Home

ଲଘୁଚାପ ସୃଷ୍ଟି, ଅଧିକାଂଶ ଜିଲାରେ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଅଧିକାଂଶ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ସୋମବାର କେତେକ…

୧୭ରେ ମୁଖ୍ୟମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ

ଭୁବନେଶ୍ବର, ୪ା୧୦(ବ୍ୟୁରୋ):ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ୨୦୨୨ର ତୃତୀୟ ସଂସ୍କରଣ’ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଚଳିତ ମାସ ୧୭ରେ ହାଇଦ୍ରାବାଦରେ ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଫିକ୍କି ସହଯୋଗରେ…

ଦାଦନଙ୍କ ଗୋଡ଼, ହାତପାପୁଲି କାଟିଲେ ଦଲାଲ

ପାରଳାଖେମୁଣ୍ଡି,୪ା୧୦(ଡି.ଏନ୍‌.ଏ.):କିଛିବର୍ଷ ତଳେ କଳାହାଣ୍ଡି ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାତ କାଟି ଦିଆଯାଇଥିଲା। ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଶାଙ୍କ ମୁର୍ମୁଙ୍କ କ୍ଷେତ୍ରରେ ଏହାର ପୁନରାବୃତ୍ତି ହୋଇଛି। ଶାଙ୍କଙ୍କୁ ୪ ଜଣ ଦଲାଲ ଦାଦନ ଖଟିବାକୁ ଡାକି ନେଇ…

ପୁରୁଣାଙ୍କୁ ପୁଣି ସୁଯୋଗ

ଭୁବନେଶ୍ୱର, ୪ା୧୦:ରାଜ୍ୟରେ ବେରୋଜଗାରି ବଢ଼ିବାରେ ଲାଗିଛି। ଯୁବଗୋଷ୍ଠୀ ସରକାରୀ ଚାକିରିଟିଏ ପାଇବା ପାଇଁ ଦୀର୍ଘ ବର୍ଷ ଧରି ଅପେକ୍ଷା କରି ରହୁଛନ୍ତି। ସେଣ୍ଟ୍ରାଲ୍‌ ଫର ମନିଟରିଂ ଇଣ୍ଡିଆନ ଇକୋନୋମି(ସିଏମ୍‌ଆଇଇ) ରିପୋର୍ଟ ଅନୁଯାୟୀ, ସାରା ଦେଶରେ ବେକାର ହାର ଗତ ଅଗଷ୍ଟରେ ୮.୩%…

ଜମ୍ମୁ-କଶ୍ମୀର ଡିଜି ଜେଲ ହେମନ୍ତ ଲୋହିୟାଙ୍କୁ ହତ୍ୟା, ବଢିଲା ସୁରକ୍ଷା ଏଜେନ୍ସିର ଚିନ୍ତା

ଜମ୍ମୁ,୪ ।୧୦: ଜମ୍ମୁ-କଶ୍ମୀରରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବଡ ଘଟଣା ସାମ୍ନାକୁ ଆସିଛି । ଜମ୍ମୁ-କଶ୍ମୀର ପୋଲିସ ମହାନିର୍ଦ୍ଦେଶକ(ଜେଲ) ହେମନ୍ତ ଲୋହିୟାଙ୍କୁ ତାଙ୍କ ଘରେ କେହି ଗଳା ଚିପି ହତ୍ୟା କରିଥିବା ଜଣାପଡିଛି । ତାଙ୍କ ଚାକର ଉପରେ ପୋଲିସ…

‘କ୍ଷମା ମାଗୁ କଂଗ୍ରେସ’

ମାଣ୍ଡ୍ୟା,୩।୧୦: ‘କର୍ନାଟକ ପତାକା’ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଫଟୋକୁ ନେଇ ଉତ୍ତେଜନା ଦେଖାଦେଇଛି। କନ୍ନଡ଼ ସପକ୍ଷବାଦୀ ଗୋଷ୍ଠୀ ଏହା ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏଥିପାଇଁ କଂଗ୍ରେସ ତୁରନ୍ତ କ୍ଷମା ମାଗୁ ବୋଲି ସେମାନେ ଦାବି କରିଛନ୍ତି। କଂଗ୍ରେସର…

