୯ରୁ ‘ଘରେ ଘରେ ତ୍ରିରଙ୍ଗା’
ଭୁବନେଶ୍ବର, ୩୦।୭(ବ୍ୟୁରୋ): ଅମୃତ ମହୋତ୍ସବ କାଳଖଣ୍ଡରେ ଓଡ଼ିଶା ସବୁଠାରୁ ଅଧିକ ଗର୍ବ ଓ ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଯାହା ଅମୃତ କାଳଖଣ୍ଡର ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଓଡ଼ିଆଙ୍କୁ ଗର୍ବିତ ଓ ଗୌରବାନ୍ବିତ…
ସସ୍ମିତ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ନେତା
ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ସସ୍ମିତ ପାତ୍ର ଏବଂ ସୁଲତା ଦେଓଙ୍କୁ ବିଜେଡି ମୁଖ୍ୟ ସଚେତକ (ଚିଫ୍ ହୁଇପ) ଭାବେ ନିଯୁକ୍ତ ଦେଇଛନ୍ତି । ଏ ନେଇ…
ଶିନ୍ଦେଙ୍କୁ ସମର୍ଥନ ଦେଲେ ଉଦ୍ଧବଙ୍କ ପୁତୁରା
ମୁମ୍ବାଇ,୩୦।୭: ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍ରେଙ୍କ ହାତରୁ ମୁଖ୍ୟମନ୍ତ୍ରୀ ପଦ ଯିବା ପରେ ଦଳକୁ ଏକାଠି ରଖିବାରେ ସେ ଏକପ୍ରକାର ସଂଘର୍ଷ କରୁଛନ୍ତି। ଏହି ସମୟରେ ତାଙ୍କୁ ଆଉ ଏକ ରାଜନୈତିକ ଝଟକା ଲାଗିଛି। ବିଦ୍ରୋହୀ ନେତା ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…
ଏ ହେଉଛନ୍ତି ଧର୍ମେନ୍ଦ୍ରଙ୍କ ପ୍ରଥମ ପତ୍ନୀ; ପୁଅଙ୍କ ସହ ଫଟୋ ହେଉଛି ଭାଇରାଲ…
ବମ୍ବେ: ଆଗାମୀ ଫିଲ୍ମ ଲାଗି ଶୁଟିଂ କରୁଛନ୍ତି ଅଭିନେତା ବବି ଦେଓଲ। ଏହି ସମୟରେ ସେଟ୍ରେ ପହଞ୍ଚିଥିଲେ ମା’ ପ୍ରକାଶ କୌର। ଏହାପରେ ଅଭିନେତା ତାଙ୍କ ସହ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋଟି ସମସ୍ତଙ୍କ ହୃଦୟ ଜିତୁଥିବା…
ରୋହିତ-କାର୍ତ୍ତିକଙ୍କ ବିସ୍ଫୋରକ ବ୍ୟାଟିଂ: ଓ୍ବେଷ୍ଟଇଣ୍ଡିଜ୍କୁ ୧୯୧ ରନ୍ର ଟାର୍ଗେଟ
ଟାରୌବା,୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ବ୍ରାଏନ୍ ଲାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏଥିରେ ଓ୍ବେଷ୍ଟଇଣ୍ଡିଜ୍କୁ ଭାରତ ୧୯୧ ରନ୍ର ଟାର୍ଗେଟ ଦେଇଛି। ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ୬୪ ରନ୍ର ଇନିଂସ…
୮ ଶ୍ରେଣୀକୁ ଅଛି ୨ କୋଠରୀ: ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
କୋକସରା,୨୯।୭(ଡି.ଏନ୍.ଏ.): ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ। ରାଜ୍ୟ ସରକାର ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଛାତ୍ରଛାତ୍ରୀଙ୍କୁ ସ୍କୁଲ ମୁହାଁ କରିବା ପାଇଁ ମାଗଣା ପାଠ୍ୟପୁସ୍ତକ, ଖାଦ୍ୟ, ପୋଷାକ ସମେତ ଅନେକ ଯୋଜନା ପ୍ରଣୟନ…
କୂଳ ଲଂଘୁଛି ସମୁଦ୍ର: ଉଚ୍ଚ ଜୁଆର ଯୋଗୁ ସମୁଦ୍ରରେ ଲୀନ ହେଲା ୬ ଘର
