Home

ଓଡ଼ିଶା ପୁଞ୍ଜିନିବେଶକାରୀଙ୍କ ପାଇଁ ପସନ୍ଦ ସ୍ଥାନ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୬ା୯(ବ୍ୟୁରୋ):ପୁଞ୍ଜିନିବେଶ, ଶିଳ୍ପ ପାଇଁ ଓଡ଼ିଶା ହେଉଛି ଏକ ପସନ୍ଦ ସ୍ଥାନ। ଉତ୍ସାହର ସହ ଯୁବ ଗୋଷ୍ଠୀ ଉଦ୍ୟୋଗୀ ହେବାକୁ ଆଗେଇ ଆସିବାକୁ ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ଆହ୍ବାନ ଦେଇଛନ୍ତି। ଷ୍ଟାର୍ଟଅପ୍‌ ଓଡ଼ିଶାର ଫଣ୍ଡଷ୍ଟାକ ୨.୦ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…

ଗୁଣି ସନ୍ଦେହରେ ପଡ଼ୋଶୀ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଅଟକ

ରାୟଗଡ଼ା ଅଫିସ,୬ା୯: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏବେ ବି ଲୋକଙ୍କ ମନରୁ ଅନ୍ଧବିଶ୍ୱାସ ଦୂର ହୋଇପାରିନାହିଁ । ଗ୍ରାମାଞ୍ଚଳ ଦୂରର କଥା ସହରୀ ଲୋକଙ୍କ ମାନସିକତାରେ ପରିବର୍ତ୍ତନ ଆସିନାହିଁ। ରାୟଗଡ଼ା ସହର କୋଇଲାପଡ଼ା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ଜଣେ ମହିଳାଙ୍କୁ ଗୁଣି…

ସ୍ଥିତି ଅନୁଧ୍ୟାନ କଲେ ସ୍ବତନ୍ତ୍ର ପ୍ରତିନିଧି ଦଳ

ପିପିଲି,୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ପରେ କିଛିଦିନ ହେବ ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତ ବ୍ରାହ୍ମଣସାହିରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିଯୋଗୁ ସାଧାରଣ ଲୋକେ ଭୟଭୀତ ହେଉଥିବା ବେଳେ ଜୀବଜନ୍ତୁଙ୍କ ଉପରେ ମଧ୍ୟ ଏହାର ପ୍ରଭାବ…

ପ୍ରଦୂଷଣମୁକ୍ତ ହେବ ୨୮୧ ଜଳାଶୟ

ଯାଜପୁର ଅଫିସ,୬ା୯:ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଖରୀ ପାଣି ବ୍ୟବହାର ଅନୁପଯୋଗ ହୋଇ ପଡ଼ିଛି। ବର୍ଷ ବର୍ଷ ଧରି ପଙ୍କ ଉଦ୍ଧାର କରାଯାଉ ନାହିଁ। ଏହାସହ ପୋଖରୀରେ ନର୍ଦ୍ଦମା ପାଣି ପଶି ଜଳକୁ ପ୍ରଦୂଷିତ କରୁଛି। ଫଳରେ ସଂରକ୍ଷିତ ପାଣି ଅପରିଷ୍କାର ହୋଇଯାଉଛି।…

ଏଥର ବି ଦେଲେନି ରାଜ୍ୟ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର, ୬ା୯(ବ୍ୟୁରୋ):ପ୍ରୋତ୍ସାହନ ବଦଳରେ ପ୍ରହସନ କରୁଛି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏଥର ବି ଗୁରୁଦିବସରେ ଦିଆଗଲାନି ରାଜ୍ୟ ଶିକ୍ଷକ ପୁରସ୍କାର। ୫ ବର୍ଷ ହେବ ଏହି ପୁରସ୍କାର ବନ୍ଦ ରହିଥିବାବେଳେ ଚଳିତ ବର୍ଷ ପୁରସ୍କାର ଦିଆଯିବ ଓ ଏଥିପାଇଁ…

ମାତୃଭାଷାରେ ଶିକ୍ଷା ଉପରେ ରାଷ୍ଟ୍ରପତିଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୬ା୯:ବିଦ୍ୟାଳୟ ଶିକ୍ଷାକ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୪୭ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଗୁରୁଦିବସ ଅବସରରେ ଜାତୀୟ ପୁରସ୍କାରରେ ସମ୍ମାନିତ କରିଛନ୍ତି। ପୁରସ୍କୃତ ଶିକ୍ଷକଙ୍କ ମଧ୍ୟରେ ଓଡ଼ିଶାର ଈଶ୍ୱର ଚନ୍ଦ୍ର ନାୟକ ଅଛନ୍ତି। ପୁରୀ ଜିଲା ନିମାପଡ଼ା…

