ପୂର୍ବତନ ଏନ୍ଏସ୍ଇ ମୁଖ୍ୟ ରବିନାରାୟଣ ଗିରଫ
ନୂଆଦିଲ୍ଲୀ,୭।୯: ମନିଲଣ୍ଡରିଂ ମାମଲାରେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ପୂର୍ବତନ ସିଇଓ ତଥା ଏମ୍ଡି ରବି ନାରାୟଣଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। କୋ-ଲୋକେଶନ ଦୁର୍ନୀତି ଏବଂ ବେଆଇନ ଭାବେ କର୍ମଚାରୀଙ୍କ ଫୋନ୍ ଟ୍ୟାପିଙ୍ଗ୍ରେ ସମ୍ପୃକ୍ତି ଅଭିଯୋଗରେ ଦୁଇଟି…
୭୭ ପୃଷ୍ଠାର ସୁଇସାଇଡ୍ ନୋଟ୍
ନୂଆଦିଲ୍ଲୀ,୭।୯: ଆତ୍ମହତ୍ୟା କରିବା ପୂର୍ବରୁ କେହି କେହି ଏହାର କାରଣ ଦର୍ଶାଇ ସୁଇସାଇଡ୍ ନୋଟ ଲେଖିଛନ୍ତି। ତେବେ ୭୭ ପୃଷ୍ଠାର ସୁଇସାଇଡ୍ ନୋଟ୍ ଲେଖିବା ପ୍ରଥମ ଘଟଣା। ଦିଲ୍ଲୀର ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରିବା ପୂର୍ବରୁ ଏଭଳି ଏକ…
ଦାୟିତ୍ୱ ନେଲେ ଲିଜ୍ ଟ୍ରସ୍
ଲଣ୍ଡନ,୭।୯: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟ କଞ୍ଜରଭେଟିଭ୍ ପାର୍ଟିର ନବନିର୍ବାଚିତ ନେତା ଲିଜ୍ ଟ୍ରସ୍ଙ୍କୁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ତଥା ଫାଷ୍ଟ ଲେଡି ଅଫ୍ ଟ୍ରେଜେରି ନିଯୁକ୍ତ କରିଛନ୍ତି। ୪୭ ବର୍ଷୀୟା ଟ୍ରସ୍ ହେଉଛନ୍ତି ୬ ବର୍ଷ ମଧ୍ୟରେ କଞ୍ଜରଭେଟିଭ୍ ପାର୍ଟିରୁ ନିର୍ବାଚିତ…
ସହରାଞ୍ଚଳରେ କମୁଛି ବେରୋଜଗାରୀ
ନୂଆଦିଲ୍ଲୀ,୭।୯(ଆଇଏଏନ୍ଏସ୍): ଗତ ଏପ୍ରିଲ-ଜୁନ୍ ତ୍ରୈମାସିକରେ ଭାରତର ସହରାଞ୍ଚଳରେ ବେରୋଜଗାରୀ ହାରରେ ଉନ୍ନତି ଘଟିଥିବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ରିପୋର୍ଟରୁ ଜଣାପଡ଼ିଛି। ଏହି ତ୍ରୈମାସିକରେ ବେରୋଜଗାରୀ ହାର ୭.୬%କୁ ହ୍ରାସ ପାଇଛି, ଯାହାକି ପୂର୍ବବର୍ଷ ୧୨.୬ ପ୍ରତିଶତ ଥିଲା। ଦେଶର ଅର୍ଥନୀତି କୋଭିଡ୍ଜନିତ…
ଆସାମରେ ୪ର୍ଥ ମଦ୍ରାସା ଭଙ୍ଗାଗଲା
ଗୁଆହାଟୀ,୭।୯: ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହୃତ ହେଉଥିବା ଅଭିଯୋଗରେ ଆସାମ ଗୋଆଲପରା ଜିଲାର ଏକ ମଦ୍ରାସାକୁ ସ୍ଥାନୀୟ ଲୋକେ ଭାଙ୍ଗିଦେଇଛନ୍ତି। ଅଲ୍ କାଏଦା ସ୍ବୀକୃତିପ୍ରାପ୍ତ ସଂଗଠନର ସଦସ୍ୟ ଥିବା ଦୁଇ ବାଂଲାଦେଶୀ ଉକ୍ତ ମଦ୍ରାସାକୁ ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରୁଥିଲେ…
ଘରୋଇ ହସ୍ପିଟାଲରେ ସୁରକ୍ଷା ଯୋଗାଇବାକୁ ସରକାରଙ୍କୁ କୁହାଯାଇପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୭।୯: ପ୍ରାଇଭେଟ ହସ୍ପିଟାଲଗୁଡ଼ିକ ଘରୋଇ ଉଦ୍ୟୋଗ ହୋଇଥିବାରୁ ସେମାନଙ୍କୁ ନିଜସ୍ବ ସୁରକ୍ଷା ବ୍ୟବସ୍ଥା କରିବାକୁ ହେବ। ସୁରକ୍ଷା ଯୋଗାଇବାକୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସରକାରୀ ହସ୍ପିଟାଲ ପାଇଁ ସୁରକ୍ଷା ବ୍ୟବସ୍ଥା ରହିଛି।…
