ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…
ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର ଲୋକଙ୍କ ପ୍ରତି ସର୍ବୋଚ୍ଚ ସମ୍ମାନ ରଖିଛନ୍ତି ଏବଂ ରଖିବେ। ସେ ଆହୁରି…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ ସିନେମାର ଏକ୍ଜିକ୍ୟୁଟିଭ୍ ପ୍ରଡ୍ୟୁସର ସୁପସା ଦତ୍ତଙ୍କ ସମେତ ନିର୍ଦ୍ଦେଶକ, ପ୍ରଯୋଜକ…
ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା
ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା ଚୁକ୍ତିନାମାକୁ ଗ୍ରହଣ କରିଥାଇପାରେ । ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଓ…
ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…
ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ ନେଉଥିବା ସମୟରେ ମା’ କୋଳରୁ ଶିଶୁପୁତ୍ର ହୋଇଛି ଚୋରି, ଏନେଇ ନିରାକାରପୁର ରେଳବାଇ…
ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ
ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି। ଅଭିଯୁକ୍ତ ହେଲେ ଦାରିଙ୍ଗବାଡି ଥାନା ଅଞ୍ଚଳର ପ୍ରତାପ ଚନ୍ଦ୍ର ସାହୁ ବୋଲି ସରକାରୀ…
ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…
ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ ବିବୃତ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି ଯେ, ଏହା ଆଶା କରୁଛି ଏହି…
ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…
ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ ଯୁଦ୍ଧବିରତି ପାଇଁ ପାକିସ୍ତାନର ଭୂମିକାକୁ ପ୍ରଶଂସା କରିଛନ୍ତି। ମେହବୁବା ମୁଫତି କହିଛନ୍ତି, ଆଜି…
ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା
ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି ଘଟିଥିଲା। ଏହି ବାମହାତୀ ବ୍ୟାଟସମ୍ୟାନ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୧୪ ବଲରେ ୩୯…
RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍କୁ ଅପରିବର୍ତ୍ତିତ ରଖିଛି। ଏହା ପରେ RBIର ରେପୋ ରେଟ୍ ୫.୨୫% ରହିବ। ପୂର୍ବରୁ RBI…
ମୋଦିଙ୍କୁ ଝଟ୍କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…
ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି, ‘ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ…
ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…
ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି ବିମାନ ଯାତ୍ରା ପାଇଁ ବୁଧବାର ଠାରୁ ୨୯୯ ଟଙ୍କାରୁ ୮୯୯ ଟଙ୍କା ପର୍ଯ୍ୟନ୍ତ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜି ନୂଆଗାଁର ଅରକ୍ଷିତ ସାହୁ (୭୩) । ପୋଲିସ ଶବକୁ ଜବତ କରି…