ରାଜପଥ ହେବ ‘କର୍ତ୍ତବ୍ୟ ପଥ’

ନୂଆଦିଲ୍ଲୀ,୬ା୯: ନୂଆଦିଲ୍ଲୀର କେନ୍ଦ୍ରସ୍ଥଳରେ ଥିବା ରାଜପଥ ଏବଂ ଖୁବ୍‌ଶୀଘ୍ର ଉଦ୍‌ଘାଟିତ ହେବାକୁ ଯାଉଥିବା ସେଣ୍ଟ୍ରାଲ ଭିଷ୍ଟା ଲନ୍‌ ନୂଆ ନାଁରେ ପରିଚିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟିଶ ଶାସନ ସମୟର ନାଁ ଓ ଚିହ୍ନ ହଟାଇବା ଉପରେ ଗୁରୁତ୍ୱ…

୭ହଜାର ଶିକ୍ଷକ ପଦବୀ ପୂରଣ ହେବ

ଭୁବନେଶ୍ୱର, ୬ା୯(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ପୂରଣ ହେବ ଆଉ ୭ହଜାର ଶିକ୍ଷକ ପଦବୀ। ଆସନ୍ତା ମାସରେ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି,…

ସ୍ବତଃ ତାଲିକା ବ୍ୟବସ୍ଥା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୬ା୯: ଓଡ଼ିଶା ହାଇକୋର୍ଟରେ ମାମଲାଗୁଡ଼ିକର ସ୍ବତଃ ତାଲିକାଭୁକ୍ତ(ଅଟୋ ଲିଷ୍ଟିଂ) ପଦ୍ଧତି ଆପଣାଇବାକୁ ସୁପ୍ରିମକୋର୍ଟ ସୋମବାର ପ୍ରସ୍ତାବ ଦେଇଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ କ୍ରିଷ୍ଣା ମୁରାରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମାମଲାର ତାଲିକା(ଲିଷ୍ଟିଂ) ବ୍ୟବସ୍ଥାକୁ ତ୍ୱରିତ…

ଦିଲ୍ଲୀରେ ଯାତ୍ରୀ, ଭୁବନେଶ୍ୱରରେ ବେଗ୍‌

ଭୁବନେଶ୍ବର,୬ା୯(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଘରୋଇ ଅନୁଷ୍ଠାନ ପକ୍ଷରୁ ଜୀବନବ୍ୟାପୀ ସାଧନା ପାଇଁ ପୁରସ୍କାର ମିଳିଛି। ଏହି ଉତ୍ସବରେ ଯୋଗଦେବାକୁ ବିଜେଡିର ବହୁ ଆଗ ଧାଡ଼ିର ଯୁବ ଓ ଛାତ୍ର ନେତାମାନେ ଦିଲ୍ଲୀ ଯାଇଥିଲେ। ସେଠାରେ କାର୍ଯ୍ୟକ୍ରମ…

ହାଉଯାଉ ନକଲି ବ୍ରାଣ୍ଡ୍‌

ଭୁବନେଶ୍ୱର,୬ା୯(ବ୍ୟୁରୋ):ହାଟବଜାରରେ ହାଉଯାଉ ନକଲି ବ୍ରାଣ୍ଡ୍‌। ତେଲ, ଲୁଣ, ହଳଦୀ, ସସ୍‌, ଡିଟରଜେଣ୍ଟ, ଦୁଗ୍ଧ, ଘିଅ, ପନିରଠାରୁ ଆରମ୍ଭକରି ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଭେଜାଲ ବଜାରକୁ କବଳିତ କରିଛି। ଗତ କିଛି ବର୍ଷ ହେବ ଏଭଳି ଅପମିଶ୍ରଣ ରାଜ୍ୟରେ ବଢ଼ି ବଢ଼ି ଚାଲିଛି,…

ବ୍ରିଟେନ ମହାରାଣୀଙ୍କୁ ଇସ୍ତଫା ପତ୍ର ଦେବେ ବୋରିସ ଜନସନ, ଲିଜ ଟ୍ରସ୍ ନେବେ ଶପଥ

ଲଣ୍ଡନ,୬ ।୯: ଶାସକ କଂଜରଭେଟିଭ ପାର୍ଟିର ନେତା ପଦର ଦୌଡରେ ମନ୍ତ୍ରୀ ଲିଜ ଟ୍ରସ୍ ବିଜୟୀ ହୋଇଛନ୍ତି । ସେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭରୀତୀୟ ମୂଳ ବାସନ୍ଦା ଋଷି ସୁନକଙ୍କୁ କଡା ମୁକାବିଲାରେ ହରାଇଛନ୍ତି । ଏବେ ଲିଜ ବ୍ରିଟେନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri