା, ସାହିତ୍ୟ ଚଷିବା ଏସବୁ ସମ…

ଉପକୂଳରେ ସୁରକ୍ଷା ପ୍ରାଚୀର

ସମ୍ପ୍ରତି ତାମିଲନାଡ଼ୁର କୁଡାଲୋର ଜିଲାରେ ସରକାରଙ୍କ ଆନୁକୂଲ୍ୟରେ ‘ସମୁଦ୍ର ପତ୍ତନ ବୃଦ୍ଧି ଏବଂ ଉପକୂଳ ଅବକ୍ଷୟର ପ୍ରଭାବକୁ ରୋକିବା ନିମନ୍ତେ ଜୈବ-ଢାଲ ସୃଷ୍ଟି’ ଶୀର୍ଷକ ଏକ ପ୍ରକଳ୍ପ (୨୦୨୫ରୁ ୨୦୨୮) କାର୍ଯ୍ୟକାରୀ ହେଉଛି, ଯେଉଁଥିରେ ୬୦ ହେକ୍ଟର ହେନ୍ତାଳବନ ସୃଷ୍ଟି ଏବଂ…

ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ପାଇଁ ଆବେଦନ ୮କୁ ବୃଦ୍ଧି: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୨ା୯(ସୁଚିସ୍ମିତା ସାହୁ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ରହିଥିଲା। ସାମ୍ବାଦିକଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ…

ନକଲି ବାଟ

ପ୍ରତିବର୍ଷ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ଏମ୍‌ବିବିଏସ୍‌, ବିଡିଏସ୍‌ ଏବଂ ଆୟୁଷ ପାଠ୍ୟକ୍ରମରେ ନାମ ଲେଖା ପାଇଁ ସର୍ବଭାରତୀୟ ସ୍ତରରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) କରାଯାଉଛି। ଶିକ୍ଷା ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ଏହା ୨୦୧୩ରୁ…

ଡେବ୍ରିଗଡ଼କୁ ଦେଶର ଶ୍ରେଷ୍ଠ ଅଭୟାରଣ୍ୟରେ ପରିଣତ ପାଇଁ ମାଷ୍ଟରପ୍ଲାନ

ସମ୍ବଲପୁର,୨ା୯(ପ୍ରମୋଦ ବହିଦାର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପଦେଷ୍ଟା ତରୁଣ କପୁର ସମ୍ବଲପୁର ଗସ୍ତରେ ଆସି ଜିଲାର ବିଭିନ୍ନ ପ୍ରମୁଖ ଉନ୍ନୟନମୂଳକ ପ୍ରକଳ୍ପର ପ୍ରଗତି ସମ୍ପର୍କରେ ସୋମବାର ସମୀକ୍ଷା କରିଛନ୍ତି। ସେ ହୀରାକୁଦ ଜଳଭଣ୍ଡାର ପରିଦର୍ଶନ ସମୟରେ ଏଠାରେ ସ୍ବତନ୍ତ୍ର ପୁଞ୍ଜିନିବେଶ ସହାୟତା ଯୋଜନା…

ମହିଳାଙ୍କୁ ଜାଳିଦେଲେ ପୂର୍ବତନ ପାର୍ଟନର

ବେଙ୍ଗାଲୁରୁ,୨ା୯: ବେଙ୍ଗାଲୁରୁର ଇଲେକ୍ଟ୍ରୋନିକ୍‌ ସିଟି ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ମହିଳାଙ୍କୁ ତାଙ୍କ ପୂର୍ବତନ ଲିଭ୍‌-ଇନ୍‌ ପାର୍ଟନର ପେଟ୍ରୋଲ ଢାଳି ଜାଳିଦେଇଛନ୍ତି। ଗତ ଶନିବାର ଏହି ଘଟଣା ଘଟିଥିବାବେଳେ ଅଭିଯୁକ୍ତ ବିଠଲ(୫୨)ଙ୍କୁ ଗିରଫ କରାଯାଇଛି। ବନଜାକ୍ଷୀ ଏବଂ ବିଠଲ ୪/୫…

ବଢ଼ିଛି ବଜେଟ ଖର୍ଚ୍ଚ, କମିଛି ଆୟ: ୫ବର୍ଷରେ ଦୁଇଗୁଣ ବଢ଼ିଛି ଏସ୍‌ଜିଏସ୍‌ଟି

ଭୁବନେଶ୍ୱର,୨ା୯(ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାର ୨୦୨୪ ଜୁନ୍‌ରେ କ୍ଷମତାକୁ ଆସିବା ପରେ ବିଭିନ୍ନ ସରକାରୀ ଯୋଜନା କାର୍ଯ୍ୟକାରୀ କରିବା ଓ ଭିତ୍ତିଭୂମି ସୁଦୃଢ଼ କ୍ଷେତ୍ରରେ ଟଙ୍କା ଖର୍ଚ୍ଚ ହୋଇପାରୁ ନାହିଁ ବୋଲି ଯେଉଁ କୁହାଯାଉଥିଲା ତାହା ବାସ୍ତବରେ ସତ୍ୟ ନୁହେଁ। ପୂର୍ବର…

ଭାରତ ଶୂନ ଟାରିଫ୍‌ ପ୍ରସ୍ତାବ ଦେବାରେ ବିଳମ୍ବ କରିଥିଲା: ଟ୍ରମ୍ପ୍‌

ଓ୍ବାଶିଂଟନ,୨ା୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତକୁ ଟାର୍ଗେଟ କରି ଅନେକ ନିରାଧାର ଦାବି ଓ ମନ୍ତବ୍ୟ ଦେଇଆସୁଥିବାବେଳେ ନିଜ ଟାରିଫ୍‌ ନିଷ୍ପତ୍ତିର ଯଥାର୍ଥତା ଦର୍ଶାଇବାକୁ ଯାଇ ନୂଆଦିଲ୍ଲୀ ଏହାର ଟାରିଫ୍‌ ଶୂନକୁ ହ୍ରାସ କରିବା ପାଇଁ ପ୍ରସ୍ତାବ ଦେଇଥିଲା ବୋଲି ସୋମବାର…

ରୁଷୀୟ ତୈଳରୁ ଭାରତରେ ବ୍ରାହ୍ମଣ ଲାଭବାନ ହେଉଛନ୍ତି: ନାଭାରୋ

ଓ୍ବାଶିଂଟନ୍‌, ୨ା୯: ରୁଷିଆରୁ ତୈଳ କିଣୁଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତୀୟ ସାମଗ୍ରୀ ଉପରେ ୫୦% ଟାରିଫ୍‌ ଲଗାଇଛନ୍ତି। ତେବେ ଏହି ପ୍ରସଙ୍ଗକୁ ନେଇ ହ୍ବାଇଟହାଉସ୍‌ର ବାଣିଜ୍ୟ ପରାମର୍ଶଦାତା ପିଟର ନାଭାରୋ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ରୁଷିଆ ସହ…

ଓଡ଼ିଶାରେ କାର୍ଯ୍ୟକାରୀ ହେବ ‘କ୍ୱାଡ୍‌ ସିଟି’ ଯୋଜନା

ଭୁବନେଶ୍ୱର,୨ା୯(ସୁନିତ୍‌ ମିଶ୍ର/ବନ୍ଦନା ସେଠୀ):ରାଜ୍ୟର ପ୍ରମୁଖ ସହରଗୁଡ଼ିକୁ ଅର୍ଥନୀତିକ ଅଭିବୃଦ୍ଧି ସହ ବିଶ୍ୱ ପ୍ରତିଯୋଗିତାର ଏକ ଶକ୍ତିଶାଳୀ ଇଞ୍ଜିନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘କ୍ୱାଡ୍‌ ସିଟି’ ଯୋଜନା ଆରମ୍ଭ ହୋଇଛି। ଏହି ପଦକ୍ଷେପର ଏକ ଅଂଶ ଭାବରେ ରାଜ୍ୟର…

ଗ୍ରୋସେରି ଦୋକାନୀଙ୍କୁ ୧୪୧ କୋଟିର ଟିକସ ନୋଟିସ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବୁଲନ୍ଦସର,୨/୯:ଉତ୍ତର ପ୍ରଦେଶର ବୁଲନ୍ଦସରସ୍ଥିତ ନୟାଗଞ୍ଜ ଅଞ୍ଚଳରେ ଥିବା ଏକ ଛୋଟ ଗ୍ରୋସେରି ଦୋକାନର ମାଲିକ ସୁଧୀରଙ୍କୁ ଆୟକର ବିଭାଗ ୧୪୧ କୋଟି ଟଙ୍କାର ଟିକସ ନୋଟିସ ପଠାଇଛି। ନିଜ ଛୋଟ ଗ୍ରୋସେରି ଦୋକାନକୁ ଚଳାଇ ପରିବାରର ଭରଣ ପୋଷଣ କରୁଥିବା ସୁଧୀରଙ୍କୁ…

ଛାନିଆ ହେଲାଣି ଆମେରିକା! ଭାରତ ସହ ସମ୍ପର୍କ ସୁଧାରିବାକୁ ଚାହିଁଲାଣି

ନୂଆଦିଲ୍ଲୀ,୨।୯: ବାଣିଜ୍ୟ ଏବଂ ଶକ୍ତିକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦% ଶୁଳ୍କ ଲାଗୁ କରିବା ଏବଂ ରୁଷୀୟ ତୈଳ କ୍ରୟ ଉପରେ ଅସନ୍ତୋଷ ପ୍ରକାଶ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri