‘କୋହଲିଙ୍କ କ୍ଷମତା ଉପରେ ପ୍ରଶ୍ନ କରିବାକୁ ଅଧିକାର ନାହିଁ କି କାରଣ ନାହିଁ’
ବମ୍ବେ,୨୬।୭: ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି ବିରାଟ କୋହଲି। ଏଥିପାଇଁ ତାଙ୍କୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜରୁ ବିଶ୍ରାମ ଦିଆଯାଇଛି। ନିକଟରେ କୋହଲିଙ୍କୁ ବାଦ୍ ଦେବା ପ୍ରସଙ୍ଗରେ ବଡ଼ ବୟାନ ଦେଇଛନ୍ତି କ୍ରିକେଟର ରବିନ ଉଥପ୍ପା। ଉଥପ୍ପା କହିଛନ୍ତି,…
ମଙ୍କିପକ୍ସ ଆଲର୍ଟ, କଣ୍ଟାକ୍ଟ ଟ୍ରେସିଂ ସହିତ ୨୧ ଦିନିଆ ଆଇସୋଲେଶନ…
ନୂଆଦିଲ୍ଲୀ, ୨୬।୭ : ଦେଶରେ ମଙ୍କିପକ୍ସର ସଂକ୍ରମଣ ଗତି ମନ୍ଥ ରହିଛି। କିନ୍ତୁ ଏନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଲୋକଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି ଯେ ଏହାର ସଂକ୍ରମଣ କିପରି ହେବ ଏବଂ ଏହା କରୋନା ପରି ବିସ୍ତାର ହେବ…
ବଂଶବାଦ ରାଜନୀତି ନେଇ କୁମାରସ୍ବାମୀଙ୍କ ଘୋଷଣା, ମୋ ପୁଅ ଲଢ଼ିବନି ବିଧାନସଭା ନିର୍ବାଚନ…
ବେଙ୍ଗାଲୁରୁ, ୨୬।୭ : ଆସନ୍ତା ବର୍ଷ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ସେଠାରେ ଥିବା ସମସ୍ତ ଦଳ ସେମାନଙ୍କ ପ୍ରସ୍ତୁତିକୁ ଆଗେଇ ନେବା ଆରମ୍ଭ କରିଛନ୍ତି। ଏହି ସମୟରେ ଜନତା ଦଳ (ଧର୍ମନିରପେକ୍ଷ) ନେତା ତଥା ପୂର୍ବତନ…
ନିଶ ରଖି ଚର୍ଚ୍ଚାରେ ମହିଳା: ଲୋକେ ହସିଲେ ବି କାଟୁ ନାହାନ୍ତି
ସାଧାରଣରତଃ ପୁଅ ମାନେ ନିଶ ରଖନ୍ତି। ହେଲେ ଏବେ ଜଣେ ମହିଳା ନିଶ ରଖି ଚର୍ଚ୍ଚାରେ। ଅଜବ ଲାଗିଲେ ବି କଥାଟି ସତ। ମହିଳାଜଣଙ୍କ ହେଲେ କେରଳର କାନ୍ନୁର ଜିଲାର ସାୟଜା। ବୟସ ତାଙ୍କୁ ୩୫ ବର୍ଷ। ନିଶକୁ ନେଇ ଲୋକମାନେ…
ଭାରତକୁ ବଡ ଝଟ୍କା
ନୂଆଦିଲ୍ଲୀ,୨୬।୭: ବର୍ମିଂହାମରେ ଆୟୋଜିତ ହେବାକୁ ଥିବା କମନଓ୍ବେଲ୍ଥ ଗେମ୍ସ-୨୦୨୨ ଆରମ୍ଭର ଠିକ୍ ପୂର୍ବରୁ ଭାରତକୁ ବଡ଼ ଝଟ୍କା ଲାଗିଛି। ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିଥିବା ଭାରତର ସୁନା ପୁଅ ନୀରଜ ଚୋପ୍ରା ଏଥିରୁ ବାଦ୍ ପଡ଼ିଛନ୍ତି। ନିକଟରେ ସେ ବିଶ୍ୱ…
ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷାଫଳ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)-୨୨ର ଫଳ ବୁଧବାର ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରେ ରେଜଲ୍ଟ ପ୍ରକାଶ କରାଯିବ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ପରୀକ୍ଷାଫଳ ଘୋଷଣା କରିବେ। ଅପରପକ୍ଷେ ଛାତ୍ରୀଛାତ୍ରମାନେ ojee.nic.in. ରେ…
ଉଦ୍ଧବ ସରକାରଙ୍କ ୪୦୦ ସରକାରୀ ନିର୍ଦ୍ଦେଶର ହେବ ସମୀକ୍ଷା, କହିଲେ ଫଡ଼ନଭିସ…
ମୁମ୍ବାଇ, ୨୬।୭ : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ମଙ୍ଗଳବାର କହିଛନ୍ତି ଯେ କାର୍ଯ୍ୟକାଳର ଶେଷ ଦିନରେ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ସରକାର ୪୦୦ଟି ସରକାରୀ ନିର୍ଦ୍ଦେଶ ଜାରି କରିଛନ୍ତି ଏବଂ ବଜେଟର ଆବଣ୍ଟନର ପାଞ୍ଚ ଗୁଣ ବଣ୍ଟନ କରିଛନ୍ତି। ଏହି…
କାଶୀପୁର ଝାଡ଼ାବାନ୍ତିରେ ୧୪ଜଣଙ୍କ ମୃତ୍ୟୁ ହେଲାଣି, ଗୃହ କମିଟି ଗଠନ କରି ଅନୁଧ୍ୟାନ କରାଯାଉ: ବିରୋଧୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଦେଖାଯାଇଥିବା ଝାଡ଼ାବାନ୍ତିରେ ୯ଜଣ ନୁହେଁ ବରଂ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଉତ୍କଳ ଆଲୁମିନା କମ୍ପାନୀର ଦୂଷିତ ଜଳ ମିଶା ପାନୀୟ ଜଳ ପିଇ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ୨ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ମୃତ୍ୟୁ…
ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ: ମା’ ପେଟ ଛୁଆ ଉପରେ ଏବେ ୨୨ ହଜାର ଟଙ୍କାର ଋଣ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଋଣଭାରକୁ ନେଇ ବିଧାନସଭାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏବେ ଋଣଭାର ୧ ଲକ୍ଷ ୨୭ ହଜାର କୋଟି ଟଙ୍କା ଟପିଲାଣି। ମା’ ପେଟର ଛୁଆ ଉପରେ ମୁଣ୍ଡପିଛା ଋଣ ୨୨ହଜାର ଟଙ୍କା ହେଲାଣି। ରାଜ୍ୟର ବିକାଶ ନାମରେ ବିନାଶ…
ଗୁଜରାଟରେ ମଦ ବିକ୍ରି ଉପରେ ଲଗାମ, ତେବେ ବି ୧୫ ବର୍ଷରେ ୮୪୫ରୁ ଅଧିକ ମଦମୃତ୍ୟୁ, ଏଏପିର କଟାକ୍ଷ…
ଅହମଦାବାଦ, ୨୬।୭ : ଗୁଜରାଟର ବୋଟାଦ ଜିଲାର ରୋଜିଦ ଗ୍ରାମରେ ଯେଉଁଠାରେ ବିଷାକ୍ତ ମଦ ପିଇବା କାରଣରୁ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଛି। ଏହି ଘଟଣାକୁ ନେଇ ରାଜନୈତିକ ମହଲରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। ବର୍ଷ ଶେଷରେ ହେବାକୁ ଥିବା…
ପୃଥିବୀ ମୁହାଁ ଚାଇନା ରକେଟ ଭଗ୍ନାବଶେଷ, କେଉଁଠି ପଡ଼ିବ ସେନେଇ ଆତଙ୍କ…
ବେଜିଂ, ୨୬।୭ : ମହାକାଶରେ ନିଜର ସ୍ପେସ ଷ୍ଟେସନ ନିର୍ମାଣ କରିବାକୁ ଚେଷ୍ଟା କରୁଥିବା ଚାଇନା ନିକଟରେ ଲ୍ୟାବ ମଡ୍ୟୁଲ ଓ୍ବେଣ୍ଟିଆନ ଲଞ୍ଚ କରିଛି। ଲଙ୍ଗ ମାର୍ଚ୍ଚ ୫ ବି ରକେଟ ମାଧ୍ୟମରେ ଏହାକୁ ଚାଇନା ଏହାକୁ ଲଞ୍ଚ କରିଥିଲା। ତେବେ…
ଆମେରିକାରେ ୧.୪ କୋଟିରୁ ଅଧିକ ଶିଶୁ କରୋନା ଆକ୍ରାନ୍ତ…
ଓ୍ବାଶିଂଟନ, ୨୬।୭ : ମହାମାରୀ ଆରମ୍ଭରୁ, ଆମେରିକାର ୧.୪ କୋଟିରୁ ଅଧିକ ଶିଶୁ କରୋନା ମହାମାରୀରେ ଆକ୍ରାନ୍ତ ହୋଇଛନ୍ତି। ଆମେରିକୀୟ ଏକାଡେମୀ ଅଫ ପେଡିଆଟ୍ରିକ୍ସ (ଏଏପି) ଏବଂ ଶିଶୁ ହସ୍ପିଟାଲ ଆସୋସିଏଶନ ଦ୍ୱାରା ପ୍ରକାଶିତ ହୋଇଥିବା ସଦ୍ୟତମ ରିପୋର୍ଟରେ ଏହି ସୂଚନା…
Archives


