Home

ଅବସର ନେଲେ ଜଷ୍ଟିସ୍‌ ଖାନ୍‌ଓ୍ବିଲକର

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟର ଦ୍ୱିତୀୟ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲକର ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି। ବିଦାୟୀ ସମ୍ବର୍ଦ୍ଧନା ବେଳେ ସେ ବାର୍‌ ଆସୋସିଏଶନ୍‌ ନେତାମାନଙ୍କୁ ସେମାନଙ୍କ ସ୍ନେହ ଓ ସଦ୍ଦିଚ୍ଛା ପାଇଁ ଧନ୍ୟବାଦ ଦେଇଛନ୍ତି। ୨୦୧୬ ମେ’ ୧୩ରେ ସୁପ୍ରିମକୋର୍ଟ…

ପୃଥିବୀରେ ଖସିବ ଚାଇନା ରକେଟ

ବେଜିଂ,୩୦।୭: ଚାଇନାର ନିର୍ମାଣାଧୀନ ମହାକାଶ ଷ୍ଟେଶନକୁ ନୂତନ ବିଜ୍ଞାନ ଉପକରଣ ନେଇ ଯାଇଥିବା ସବୁଠୁ ଶକ୍ତିଶାଳୀ ରକେଟ ଲଙ୍ଗ୍‌ ମାର୍ଚ୍ଚ-୫ବି ଓ୍ବାଇ୩ ଏବେ ପୃଥିବୀକୁ ଖସୁଛି। ଏହା ଚଳିତ ସପ୍ତାହ ଶେଷ ଭାଗରେ ଖସିବାକୁ ଥିବାବେଳେ ନିର୍ଦ୍ଦିଷ୍ଟ କେଉଁ ସ୍ଥାନରେ ପଡ଼ିବ…

୨୦୨୫ ସୁଦ୍ଧା ବାୟୁସେନାରୁ ହଟିବ ମିଗ୍‌-୨୧

ନୂଆଦିଲ୍ଲୀ,୩୦।୭: ରୁଷିଆ ନିର୍ମିତ ମିଗ୍‌-୨୧ ଯୁଦ୍ଧବିମାନ ଏକାଧିକ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଭାରତୀୟ ବାୟୁସେନା ଆଗାମୀ ସେପ୍ଟେମ୍ବର ୩୦ ସୁଦ୍ଧା ଏହାର ଆଉ ଏକ ସ୍କ୍ବାଡ୍ରନ୍‌କୁ କାର୍ଯ୍ୟରୁ ଅବ୍ୟାହତି ଦେବାକୁ ନିଷ୍ପତ୍ତି ନେଇଛି। ୨୦୨୫ ସୁଦ୍ଧା ପର୍ଯ୍ୟାୟକ୍ରମେ ମିଗ୍‌-୨୧ର ସମସ୍ତ…

ସ୍ତ୍ରୀଙ୍କୁ ଗଣବଳାତ୍କାର ପରେ ତିନି ତଲାକ୍‌

ଲକ୍ଷ୍ନୌ,୩୦।୭: ଉତ୍ତର ପ୍ରଦେଶ ଗୋଣ୍ଡାରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ତାଙ୍କ ସ୍ବାମୀ ଓ ଦିଅର ବଳାତ୍କାର କରିବା ପରେ ତାଙ୍କୁ ଟ୍ରିପଲ୍‌ ତଲାକ୍‌ ଦେଇଛନ୍ତି। ଏ ନେଇ ପୀଡ଼ିତା ଅଭିଯୋଗ କରିବା ପରେ ଅଭିଯୁକ୍ତ ସ୍ବାମୀ ମହମ୍ମଦ ଆଦନାନଙ୍କୁ ପୋଲିସ…

କେଟିଆର୍‌ଙ୍କ ଜନ୍ମଦିନ ଉତ୍ସବରେ ଯୋଗ ନ ଦେବାରୁ ୪ କର୍ମଚାରୀ ନିଲମ୍ବିତ

ହାଇଦ୍ରାବାଦ,୩୦।୭: ତେଲଙ୍ଗାନାର ପ୍ରଭାବଶାଳୀ ମନ୍ତ୍ରୀ କେ.ଟି. ରାମାରାଓ (କେଟିଆର୍‌)ଙ୍କ ଜନ୍ମଦିନ ଉତ୍ସବରେ ଯୋଗଦେଇ ନ ଥିବା ବେଲାମପାଲ୍ଲୀ ମ୍ୟୁନିସିପାଲିଟିର ୪ ଜଣ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ପୁଅ କେଟିଆର୍‌ ପୌର ପ୍ରଶାସନ, ସହରାଞ୍ଚଳ ବିକାଶ,…

