ଶିବସେନା କାହାର, ସେପ୍ଟେମ୍ବର ୨୭ରେ ବିଚାର…
ନୂଆଦିଲ୍ଲୀ, ୭।୯ : ଜୁନ ମାସରେ ମହାରାଷ୍ଟ୍ରରେ କ୍ଷମତା ଦଖଲ ପରେ ଶିବସେନା କାହାର ସେନେଇ ସଂଗ୍ରାମ ଜାରି ରହିଛି। ଏହି ମାମଲା ନିର୍ବାଚନ ଆୟୋଗଙ୍କ ଅଧୀନରେ ରହିଛି। କିନ୍ତୁ ପ୍ରକୃତ ଶିବସେନାର ପ୍ରଶ୍ନ ସୁପ୍ରିମକୋର୍ଟରେ ପହଞ୍ଚିଛି। ସେପ୍ଟେମ୍ବର ୨୭ରେ ଏହା…
ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍ ଇଣ୍ଡିଆର ଭାଗ୍ୟ…
ଦୁବାଇ/ସାରଜା, ୭।୯ : ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଭାରତ ୬ ୱିକେଟରେ ପରାଜୟ ସ୍ବୀକାର କରିଛି। ସୁପର ଫୋର୍ ରାଉଣ୍ଡରେ ଏହି ପରାଜୟ ସହ ଭାରତ ଏସିଆ କପରୁ ବାହାର ହେବାକୁ ଯାଉଛି। ଶ୍ରୀଲଙ୍କା ପୂର୍ବରୁ…
ରାଜଧାନୀରେ ଏବର୍ଷ ଦୀପାବଳିରେ ମଧ୍ୟ ବାଣଫୁଟା ବନ୍ଦ…
ନୂଆଦିଲ୍ଲୀ, ୭।୯ : ଏଥର ମଧ୍ୟ ରାଜଧାନୀ ଦିଲ୍ଲୀରେ ଦୀପାବଳିରେ ମଧ୍ୟ ବାଣଫୁଟା ବନ୍ଦ ରହିବ। ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ ବୁଧବାର କହିଛନ୍ତି ଯେ ୨୦୨୩ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଜାତୀୟ ରାଜଧାନୀରେ ସମସ୍ତ ପ୍ରକାର ବାଣ…
ପାଟନା ମେଡିକାଲ କଲେଜକୁ ତେଜସ୍ବୀଙ୍କ ରାତିଅଧିଆ ଗସ୍ତ…
ନୂଆଦିଲ୍ଲୀ, ୭।୯ : ମଙ୍ଗଳବାର ବିଳମ୍ବିତ ରାତିରେ ବିହାର ଉପମୁଖ୍ୟମନ୍ତ୍ରୀ ତଥା ସ୍ବାସ୍ଥ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଏହି ସମୟରେ ୱାର୍ଡରେ ଖରାପ ବ୍ୟବସ୍ଥା ଦେଖିବା ପରେ ସେ ବହୁତ ରାଗି ଯାଇଥିଲେ। ସେ ଡାକ୍ତରମାନଙ୍କୁ ତୀବ୍ର ନିନ୍ଦା…
ଜାଡେଜାଙ୍କ ଆଣ୍ଠୁରେ ସଫଳ ଅସ୍ତ୍ରୋପଚାର
ନୂଆଦିଲ୍ଲୀ,୭।୯(ପି.ଟି.): ଭାରତର ଆଘାତପ୍ରାପ୍ତ ଅଲ୍ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଡାହାଣ ଆଣ୍ଠୁରେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି। ସେ ଖୁବ୍ ଶୀଘ୍ର ତାଙ୍କ ରିହାବିଲିଟେଶନ ଆରମ୍ଭ କରିବେ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି। ୩୩ ବର୍ଷୀୟ ଜାଡେଜା ଏସିଆ କପ୍ ସୁପର-୪…
ମାନ୍ୟତା ପାଇନଥିବା ରାଜନୈତିକ ଦଳଙ୍କ ବିରୋଧରେ ଆୟକର ଚଢ଼ାଉ…
ନୂଆଦିଲ୍ଲୀ, ୭।୯ : ମାନ୍ୟତା ପାଇନଥିବା ରାଜନୈତିକ ଦଳଙ୍କ ବିରୋଧରେ ଟିକସ ଛାଡ ମାମଲାରେ ଆୟକର ବିଭାଗ ବିଭିନ୍ନ ରାଜ୍ୟରେ ଚଢ଼ାଉ କରାଯାଇଛି। ସରକାରୀ ସୂତ୍ର ଅନୁଯାୟୀ, ବୁଧବାର ପଞ୍ଜୀକୃତ ହୋଇଥିବା ମାତ୍ର ମାନ୍ୟତା ମିଳି ନଥିବା ରାଜନୈତିକ ଦଳ ତଥା…