୧୭ରେ ଆସୁଛନ୍ତି ୬ ଆଫ୍ରିକୀୟ ଚିତା
ଭୋପାଳ,୭।୯:୧୯୪୭ରେ ଭାରତର ଶେଷ ଚିତାର ମୃତ୍ୟୁ ଘଟିଥିଲା ଛତିଶଗଡ଼ର କୋରେଆ ଜିଲାରେ। ଏହା ପରେ ବିଶ୍ୱର ଦ୍ରୁତତମ ପ୍ରାଣୀକୁ ଦେଶରେ ବିଲୁପ୍ତ ଘୋଷଣା କରାଯାଇଥିଲା। ଏହାର ୭୫ ବର୍ଷ ପରେ ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କକୁ ୬ ଆଫ୍ରିକୀୟ ଚିତା ଆସୁଛନ୍ତି।…
ସୁସ୍ମିତାଙ୍କୁ ଭୁଲିଗଲେ ମୋଦି
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପ୍ରଥମ କମିଶନର ତଥା ପଳାତକ ବ୍ୟବସାୟୀ ଲଳିତ ମୋଦି ନିଜ ଇନ୍ଷ୍ଟାଗ୍ରାମ ବାୟୋରେ ପ୍ରୋଫାଇଲ ଫଟୋ ବଦଳାଇଛନ୍ତି। ପୂର୍ବରୁ ଏଥିରେ ସେ ପ୍ରାକ୍ତନ ମିସ୍ ୟୁନିଭର୍ସ ସୁସ୍ମିତା ସେନଙ୍କ ସହ ନିଜ ଫଟୋ ରଖିଥିଲେ, ଯହିଁରେ…
ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…
ଦୁବାଇ, ୬।୯ : ଏସିଆ କପ୍-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍ ଏ-୧ ଏବଂ ବି-୧ ମ୍ୟାଚ୍ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ ଟିମ ଶ୍ରୀଲଙ୍କା ବିଜୟ ହାସଲ କରିଛି । ଧାର୍ଯ୍ୟ ୧୭୪ ରନ୍ ଲକ୍ଷ୍ୟର ପିଛା…
ବୁଧବାରଠାରୁ କଂଗ୍ରେସର ଭାରତ ଯୋଡ ଯାତ୍ରା, ୫ ମାସରେ ୩୫୭୦ କିଲୋମିଟର ଅତିକ୍ରମ କରିବେ କର୍ମୀ…
ନୂଆଦିଲ୍ଲୀ, ୬।୯ : ବୁଧବାର ସେପ୍ଟେମ୍ବର ୭ରେ କନ୍ୟାକୁମାରୀରେ ଏକ ମେଗା ରାଲିରେ କଂଗ୍ରେସ ଏହାର ୩,୫୭୦ କିଲୋମିଟର ଲମ୍ବା ଭାରତ ଯୋଡ ଯାତ୍ରା’ଆରମ୍ଭ କରିବ। ୫ ମାସରେ ଏହି ଯାତ୍ରା ଶେଷ ହେବ। କଂଗ୍ରେସ ଅନୁସାରେ ଆଦର୍ଶ ଏବଂ ଅର୍ଥନୈତିକ…
ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଚହଲ, ଅଶ୍ୱିନ
ଦୁବାଇ,୬।୯: ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଯୁଜବେନ୍ଦ୍ର ଚହଲ, ଆର୍. ଅଶ୍ୱିନ। ୯୭ ରନ୍ ସ୍କୋରରେ ପୃଥକ୍ ନିସଙ୍କାଙ୍କ ଉଇକେଟ ଯାଇଥିବା ବେଳେ ଚରିତ ଅସଲଙ୍କା ଖାତା ଖୋଲି ନ ପାରି ପ୍ୟାଭିଲିୟନ ଫେରିଛନ୍ତି। ଉଭୟ ଉଇକେଟ ଚହଲଙ୍କ…
ଚାକିରି ଲାଗି ପ୍ରାର୍ଥୀଙ୍କୁ ମଗାଯାଉଛି ଟଙ୍କା: ଟୋଲ୍ ଫ୍ରି ନମ୍ବର ଜାରି କଲା ଓପିଏସ୍ସି
କଟକ ଅଫିସ,୬ା୯- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପକ୍ଷରୁ କରାଯାଉଥିବା ବିଭିନ୍ନ ପରୀକ୍ଷାରେ ପ୍ରାର୍ଥୀମାନଙ୍କୁ ଯୋଗ୍ୟତା ତାଲିକାରେ ସ୍ଥାନ ଦେବାକୁ କେତେଜଣ ଅସାଧୁ ବ୍ୟକ୍ତି ପ୍ରତିଶ୍ରୁତି ଦେଇ ଟଙ୍କା ମାଗୁଛନ୍ତି। ଏ ସମ୍ପର୍କରେ ଓପିଏସ୍ସି ନିକଟରେ ଅଭିଯୋଗ ହୋଇଛି। ଏହାପରେ ଓପିଏସ୍ସି ପକ୍ଷରୁ…
Archives


