୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍…
ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ
ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ ବନ୍ୟାଜଳ ଜନସାଧାରଣଙ୍କୁ ପ୍ରଭାବିତ କରିଛି। ସିମୁଳିଆ ବ୍ଲକ ଜାମୁଝାଡି ନିକଟସ୍ଥ ଶଙ୍ଖପୋଲ ବାରୁଣୀ…
କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ
ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ କର୍ଲାପାଟ ପୋଲିସ ସଫଳ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ…
ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର
ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’ ଦୁର୍ଗାପୂଜା ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଆସନ୍ତା ଅକ୍ଟୋବର ୧୮ରେ…
ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!
ନୂଆଦିଲ୍ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ଆୟୋଗର ତିନିଜଣ ଯାକ ନିର୍ୱାଚନ କମିଶନରମୁଖ୍ୟ ର୍ନିବାଚନ…
ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ
ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ. ମୋହନ ରେଡ୍ଡୀ (୩୦) ଓ ମାଧବ ବେହେରା ଓରଫ ମିଥୁନ। ପୋଲିସ ଦେଇଥିବା…
କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ
ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା ମୁକାବିଲାରେ ଇରାନକୁ ୪୦-୩୪ରେ ପରାସ୍ତ କରି ଭାରତ କବାଡ଼ିରେ ଦ୍ୱିତୀୟ ସ୍ବର୍ଣ୍ଣ ପଦକ…
ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ
ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ ଦେଖାଯାଏ। କେରଳ କ୍ୟାଡରର ୧୯୮୮ ବ୍ୟାଚ୍ର ପୂର୍ୱତନ ଆଇଏଏସ (IAS) ଅଧିକାରୀ ତଥା…
ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି
କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି। ଏଠାରେ ଥିବା ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକଙ୍କୁ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ…
ଭୟଙ୍କର ଭୂସ୍ଖଳନ: ହଠାତ୍ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା
ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍ ମାଟି ଓ ପଥର ଧସି ତଳକୁ ଖସିପଡ଼ିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କର ପରିବେଶ…
ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ
ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ ହୋଇଛନ୍ତି। ଆହତ ଦୁଇଜଣ ହେଲେ କାଳୀପଲ୍ଲୀ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରର ସ୍ବାଗତିକା ମାଝୀ…
ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ
ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ ମଧ୍ୟ ବ୍ୟାପକ ଭାବେ କ୍ଷତି ହୋଇପଡ଼ିଥିବା ଜଣାପଡ଼ିଛି। ଗଞ୍ଜାମ ବ୍ଲକ ଝାରେଡ଼ି ରାଧା…