ବୋମ୍ମାଇ କ୍ଷମତା ଛାଡନ୍ତୁ, ବନ୍ୟା ସମସ୍ୟାର ସମାଧାନ ଆମେ କରିବୁ: କଂଗ୍ରେସ…
ବେଙ୍ଗାଲୁରୁ, ୭।୯ : ପ୍ରବଳ ବର୍ଷା ପରେ ବେଙ୍ଗାଲୁରୁରେ ଆସିଥିବା ବନ୍ୟାକୁ ନେଇ ଶାସକ ଭାଜପା ଓ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ସିଲିକନ ସିଟି ବେଙ୍ଗାଲୁରରେ ବନ୍ୟା ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ପୂର୍ବ କଂଗ୍ରେସ ସରକାରଙ୍କୁ ଦାୟୀ କରିଥିଲେ।…
ଏସିଆ କପ୍: ବିଦାୟ ପଥରେ ଭାରତ
ଦୁବାଇ, ୭।୯: ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ଖରାପ ପ୍ରଦର୍ଶନ କରି ଭାରତ ଏସିଆ କପ୍ କ୍ରିକେଟର ମଙ୍ଗଳବାର ଅନୁଷ୍ଠିତ ସୁପର ଫୋର ମ୍ୟାଚରେ ଶ୍ରୀଲଙ୍କାଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ଏଥିସହ ଭାରତ ଟୁର୍ନାମେଣ୍ଟରୁ ବିଦାୟ ହେବା ପଥରେ ରହିଛି।…
ଅପରାଜିତା ଭାରତୀୟ ଦଳର କୋଚ୍
ଭୁବନେଶ୍ୱର, ୭।୯(କ୍ରୀଡ଼ା ପ୍ରତିନିଧି): ଚଳିତମାସ ୧୫ରୁ ୨୮ ପର୍ଯ୍ୟନ୍ତ ଜର୍ଜିଆର ବାଟୁମିଠାରେ ହେବାକୁ ଯାଉଛି ଫିଡେ (ଆନ୍ତର୍ଜାତୀୟ ଚେସ୍ ଫେଡେରେଶନ୍) ୱାଲର୍ଡ କ୍ୟାଡେଟ୍ ଚେସ୍ ଚାମ୍ପିୟନଶିପ୍। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶାର କ୍ୟାଣ୍ଡିଡେଟ ମାଷ୍ଟର ତଥା ଫିଡେ ଇନ୍ଷ୍ଟ୍ରକ୍ଟର ଅପରାଜିତା…
କଂଗ୍ରେସ ପାକିସ୍ତାନରୁ ଆରମ୍ଭ କରୁ ଭାରତ ଯୋଡ ଯାତ୍ରା, ଭାଜପାର କଟାକ୍ଷ…
ନୂଆଦିଲ୍ଲୀ,୭।୯ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କଂଗ୍ରେସର ଭାରତ ଯୋଡ ଯାତ୍ରାକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ସେ…
ସକ୍ରିୟ ମାମଲା ୫୧ ହଜାରରୁ ଅଧିକ…
ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୧ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା…
ଚତୁର୍ଥ ରାଉଣ୍ଡରୁ ନାଡାଲ ବିଦା
ନ୍ୟୁୟର୍କ,୭।୯(ପି.ଟି.): ୟୁଏସ୍ ଓପନ ଚତୁର୍ଥ ରାଉଣ୍ଡରୁ ବିଦା ହେଲେ ସ୍ପେନର ରାଫେଲ ନାଡାଲ। ୨୨ଟି ଗ୍ରାଣ୍ଡସ୍ଲାମ ବିଜୟୀ ନାଡାଲ ପ୍ରଥମ ଥର ପାଇଁ ୟୁଏସ୍ ଓପନ କ୍ୱାର୍ଟର ଫାଇନାଲରେ ପହଞ୍ଚିବାରେ ବିଫଳ ହୋଇଛନ୍ତି। ଏହା ସହିତ ନାଡାଲଙ୍କ କ୍ରମାଗତ ୨୨ ମ୍ୟାଚ୍…
Archives


