Home

ନଦୀକୂଳରେ ବସି ପ୍ରେମିକାଙ୍କ ମୁଣ୍ଡରୁ ଉକୁଣୀ ବାଛୁଛନ୍ତି ପ୍ରେମିକ; ଭିଡିଓ ଦେଖିଲେ କହିବେ…

ପ୍ରେମ ହେଉଛି ଦୁନିଆର ସବୁଠାରୁ ସୁନ୍ଦର ଅନୁଭବ। ଯେଉଁମାନଙ୍କୁ ଜୀବନରେ ବାସ୍ତବ ପ୍ରେମ ମିଳିଥାଏ ସେମାନଙ୍କ ଖୁସିର ପରିସୀମା ନ ଥାଏ। ଏମିତିରେ ଅନେକ ପ୍ରେମକାହାଣୀ ଆପଣ ଶୁଣିଥିବେ। ହେଲେ ଆମେ ଯେଉଁ ପ୍ରେମିକଙ୍କ ବିଷୟରେ କଥା ହେବାକୁ ଯାଉଛୁ ସେ…

ବାଦ୍‌ ପଡ଼ିଲେ କେ.ଏଲ୍‌. ରାହୁଲ; ଏହି କ୍ରିକେଟରଙ୍କୁ ମିଳିଲା ସୁଯୋଗ

ଟାରୌବା,୨୯।୭: ପ୍ରଥମେ ସର୍ଜରୀ ଏବଂ ପରେ କରୋନା ସଂକ୍ରମଣ ଯୋଗୁ ଟିମ୍‌ ଇଣ୍ଡିଆର ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର ଓପନର୍‌ କେ.ଏଲ୍‌.ରାହୁଲ। ଏବେ ତାଙ୍କ ସ୍ଥାନରେ ଟି୨୦ ସିରିଜ ଲାଗି ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ସଞ୍ଜୁ ସାମସନ୍‌ଙ୍କୁ ସୁଯୋଗ ମିଳିଛି। ବିସିସିଆଇ…

ଭାରତ ବିପକ୍ଷ ସିରିଜ ଲାଗି ଦଳ ଘୋଷଣା କଲା ଓ୍ବେଷ୍ଟଇଣ୍ଡିଜ୍‌

ତ୍ରିନିଦାଦ,୨୯।୭: ଭାରତ ବିପକ୍ଷ ଟି୨୦ ସିରିଜ୍‌ ଶୁକ୍ରବାର ଆରମ୍ଭ ହେବ। ଜୁଲାଇ ୨୯ରୁ ଏହା ଆରମ୍ଭ ହୋଇ ଅଗଷ୍ଟ ୩ରେ ଶେଷ ହେବ। ତେବେ ସିରିଜ ଲାଗି ଶୁକ୍ରବାର ୧୬ ସଦସ୍ୟ ବିଶିଷ୍ଟ ଟିମ୍‌ର ଘୋଷଣା କରିଛି ଓ୍ବେଷ୍ଟଇଣ୍ଡିଜ୍‌। ଭାରତ ବିପକ୍ଷ…

କଂଗ୍ରେସ ନେତାଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ସ୍ମୃତି ଇରାନୀ ଝିଅଙ୍କ ସମ୍ପର୍କିତ ଟୁଇଟ୍‌ ତୁରନ୍ତ ହଟାଅ

ନୂଆଦିଲ୍ଲୀ,୨୯।୭: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଦ୍ୱାରା ଦାଖଲ ହୋଇଥିବା ମାନହାନି ମୋକଦ୍ଦମା ଉପରେ କଂଗ୍ରେସ ନେତା ଜୟରାମ ରମେଶ ଏବଂ ପୱନ ଖେରାଙ୍କୁ ଦିଲ୍ଲୀ ହାଇକୋର୍ଟ ସମନ ଜାରି କରିଛନ୍ତି। ଏହି ଦୁଇ ନେତା ସ୍ମୃତି ଝିଅ ଜୋଇସ୍‌ଙ୍କ ନାମରେ…

୫୬୦୦ ଆଫଗାନିସ୍ତାନ ନାଗରିକଙ୍କୁ ନିଜ ଦେଶରୁ ବିଦାକଲା ଇରାନ

ତେହେରାନ,୨୯ା୭: ନିଜ ଦେଶରେ ଆଫଗାନିସ୍ତାନ ନାଗରିକଙ୍କ ସଂଖ୍ୟାକୁ ନେଇ ଇରାନ ଆଫଗାନିସ୍ତାନ ନାଗରିକମାନଙ୍କୁ ବିଦାକରିଛି। କାବୁଲରେ ତାଲିବାନ ନେତୃତ୍ୱାଧୀନ ସରକାର କହିଛନ୍ତି, ଗତ କିଛି ସପ୍ତାହ ମଧ୍ୟରେ ଇରାନ ନିଜ ଦେଶରୁ ୫,୬୦୦ ସାଧାରଣ ନାଗରିକଙ୍କୁ ବାହାର କରିଛି। ଶରଣାର୍ଥୀ ତଥା…