ଅର୍ପିତା ସମ୍ପୃକ୍ତ ଥିବା ୩ କମ୍ପାନୀ ଉପରେ ଇଡି ଚଢ଼ାଉ

କୋଲକାତା,୩୦।୭: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଟିଏମ୍‌ସି ନେତା ତଥା ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ବିପୁଳ ପରିମାଣର ସୁନା ମିଳିବା ପରେ…

ତ୍ୱରିତ ନ୍ୟାୟ ଦେଇ ବିଚାରପତି ନିଲମ୍ବିତ

ନୂଆଦିଲ୍ଲୀ,୩୦।୭(ପି.ଟି.): ଏକ ମାମଲାରେ ତ୍ୱରିତ ନ୍ୟାୟ ପ୍ରଦାନ କରି ବିହାରର ଜଣେ ନ୍ୟାୟିକ ଅଧିକାରୀ ଚାକିରିରୁ ନିଲମ୍ବିତ ହୋଇଛନ୍ତି। ପାଟନା ହାଇକୋର୍ଟଙ୍କ ନିଲମ୍ବନ ଆଦେଶକୁ ଚ୍ୟାଲେଞ୍ଜ କରି ଅରାରିଆର ଉକ୍ତ ଅତିରିକ୍ତ ଜିଲା ଓ ସେସନ୍ସ ଜଜ୍‌ ଶଶିକାନ୍ତ ରାୟ ସୁପ୍ରିମକୋର୍ଟରେ…

ଶକିରାଙ୍କୁ ହୋଇପାରେ ୮ ବର୍ଷ ଜେଲ

ବାର୍ସିଲୋନା,୩୦।୭: ଖ୍ୟାତନାମା ପପ୍‌ ସିଙ୍ଗର ଶକିରାଙ୍କ ବିରୋଧରେ ଟାକ୍ସ ଠକେଇ ଅଭିଯୋଗ ସାମ୍ନାକୁ ଆସିଛି। ୨୦୧୨ରୁ ୨୦୧୪ ମଧ୍ୟରେ ସେ ୧୪.୫ ମିଲିୟନ୍‌ ୟୁରୋ (୧,୧୭,୩୮, ୪୭, ୫୦୦ ଟଙ୍କା) ଟାକ୍ସ ପୈଠ ନ କରିବା ଆଧାରରେ ସ୍ପେନ୍‌ର ଏକ କୋର୍ଟରେ…

ନିଆଁ ସହ ଖେଳ ନାହିଁ

ଓ୍ବାଶିଂଟନ/ବେଜିଂ,୩୦।୭: ତାଇଓ୍ବାନ ପ୍ରସଙ୍ଗରେ ପୁଣି ମୁହାଁମୁହିଁ ଅବସ୍ଥାରେ ଆମେରିକା ଓ ଚାଇନା। ଏହି ଦ୍ୱୀପ ରାଷ୍ଟ୍ରକୁ ନେଇ ମୁଣ୍ଡ ନ ଖେଳାଇବାକୁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ ଚେତାବନୀ ଦେଇଛନ୍ତି। ଜିନ୍‌ପିଙ୍ଗ୍‌ ତାଇଓ୍ବାନକୁ ବଳପୂର୍ବକ…

୯ରୁ ‘ଘରେ ଘରେ ତ୍ରିରଙ୍ଗା’

ଭୁବନେଶ୍ବର, ୩୦।୭(ବ୍ୟୁରୋ): ଅମୃତ ମହୋତ୍ସବ କାଳଖଣ୍ଡରେ ଓଡ଼ିଶା ସବୁଠାରୁ ଅଧିକ ଗର୍ବ ଓ ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଯାହା ଅମୃତ କାଳଖଣ୍ଡର ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଓଡ଼ିଆଙ୍କୁ ଗର୍ବିତ ଓ ଗୌରବାନ୍ବିତ…

ସସ୍ମିତ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ନେତା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ସସ୍ମିତ ପାତ୍ର ଏବଂ ସୁଲତା ଦେଓଙ୍କୁ ବିଜେଡି ମୁଖ୍ୟ ସଚେତକ (ଚିଫ୍‌ ହୁଇପ) ଭାବେ ନିଯୁକ୍ତ ଦେଇଛନ୍ତି । ଏ ନେଇ…

ଶିନ୍ଦେଙ୍କୁ ସମର୍ଥନ ଦେଲେ ଉଦ୍ଧବଙ୍କ ପୁତୁରା

ମୁମ୍ବାଇ,୩୦।୭: ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେଙ୍କ ହାତରୁ ମୁଖ୍ୟମନ୍ତ୍ରୀ ପଦ ଯିବା ପରେ ଦଳକୁ ଏକାଠି ରଖିବାରେ ସେ ଏକପ୍ରକାର ସଂଘର୍ଷ କରୁଛନ୍ତି। ଏହି ସମୟରେ ତାଙ୍କୁ ଆଉ ଏକ ରାଜନୈତିକ ଝଟକା ଲାଗିଛି। ବିଦ୍ରୋହୀ ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri