ନିଜ ତିଆରି ବିମାନରେ ୟୁରୋପ ବୁଲିଲେ କେରଳ ବ୍ୟକ୍ତି
ଲଣ୍ଡନ,୨୮।୭: କୋଭିଡ୍-୧୯ ଲକ୍ଡାଉନ୍ ସମୟରେ ବିମାନ ସେବା ବନ୍ଦ ହୋଇଯାଇଥିବାବେଳେ କେରଳର ଜଣେ ବ୍ୟକ୍ତି ନିଜସ୍ବ ଉଦ୍ୟମରେ ଏକ ବିମାନ ନିର୍ମାଣ କରିଥିଲେ। ଉକ୍ତ ବିମାନରେ ସେ ପରିବାର ସହ ୟୁରୋପ ଭ୍ରମଣ କରିଛନ୍ତି। କେରଳ ଅଲାପୁଝା ଅଞ୍ଚଳର ଅଶୋକ ଆଲିସେରିଲ…
ତାଇଓ୍ବାନ୍ ଯିବେ ନାନ୍ସି
ଓ୍ବାଶିଂଟନ୍/ବେଜିଂ, ୨୮ା୭: ସ୍ବୟଂଶାସିତ ତାଇଓ୍ବାନ ଉପରେ ପଡ଼ୋଶୀ ଚାଇନା ଦଖଲ ପାଇଁ ନଜର ପକାଇଛି। ଏହାକୁ ନେଇ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଥିବାବେଳେ ଆମେରିକା ହସ୍ତକ୍ଷେପ ପାଇଁ ପ୍ରସ୍ତୁତ ହେଉଛି। ଆମେରିକା କଂଗ୍ରେସ ସ୍ପିକର ନାନ୍ସି ପେଲୋସି ନିକଟ…
କର୍ନାଟକରେ ଭାଜପା ଯୁବନେତାଙ୍କୁ ହତ୍ୟା
ବେଙ୍ଗାଲୁରୁ,୨୮।୭: କର୍ନାଟକର ଦକ୍ଷିଣ କନ୍ନଡ ଜିଲାରେ ଭାଜପା ଯୁବମୋର୍ଚ୍ଚା କର୍ମୀ ପ୍ରବୀଣ ନେତ୍ତାରୁଙ୍କୁ ହତ୍ୟା କରାଯାଇଛି। ପ୍ରବୀଣ ମଙ୍ଗଳବାର ରାତିରେ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ଦୁଇଜଣ ବାଇକ୍ରେ ଆସି ତାଙ୍କୁ ଆକ୍ରମଣ କରିଥିଲେ। ଏହାକୁ ନେଇ ଜିଲାରେ ପ୍ରବଳ…
ଋତୁସ୍ରାବ ଛାତ୍ରୀଙ୍କୁ ଚାରାରୋପଣ ଅନୁମତି ମିଳିଲା ନାହିଁ
ନାଶିକ୍,୨୮।୭: ମହାରାଷ୍ଟ୍ରର ନାଶିକ ଜିଲା ଅନ୍ତର୍ଗତ ଏକ ସରକାରୀ ବୋର୍ଡିଂ ସ୍କୁଲ୍ରେ ଚାରା ରୋପଣ ଅଭିଯାନ ବେଳେ ଋତୁସ୍ରାବ ହୋଇଥିବା ୧୨ ଛାତ୍ରୀଙ୍କୁ ଜଣେ ପୁରୁଷ ଶିକ୍ଷକ ଚାରା ରୋପଣ ପାଇଁ ଅନୁମତି ଦେଇ ନ ଥିବା ଅଭିଯୋଗ ହୋଇଛି। ମାସିକ…
ରୋଶନୀ ନାଦାର ଧନୀ ଭାରତୀୟ ମହିଳା
ମୁମ୍ବାଇ,୨୮।୭: ଏଚ୍ସିଏଲ୍ ଟେକ୍ନୋଲୋଜିର ଅଧ୍ୟକ୍ଷା ରୋଶନୀ ନାଦାର ମାଲହୋତ୍ରା ଭାରତର ସର୍ବଶ୍ରେଷ୍ଠ ଧନୀ ମହିଳା ସ୍ଥାନ ବଜାୟ ରଖିଛନ୍ତି। ୨୦୨୧ରେ ତାଙ୍କ ମୋଟ ସମ୍ପତ୍ତି ପରିମାଣ ୫୪ ପ୍ରତିଶତ ବୃଦ୍ଧି ପାଇ ୮୪,୩୩୦ କୋଟି ଟଙ୍କାରେ ପହଞ୍ଚତ୍ଛି। ଏଚ୍ସିଏଲ୍ ପ୍ରତିଷ୍ଠାତା ଶିବ…
ମୋଦିଙ୍କ ମନ କିଣିଲେ ୮ ବର୍ଷର ଶିଶୁକନ୍ୟା
ନୂଆଦିଲ୍ଲୀ,୨୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସଂସଦରେ ଜଣେ ୮ ବର୍ଷର ଶିଶୁକନ୍ୟା ସହ ସାକ୍ଷାତ୍ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ଛୋଟ ଝିଅଟିକୁ କିଛି ପ୍ରଶ୍ନ କରିଥିଲେ । ଆଉ ଏହାର ଉତ୍ତରରେ ମୋଦି ନିଜକୁ ସମ୍ଭାଳି…
ଉପରକୁ ଉଠିଲେ ଧାଓ୍ବନ୍
ଦୁବାଇ,୨୭ା୭:ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଉପରକୁ ଉଠିଛନ୍ତି ଶିଖର ଧାଓ୍ବନ ଓ ଶ୍ରେୟସ ଆୟାର। ଚଳିତ ଓ୍ବେଷ୍ଟଇଣ୍ଡିଜ୍ ସିରିଜର ପ୍ରଥମ ମ୍ୟାଚରେ ଧାଓ୍ବନ୍ ୯୭ ରନ୍ କରିଥିବା ବେଳେ ଆୟା ବ୍ୟାକ୍ ଟୁ ବ୍ୟାକ୍ ଅର୍ଦ୍ଧଶତକ ହାସଲ କରିଛନ୍ତି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ…
ବଦଳିଲେ ବିବାଦୀୟ ଶିକ୍ଷୟିତ୍ରୀ
ମ.ରାମପୁର,୨୭ା୭(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମଦନପୁର ରାମପୁର ସହର ମଧ୍ୟରେ ଥିବା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିବାଦୀୟ ପ୍ରଧାନଶିକ୍ଷୟିତ୍ରୀ ଯଶୋବନ୍ତୀ ସେନାପତିଙ୍କୁ ବଦଳି କରାଯାଇଛି। ଜିଲା ଶିକ୍ଷାଧିକାରୀଙ୍କ ଅନୁମୋଦନ କ୍ରମେ ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେତୁ ଗୋଷ୍ଠୀ ଶିକ୍ଷାଧିକାରୀ, ମ.ରାମପୁର ନିର୍ଦ୍ଦେଶିତ…
ମଙ୍କିପକ୍ସ ଆତଙ୍କ: ଟିକା ପ୍ରସ୍ତୁତ ପାଇଁ ଟେଣ୍ଡର ଡାକିଲେ ସରକାର
ନୂଆଦିଲ୍ଲୀ,୨୭।୭: ସାରା ବିଶ୍ୱରେ ମଙ୍କିପକ୍ସର ବିପଦ ମଧ୍ୟରେ କେନ୍ଦ୍ର ସରକାର ବୁଧବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ମଙ୍କିପକ୍ସ ବିରୋଧରେ ଟିକା ବିକଶିତ କରିବା ପାଇଁ ସରକାର ଏକ୍ସପ୍ରେସନ ଅଫ ଇଣ୍ଟରେଷ୍ଟ(ଇଓଆଇ) ବା ଟେଣ୍ଡର ଡାକିଛନ୍ତି। ମଙ୍କିପକ୍ସ ବିରୋଧରେ ଟିକା ତିଆରି…
ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମୃତ
ବାହାନଗା,୨୭ା୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ପୋଲିସର ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ରୁଣ୍ଡୁ ମଳିକ(ଅଲିୟାସ ଲକ୍ଷ୍ମୀଧର)ଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଆରୁହାବାଡ଼ ଜାଗେଶ୍ୱରପଦା ଅଞ୍ଚଳରେ ବୋଲି ଜଣାପଡ଼ିଛି। ରୁଣ୍ଡୁଙ୍କ ନାମରେ ପୂର୍ବରୁ ୩୦ରୁ ଊର୍ଦ୍ଧ୍ୱ…
ଟି-ସାର୍ଟରେ ସୁଶାନ୍ତଙ୍କ ବିବାଦୀୟ ଫଟୋ ରଖି ଅଡ଼ୁଆରେ ଫ୍ଲିପ୍କାର୍ଟ
ବମ୍ବେ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଲାଣି। ହେଲେ ଏବେ ଭିନ୍ନ କାରଣକୁ ନେଇ ସେ ଚର୍ଚ୍ଚାରେ। ଅନ୍ଲାଇନ ଶପିଂ ପ୍ଲାଟଫର୍ମ ‘ଫ୍ଲିପ୍କାର୍ଟ’ରେ ମାର୍କେଟିଂ ପାଇଁ ସୁଶାନ୍ତ ଫଟୋକୁ ବ୍ୟବହାର କରାଯାଇଥିବା ଖବର ସାମ୍ନାକୁ ଆସିଛି।…
ବାଉଁଶ କାଟିବାକୁ ଯାଇଥିଲେ, ମିଳିଲା ମୃତଦେହ
କୋରୁକୋଣ୍ଡା,୨୭ା୭(ଡି.ଏନ୍.ଏ.): ମାଲକାନଗିରି ସଦର ଥାନା ଅନ୍ତର୍ଗତ କୋରୁକୋଣ୍ଡା ସଦର ମହକୁମାରେ ବୁଧବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ସୂଚନାନୁଯାୟୀ, କୋରୁକୋଣ୍ଡା ଗ୍ରାମର ଭୀମ ଦାସ (୫୫) ଆଜି ମଧ୍ୟାହ୍ନରେ ଘରୁ ମଙ୍ଗଳା ମନ୍ଦିର ନିକଟରେ ଥିବା ନିଜ ଜମିକୁ ବାଉଁଶ ଆଣିବା…
Archives