ସତ ହେବ କି ଶାହରୁଖଙ୍କ ଭବିଷ୍ୟବାଣୀ

ବଲିଉଡ ଅଭିନେତା ରଣବୀର ସିଂ ଜବରଦସ୍ତ ଅଭିନୟ ବ୍ୟତୀତ ଚମତ୍କାର ଫ୍ୟାଶନ ପାଇଁ ଜଣାଶୁଣା। ଅନେକ ଥର ତାଙ୍କୁ ଭିନ୍ନ ଫ୍ୟାଶନ ପାଇଁ ଟ୍ରୋଲ ମଧ୍ୟ କରାଯାଏ। କିନ୍ତୁ ଏଥିରେ ତାଙ୍କର କୌଣସି ଫରକ ପଡେ ନାହିଁ। ନିକଟରେ ରଣବୀର ଏକ…

ଭିଜିଲାନ୍ସ ଜାଲରେ ତହସିଲ କିରାଣି

ଅମ୍ବାଭୋନା,୨୯ା୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣି ବଳରାମ କଲାରୀ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମ୍ୟୁଟେସନ ଜମିପଟ୍ଟା ପ୍ରସ୍ତୁତ କରିବା ପାଇଁ ସେ ଡୁଙ୍ଗୁରୀର ନିତେଶ ପ୍ରଧାନଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

କାନ୍ଦି କାନ୍ଦି ବେହୋଶ ହୋଇପଡିଲେ ଅର୍ପିତା: ହସ୍ପିଟାଲରେ ଭର୍ତ୍ତି

କୋଲକାତା,୨୯।୭: ପଶ୍ଚିମବଙ୍ଗରେ ସ୍କୁଲ ସେବା କମିଶନ(ଏସ୍‌ଏସ୍‌ସି) ନିଯୁକ୍ତି ଦୁର୍ନୀତି ମାମଲାରେ ଛନ୍ଦି ହୋଇପଡିଛନ୍ତି ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀ। ଇଡି ଜେରାର ସମ୍ମୁଖୀନ ହେଉଥିବା ଅର୍ପିତାଙ୍କ ସ୍ବାସ୍ଥ୍ୟାବସ୍ଥା ଶୁକ୍ରବାର ବିଗିଡି ଯାଇଛି। ଜେରା ବେଳେ କାନ୍ଦି କାନ୍ଦି…

ନିଲାମ ହେଲା ୭.୫ କୋଟି ବର୍ଷ ତଳର ଡାଇନୋସର କଙ୍କାଳ, ଦାମ୍‌ ରହିଛି…

ନ୍ୟୁୟର୍କ,୨୯ା୭: ନ୍ୟୁୟର୍କର ସୁଥ୍‌ବେ ନିଲାମ ହାଉସ୍‌ରେ ମିଳିଥିବା ୭୭ ମିଲିୟନ ବର୍ଷ ପୁରୁଣା ଡାଇନୋସର କଙ୍କାଳ ୬୧ ମିଲିୟନ ଡଲାରରେ ବିକ୍ରି ହୋଇଛି। ନିଲାମ ଗୃହର ବରିଷ୍ଠ ଉପସଭାପତି ଏ ବିଷୟରେ ସୂଚନା ଦେଇଛନ୍ତି। ଏହି ମାସ ଆରମ୍ଭରେ ନ୍ୟୁୟର୍କର ସୁଥ୍‌ବେ…

କାଠଭର୍ତ୍ତି ଟ୍ରକ୍‌ ପଛରେ ଲେଖା ହୋଇଛି ଅଧିକ ଗଛ ଲଗାନ୍ତୁ, ଲୋକେ କରୁଛନ୍ତି ଟ୍ରୋଲ୍‌

ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହୋଇଛି, ଯେଉଁଥିରେ କଟା କାଠରେ ପରିପୂର୍ଣ୍ଣ ଏକ ଟ୍ରକ୍‌ ଦେଖିବାକୁ ମିଳିଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ଟ୍ରକ୍‌ ପଛରେ ଲେଖା ହୋଇଛି, ଅଧିକ ଗଛ ଲଗାନ୍ତୁ। ଲୋକମାନେ ଏହା ଦେଖି ପରିହାସ କରି କହିଛନ୍ତି,…

‘ଭାରତ ଆତ୍ମବିଶ୍ୱାସର ସହ ଅଜଣା ଶତ୍ରୁକୁ କରିଛି ସାମ୍ନା’

ଚେନ୍ନାଇ,୨୯।୭: ଚେନ୍ନାଇରେ ଆନ୍ନା ବିଶ୍ୱବିଦ୍ୟାଳୟର ୪୨ତମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ଏବଂ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ…

ମାଙ୍ଗାଲୋରରେ ଯୁବକଙ୍କୁ ନିର୍ମମ ହତ୍ୟା: ୧୪୪ ଧାରା ଜାରି

ମାଙ୍ଗାଲୋର,୨୯।୮: କର୍ନାଟକର ମାଙ୍ଗାଲୋର ଜିଲାରେ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ଫଳରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ପରିସ୍ଥିତି ତିକ୍ତ ହୋଇଥିବାର ଦେଖି ମାଙ୍ଗାଲୋର ଜିଲାର ସୁରଟକଳ ଅଞ୍ଚଳରେ ଧାରା ୧୪୪ ଲାଗୁ କରାଯାଇଛି। ପୋଲିସ ପ୍ରଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri