ଚତୁର୍ଥ ରାଉଣ୍ଡରୁ ନାଡାଲ ବିଦା
ନ୍ୟୁୟର୍କ,୭।୯(ପି.ଟି.): ୟୁଏସ୍ ଓପନ ଚତୁର୍ଥ ରାଉଣ୍ଡରୁ ବିଦା ହେଲେ ସ୍ପେନର ରାଫେଲ ନାଡାଲ। ୨୨ଟି ଗ୍ରାଣ୍ଡସ୍ଲାମ ବିଜୟୀ ନାଡାଲ ପ୍ରଥମ ଥର ପାଇଁ ୟୁଏସ୍ ଓପନ କ୍ୱାର୍ଟର ଫାଇନାଲରେ ପହଞ୍ଚିବାରେ ବିଫଳ ହୋଇଛନ୍ତି। ଏହା ସହିତ ନାଡାଲଙ୍କ କ୍ରମାଗତ ୨୨ ମ୍ୟାଚ୍…
ହାରିଥିବା ଲୋକ ସଭା, ବିଧାନସଭା ଆସନ ଉପରେ ଭାଜପାର ଫୋକସ
ଭୁବନେଶ୍ବର,୭।୯(ବ୍ୟୁରୋ): ଭାଜପା ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ତାଙ୍କ ୨ଦିନିଆ ଓଡ଼ିଶା ଗସ୍ତ ଶେଷକରି ଫେରିଯାଇଛନ୍ତି। ତାଙ୍କ ଗସ୍ତ ଶେଷ ପୂର୍ବରୁ ସେ ଦଳର ରାଜ୍ୟ ସଭାପତି, ପଦାଧିକାରୀ, ମୋର୍ଚ୍ଚା ସଭାପତି ଏବଂ ବରିଷ୍ଠ ନେତାମାନଙ୍କ ସହ ଦୀର୍ଘ ସମୟ ଆଲୋଚନା…
କିଣା ଆଓ୍ବାର୍ଡ: ଭାଜପା
ଭୁବନେଶ୍ବର,୭।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବା ପରେ ସେ ଭୁବନେଶ୍ୱର ଫେରିଛନ୍ତି। ତାଙ୍କୁ ସ୍ବାଗତ କରିବା ଲାଗି ହଜାର ହଜାର ସଂଖ୍ୟାରେ ବିଜେଡି କର୍ମୀ ଭୁବନେଶ୍ୱରରେ ଛାଉଣି ହୋଇଯାଇଛନ୍ତି। ହେଲେ ଏହାକୁ କଡ଼ା ଭାଷାରେ ବିରୋଧୀ ସମାଲୋଚନା…
ସମୋସା ପ୍ଲେଟ୍ରେ ନ ଦେବାରୁ ମୁଖ୍ୟମନ୍ତ୍ରୀଙ୍କୁ ଫୋନ୍
ଛତ୍ରପୁର: ମଧ୍ୟପ୍ରଦେଶର ଜଣେ ଦୋକାନୀ ସମୋସା ପ୍ଲେଟ୍ରେ ପରିବେଷଣ ନ କରିବା ଏବଂ ଚାମଚ ନ ଦେବାରୁ ଜଣେ ଗ୍ରାହକ ଉତ୍କ୍ଷିପ୍ତ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ହେଲ୍ପଲାଇନକୁ ଫୋନ ଲଗାଇଥିଲେ। ଛତ୍ରପୁର ବସ୍ଷ୍ଟାଣ୍ଡରେ ଥିବା ‘ରାକେଶ ସମୋସା’ ନାମକ ଜଳଖିଆ ଦୋକାନ…
ଟ୍ରାକ୍ଟରରେ ଉଦ୍ଧାର ହେଲେ ସିଇଓଙ୍କ ପରିବାର
ବେଙ୍ଗାଲୁରୁ,୭।୯: ବେଙ୍ଗାଲୁରୁରେ ଗତ ୭୫ ବର୍ଷ ମଧ୍ୟରେ ତୃତୀୟ ସର୍ବାଧିକ ବର୍ଷା ହୋଇଛି। ତିନିଦିନର ଲଗାଣ ବର୍ଷାରେ ସହର ଜଳାର୍ଣ୍ଣବ ହୋଇଯିବାରୁ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ବର୍ଷା ସାଙ୍ଗକୁ ବିଦ୍ୟୁତ୍ କାଟ, ଟ୍ରାଫିକ୍ ଜାମ ସମସ୍ୟାକୁ ଦ୍ୱିଗୁଣିତ କରିଛି।…
କ୍ୟାଶ୍ବ୍ୟାକ୍ ଏସ୍ବିଆଇ କାର୍ଡର ଶୁଭାରମ୍ଭ
ନୂଆଦିଲ୍ଲୀ,୭।୯: ଦେଶର ପ୍ରମୁଖ ପିଓର-ପ୍ଲେ କ୍ରେଡିଟ୍ କାର୍ଡ ଜାରିକର୍ତ୍ତା ଏସ୍ବିଆଇ କାର୍ଡ ପକ୍ଷରୁ ନିକଟରେ ‘କ୍ୟାଶ୍ବ୍ୟାକ୍ ଏସ୍ବିଆଇ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। କ୍ୟାଶ୍ବ୍ୟାକ୍ ଏସ୍ବିଆଇ କାର୍ଡ ହେଉଛି ଉଦ୍ୟୋଗର ପ୍ରଥମ କ୍ୟାଶ୍ବ୍ୟାକ୍ ଉପରେ ଧ୍ୟାନ ଆକର୍ଷଣ କରୁଥିବା କ୍ରେଡିଟ୍…
ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ନୂତନ ଅଭିଯାନର ଶୁଭାରମ୍ଭ
ନୂଆଦିଲ୍ଲୀ,୭।୯: ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ନୂତନ ଅଭିଯାନ ‘ଦିଲ୍ ସେ ଓପୋନ୍-ଆପ୍କେ ଲିଏ’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଲୋୟେ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଏହି ଅଭିଯାନରେ ୫ଟି ସ୍ବତନ୍ତ୍ର ଫିଲ୍ମ ପ୍ରଦର୍ଶନ କରାଯିବ। ବିଶେଷକରି ବ୍ୟାଙ୍କର କର୍ମଚାରୀମାନଙ୍କ ବାସ୍ତବ…
ଜଳର ପୁନଃ ଚକ୍ରଣ କରୁଛି ବେଦାନ୍ତ ଆଲୁମିନିୟମ
ଭୁବନେଶ୍ୱର,୭।୯: ଦେଶର ପ୍ରମୁଖ ଘରୋଇ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ାସ୍ଥିତ ଆଲୁମିନିୟମ ସ୍ମେଲଟର-୧ ଆର୍ଥିକ ବର୍ଷ-୨୨ରେ ନିର୍ଦ୍ଧାରିତ ପରିମାଣର ଜଳ ବିନିଯୋଗକୁ ୧୧% ହ୍ରାସ କରିବାର ଗୌରବ ଅର୍ଜନ କରିଛି। ଗତ ଆର୍ଥିକ ବର୍ଷ-୨୧ରେ ୧୭,୪୦୦ ଟନ୍ରୁ ଅଧିକ ଆଲୁମିନିୟମ…
ଏଏମ୍ଏନ୍ଏସ୍ ଇଣ୍ଡିଆ ଦ୍ୱାରା ଡୁଏଲ୍ ସିଷ୍ଟମ ଟ୍ରେନିଂ
ଭୁବନେଶ୍ୱର,୭।୯: ଆର୍ସଲର ମିତ୍ତଲ-ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍ଏନ୍ଏସ୍ ଇଣ୍ଡିଆ) ଏହାର ଦକ୍ଷତା ଉନ୍ନୟନ କାର୍ଯକ୍ରମ ଅଧୀନରେ ଏକ ସିଏସ୍ଆର୍ ପଦକ୍ଷେପକୁ ତ୍ୱରାନ୍ବିତ କରିବାକୁ ଯାଇ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ, କୋଇଡା ସହ ବୁଝାମଣାପତ୍ର ତଥା ଏମ୍ଓୟୁ ସ୍ବାକ୍ଷର କରିଛନ୍ତି। ଷ୍ଟୋନ୍…
୮% ବୃଦ୍ଧି ପାଇଛି ବିଦେଶୀ ଋଣ
ନୂଆଦିଲ୍ଲୀ,୭।୯: ଗତ ଆର୍ଥିକ ବର୍ଷରେ ଭାରତର ବିଦେଶୀ ଋଣ ହାର ପୂର୍ବ ବର୍ଷ ତୁଳନାରେ ଅନେକ ମାତ୍ରାରେ ବୃଦ୍ଧି ପାଇଛି। ଏପରିକି ସରକାରଙ୍କ ପକ୍ଷରୁ ଜାରି ପରିସଂଖ୍ୟାନ ଅନୁସାରେ ୨୦୨୨ ମାର୍ଚ୍ଚ ୩୧ ସୁଦ୍ଧା ଭାରତର ବିଦେଶୀ ଋଣ ୬୨୦.୭ ବିଲିୟନ…
ଅସ୍ଥିରତା ମଧ୍ୟରେ ଭଲ ପ୍ରଦର୍ଶନ କରୁଛି ଟଙ୍କା: ଶକ୍ତିକାନ୍ତ
ନୂଆଦିଲ୍ଲୀ,୭।୯: ଗତ କିଛି ମାସ ହେବ ସାରା ବିଶ୍ୱରେ ମାନ୍ଦାବସ୍ଥା ଜାରି ରହିଛି। ଏପରିକି ମୁଦ୍ରା ବିନିମୟ ବଜାରରେ ଘୋର ଅସ୍ଥିରତା ସତ୍ତ୍ବେ ମଧ୍ୟ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ପ୍ରଦର୍ଶନ ଭଲ ରହିଛି। ସେହିଭଳି ଅନ୍ୟ ଦେଶଗୁଡ଼ିକର ମୁଦ୍ରା…
ଅଦାଲତ ଭିତ୍ତିଭୂମି ପାଇଁ ପାଣ୍ଠି ଅଟକାଇଛି କେନ୍ଦ୍ର
ନୂଆଦିଲ୍ଲୀ,୭।୯: କେନ୍ଦ୍ର ସରକାର ଗତ ୨ ବର୍ଷ ହେଲା ଓଡ଼ିଶାର ବିଚାର ବିଭାଗୀୟ ଭିତ୍ତିଭୂମି ନିର୍ମାଣ ପାଇଁ ଆବଶ୍ୟକ ପାଣ୍ଠିକୁ ଅଟକାଇ ରଖିଛନ୍ତି। ଏନେଇ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଦାଖଲ ଏକ ସତ୍ୟପାଠରେ ଅବଗତ କରାଯାଇଛି। ଓଡ଼ିଶା ସରକାରଙ୍କ…
Archives


