Home

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ଦାମ ହୋଇଛି ଦୁଇଗୁଣା, କହିଲେ ଜୟଶଙ୍କର…

ବଡ଼ୋଦରା, ୧।୧୦ : ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍‌. ଜୟଶଙ୍କର ୬୦ଟି ବିଭିନ୍ନ ଦେଶର ପ୍ରତିନିଧୀଙ୍କ ସହ ଗୁଜରାଟ ବଡ଼ୋଦରାର ଲକ୍ଷ୍ମୀ ଭିଲାସ ପ୍ୟାଲେସ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆଜି ଏହା ଏକ ଗର୍ବର ବିଷୟ…

ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କୁ ଚୁମ୍ବନ ଦେଲେ ଅମୀରଙ୍କ ଝିଅ

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ଟନିଷ୍ଟ ତଥା ସୁପରଷ୍ଟାର ଅମୀର ଖାନଙ୍କ ଝିଅ ଇରା ବର୍ତ୍ତମାନ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଇରା ତାଙ୍କ ପ୍ରେମିକ ନୁପୂର ଶିଖରଙ୍କୁ ସମସ୍ତଙ୍କ ସାମ୍ନାରେ ଚୁମ୍ବନ ଦେଇ ବିବାହ ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହି ସମୟର ଏକ…

ଅକ୍ଟୋବର ମାସରେ କୁମ୍ଭ ସମେତ ଏହି ୫ ରାଶି ଲାଗି ଧନଲାଭର ଯୋଗ; କ୍ଷତି ସହିବେ ଗୋଟିଏ ରାଶି ବ୍ୟକ୍ତିବିଶେଷ

ଆରମ୍ଭ ହୋଇଛି ଅକ୍ଟୋବର। ଏହି ମାସରେ ଦଶହରା, କୁମାରପୂର୍ଣ୍ଣିମା, ଦୀପାବଳୀ ଭଳି ଉତ୍ସବ ପଡ଼ିବ। ପାର୍ବଣର ଏହି ସମୟରେ ଲୋକଙ୍କ ଖର୍ଚ୍ଚ ମଧ୍ୟ ବଢ଼ିଯାଏ। ସେହିଭଳି ବ୍ୟବସାୟୀଙ୍କ ରୋଜଗାର ବୃଦ୍ଧି ପାଇଥାଏ। ଜ୍ୟୋତିଷ ବିଷାରଦଙ୍କ ମୁତାବକ ଚଳିତ ମାସରେ ୫ ରାଶିର…

ବ୍ୟକ୍ତିଗତ ଗୋପନୀୟତା ଅଧିକାର ମୃତ୍ୟୁରେ ଶେଷ ହୁଏନାହିଁ, କୋର୍ଟଙ୍କ ରାୟ…

କୋଲକାତା,୧।୧୦ : ଗୋପନୀୟତା ଅଧିକାରକୁ ନେଇ କୋଲକାତା ହାଇକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଏକ ମାମଲାର ଶୁଣାଣି କରି ହାଇକୋର୍ଟ କହିଛନ୍ତି, ଗୋପନୀୟତା ଅଧିକାର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ସହିତ ଶେଷ ହୁଏ ନାହିଁ। ଆରଟିଆଇ ଅଧିନିୟମ ଅନୁଯାୟୀ, ଜଣେ…

‘ଆତଙ୍କବାଦ ରାଜନୈତିକ ହୋଇପାରିବ ନାହିଁ’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧ା୧୦: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ନିକଟରେ ଆମେରିକାରୁ ଫେରିଛନ୍ତି। ତାଙ୍କ ଗସ୍ତ ସମୟରେ ସେ ଅନେକ ଥର ଭାରତର ପତାକା ଉତ୍ତୋଳନ କରିଥିଲେ। ସେ ଦେଶର ମୂଳ ସ୍ବାର୍ଥ ତଥା ବିଶ୍ୱସ୍ତରୀୟ ଚିନ୍ତାର ବିଷୟ କଥା ମଧ୍ୟ…

କେଓ୍ବାଇସି ନାମରେ ଅଭିନେତା ଅନୁ କପୁରଙ୍କଠାରୁ ଠକିନେଲେ ୪.୩୬ ଲକ୍ଷ ଟଙ୍କା…

ମୁମ୍ବାଇ, ୧।୧୦ : ଜଣାଶୁଣା ଚଳଚ୍ଚିତ୍ର ଅଭିନେତା ଅନୁ କପୁର ଅନଲାଇନ ଠକେଇର ଶିକାର ହୋଇଛନ୍ତି। ଏକ ଅଗ୍ରଣୀ ଘରୋଇ କ୍ଷେତ୍ରୀୟ ବ୍ୟାଙ୍କରେ ତାଙ୍କ ଆକାଉଣ୍ଟରୁ ୪.୩୬ ଲକ୍ଷ ଟଙ୍କା କାଢି ନିଆଯାଇଛି। ତେବେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଯୋଗୁ ସେ…

ପୁଟିନ୍‌ଙ୍କ ଆମନ୍ତ୍ରଣକୁ ସ୍ବିକାର କଲେ ୭ ଫୁଟ୍‌ର ଏହି ବକ୍ସିଂ ଚାମ୍ପିୟନ: ୟୁକ୍ରେନ୍‌ ସହ ଲଢ଼ିବେ ଯୁଦ୍ଧ