ଗଞ୍ଜାମ,୨୯।୭(ଡି.ଏନ୍.ଏ.): କୂଳ ଲଂଘୁଛି ସମୁଦ୍ର। ଉଚ୍ଚ ଲହରୀ ଯୋଗୁ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳଗୁଡିକ ଅବକ୍ଷୟ ହେବାରେ ଲାଗିଛି l ଗଞ୍ଜାମ ଜିଲା ପାଳିବନ୍ଧ ପଞ୍ଚାୟତ ସାମୁଦ୍ରିକ ମତ୍ସ୍ୟଜୀବୀ ସମ୍ପ୍ରଦାୟ ପୋଡ଼ମପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭରେ ଲୀନ…
ଟସ୍ ଜିତି ଓ୍ବେଷ୍ଟଇଣ୍ଡିଜ୍ର ବୋଲିଂ ନିଷ୍ପତ୍ତି: ଭାରତକୁ ତୃତୀୟ ଝଟ୍କା
ଟାରୌବା,୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ବ୍ରାଏନ୍ ଲାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ନିକୋଲାସ ପୁରନ୍ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହାପରେ ଭାରତ ବ୍ୟାଟିଂ କରି…
ରାଜ୍ୟରେ ବଞ୍ଚିଛନ୍ତି ମାତ୍ର ୨୮ ବାଘ, ନନ୍ଦନକାନନରେ ଜୀବଜନ୍ତୁ ମରିଗଲେଣି
ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ବାଘ ସଂଖ୍ୟା ହ୍ରାସକୁ ନେଇ କଂଗେସ ସଭ୍ୟ ସୁରେଶ କୁମାର ରାଉତରାୟ ବିଧାନସଭାରେ ଉଦ୍ବେଗ ପ୍ରକାଶ କରିଛନ୍ତି। ଶୁକ୍ରବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସେ କହିଥିଲେ ଯେ, ସାର୍…ରାଜ୍ୟରେ ଆଉ ବାଘ ନାହାନ୍ତି। ନନ୍ଦନକାନନରେ ଜୀବଜନ୍ତୁ ସବୁ…
ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ଗୁଳିବିଦ୍ଧ ଦନ୍ତା
ନରସିଂହପୁର,୨୯।୭: ଶେଷରେ ଆଖି ବୁଜିଲା ଗୁଳିବିଦ୍ଧ ଦନ୍ତା। ଆଠଗଡ଼ ବନଖଣ୍ଡ ନରସିଂହପୁର ଜଙ୍ଗଲରେ ବୁଲୁଥିବା ଗୁଳିବିଦ୍ଧ ଦନ୍ତାଟି ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ଆଖି ବୁଜିଛି। ଏନେଇ ଆଠଗଡ଼ ଡିଏଫଓ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଗତ ମାସରେ ଏହି ଅଞ୍ଚଳରେ ଏକ…
ମୁହଁ ଖୋଲିଲେ ପାର୍ଥ: କହିଲେ ‘ସମୟ ହିଁ ସବୁକିଛି କହିବ’
କୋଲକାତା,୨୯।୭: ପଶ୍ଚିମବଙ୍ଗ ସ୍କୁଲ ସେବା କମିଶନ(ଏସ୍ଏସ୍ସି) ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହେବା ପରେ ମନ୍ତ୍ରୀପଦ ହରାଇଛନ୍ତି ପାର୍ଥ ଚାଟାର୍ଜୀ। ଏପରିକି ତାଙ୍କୁ ଟିଏମ୍ସିରୁ ମଧ୍ୟ ନିଲମ୍ବନ କରାଯାଇଛି। ଏବେ ସେ ଇଡି ହେପାଜତରେ ଥିବା ବେଳେ ପ୍ରଥମ ଥର ପାଇଁ…
ଶେଷରେ କ୍ଷମା ମାଗିଲେ କଂଗ୍ରେସ ନେତା ଅଧୀର
ନୂଆଦିଲ୍ଲୀ,୨୯।୭: ଭାରତର ନୂତନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସ ଏମ୍ପି ଅଧୀର ରଞ୍ଜନ ଚୌଧୁରୀ ‘ରାଷ୍ଟ୍ରପତ୍ନୀ’ କହି ସମ୍ବୋଧିତ କରିଥିଲେ। ଏହି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାଜପା ସଡ଼କରୁ ନେଇ ସଂସଦ ପର୍ଯ୍ୟନ୍ତ ହଙ୍ଗାମା କରିଥିଲା। ବିବାଦ ତେଜୁଥିବା ବେଳେ ଶେଷରେ…
Archives