୫କଂଗ୍ରେସ ନେତାଙ୍କୁ ଇଡିର ସମନ

ନୂଆଦିଲ୍ଲୀ,୩।୧୦: ନ୍ୟାସନାଲ ହେରାଲ୍ଡ ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସୋମବାର ୫ଜଣ କଂଗ୍ରେସ ନେତାଙ୍କୁ ସମନ ପଠାଇଛି। ସମନ ପଠାଯାଇଥିବା ନେତାଙ୍କ ମଧ୍ୟରେ ଅଞ୍ଜନ କୁମାର, ମହମ୍ମଦ ଅଲି ଶବୀର, ଗୀତା ରେଡ୍ଡୀ, ସୁଦର୍ଶନ ରେଡ୍ଡୀ ଏବଂ ଗଲି ଅନିଲ…

ଟି-୨୦ ଓ୍ବାଲ୍ଡ କପ୍‌ରେ ଭାରତକୁ ବଡ଼ ଝଟ୍‌କା: ଟୁର୍ନାମେଣ୍ଟରୁ ବାଦ୍‌ ପଡ଼ିଲେ ବୁମରା

ନୂଆଦିଲ୍ଲୀ,୩।୧୦: ୨ସପ୍ତାହ ପରେ ହେବାକୁ ଥିବା ଟି-୨୦ ଓ୍ବାଲ୍ଡ କପ୍‌ରେ ଭାରତୀୟ ଟିମ୍‌କୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତୀୟ ଟିମ୍‌ରୁ ଅନୁଭବୀ ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ଓ୍ବାଲ୍ଡ କପ୍‌ରୁ ବାହାର କରାଯାଇଛି। ଲଗାତର ପିଠିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ…

ପିଏମ୍‌ଏଲ୍‌-ଏନ୍‌ ନେତାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

ଇସ୍‌ଲାମାବାଦ,୩।୧୦: ପାକିସ୍ତାନର ମୁସଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌) ନେତା ତଥା ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ସରିଫଙ୍କୁ ଆଶ୍ୱସ୍ତି ମିଳିଛି। ସୋମବାର ଲାହୋର ହାଇକୋର୍ଟ ପିଏମ୍‌ଏଲ୍‌-ଏନ୍‌ ନେତା ମରିୟମ୍‌ଙ୍କ ଆବେଦନର ଶୁଣାଣି କରି ପାସପୋର୍ଟ ଫେରସ୍ତ ପାଇଁ ରାୟ ଶୁଣାଇଛନ୍ତି। ପ୍ରଧାନ…

ଆସ୍ଥା ଭୋଟ ଜିତିଲେ ମାନ୍‌

ଚଣ୍ଡିଗଡ଼,୩।୧୦: ପଞ୍ଜାବ ବିଧାନସଭାରେ କଂଗ୍ରେସ ବିଧାୟକମାନଙ୍କ କକ୍ଷତ୍ୟାଗ ସତ୍ତ୍ୱେ ଆମ୍‌ ଆଦ୍‌ମୀ ପାର୍ଟି ସରକାର ସୋମବାର ଆସ୍ଥା ଭୋଟ ଜିତିଯାଇଛନ୍ତି। ରାଜ୍ୟରେ ଭାଜପାର ଅପରେଶନ ଲୋଟସ୍‌ ବିଫଳ ହୋଇଥିବା ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଆସ୍ଥା ଭୋଟ ଜିତିବା ପରେ କହିଛନ୍ତି। ବିଧାନସଭାରେ…

ଟୁଇଟର, ଇନ୍‌ଷ୍ଟାଗ୍ରାମ୍‌ରେ ସିବିଆଇ

ନୂଆଦିଲ୍ଲୀ,୩।୧୦: ଇଣ୍ଟରପୋଲ୍‌ର ୯୦ତମ ସାଧାରଣ ସଭା ପୂର୍ବରୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଟୁଇଟର ଏବଂ ଇନ୍‌ଷ୍ଟାଗ୍ରାମ୍‌ରେ ପ୍ରବେଶ କରିଛି। ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ସୋସିଆଲ ମିଡିଆ ସହ ଯୋଡ଼ିହୋଇ ରହିଥିବା ବେଳେ ସିବିଆଇ…

ଦାଦନଙ୍କ ଗୋଡ଼, ପାପୁଲି କାଟିଦେଲେ ଦଲାଲ

ପାରଳାଖେମୁଣ୍ଡି,୩ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା କଲବା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦାଦନ ଖଟିବାକୁ ଯାଇଥିବା ଶ୍ରମିକଙ୍କ ଗୋଡ଼ ଓ ହାତ କାଟିଦେଇଥିବା ଜଣାପଡ଼ିଛି। ଏଥିସହ ଥାନାରେ ଅଭିଯୋଗ କଲେ ଜୀବନରୁ ମାରି ଦେବାକୁ ଧମକ ଦେଇଛନ୍ତି ଦଲାଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?