ମସ୍କୋ,୧।୧୦: ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଏବେ ବି ଜାରି ରହିଛି। ପ୍ରାୟ ୭ ମାସ ଧରି ଲାଗିରହିଥିବା ଏହି ଯୁଦ୍ଧରେ ବହୁ ଧନଜୀବନ ହାନି ହୋଇଥିବା ବେଳେ ୟୁକ୍ରେନ୍‌ର ୪ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ରୁଷିଆରେ ବିଲୟ ହୋଇଛି। ଏବେ ଏହି ଯୁଦ୍ଧରେ…

ଛତୁଆରେ ଅପମିଶ୍ରଣ ନେଇ ଗାଡ଼ି ଅଟକ ରଖିଲେ ଗ୍ରାମବାସୀ

ସାରସକଣା,୧ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ପୋଖରିଡିହା ପଞ୍ଚାୟତରେ ଛତୁଆରେ ଅପମିଶ୍ରଣ କରାଯାଉଥିବା ନେଇ ଛତୁଆ ବାଣ୍ଟିବାକୁ ଆସିଥିବା ଗାଡ଼ିକୁ ଅଟକାଇ ରଖିଥିଲେ ଗ୍ରାମବାସୀ। ପ୍ରକାଶଥାଉ କି,ସେପ୍ଟେମ୍ବର ୧୪ରେ ସାରସକଣା ପଞ୍ଚାୟତ ସମିତି ବୈଠକରେ ଛତୁଆରେ ଅପମିଶ୍ରଣ କରାଯାଇ ଶିଶୁମାନଙ୍କୁ ଅଖାଦ୍ୟ…

ଦେବୀ ଦୁର୍ଗାଙ୍କ ହାତରେ ତ୍ରିଶୂଳ ବଦଳରେ ଟିଏମସି ପତାକା, ଭାଜପା କଲା ନିନ୍ଦା…

କୋଲକାତା,୧।୧୦ : ଦୁର୍ଗା ପୂଜାର ମହାଷଷ୍ଠୀ ପୂଜା ପଶ୍ଚିମବଙ୍ଗରେ ଆରମ୍ଭ ହୋଇଛି। ବିଭିନ୍ନ ପୂଜା ପେଣ୍ଡାଲ ଭିନ୍ନ ଭିନ୍ନ ପୌରାଣିକ ବିଷୟବସ୍ତୁ ଉପରେ ଆଧାରିତ ହୋଇଛି। ତେବେ ଗୋଟିଏ ପୂଜା ପେଣ୍ଡାଲରେ ଶାସକ ତୃଣମୂଳ କଂଗ୍ରେସ (ଟିଏମସି)ପତାକା ଦେବୀ ଦୁର୍ଗାଙ୍କ ହାତରେ…

ବିଦ୍ୟାଳୟ ଛାତ ପ୍ଲାଷ୍ଟର ଖସି ୭ ଛାତ୍ରୀଛାତ୍ର ଆହତ ହେବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପିଡି ଡିଆରଡିଏ

କେନ୍ଦୁଝର,୧ା୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟ ସିଲିଂରୁ ପ୍ଲାଷ୍ଟର ଖସି ୭ ଜଣ ଆଦିବାସୀ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଶ୍ରେଣୀରେ ପାଠ ପଢୁଥିବାବେଳେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସିଥିଲା। ଏହି ଘଟଣାକୁ ପ୍ରଶାସନ ଗୁରୁତର ସହ ନେଇଛି। ଏ…

ପୁଟିନଙ୍କ ପାଇଁ ଲଢ଼େଇ କରିବେ ହେଭିଓ୍ବେଟ ଚାମ୍ପିୟନ ନିକୋଲାଇ…

ମସ୍କୋ, ୧।୧୦ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ବିରୋଧରେ ଯୁଦ୍ଧକୁ ତୀବ୍ର କରିବା ପାଇଁ ଦେଶରେ ସୈନ୍ୟ ସଂଗ୍ରହ କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ସେବେଠାରୁ ରୁଷିଆର ସୈନ୍ୟବାହିନୀରେ ସୈନିକମାନଙ୍କ ସହିତ ସାଧାରଣ ନାଗରିକମାନଙ୍କୁ ମଧ୍ୟ ଯୁଦ୍ଧରେ ଯୋଗଦେବାକୁ…

ୟୁନେସ୍କୋ ତାଲିକାରେ ମେଘାଳୟର ମୋମଲୁହ ଗୁମ୍ଫା…

ଶିଲଂ,୧।୧୦ : ମେଘାଳୟର ସୋହରାରେ ଥିବା ପୃଥିବୀର ଦୀର୍ଘତମ ମୋମଲୁହ ଗୁମ୍ଫାକୁ ୟୁନେସ୍କୋ ପକ୍ଷରୁ ଚୟନ କରାଯାଇଛି। ଏସମ୍ପର୍କରେ ଶନିବାର ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ସୂଚନା ପ୍ରଦାନ କରିଛନ୍ତି। ୟୁନେସ୍କୋର ଅନ୍ତର୍ଜାତୀୟ ୟୁନିଅନ ଅଫ ଜିଓଲୋଜିକାଲ ସାଇନ୍ସ (ଆଇୟୁଜିଏସ) ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?